ତାତିଠାରୁ ପାନୀୟ ଜଳ କଷ୍ଟ ବଢ଼ିଗଲାଣି
ନୟାଗଡ଼ ଅଫିସ,୯ା୫: ବଣ ଜଙ୍ଗଲଘେରା ନୟାଗଡ଼ ଜିଲା ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି। ଜିଲାର ୮ଟି ବ୍ଲକ ଓ ୫ ସହରାଞ୍ଚଳରେ ତାପମାତ୍ରା ବୃଦ୍ଧି ସାଙ୍ଗକୁ ଭୂତଳ ଜଳସ୍ତଳ ହ୍ରାସ ଯୋଗୁ ଜିଲାର ୪୭% କୂଅ, ନଳକୂପ, ପୋଖରୀ ଆଦି ଜଳ ଉତ୍ସ…
ସୁନା ଖଣିରେ ନିଆଁ ଲାଗି ୨୭ ମୃତ
ୟାନାକୁଇହୁଆ, ୯।୫: ସଦ୍ଦର୍ନ ପେରୁ ଆରେକିପାରେ ଥିବା ଏକ ସୁନା ଖଣିରେ ରବିବାର ଅଗ୍ନିକାଣ୍ଡ ଘଟି ୨୭ ଜଣଙ୍କ ମୃତ୍ୟୁ ଘଟିଛି। ଖଣିରେ ଶର୍ଟସର୍କିଟ୍ ଯୋଗୁ ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଥିବା ପ୍ରାଥମିକ ଯାଞ୍ଚରୁ ଜଣାପଡ଼ିଛି। ଖଣିରେ ୧୦୦ ମିଟର…
ସ୍ବାଧୀନତା ସଂଗ୍ରାମୀଙ୍କ ଗାଁ ଲୋକଙ୍କୁ ଚୁଆପାଣି ଭରସା
ନୂଆଗାଁ,୯ା୫(ଡି.ଏନ.ଏ.) : ପ୍ରତି ଗାଁର ଘରକୁ ଘର ପାନୀୟ ଜଳ ଯୋଗାଇଥିବା ନେଇ ସରକାର କହୁଛନ୍ତି। ହେଲେ ଦେଶକୁ ଇଂରେଜ ଶାସନରୁ ମୁକୁଳାଇ ସ୍ବାଧୀନତା ଆଣିବାକୁ ନିଜ ଜୀବନକୁ ଝାସ ଦେଇଥିବା ସଂଗ୍ରାମୀ ଗାଁକୁ ପାନୀୟ ଜଳ ଯୋଗାଇବାରେ ପ୍ରଶାସନ ବିଫଳ…
‘ଦ କେରଲା ଷ୍ଟୋରି’ ନିର୍ଦ୍ଦେଶକଙ୍କୁ ଧମକ
ମୁମ୍ବାଇ,୯।୫: ଫିଲ୍ମ ‘ଦ କେରଲା ଷ୍ଟୋରି’ ନେଇ ଦେଶର ଅନେକ ସ୍ଥାନରେ ବିବାଦ ଲାଗି ରହିଛି। ଏହି କାରଣରୁ ପଶ୍ଚିମବଙ୍ଗରେ ଫିଲ୍ମ ସମ୍ପୂର୍ଣ୍ଣ ଭାବେ ନିଷିଦ୍ଧ ହୋଇଥିବାବେଳେ ତାମିଲନାଡୁରେ ଏହି ଶୋ ବାତିଲ କରାଯାଇଛି। ଏହି ସମୟରେ ଫିଲ୍ମର ନିର୍ଦ୍ଦେଶକ ସୁଦୀପ୍ତୋ…
ମିଶନ ଶକ୍ତି ଗୃହ କାମରେ ଲାଗୁନି
ନୂଆଗାଁ,୯ା୫(ଡି.ଏନ.ଏ.): ମହିଳାଙ୍କ ଉନ୍ନତିରେ ରାଜ୍ୟର ପ୍ରଗତି। ତେଣୁ ମହିଳାମାନଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ସ୍ବାବଲମ୍ବୀ କରାଇବା ଓ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେବାକୁ ସରକାର ବିଭିନ୍ନ ଯୋଜନାମାନ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ସ୍ବେଚ୍ଛାଚାରିତା କାରଣରୁ ସେସବୁ ସୁବିଧା…
ପାନୀୟ ଜଳ ଯୋଗାଣରୁ ସୁନାଖଳା ଗାଁ ଲୋକ ବଞ୍ଚିତ
ଭାପୁର,୯ା୫(ଡି.ଏନ.ଏ.): ନୟାଗଡ଼ ଜିଲା ଭାପୁର ବ୍ଲକ ଅନ୍ତର୍ଗତ ବିଜିପୁର ପଞ୍ଚାୟତ ଅଧୀନ ସୁନାଖଳା ଗାଁରେ ଦୀର୍ଘ ୧୩ ବର୍ଷରୁ ଊଦ୍ଧର୍ବ ହେଲା ପାନୀୟ ଜଳ ପାଇବାରୁ ଏପର୍ଯ୍ୟନ୍ତ ବଞ୍ଚତ୍ତ ହୋଇ ରହିଛି। ସରକାର ଗ୍ରାମାଞ୍ଚଳରେ ରହୁଥିବା ଜନସାଧାରଣଙ୍କୁ ପାନୀୟ ଜଳ ଯୋଗାଇ…
ଡୋଭାଲଙ୍କୁ ଭେଟିଲେ ଆମେରିକା ଏନ୍ଏସ୍ଏ
ନୂଆଦିଲ୍ଲୀ,୯ା୫ : ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକ୍ ସୁଲିଭାନ ରବିବାର ସାଉଦି ଆରବରେ ଭାରତୀୟ ପ୍ରତିପକ୍ଷ ଅଜିତ ଡୋଭାଲଙ୍କୁ ଭେଟି ଦ୍ୱିପାକ୍ଷିକ ଓ ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଚଳିତ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା…
ବଢୁଛି ତାତି, ଜନଜୀବନ ଅସ୍ତବ୍ୟସ୍ତ
ବଲାଙ୍ଗୀର ଅଫିସ,୯ା୫: ବଲାଙ୍ଗୀର ଜିଲାରେ ଗ୍ରୀଷ୍ମ ପ୍ରବାହ ଅଘୋଷିତ କର୍ଫ୍ୟୁ ଅନୁରୂପ ସ୍ଥିତି ସୃଷ୍ଟି କରିଛି। ଟାଣ ଖରା ଯୋଗୁଁ ଲୋକେ ଘରୁ ବାହାରିବାକୁ ଡରୁଛନ୍ତି। ଫଳରେ ପୂର୍ବାାହ୍ନ ୧୧ଟାରୁ ରାସ୍ତାଘାଟ ଶୂନଶାନ୍ ହୋଇଯାଉଛି। ୪୦ଡିଗ୍ରୀ ଉପରେ ତାପମାତ୍ରା ରହୁଥିବା ଏବଂ…
ଟିକେଟ ବୁକିଂ ବନ୍ଦ ରଖିବାକୁ ଗୋ ଫାଷ୍ଟକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୯ା୫: ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ତୁରନ୍ତ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଟିକେଟ ବୁକିଂ ଏବଂ ବିକ୍ରି ବନ୍ଦ କରିବା ପାଇଁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଗୋ ଫାଷ୍ଟକୁ ସୋମବାର ନିର୍ଦ୍ଦେଶ ଦେଇଛି। ସୁରକ୍ଷିତ ବିମାନ ସେବା ଯୋଗାଇବାରେ…
ଅମଳ ଅଧିକ, ବିକ୍ରି ହୋଇପାରୁନି
ଅମରପାଲି,୯ା୫ (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ଚଳିତ ରବିଋତୁରେ ପ୍ରଚୁର ପରିମାଣରେ କଖାରୁ(ମାଖନ) ଉତ୍ପାଦନ ହୋଇଛି। ହେଲେ ବିକ୍ରି କରି ପାରୁ ନ ଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛି। ହଜାର ହଜାର କୁଇଣ୍ଟାଲ କଖାରୁ ନଷ୍ଟ ହେବାକୁ…
ପ୍ରତିଶ୍ରୁତି ରଖିଲାନି ପ୍ରଶାସନ
ବିନିକା,୯ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠି ଗଁାର ଜିବର୍ଦ୍ଧନ କର୍ଣ୍ଣଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଥିଲା। ଘଟଣାକୁ ଇତିମଧ୍ୟରେ ୫ବର୍ଷ ୬ମାସ ବିତିଛି। ହେଲେ ସେହି ସମୟରେ ଜିଲା ପ୍ରଶାସନ ଦେଇଥିବା ଲିଖିତ ପ୍ରତିଶ୍ରୁତି ଅନୁଯାୟୀ ଜିବର୍ଦ୍ଧନଙ୍କ ସ୍ତ୍ରୀ…
କର୍ନାଟକରେ ବୁଧବାର ଭୋଟ
ବେଙ୍ଗାଲୁରୁ, ୯ା୫: କର୍ନାଟକର ୨୨୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ଲାଗି ବୁଧବାର ମତଦାନ ହେବାକୁ ଥିବାବେଳେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସବୁ ଦଳ ପକ୍ଷରୁ ଜୋର୍ଦାର ପ୍ରଚାର କରାଯାଇଥିଲା। ବୁଧବାର ଭୋଟରମାନେ ପ୍ରାର୍ଥୀମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।…
Archives


