Home Left

ବରିଷ୍ଠ ଅଧିକାରୀଙ୍କ ସହ ପ୍ରସ୍ତୁତି ସମୀକ୍ଷା କଲେ ସିଇଓ

ଭୁବନେଶ୍ୱର,୭।୫(ବ୍ୟୁରୋ): ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ କିଶୋର ଧଳ ଶନିବାର ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ସହ ସମ୍ପୃକ୍ତ ବରିଷ୍ଠ ଅଧିକାରୀମାନଙ୍କ ସହିତ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପ୍ରସ୍ତୁତି ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ…

୧୪୧ ଆସନ ଜିତିବ କଂଗ୍ରେସ: ଶିବକୁମାର

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ୧୪୧ ଆସନ ଜିତିବ। ରାଜ୍ୟର ଜନସାଧାରଣ ଆମ ଦଳକୁ କ୍ଷମତାକୁ ଆଣିବେ ବୋଲି ରାଜ୍ୟ କଂଗ୍ରେସ ମୁଖ୍ୟ ଡିି କେ. ଶିବକୁମାର କହିଛନ୍ତି। ଶନିବାର ଏକ ସାକ୍ଷାତକାରରେ ସେ ଏଭଳି ଦୃଢ଼ୋକ୍ତି ପ୍ରକାଶ କରିିଛନ୍ତି।…

ବକ୍ସାଇଟ୍‌ ଉତ୍ତୋଳନରେ ଓଡ଼ିଶାର ଅବଦାନ ୭୩%

ନୂଆଦିଲ୍ଲୀ, ୭।୫: ୨୦୨୧-୨୨ ଆର୍ଥତ୍କ ବର୍ଷରେ ଭାରତରେ ବକ୍ସାଇଟ୍‌ ଉତ୍ପାଦନ ୧୦.୩୭ ପ୍ରତିଶତ ବୃ୍‌ଦ୍ଧି ପାଇ ୨୨.୪୯ ନିୟୁତ ଟନ୍‌ରେ ପହଞ୍ଚତ୍ଛି। ସେଥିରେ ଓଡ଼ିଶାର ଅବଦାନ ୭୩.୧୩ ପ୍ରତିଶତ ବୋଲି ଖଣି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ନାଲ୍‌କୋ ୩୩.୧୨ ପ୍ରତିଶତ ବକ୍ସାଇଟ…

ଗଛ ବି ବଦଳାଇ ଦେବ ଭାଗ୍ୟ

ଘରେ ଶାନ୍ତି ଓ ସୁଖସମୃଦ୍ଧି ବୃଦ୍ଧି କରିବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ବିଧିବିଧାନକୁ ଆପଣେଇଥାନ୍ତି। ହେଲେ ବାସ୍ତୁଶାସ୍ତ୍ର ଅନୁସାରେ, ଏମିତି ବି କେତେକ ଗଛ ଅଛି ଯାହାକୁ ଘରେ ଲଗାଇବା ଦ୍ୱାରା ଧନବୃଦ୍ଧି ହେବା…

ହସ ବଇଦ

ନବରସ ମଧ୍ୟରୁ ହାସ୍ୟ ରସ ଅନ୍ୟତମ l ତେଣୁ ନିରସ ବିରସ ମନକୁ ହସ ରସରେ ସରସ କରିବାପାଇଁ, ହାସ୍ୟ ଲେଖକ ଓ କଳାକାରମାନଙ୍କର ଗୁରୁତ୍ୱ ସବୁବେଳେ ରହିଆସିଛି। ଏମାନେ ଯାବତୀୟ ଦୁଃଖ ଭିତରେ ରହିଲେ ବି, ବର୍ଷକ ବାରମାସ -ତିନିଶ’ପଞ୍ଚଷଠି…

ରୁଷିଆ କ୍ଷେପଣାସ୍ତ୍ରକୁ ଖସାଇଲା ୟୁକ୍ରେନ୍‌

କିଭ୍‌,୭।୫: ରୁଷିଆର ହାଇପରସୋନିକ୍‌ ମିଶାଇଲକୁ ୟୁକ୍ରେନ୍‌ ବାୟୁସେନା ଖସାଇଦେଇଥିବା ଶନିବାର ଦାବି କରିଛି। ଆମେରିକାର ପାଟ୍ରିଅଟ୍‌ ଡିଫେନ୍ସ ସିଷ୍ଟମ ସହାୟତାରେ ୟୁକ୍ରେନ୍‌ ପ୍ରଥମ ଥର ପାଇଁ ମସ୍କୋର ଅତ୍ୟାଧୁନିକ କ୍ଷେପଣାସ୍ତ୍ରକୁ ପ୍ରତିହତ କରିବାକୁ ସମର୍ଥ ହୋଇଛି। ୟୁକ୍ରେନ୍‌ ରାଜଧାନୀରେ ରୁଷିଆ ଗୁରୁବାର…

ବାଇଡେନ୍‌ଙ୍କ ନୀତି ଉପଦେଷ୍ଟା ନୀରା ଟଣ୍ଡେନ

ଓ୍ବାଶିଂଟନ, ୭।୫: ଭାରତୀୟ ବଂଶୋଦ୍ଭବ ନୀରା ଟଣ୍ଡେନ୍‌ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ପ୍ରଶାସନର ଘରୋଇ ନୀତି ଉପଦେଷ୍ଟା ଭାବେ ନିଯୁକ୍ତ ହୋଇଛନ୍ତି। ଭାରତୀୟ-ଆମେରିକୀୟ ପବ୍ଲିକ୍‌ ପଲିସି ବିଶେଷଜ୍ଞ ୫୨ ବର୍ଷୀୟା ଟଣ୍ଡେନ୍‌ ସୁସାନ ରାଇସ୍‌ଙ୍କ ସ୍ଥାନ ନେଇଛନ୍ତି। ହ୍ବାଇଟ୍‌ ହାଉସ୍‌ର…

ମହିଳା ବିମାନଯାତ୍ରୀଙ୍କୁ ବିଛା କାମୁଡ଼ିଲା

ନୂଆଦିଲ୍ଲୀ,୭।୫: ନାଗପୁରରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନରେ ଜଣେ ମହିଳା ଯାତ୍ରୀଙ୍କୁ କଙ୍କଡ଼ା ବିଛା କାମୁଡ଼ିଥିଲା। ଗତ ମାସ ୨୩ ତାରିଖରେ ଏହି ବିରଳ ତଥା ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ବିମାନବନ୍ଦରରେ ବିମାନଟି ଅବତରଣ କରିବା ପରେ ଡାକ୍ତର…

କର୍ନାଟକ ନିର୍ବାଚନ: କଂଗ୍ରେସ ଆଗରେ

ନୂଆଦିଲ୍ଲୀ, ୭।୫: (ଆଇଏଏନ୍‌ଏସ୍‌): କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପକ୍ଷରୁ କରାଯାଇଥିବା ଚୂଡ଼ାନ୍ତ ଜନମତ ସର୍ଭେ ଅନୁଯାୟୀ ଏବେ ବି କଂଗ୍ରେସ ଜିତିବା ସ୍ଥିତିରେ ରହିଛି। ତେବେ ଜୋର୍‌ଦାର ପ୍ରଚାର ଯୋଗୁ ପୂର୍ବରୁ ଭାଜପା ଓ କଂଗ୍ରେସ ମଧ୍ୟରେ ଥିବା…

‘ସେଫ୍‌ ସିଟି ଡ୍ରାଇଭ’ ଅଭିଯାନକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର ,୭ା୫(ବ୍ୟୁରୋ):ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରାସାହି ସ୍ଥିତ ଏକ ଲେଡିଜ୍‌ ହଷ୍ଟେଲରେ ଶୁକ୍ରବାର ରାତିରେ କେତେଜଣ ଅସାମାଜିକ ଯୁବକ ଧସେଇ ପଶିବା ସହ ଜଣେ ଯୁବତୀଙ୍କୁ ଆକ୍ରମଣ କରିବା ସହ ପଥର ମାଡ଼ କରିଥିଲେ। ଏହି ଘଟଣାରେ ପୋଲିସ ଜଣେ ଯୁବକଙ୍କୁ…

ଖବର ସଂଗ୍ରହ ବେଳେ ସାକ୍ଷୀ ଜୋଷୀଙ୍କୁ ପୋଲିସ ଆକ୍ରମଣ

ନୂଆଦିଲ୍ଲୀ/ନ୍ୟୁୟର୍କ, ୭।୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ ଭୂଷଣ ଶରନ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଯୌନ ନିର୍ଯାତନା ଅଭିଯୋଗ ଆଣି କାର୍ଯ୍ୟାନୁଷ୍ଠାନ ଲାଗି ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନ ଚଳାଇଛନ୍ତି। ଖବର ସଂଗ୍ରହ କରିବାକୁ ବୁଧବାର ସାମ୍ବାଦିକା…

୮ରୁ ଓଜେଇଇ, ୧୫ ଯାଏ ଚାଲିବ

ଭୁବନେଶ୍ୱର,୭।୫(ବ୍ୟୁରୋ): ଆସନ୍ତା ୮ ତାରିଖ ସୋମବାରଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆରମ୍ଭ ହେବ। ଏଥିପାଇଁ ଓଜେଇ ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦୈନିକ ୩ଟି ପର୍ଯ୍ୟାୟରେ ସିବିଟି ମାଧ୍ୟମରେ ପରୀକ୍ଷା ହେବ। ପରୀକ୍ଷା ଅବଧି ଦୁଇଘଣ୍ଟା ରହିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri