Home Left

ଘୋଷଯାତ୍ରା ପାଇଁ ପୁରୀ ପଠାଗଲା ଫାସିକାଠ

ଖୋର୍ଦ୍ଧା ଅଫିସ,୬।୫ : ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ଶ୍ରୀକ୍ଷେତ୍ର ଶ୍ରୀନଅର ନିକଟ ଅସ୍ଥାୟୀ ରଥଖଳାରେ ଚାଲିଛି ରଥ ନିର୍ମାଣ। ରଥ ନିର୍ମାଣ ପାଇଁ ଖୋର୍ଦ୍ଧା ବନଖଣ୍ଡ ଅଧୀନ ବାଙ୍କୀ ବୈଦ୍ଧେଶ୍ବର ଜଙ୍ଗଲରୁ ୧୫ଖଣ୍ଡ ଫାସିକାଠ ଶନିବାର ଟ୍ରକ ଯୋଗେ ପଠାଯାଇଛି ।…

ଗୁଣି, ଗାରେଡିକୁ ବିଲୋପ କରିବାକୁ ପ୍ରଶାସନର ଉଦ୍ୟମ

ଛତ୍ରପୁର,୬।୫(ଡି.ଏନ୍‌.ଏ.): ଜିଲାରେ ଗୁଣି ଗାରେଡି, ଡାହାଣୀ ଭଳି କୁପ୍ରଥା ଏବେ ବି ରହିଛି। ଏହାକୁ ନେଇ ଲୋକଙ୍କୁ ସାମାଜିକ ବାସନ୍ଦ କରାଯାଉଛି। ଏହାର ବିଲୋପ କରିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ଚେତନତା କରିବାକୁ ସ୍ଥିର କରାଯାଇଛି। ଏହି…

ବର୍ଷା-ଅନୁଭବ ମାମଲା: କଟକ ଏସ୍‌ଡିଜିଏମ୍‌ରେ କୋର୍ଟ ଶୁଣାଣି ଶେଷ

କଟକ ଅଫିସ,୬।୫: ଅଭିନେତା ଅନୁଭବ ମହାନ୍ତି ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାରେ କଟକ ଏସ୍‌ଡିଜିଏମ୍‌ କୋର୍ଟ ଶୁଣାଣି ଶେଷ କରିଛନ୍ତି । ବର୍ଷାଙ୍କ ପୋଲିସ ସୁରକ୍ଷା ପ୍ରତ୍ୟାହାର ସମ୍ପର୍କିତ ମାମଲାର ଶୁଣାଣି ହୋଇଛି । ବର୍ଷାଙ୍କ ପୋଲିସ ସୁରକ୍ଷା…

ପ୍ରଧାନଶିକ୍ଷକ ନିଯୁକ୍ତିକୁ ଗ୍ରାମବାସୀଙ୍କ ବିରୋଧ

ଆର୍‌ଡି,୬ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ସୁନ୍ଦରପୁର ପ୍ରାଥମିକ ବିଦ୍ୟାଳୟରେ ପଦୋନ୍ନତି ପାଇଥିବା ପ୍ରଧାନଶିକ୍ଷକ ନିଯୁକ୍ତିକୁ ଗ୍ରାମବାସୀ ତଥା ବିଦ୍ୟାଳୟ ଶିକ୍ଷା ପରିଚାଳନା କମିଟି ସଭ୍ୟାସଭ୍ୟ ବିରୋଧ କରିଛନ୍ତି। ସୂଚନା ମୁତାବକ, କୋଇଲଖା ପ୍ରାଥମିକ ସ୍କୁଲ ପ୍ରଧାନଶିକ୍ଷକ କନକ ମୁଣ୍ଡା ପଦୋନ୍ନତି…

କନିଷ୍ଠ ଯନ୍ତ୍ରୀ ଲାଞ୍ଚନେଉଥିବା ଭିଡିଓ ଭାଇରାଲ

ବୈପାରୀଗୁଡା,୬।୫(ଡି.ଏନ୍‌.ଏ.): ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀଙ୍କ ଭିଡିଓ ଭାଇରାଲ । ଏଭଳି ଘଟଣା ଘଟିଛି କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ମାଠପୋଡା ପଞ୍ଚାୟତରେ। ଉକ୍ତ ପଞ୍ଚାୟତରେ କାର୍ଯ୍ୟରତ ଜଣେ କନିଷ୍ଠ ଯନ୍ତ୍ରୀ କାମର ବିଲ କରାଇବା ପାଇଁ ଲାଞ୍ଚ ନେଉଥିବା…

ବଙ୍ଗୋପସାଗରରେ ସୃଷ୍ଟିହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୬।୫(ବ୍ୟୁରୋ):  ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରବିବାର ଏହା ଲଘୁଚାପର ରୂପ ନେବ । ଆସନ୍ତା ୯ ତାରିଖ ସକାଳେ ଅବପାତ ପରେ ବାତ୍ୟାର ରୂପ ପରିଣତ ହେବା ନେଇ ଆଶଙ୍କା…

ଆଜି ମୁମ୍ବାଇ-ଚେନ୍ନାଇ ସଂଘର୍ଷ

ଚେନ୍ନାଇ,୬।୫: ଆଇପିଏଲ୍‌ ୨୦୨୩ର ୧୬ତମ ସିଜନରେ ଶନିବାର ଡବଲ ହେଡର୍‌ ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ସହିତ ମୁକାବିଲା ହେବ। ପ୍ଲେ ଅଫ ଦୌଡ଼କୁ ଦୃଷ୍ଟିରେ ରଖି ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ…

୧୦୬ ବର୍ଷୀୟା ଟାଟୁ ଆର୍ଟିଷ୍ଟ

ମାନିଲା: ବୟସ ୬୦/୭୦ ହେବା ବେଳକୁ ଲୋକେ ଅଣ୍ଟା ସଳଖି ପାରନ୍ତିନି। ବସା-ଉଠା କରିବାରେ ବହୁ କଷ୍ଟ ଅନୁଭବ କରନ୍ତି। ହେଲେ ଏମିତି ବି ଲୋକ ଅଛନ୍ତି, ଯେଉଁମାନେ ପରିଣତ ବୟସରେ ମଧ୍ୟ ଏମିତି କିଛି କରୁଛନ୍ତି, ଯାହା ଫଳରେ ସେମାନେ…

ଛତା ଧରି ବାହାହେଲେ ବର

ରାୟପୁର: ଅନେକ ସମୟରେ ବିବାହକୁ ନେଇ ଭିନ୍ନ ଘଟଣା ଶୁଣିବାକୁ ମିଳିଥାଏ, ଯାହା ଅତ୍ୟନ୍ତ ରୋଚକ ହୋଇଥାଏ। ଯେପରିକି ବର ଜେସିବି ସାହାଯ୍ୟରେ ହେଉ କି କନ୍ୟାକୁ ବର ମୋଟରସାଇକେଲରେ ଆଣିବା ନଜରକୁ ଆସିଛି। ସେହିପରି ନିକଟରେ ଏକ ଭିନ୍ନ ବିବାହ…

ଅପରେଶନ ମାଧ୍ୟମରେ ଉଚ୍ଚତା ବୃଦ୍ଧି

ବର୍ଲିନ୍‌: ଅଧିକ ସୁନ୍ଦର ଦେଖାଯିବାକୁ ଲୋକେ କେତେ କ’ଣ ପନ୍ଥା ଆପଣେଇଥା’ନ୍ତି। ଏପରିକି ଅନେକେ ମୁହଁର ପ୍ଲାଷ୍ଟିକ ସର୍ଜରି ମଧ୍ୟ କରାନ୍ତି। ପାଶ୍ଚାତ୍ୟ ଦେଶଗୁଡ଼ିକରେ ପ୍ଲାଷ୍ଟିକ ସର୍ଜରି ଏକ ସାଧାରଣ କଥା। ହେଲେ କେହି ସୁନ୍ଦର ଦିଶିବା ପାଇଁ ଗୋଡ଼ ଲମ୍ବା…

ସୁନ୍ଦରଗଡ଼, ବରଗଡ଼ ବିଜୟୀ

ଭୁବନେଶ୍ୱର,୬ା୫(ସ୍ପୋଟର୍‌ସ ବ୍ୟୁରୋ): ୬୨ତମ ଜାତୀୟ ପୁରୁଷ ସିନିୟର ଆନ୍ତଃଜିଲା ଫୁଟ୍‌ବଲ ଚାମ୍ପିୟନଶିପ୍‌ ସାହାଣୀ କପ୍‌ର କ୍ୱାର୍ଟରଫାଇନାଲ ଲିଗ୍‌ ପର୍ଯ୍ୟାୟ ଆରମ୍ଭ ହୋଇଛି। ଶୁକ୍ରବାର ସୁନ୍ଦରଗଡ଼ ଓ ବରଗଡ଼ ସେମାନଙ୍କ ମ୍ୟାଚରେ ବିଜୟ ହାସଲ କରିଛନ୍ତି। କଟକସ୍ଥିତ ଓଟିଏମ୍‌ ଗ୍ରାଉଣ୍ଡରେ ଖେଳାଯାଇଥିବା ପ୍ରଥମ…

ପ୍ରଥମ ଦିନରେ ଓଡ଼ିଶା ଖେଳାଳିଙ୍କୁ ୩ ପଦକ

ଭୁବନେଶ୍ୱର,୬ା୫(ସ୍ପୋଟର୍‌ସ ବ୍ୟୁରୋ): ବେଙ୍ଗାଲୁରୁ ସ୍ଥିତ ଶ୍ରୀ କାନ୍ତିବୀରା ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଡିଆନ୍‌ ଓପନ ପାରା ଆଥଲେଟିକ୍ସ ଇଣ୍ଟରନ୍ୟାଶନାଲ ଚାମ୍ପିୟନଶିର ପ୍ରଥମ ଦିନରେ ଓଡ଼ିଶା ଆଥଲେଟଙ୍କୁ ୩ ପଦକ। ୧୨ଦେଶର ୨୯୦ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ କରୁଛନ୍ତି। ଓଡ଼ିଶା ପକ୍ଷରୁ ଜୟନ୍ତୀ ବେହେରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri