ମହିଳାଙ୍କୁ ଅସଦାଚରଣ କରିବା ପଡ଼ିଲା ମହଙ୍ଗା
ବୁଗୁଡା,୫ା୩(କାଳିଚରଣ ଦାଶ): ବୁଗୁଡ଼ା ଥାନା ବାଲିପଦର ଗ୍ରାମରେ ରହୁଥିବା ଜଣେ ବିବାହିତା ମହିଳାଙ୍କୁ ଅସଦାଚରଣ ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଆସିକା ଥାନା ଝଗଡେଇ ଗ୍ରାମର ଉଦିତ କୁମାର ପାଢୀ(୩୦)। ଏନେଇ…
ଲଗାତର ଦୁଇ ଥର ଫାଇନାଲ ଖେଳିବ ଭାରତ
ମୁମ୍ବାଇ,୫।୩: ସଞ୍ଜୁ ସାମସନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ଉପଯୋଗୀ ଅବଦାନ ବଳରେ ଭାରତ ଗୁରୁବାର ଅନୁଷ୍ଠିତ ଟି୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ହରାଇ ଫାଇନାଲରେ ପ୍ରବେଶ କରିଛି। ମ୍ୟାଚ ହାଇସ୍କୋରିଂ ବିଶିଷ୍ଟ ହୋଇଥିଲେ ହେଁ ଶେଷ…
ଅକ୍ଷର ପଟେଲ ସାଜିଲେ ‘ସୁପରମ୍ୟାନ୍’: ୨୪ ମିଟର ପଛକୁ ଦୌଡ଼ି ଧରିଲେ ଏମିତି ଅସମ୍ଭବ କ୍ୟାଚ୍, ସ୍ତବ୍ଧ ହୋଇଗଲା…
ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍ ୨୦୨୬ର ପ୍ରତିଟି ମ୍ୟାଚରେ ଚମତ୍କାର କ୍ୟାଚ୍ ଦେଖିବାକୁ ମିଳୁଛି। କିନ୍ତୁ ସେମିଫାଇନାଲ ଭଳି ହାଇ-ଭୋଲଟେଜ ମ୍ୟାଚ୍ରେ ଅକ୍ଷର ପଟେଲ ଯେଉଁ କ୍ୟାଚ ଧରିଛନ୍ତି, ତାହା କ୍ରିକେଟ ପ୍ରେମୀଙ୍କୁ ଚକିତ କରିଦେଇଛି। ଇଂଲଣ୍ଡ ଅଧିନାୟକ ହ୍ୟାରୀ ବ୍ରୁକ୍ଙ୍କୁ ଆଉଟ…
IND vs ENG: ଇଂଲଣ୍ଡ ଉପରେ ଲାଗିଲା ୭୪ ରନ୍ର ‘ପେନାଲ୍ଟି’! ସେମିଫାଇନାଲରେ ଗୋଟିଏ ଭୁଲ ପାଇଁ ହାତରୁ ମ୍ୟାଚ୍ ଗଲା
ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ବ୍ୟାଟରଙ୍କ ବିସ୍ଫୋରକ ପ୍ରଦର୍ଶନ ଦେଖିବାକୁ ମିଳିଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୫୩ ରନର ଏକ ବିଶାଳ ସ୍କୋର ଛିଡ଼ା କରିଛି। ତେବେ…
ଆସାମରେ ସୁଖୋଇ-୩୦ ଯୁଦ୍ଧବିମାନ ନିଖୋଜ; ରାଡାରରୁ ସମ୍ପର୍କ ବିଚ୍ଛିନ୍ନ, କ୍ରାଶ୍ ହୋଇଥିବା ସନ୍ଦେହରେ…
ଗୁଆହାଟୀ,୫।୩: ଆସାମରେ ଭାରତୀୟ ବାୟୁସେନାର ଏକ ସୁଖୋଇ-୩୦ MKI (Su-୩୦ MKI) ଯୁଦ୍ଧ ବିମାନ ରାଡାରରୁ ନିଖୋଜ ହୋଇଯାଇଛି। ବିମାନଟି ସହ ବାୟୁସେନାର ସମ୍ପର୍କ ବିଚ୍ଛିନ୍ନ ହୋଇଥିବା ବେଳେ ଏପର୍ଯ୍ୟନ୍ତ ଏହାକୁ ଟ୍ରାକ୍ କରାଯାଇ ପାରିନାହିଁ। ଗୁଆହାଟୀ ପ୍ରତିରକ୍ଷା ପିଆର୍ଓଙ୍କ ସୂଚନା…
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସି ଭି ଆସନ୍ଦ ବୋଷଙ୍କ ଇସ୍ତଫା, ମମତା କହିଲେ…
କୋଲକାତା,୫।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ ଦେଖିବାକୁ ମିଳିଛି। ପଶ୍ଚିମବଙ୍ଗ ରାଜ୍ୟପାଳ ସି ଭି ଆନନ୍ଦ ବୋଷ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଦିଲ୍ଲୀ ଗସ୍ତରେ ଥିବା ସମୟରେ ସେ ନିଜର ଇସ୍ତଫା…
ବଡ଼ ଉପଲବ୍ଧି: କୋହଲିଙ୍କ ସମକକ୍ଷ ହେଲେ ସଞ୍ଜୁ ସାମସନ
ମୁମ୍ବାଇ,୫।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ୍ରେ ସଞ୍ଜୁ ସାମସନ ୪୨ ବଲରେ ୮୯ ରନ୍ କରିଥିଲେ। ଟି୨୦ ବିଶ୍ୱକପ୍ ନକ୍ଆଉଟ୍ ମ୍ୟାଚ୍ରେ ସଞ୍ଜୁ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିବାରେ ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ସମକକ୍ଷ ହୋଇଛନ୍ତି। କୋହଲି ୨୦୧୬ ଟି୨୦…
ଭାରି ପଡ଼ିଲା ଜିଦ୍: ସଞ୍ଜୁ ସାମସନଙ୍କ ବୁଝାଇବା ସତ୍ତ୍ୱେ ମାନିଲେ ନାହିଁ ଅଭିଷେକ, ଘଟିଲା ଏମିତି
ମୁମ୍ବାଇ,୫।୩: ଟି-୨୦ ବିଶ୍ୱକପ୍ ୨୦୨୬ର ଗୁରୁତ୍ୱପୂର୍ଣ୍ଣ ସେମିଫାଇନାଲରେ ଯୁବ ବ୍ୟାଟର ଅଭିଷେକ ଶର୍ମା ପୁଣିଥରେ ପ୍ରଶଂସକଙ୍କୁ ନିରାଶ କରିଛନ୍ତି। ଇଂଲଣ୍ଡ ବିପକ୍ଷରେ ସେ ମାତ୍ର ୭ଟି ବଲ୍ରୁ ୯ ରନ କରି ଆଉଟ ହୋଇଛନ୍ତି। ଚଳିତ ବିଶ୍ୱକପ୍ରେ ଖେଳିଥିବା ୭ଟି ଇନିଂସ…
ଛାତ୍ର ମୃତ୍ୟୁ ନେଲା ନୂଆ ମୋଡ଼: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଭବାନୀପାଟଣା,୫ା୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବର ମାହୋଲ ଥିବାବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା। ହୋଲି ଖେଳି ସାରି ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିବା ଜଣେ…
ଭଞ୍ଜନଗରରେ ବଢୁଛି ତାତି, ଘୁମୁସର ବନଖଣ୍ଡର ୩ ଜଙ୍ଗଲରେ ନିଆଁ; ବଢିଲା ବନ ବିଭାଗର ଚିନ୍ତା
ଭଞ୍ଜନଗର,୫।୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ୩ ଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିଲା। ସେଗୁଡିକ ହେଲା ଭଞ୍ଜନଗର ସହର ଗାନ୍ଧୀ କୈଳାସ ପାହାଡ, କୁଲାଡ ଉପର ବାଗଦେବୀ ପାହାଡ ଏବଂ ଘୋଗଡ ଜଙ୍ଗଲ। ସେଥିମଧ୍ୟରୁ…
ଘରକୁ ଫେରିବା ନେଇ ଚିନ୍ତା ବ୍ୟକ୍ତ କଲେ ସାମି
କୋଲକାତା,୫।୩: ଆମେରିକା ଓ ଇସ୍ରାଏଲ ପକ୍ଷରୁ ଇରାନ ଉପରେ ଆକ୍ରମଣ ପରେ ଅନ୍ତର୍ଜାତୀୟ ଆକାଶ ମାର୍ଗରେ ବିମାନ ଚଳାଚଳ ନେଇ କଟକଣା ଜାରି ରହିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ୍ ଦଳ ୪ରୁ ୫ ଦିନ ହେଲା ଭାରତରେ ଫସି ରହିଛି। ଏହାକୁ ନେଇ…
ଆଫଗାନିସ୍ତାନ କ୍ରିକେଟ ବୋର୍ଡର ବଡ଼ ଘୋଷଣା: ଇବ୍ରାହିମ ହେଲେ ଅଧିନାୟନ
ନୂଆଦିଲ୍ଲୀ,୫।୩: ଓପନିଂ ବ୍ୟାଟର ଇବ୍ରାହିମ ଜଦ୍ରାନଙ୍କୁ ଆଫଗାନିସ୍ତାନ ଟି୨୦ ଦଳର ଅଧିନାୟକ ଭବେ ନିଯୁକ୍ତ କରାଯାଇଛି। ଆଗାମୀ ଶ୍ରୀଲଙ୍କା ବିପକ୍ଷ ସିରିଜ୍ ଲାଗି ଦଳ ଘୋଷଣା କରାଯିବା ଅବସରରେ ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପକ୍ଷରୁ ଏହି ଘୋଷଣା କରାଯାଇଛି। ଭାରତରେ…
Archives


