Home Left

ନେପାଳରେ ପ୍ରବଳ ବର୍ଷା ସହ ଭୂସ୍ଖଳନ, ଜଣେ ମୃତ ୨୫ ନିଖୋଜ

କାଠମାଣ୍ଡୁ,୧୮।୬: ନେପାଳର ପୂର୍ବ ଭାଗରେ ବନ୍ୟା ପରିସ୍ଥିତି ଭୟଙ୍କର ରୂପ ନେଇଛି। ପୂର୍ବ ନେପାଳରେ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ଅତି କମରେ ୨୫ ନିଖୋଜ ଅଛନ୍ତି । ସୂଚନା ଅନୁଯାୟୀ, ଶନିବାର ସା ଠାରୁ ୨୪ଘଣ୍ଟା ମଧ୍ୟରେ ପୂର୍ବ ନେପାଳର…

ଶାସନ ବ୍ୟବସ୍ଥା ହାଇଜାକ୍‌ ହୋଇଛି: ଭାଜପା

ଭୁବନେଶ୍ୱର,୧୮।୬(ଅନିଲ ଦାସ): ଓଡ଼ିଶାର ବିଭିନ୍ନ ଜିଲା ଏବଂ ସଂସଦୀୟ କ୍ଷେତ୍ର ବୁଲିଲା ବେଳେ ଜନସାଧାରଣଙ୍କ ଗୋଟିଏ ପ୍ରଶ୍ନ ଆମ ଦ୍ୱାରା ନିର୍ବାଚିତ ପ୍ରତିନିଧିମାନେ ଶାସନ କରୁଛନ୍ତି ନା ନିର୍ଦ୍ଦିଷ୍ଟ ସରକାରୀ ବାବୁଙ୍କ ଚଞ୍ଚକତାର ଶିକାର ହୋଇ ସାରିଛନ୍ତି। ବର୍ତ୍ତମାନ ଏହି ନିର୍ଦ୍ଦିଷ୍ଟ ସମସ୍ୟା…

ପ୍ରଧାନମନ୍ତ୍ରୀଙ୍କ ନୀରବତାକୁ ନେଇ ପ୍ରଶ୍ନ ଉଠାଇଲେ ୧୦ ବିରୋଧୀ ଦଳ

ନୂଆଦିଲ୍ଲୀ, ୧୮।୬: ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଦୀର୍ଘଦିନ ହେଲା ହିଂସାକାଣ୍ଡ ଲାଗି ରହିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରସଙ୍ଗରେ ଆଦୌ ମୁହଁ ଖୋଲୁନାହାନ୍ତି। ମୋଦିଙ୍କ ନୀରବତାକୁ ନେଇ କଂଗ୍ରେସ ସମେତ ମଣିପୁରର ୧୦ ସମଭାବାପନ୍ନ ବିରୋଧୀ ଦଳ ଶନିବାର ପ୍ରଶ୍ନ…

୩୮ ପିଲାଙ୍କୁ ଜାଳିଦେଲେ

କାମ୍ପାଲା,୧୮।୬: ଆଇଏସ୍‌ ସଂଗଠନ ସହ ଜଡ଼ିତ ଆତଙ୍କବାଦୀମାନେ ଉଗାଣ୍ଡାର କାସେସେସ୍ଥିତ ଏକ ଘରୋଇ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ଜିଅନ୍ତା ଜାଳି ହତ୍ୟା କରିଛନ୍ତି। ଏଥିରେ ୪୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ସେମାନଙ୍କ ମଧ୍ୟରେ ୩୮ ଜଣ ଛାତ୍ରଛାତ୍ରୀ ଥିବା ଉଗାଣ୍ଡା କର୍ତ୍ତୃପକ୍ଷ…

ଭାରତ ବୁଲିବାକୁ ଆସିଥିଲେ ପାକିସ୍ତାନ ୟୁଟ୍ୟୁବର, ରାସ୍ତାରେ ସରିଗଲା ତେଲ, ଆଉ ତା’ ପରେ…

ପାକିସ୍ତାନ ୟୁଟ୍ୟୁବର୍‌ ତଥା ମୋଟରସାଇକେଲ ଚାଳକ ଅବରାର ହାସନ ଏକ ମାସ ଧରି ଭାରତ ଗସ୍ତରେ ଆସିଥିଲେ। ଏହି ଗସ୍ତ ସମୟରେ ସେ ପଞ୍ଜାବ, ଦିଲ୍ଲୀ, ହରିୟାଣା, ରାଜସ୍ଥାନ, ମୁମ୍ବାଇ, କେରଳର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ବୁଲି ପ୍ରାୟ ୮୦୦୦ କିଲୋମିଟର…

ବିଞ୍ଝାରପୁର ବ୍ଲକରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ପ୍ରୀତିପୁର, ୧୮ା୬(ସୁଶାନ୍ତ ବେହୁରିଆ) ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ଅଞ୍ଚଳବାସୀ ଆନ୍ଦୋଳନ ପାଇଁ ସଜବାଜ ହେଉଥିବା ଜଣାପଡିଛି। ଏହି ବ୍ଲକର ପୁରାତନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୨୯ ପଞ୍ଚାୟତ ସମେତ ପଡୋଶୀ ବ୍ଲକର ରୋଗୀମାନେ…

ଆନୁଷଙ୍ଗିକ ଶିଳ୍ପକୁ ବଡ଼ ଶିଳ୍ପର ଅଣଦେଖା

ଯାଜପୁର, ୧୮ା୬(ହର୍ଷବର୍ଦ୍ଧନ ବେହେରା)ଅଞ୍ଚଳବାସୀଙ୍କ ଆର୍ଥିକ ଅଭିବୃଦ୍ଧି ଲକ୍ଷ୍ୟରେ ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ଜିଲାରେ ବିଫଳ ହୋଇଥିବା ପରିଲକ୍ଷିତ ହୋଇଛି। ଗତ ୫ବର୍ଷ ମଧ୍ୟରେ ଯାଜପୁର ଜିଲାରେ ବଡ଼ ବଡ଼ ଶିଳ୍ପ ପ୍ରତିଷ୍ଠା ଯୋଗୁ ଶତାଧିକ ପରିବାର ବିସ୍ଥାପିତ ହୋଇଛନ୍ତି। ସୁକିନ୍ଦା…

୮୩ ବର୍ଷ ଧରି ପାଲାକୁ ବଞ୍ଚାଇ ରଖିଛନ୍ତି ଗ୍ରାମବାସୀ

ଚଣ୍ଡିଖୋଲ, ୧୮ା୬’(ପ୍ରଦୀପ୍ତ କୁମାର ପୃଷ୍ଟି):ଆଧୁନିକତାର ସାମାଜିକ ବ୍ୟବସ୍ଥା ଧୀରେଧୀରେ ଆମ ପୁରୁଣା ସଂସ୍କୃତି ଓ ଐତିହ୍ୟ ହଜାଇ ଦେଉଥିବାବେଳେ ଏବେବି କେତେକ ସ୍ଥାନରେ ଆମର ପୁରୁଣା ପାଲା ସଂସ୍କୃତି ବଞ୍ଚତ୍ରହିଛି। ୮୩ ବର୍ଷ ଧରି ପାଲା ଅନବରତ ଆଜି ପର୍ଯ୍ୟନ୍ତ ଚାଲୁରହିଛି।…

କିଙ୍ଗ୍‌ ଚାଲର୍‌ସ ଜନ୍ମଦିନ ହନର୍ସ ସୂଚୀରେ ଭାରତୀୟ ବଂଶୋଦ୍ଭବ

ଲଣ୍ଡନ,୧୮।୬: ବ୍ରିଟେନ ସରକାରଙ୍କ ପକ୍ଷରୁ କିଙ୍ଗ୍‌ ଚାଲର୍‌ସ ୩ୟଙ୍କ ପ୍ରଥମ ଜନ୍ମଦିନରେ ସମ୍ମାନିତ ହେବାକୁ ଥିବା ବ୍ୟକ୍ତିଙ୍କ ତାଲିକା ପ୍ରକାଶ ପାଇଛି। ଏହି ସୂଚୀରେ ପାଖାପାଖି ୪୦ ଜଣ ଭାରତୀୟ ବଂଶୋଦ୍ଭବଙ୍କ ନାମ ରହିଛି। ଅକ୍ସଫୋର୍ଡ ୟୁନିଭର୍ସିଟିର ଡିରେକ୍ଟର ଅଫ ଗ୍ଲୋବାଲ…

ଭିତରକନିକାରେ କୁମ୍ଭୀର ବଂଶ ବୃଦ୍ଧି ରୋକିବାକୁ ଗୁରୁତ୍ୱ

କେନ୍ଦ୍ରାପଡ଼ା, ୧୮ା୬(ଜଗନ୍ନାଥ ଧଳ) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ନିମପୁର ଗ୍ରାମର ଅଶୋକ କୁମାର ଆଚାର୍ଯ୍ୟଙ୍କ ଏକମାତ୍ର ପୁଅ ଆଶୁତୋଷ(୧୦)ଙ୍କୁ ବ୍ରାହ୍ମଣୀ ନଦୀ ଘାଟରେ ଗତ ୧୪ ତାରିଖରେ କୁମ୍ଭୀର ଠାଣି ନେଲା। ଏହି ସ୍ଥାନ ଜାତୀୟ ଉଦ୍ୟାନ ଭିତରକନିକା ସଂରକ୍ଷିତ…

ମହିଳା କର୍ମଚାରୀଙ୍କୁ ମିଳିବ କ୍ରେଚ୍‌ ସୁବିଧା

ଜଗତ୍‌ସିଂହପୁର, ୧୮ା୬(ପ୍ରମୋଦ କୁମାର ନାୟକ) ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଖୁବ୍‌ଶୀଘ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କ୍ରେଚ୍‌ (ଦିନବେଳା ଶିଶୁମାନଙ୍କ ଦେଖାଶୁଣା ପାଇଁ ଗୃହ) ସୁବିଧା ହେବାକୁ ଯାଉଛି। ଛୋଟ ପିଲାଙ୍କୁ ଘରେ ଛାଡି ମହିଳା…

ଗ୍ରୀଷ୍ମପ୍ରବାହ କମିବା ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେଉ

ଭୁବନେଶ୍ୱର, ୧୮ା୬(ଅନୁରାଧା ମହାରଣା) ଗ୍ରୀଷ୍ମଛୁଟି ସରି ଆସୁଥିବାବେଳେ ଆସନ୍ତା ୨୧ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ତେବେ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ସ୍କୁଲକୁ ସକାଳୁଆ କରାଯିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri