ପୂର୍ବତନ ଏମ୍ପି ଅନାଦି ଦାସଙ୍କ ପରଲୋକ
ଯାଜପୁର,୧୭ା୬(ହର୍ଷବର୍ଦ୍ଧନ ବେହେରା) ଯାଜପୁର ଲୋକ ସଭା କ୍ଷେତ୍ରର ପୂର୍ବତନ ସଦସ୍ୟ ତଥା ପ୍ରବୀଣ ରାଜନୀତିଜ୍ଞ ଅନାଦି ଚରଣ ଦାସଙ୍କ ଶୁକ୍ରବାର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଅପରାହ୍ନ ପ୍ରାୟ ୫ଟା୨୦ରେ ପରଲୋକ ହୋଇଯାଇଛି। ତାଙ୍କୁ ୯୭ ବର୍ଷ ବୟସ ହେଉଥିଲା। ସେ…
ଫାର୍ମାସିଷ୍ଟ ଚୋରି କରୁଛନ୍ତି ନିରାମୟ ଔଷଧ
ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ମାଗଣାରେ ଔଷଧ ଯୋଗାଣ ପାଇଁ ଓଡ଼ିଶା ସରକାର ନିରାମୟ ଯୋଜନା କରିଛନ୍ତି । ୨୦୧୫ରୁ ରାଜ୍ୟରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ୫୭୩ ପ୍ରକାର ଜୀବନ…
ସୋନପୁର ଜିଲା ବିଜେଡି କମିଟି ପୁନର୍ଗଠିତ
ଭୁବନେଶ୍ୱର,୧୬ା୬(ଅନିଲ ଦାସ)-ସୋନପୁର ଜିଲା ବିଜେଡି କମିଟିର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଜିଲା ସମେତ ବିଭିନ୍ନ ବ୍ଲକ,ଏନ୍ଏସି, ମ୍ୟୁନିସିପାଲିଟିରେ ସଭାପତିଙ୍କୁ ନିଯୁକ୍ତି ଦିଆଯାଇଛି। ଏ ନେଇ ଶୁକ୍ରବାର ଦଳ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି…
ରଥଯାତ୍ରା ପାଇଁ ପୁରୀକୁ ଚାଲିବ ୧୫ ସ୍ପେଶାଲ ଟ୍ରେନ୍
ଭୁବନେଶ୍ୱର,୧୬।୬(ଅଭିଜିତ ଦାସ): ଆସନ୍ତା ୨୦ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ପୂର୍ବତଟ ରେଳପଥ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ପୁରୀକୁ ୧୫ଟି ସ୍ପେଶାଲ ଟ୍ରେନ୍ ଚଳାଚଳ ଲାଗି ବ୍ୟବସ୍ଥା କରାଯାଇଛି। ୦୮୯୦୭ ପାରାଦୀପ-ପୁରୀ ସ୍ପେଶାଲ, ୦୮୦୧୯ ଅନୁଗୋଳ-ପୁରୀ ସ୍ପେଶାଲ,…
ବାହାନଗା ଟ୍ରେନ୍ ଦୁର୍ଘଟଣା: ଏସ୍ସିବିରେ ଆଉ ଜଣେ ଯାତ୍ରୀଙ୍କ ମୃତ୍ୟୁ
କଟକ,୧୬ା୬ (କାର୍ତ୍ତିକ ସାହୁ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗୁରୁତର ହୋଇ କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆଉ ଜଣେ ଯାତ୍ରୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ସେ ହେଲେ ବିହାର ବାସିନ୍ଦା ପ୍ରକାଶ ରାମ(୧୭)। ତାଙ୍କ ଅବସ୍ଥା ଗୁରୁତର…
ଜୁଆ ଆଡ୍ଡାରେ ଚଢ଼ାଉ, ୭ ଗିରଫ
ଖଲ୍ଲିକୋଟ,୧୬ା୬ (ପ୍ରଶାନ୍ତ ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ କନକା ଗ୍ରାମ ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଚଢ଼ାଉ କରି ୮,୨୦୦ ଟଙ୍କା ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିିଛି। ଖଲ୍ଲିକୋଟ…
ଟାଟା ପାୱାର ଅଫିସ ଆଗରେ ଭାଜପାର ବିକ୍ଷୋଭ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି
ବ୍ରହ୍ମପୁର,୧୬ା୬(ନରସିଂହ ସାହୁ): ଅଘୋଷିତ ବିଦ୍ୟୁତ କାଟ୍ ପ୍ରତିବାଦରେ ଗଞ୍ଜାମ ସାଙ୍ଗଠନିକ ଜିଲା ଭାଜପା ପକ୍ଷରୁ ବ୍ରହ୍ମପୁରସ୍ଥିତ ଟାଟା ପାୱାର ଦକ୍ଷିଣାଞ୍ଚଳ କର୍ପୋରେଟ କାର୍ଯ୍ୟାଳୟ ଆଗରେ ଶୁକ୍ରବାର ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଆନ୍ଦୋଳନକାରୀ ଅଫିସ ଭିତରକୁ ପଶିବା ଉଦ୍ୟମ…
ଭିଜିଲାନ୍ସ ଜାଲରେ ପ୍ରାଣୀଧନ ଚିକିତ୍ସାଅଧିକାରୀ
ଆସିକା,୧୬ା୬(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବ୍ଲକ ପ୍ରାଣୀଧନ ଚିକିତ୍ସାଅଧିକାରୀ ରବି ନାରାୟଣ ସାହୁ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଛନ୍ତି । ମୋବାଇଲ ଭେଟନାରୀ ୟୁନିଟ ବ୍ୟବହାର ଲାଗି ନିୟୋଜିତ ଏକ ବୋଲେରୋର ଭଡା ନବୀକରଣ ଲାଗି କାଗଜପତ୍ର ପ୍ରସ୍ତୁତ…
ଗଞ୍ଜାମ ଏସ୍ପିଙ୍କୁ ଭେଟିଲେ ୧୧ ବାସନ୍ଦ ପରିବାର
ଛତ୍ରପୁର,୧୬ା୬(ସନ୍ତୋଷ ପାଢ଼ୀ )-ଗଞ୍ଜାମ ଜିଲା ରମ୍ଭା ଥାନା ନୁଆଁପଲ୍ଲୀ ଏବଂ ପୋଇରାସୀ ଗ୍ରାମର ୧୧ଟି ପରିବାରକୁ ବାସନ୍ଦ କରିବା ସହ ପ୍ରାଣରେ ମାରିଦେବା ପାଇଁ ଧମକ ଦିଆଯାଉଥିବା ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ୨ ଗ୍ରାମର ବାସନ୍ଦ ପରିବାର ଛତ୍ରପୁର…
ଫିଲ୍ମ ‘ଆଦିପୁରୁଷ’କୁ ନେଇ ଦିଲ୍ଲୀ ହାଇକୋର୍ଟରେ ଯାଚିକା ଦାଖଲ, ବ୍ୟାନ୍ କରିବାକୁ ଦାବି
ନୂଆଦିଲ୍ଲୀ,୧୬।୬: ରିଲିଜ୍ ହେଉଣୁ ଆଦିପୁରୁଷ ଫିଲ୍ମକୁ ନେଇ ବିବାଦ ଦେଖାଯାଇଛି। ଫିଲ୍ମ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଛି। ଆବେଦନରେ ରାମାୟଣ ଏବଂ ପ୍ରଭୁ ରାମଙ୍କୁ ଫିଲ୍ମରେ ଅପମାନିତ କରାଯାଇଥିବା ଅଭିଯୋଗ ହୋଇଛି। ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଯିବାକୁ…
ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ
ରାଇବଣିଆ/ଜଳେଶ୍ୱର,୧୬।୬(ନବୀନ ସାହୁ/ରବି ନାରାୟଣ ପାତ୍ର): ବାଲେଶ୍ୱର ଜିଲା ରାଇବଣିଆ ଥାନା ଭଦୁଆ ନିକଟରେ ଟ୍ରାକ୍ଟର ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଚମାରଗାଁ ପଞ୍ଚାୟତ ପୁଡ଼ତା ଗ୍ରାମର ରଡ଼ିଆ ମୁର୍ମୁଙ୍କ ପୁଅ ବୁଦ୍ଧିଆ (୩୫)। ସୂଚନା ଅନୁଯାୟୀ, ହାତୀଗଡ଼ ପେଟ୍ରୋଲ…
ଡଲାର ତୁଳନାରେ ୩୪ପଇସା ବୃଦ୍ଧି ପାଇଲା ଟଙ୍କା
ନୂଆଦିଲ୍ଲୀ,୧୬।୬: ଶୁକ୍ରବାର ଆମେରିକୀୟ ‘ଡଲାର’ ତୁଳନାରେ ଭାରତୀୟ ମୁଦ୍ରା ‘ଟଙ୍କା’ ଅଧିକ ମଜବୁତ ହୋଇଛି। ଭାରତୀୟ ସେୟାର ବଜାରରେ ଡଲାର ତୁଳନାରେ ଟଙ୍କା ମଜବୁତ ହୋଇ ୩୪ପଇସା ବୃଦ୍ଧି ପାଇଛି। ଇଣ୍ଟରବ୍ୟାଙ୍କ ବୈଦେଶିକ ବିନିମୟରେ ଟଙ୍କା ୮୧.୮୬ରେ ଟ୍ରେଡ କରୁଛି। ଆମେରିକୀୟ…
Archives


