ସଫେଇ ହେଉନି ଡ୍ରେନ୍, ରାସ୍ତାରେ ଜମୁଛି ପାଣି
ଜଟଣୀ,୮ା୫(ଡି.ଏନ୍.ଏ.): ଜଟଣୀ ପୌରାଞ୍ଚଳରେ ଡ୍ରେନ୍ ସଫେଇ ନ ହେବାରୁ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି ସହରବାସୀ। ଅସରାଏ ବର୍ଷା ହେଲେ ସହରର ସାହିବସ୍ତିରୁ ଆରମ୍ଭକରି ମୁଖ୍ୟ ରାସ୍ତାରେ ବର୍ଷା ପାଣି ଜମି ରହୁଛି। ଗତ ଶୁକ୍ରବାର କାଳବୈଶାଖୀ ପ୍ରଭାବରେ ବର୍ଷା ହେବାରୁ…
ସରକାରୀ ନିୟମକୁ ଅଣଦେଖା, ଖରାରେ କାମ କରୁଛନ୍ତି ଶ୍ରମିକ
ନିରାକାରପୁର,୮ା୫(ଡି.ଏନ୍.ଏ.): ପ୍ରଚଣ୍ଡ ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାରଙ୍କ ଶ୍ରମ ନିୟମ ଅନୁଯାୟୀ ଏପ୍ରିଲ ପହିଲାରୁ ସମସ୍ତ ଶ୍ରମିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରାରେ କାମ କରିବା ପାଇଁ ବାରଣ କରାଯାଇଛି। ତେବେ କେତେଜଣ ଅସାଧୁ ଠିକାଦାର ଏହି ନିୟମ…
ମାନ୍ୟତା ସତ୍ତ୍ୱେ ଅବହେଳିତ ‘ମଣ୍ଡନଗିରି’
ଖୋର୍ଦ୍ଧା ଅଫିସ,୮ା୫: ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଅନ୍ତର୍ଗତ ଖଙ୍ଗୁରିଆ ପଞ୍ଚାୟତର ସଂପୁର ଗ୍ରାମ ନିକଟରେ ରହିଛି ମୁଣ୍ଡିଆପଡ଼ା ବା ମଣ୍ଡନଗିରି ପାହାଡ଼। ପ୍ରାକୃତିକ ସବୁଜିମା ଭରା ପରିବେଶ ମଧ୍ୟରେ ଏହି ପାହାଡ଼ ଉପରେ ଶ୍ରୀରଘୁନାଥ ଜୀଉଙ୍କ ପୀଠ ଅବସ୍ଥିତ। ଏହା…
ମହଜୁଦକାରୀଙ୍କ ଲୁହାପଥର ଗୁଣ୍ଡର ଷ୍ଟକ୍ ଯାଞ୍ଚ ଦାବି
କେନ୍ଦୁଝର,୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳ ଅଞ୍ଚଳରେ ବହୁ ବର୍ଷ ଧରି ବିଭିନ୍ନ କ୍ରଶର ଏବଂ ରେଲବାଇ ସାଇଡିଂରେ ଗଚ୍ଛିତ ଥିବା ଲୁହାପଥର ବିକ୍ରି ପାଇଁ ଖଣି ବିଭାଗ ତପତ୍ରତା ଦେଖାଇଛି। ଖଣିଜ ପଥର ଚୋରି ହୋଇ ଯାଉଥିବାରୁ ସରକାରଙ୍କ…
ନୂଆ ରୂପ ନେଉଛି ସିଲଭର ସିଟି ବୋଟ୍ କ୍ଲବ୍
କଟକ ଅଫିସ,୮ା୫: କଟକ ମାତାମଠସ୍ଥିତ ମହାନଦୀ କୂଳରେ ଥିବା ସିଲ୍ଭର ସିଟି ବୋଟ୍ କ୍ଲବ ଏବେ ନୂଆ ରୂପ ପାଇବାକୁ ଯାଉଛି। ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ପକ୍ଷରୁ ଏହାର ପରିସରରେ ବିଭିନ୍ନ ଉନ୍ନୟନମୂଳକ…
ଅଙ୍ଗନଓ୍ବାଡି ଗୃହ ନାହିଁ, ଓ୍ବାର୍ଡ ଅଫିସରେ ଚାଲିଛି ସର୍ଭେ
ପାରାଦୀପ,୮ା୫(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳ ୧୯ ଟି ଯାକ ୱାର୍ଡରେ ଗତ ୨ ତାରିଖରୁ ପଛୁଆ ବର୍ଗ ଜାତି ସର୍ଭେ ଆରମ୍ଭ ହୋଇଛି। ଏହା ଚଳିତ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। ସରକାରୀ ନିୟମ ମୁତାବକ ପ୍ରତି ସର୍ଭେ ସେଣ୍ଟରରେ ୨୦୮…
ବାସହରା ହେଲେ ଅନାଥ ଭଉଣୀଭାଇ
ମୋରଡ଼ା, ୮।୫ (ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଏବଂ ବେତନଟି ରେଞ୍ଜ୍ ଅଞ୍ଚଳରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବହୁ ଧନଜୀବନ ନଷ୍ଟ ହେଉଛି। ଏଥିରେ ଲୋକେ ଅତିଷ୍ଠ ହେଲେଣି। ହାତୀଙ୍କ ଉତ୍ପାତ ରୋକିବାରେ ପ୍ରଶାସନ…
ମହତିପୁର-ଚରମ୍ପା ରାସ୍ତା ନିର୍ମାଣରେ ଅନିଶ୍ଚିତତା
ଖଇରା,୮।୫(ଡି.ଏନ୍.ଏ.): ବାଲେଶ୍ୱରରୁ ଭଦ୍ରକ ଜିଲାକୁ ସଂଯୋଗ କରୁଥିବା ମହତିପୁର-ଚରମ୍ପା ଭାୟା ବାରାପୁର ରାସ୍ତା ନିର୍ମାଣ ୬ମାସ ଧରି ଦ୍ରୁତଗତିରେ ଚାଲିବା ପରେ ଏବେ ଏହାର ଗତି ମନ୍ଥର ହୋଇଯାଇଛି। ବିଦ୍ୟୁତ୍ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ରାସ୍ତାରେ…
ବିନା ଏସ୍ଏମ୍ସିରେ ଉଠୁଛି ଅନୁଦାନ
ଆନନ୍ଦପୁର,୮।୫(ସ୍ବ.ପ୍ର.): ୫-ଟି ବ୍ୟବସ୍ଥାରେ ବିଦ୍ୟାଳୟ ପ୍ରତି ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରିବା, ଉତ୍ତମ ଶୈକ୍ଷିକ ବାତାବରଣ ସୃଷ୍ଟି ଓ ପିଲାମାନଙ୍କୁ ଉତ୍ତମ ଶିକ୍ଷା ପ୍ରଦାନ ପାଇଁ ସରକାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରୁଛନ୍ତି। ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳା ଓ ଦୁର୍ନୀତି ମନୋଭାବ…
ଡ୍ରେନ୍ ପାର୍ଶ୍ୱରେ ମୁକ୍ତାକାଶ ଜିମ୍, ଲୋକଙ୍କ ଅସନ୍ତୋଷ
ବ୍ରହ୍ମପୁର ଅଫିସ,୮ା୫: ବ୍ରହ୍ମପୁର ମହାନଗର ନିଗମ(ବିଇଏମ୍ସି) ପକ୍ଷରୁ ସହରର ସୌନ୍ଦର୍ଯ୍ୟକରଣ ଓ ଲୋକଙ୍କ ସୁବିଧା ପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। କିନ୍ତୁ କେତେକ କାର୍ଯ୍ୟ ଠିକ ଭାବେ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ନିଗମ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ…
ଅଧାରୁ ପାଠ ଛାଡୁଛନ୍ତି ଛାତ୍ରୀଛାତ୍ର
ଫୁଲବାଣୀ ଅଫିସ,୮ା୫: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସୁମରବନ୍ଧ ପଞ୍ଚାୟତରେ ଆଜି ପର୍ଯ୍ୟନ୍ତ ଉଚ୍ଚ ବିଦ୍ୟାଳୟ ନାହିଁ। ବଣ ପାହାଡ଼ ଘେରା ଏହି ପଞ୍ଚାୟତରେ ଉଚ୍ଚ ବିଦ୍ୟାଳୟ ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠ ଛାଡିବାକୁ ବାଧ୍ୟ ହେଉଛନ୍ତି। ଏ ଦିଗରେ ଜିଲା…
ବାଲ୍ୟ ବିବାହ ରୋକିବାରେ ପ୍ରଶାସନ ବିଫଳ
ଭାପୁର,୮ା୫(ଡି.ଏନ.ଏ.): ସମାଜରେ ବାଲ୍ୟ ବିବାହ ଏକ ଧର୍ତ୍ତବ୍ୟ ଅପରାଧ ହୋଇଥିବା ବେଳେ ସଚେତନତାର ଅଭାବ ଯୋଗୁ ଅଦ୍ୟାବଧି ଏଭଳି ସାମାଜିକ ବ୍ୟାଧି ଜାରି ରହିଛି। ଭାପୁରକୁ ଏକ ଆଦର୍ଶ ଓ ବାଲ୍ୟ ବିବାହ ମୁକ୍ତ ବ୍ଲକ ଭାବେ ଗଠନ କରିବାକୁ ବିଭିନ୍ନ…
Archives


