ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି। ଚାଷୀଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ପଦକ୍ଷେପ ନେବା ଦାବିରେ ବରଗଡ଼ ଜିଲା କଂଗ୍ରେସ…
ପରିଚିତଙ୍କ ହାତରେ ପଦବୀ
ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା ସମୟସୀମା ଦୂରକରିବାକୁ ସ୍ଥିର କରିଥିବା ଲକ୍ଷ୍ୟକରାଯାଉଛି। ମୁଖ୍ୟ ଶାସନ ସଚିବ କେ. ବିଜୟାନନ୍ଦ ନଭେମ୍ବର…
ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ
ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ କୂଟନୈତିକ ମହଲରେ ତୀବ୍ର ଆଲୋଚନାର ବିଷୟ ପାଲଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମର୍ଥକଙ୍କ ଉପରେ…
ଏହି ଅଲରାଉଣ୍ଡରଙ୍କ ପାଇଁ ଗୌତମ ଗମ୍ଭୀରଙ୍କ ଉପରେ ବର୍ଷିଲେ ରବିଚନ୍ଦ୍ରନ ଅଶ୍ୱିନ
ନୂଆଦିଲ୍ଲୀ,୬।୧୨: ପୂର୍ବତନ ଭାରତୀୟ ସ୍ପିନ ବୋଲର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ଗୌତମ ଗମ୍ଭୀରଙ୍କୁ ଟାର୍ଗେଟ କରିଛନ୍ତି। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ପୂର୍ବରୁ ଅଶ୍ୱିନ କହିଛନ୍ତି ଯେ ଗୌତମ ଗମ୍ଭୀରଙ୍କୁ ନିଶ୍ଚିତ କରିବା ଉଚିତ…
ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି
ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ ଗୁରୁବାର ଆରମ୍ଭ ହୋଇ ଶୁକ୍ରବାର ସମ୍ପନ୍ନ ହୋଇଯାଇଛି। ଗୁରୁବାର ଭୋରରୁ ପୂଜା ଆରମ୍ଭ ହୋଇ…
ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’
ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ ଏକ ଗଧ ସଂସଦ ଭବନରେ ପ୍ରବେଶ କଲା। ଏହାକୁ ଦେଖି ସାଂସଦମାନେ ହସି ଉଠିଲେ,…
ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ
ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଅଧୀନ ଥିବା ବିଭିନ୍ନ ମଣ୍ଡିରୁ କେବଳ ୭୦୧୧ ପ୍ୟାକେଟ…
ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…
ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା କରିଛନ୍ତି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ବିମାନବନ୍ଦରରେ ଉପସ୍ଥିତ ଥାଇ ପୁଟିନଙ୍କୁ ଆନୁଷ୍ଠାନିକ ଭାବରେ…
ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ
ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି। କେଉଁଠି ଟୋକନ ଏବଂ ଧାନ ଉଠାଣ ସମସ୍ୟା ଲାଗି ରହିଛି ତ ଆଉ କେଉଁଠାରେ…
୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ
ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍ମ୍ୟାପ୍ ଚୂଡ଼ାନ୍ତ କରିଛନ୍ତି। ଓ୍ବାଶିଂଟନ୍ ପକ୍ଷରୁ ଲଗାଯାଇଥିବା ଦଣ୍ଡାତ୍ମକ ଟାରିଫ୍ ପରିପ୍ରେକ୍ଷୀରେ ଦୁଇଦେଶ ୨୦୩୦ ସୁଦ୍ଧା…
ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ
ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ ସିଆରପିଏଫ ଯବାନଙ୍କ ମିଳିତ କୋମ୍ବିଂ ଅପରେଶନ ବେଳେ ବିଲାମାଳ ପଞ୍ଚାୟତର ମୁଣ୍ଡିମାସ୍କା ଜଙ୍ଗଲରେ ସୁରକ୍ଷାକର୍ମୀ…
ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ
ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍ ପକ୍ଷରୁ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କେନ୍ଦ୍ର ସରକାରଙ୍କ ପରିବେଶ ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ…
Archives


