Home Left

ଆତଙ୍କବାଦୀ-ଯବାନ ମୁହାଁମୁହିଁ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୬।୫:ଜମ୍ମୁ-କଶ୍ମୀରର ରାଜୌରି ଜିଲାର କାଣ୍ଡି ଜଙ୍ଗଲରେ ଶନିବାର ଏନ୍‌କାଉଣ୍ଟର ଘଟି ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଥିବା ଜଣାପଡିଛି। ଏନେଇ ଅଞ୍ଚଳରେ ସର୍ଚ୍ଚ ଅପରେଶନକୁ କଡାକଡି କରିଦିଆଯାଇଛି। ସୂଚନା ଯୋଗ୍ୟ, ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଶୁକ୍ରବାର…

ମରାମତି ଅଭାବରୁ ନଷ୍ଟ ହେଲାଣି ୪ ସରକାରୀ ବସ୍‌

ରାୟଗଡ଼ା, ୬।୫ (ସ୍ବ.ପ୍ର.) ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ରାୟଗଡ଼ା ଜୋନ୍‌ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ପୁଣି ବନ୍ଦ ସ୍ଥିତିକୁ ଆସିଗଲାଣି। ଏହି ଜୋନ୍‌ରେ ଥିବା ୧୧ଟି ବସ୍‌ରୁ ବର୍ତ୍ତମାନ ମାତ୍ର ୭ଟି ଚାଲୁ ରହିଛି। ଅନ୍ୟ…

‘ଧରଣୀଧରଙ୍କ ନୀତିଆଦର୍ଶର ପ୍ରାସଙ୍ଗିକତା ରହିଛି’

ଭୁବନେଶ୍ୱର,୬ା୫(ବ୍ୟୁରୋ): କେନ୍ଦୁଝର ଭୂୟାଁ ସମ୍ପ୍ରଦାୟର ଲୋକେ ଅତ୍ୟାଚାରୀ ଇଂରେଜ ଓ ରାଜତନ୍ତ୍ର ବିରୋଧରେ ବହୁବାର ବିଦ୍ରୋହ କରିଥିଲେ। ସେଥିମଧ୍ୟରୁ ପ୍ରମୁଖ ବିଦ୍ରୋହ ଥିଲା ଧରଣୀଧରଙ୍କ ନେତୃତ୍ୱାଧୀନ ଧରଣୀମେଳି, ଯାହା ଅତ୍ୟାଚାରୀଙ୍କ ଆଖିରୁ ନିଦ ହଜାଇ ଦେଇଥିଲା। ଏହି ସଂଗ୍ରାମ ଓଡ଼ିଶା ଇତିହାସରେ…

ଜଙ୍ଗଲରେ ବିତୁଛି ପ୍ରମିଳାଙ୍କ ଜୀବନ

ପିପିଲି,୬।୫(ଡି.ଏନ.ଏ.): ପିପିଲି ବ୍ଲକ ଅଞ୍ଚଳରେ ଜଣେ ବୃଦ୍ଧା ପ୍ରାୟ ୨୦ବର୍ଷରୁ ଅଧିକ ସମୟ ହେବ ଜଙ୍ଗଲ ଭିତରେ ଦୁର୍ବିସହ ଜୀବନଯାପନ କାଟୁଛନ୍ତି। ସେ ହେଉଛନ୍ତି ପ୍ରମିଳା ସ୍ବାଇଁ, ବୟସ ୭୦ ଛୁଇଁଲାଣି, ଚନ୍ଦ୍ରଦେଇପୁର ପଞ୍ଚାୟତ ୧୪ ନମ୍ବର ୱାର୍ଡରେ ଚାଳ ଘରଟିଏ। ପରିବାର…

କାଗଜପତ୍ରରେ ରୋଗୀ ସେବା

ସୁନାବେଡ଼ା, ୬।୫ (ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୌର ପରିଷଦ ଅଞ୍ଚଳରେ କାଗଜପତ୍ରରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର। ୨୦୧୫-୧୬ରେ ୧୭ଲକ୍ଷ ୬୪ହଜାର ଟଙ୍କା ଖର୍ଚ୍ଚ କରି ଏଇଏଫ୍‌ ମାର୍କେଟ-ହାଉସିଂ ରାସ୍ତା ପାର୍ଶ୍ୱରେ ପୌର ପରିଷଦ ଏକ ମିନି କଲ୍ୟାଣ ମଣ୍ଡପ ନିର୍ମାଣ କରିଥିଲା।…

ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ରାସୋଳ, ୬ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ ଶୁକ୍ରବାର ପୁଣି ମୁଣ୍ଡ ନେଇଛି ଗୋଠଛଡ଼ା ଦନ୍ତା। ମୃତକ ହେଲେ ରାସୋଳ ସେକ୍ସନ ଜରଡ଼ା ପଞ୍ଚାୟତ ଅନ୍ତର୍ଗତ ବାଲିକିଆରୀ ଗ୍ରାମର ଲକ୍ଷ୍ମୀଧର ପାତ୍ର (୭୦)। ଶୁକ୍ରବାର ଭୋର୍‌ ସମୟରେ ଲକ୍ଷ୍ମୀଧର ଶୌଚ ହେବା…

୮ରେ ରତ୍ନଭଣ୍ଡାର ମାମଲାର ଶୁଣାଣି

ପୁରୀ ଅଫିସ,୬। ୫: ଆସନ୍ତା ୮ତାରିଖରେ ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ହେବ। ସେହିଦିନ ଶୁଣାଣିବେଳେ କୋର୍ଟରେ ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ରଖନ୍ତୁ ବୋଲି ଶ୍ରୀଜଗନ୍ନାଥ ସେନା ଦାବି କରିଛି। ଏ ନେଇ ଶ୍ରୀଜଗନ୍ନାଥ…

ତିନିରଥର ସିଙ୍ଗଡ଼ା ବାଡ଼ିଆ ଅନୁକୂଳ

ପୁରୀ ଅଫିସ, ୬ ।୫: ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥ ଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଶୁକ୍ରବାର ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନିର୍ଦ୍ଦେଶ କ୍ରମେ ଯନ୍ତାଗାଡ଼ରେ ସିଙ୍ଗଡ଼ା ବାଡ଼ିଆ କାମ ଅନୁକୂଳ କରାଯାଇଛି। ମହାପ୍ରସାଦ ସମର୍ପଣ ଓ ତ୍ରିଫଳ…

ପରିତ୍ୟକ୍ତ ଅବସ୍ଥାରେ ସୀତାସାଗର

ପାରଳାଖେମୁଣ୍ଡି, ୬।୫ (ଡି.ଏନ୍‌.ଏ): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ସୀତାସାଗର ପରିତ୍ୟକ୍ତ ଅବସ୍ଥାରେ ଥିବାବେଳେ ଏହାର ପାର୍ଶ୍ୱତଟ ବର୍ତ୍ତମାନ ମଦ୍ୟପମାନଙ୍କ ଏକ ପ୍ରମୁଖ ଆଡ୍ଡାସ୍ଥଳୀ ହୋଇଥିବା ଦେଖିବାକୁ ମିଳୁଛି। ଯେଉଁ ସୀତାସାଗର ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ତଥା ସହର…

ସୌନ୍ଦର୍ଯ୍ୟ ହରାଉଛି ଜଗୁସାଗର

ଧାମନଗର, ୬।୫ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବଜାରର ମଧ୍ୟଭାଗରେ ରହିଛି ବହୁ ପୁରାତନ ତଥା ଐତିହାସିକ ଜଗୁସାଗର ପୋଖରୀ। ଏହି ପୋଖରୀର ପୁନରୁଦ୍ଧାର ପାଇଁ ବିଭିନ୍ନ ମହଲରେ ଦାବି ହୋଇଆସୁଥିଲେ ମଧ୍ୟ ପ୍ରଶାସନ ଦୃଷ୍ଟି ଆଢ଼ୁଆଳରେ ରହି ଆସିଛି। ସରକାର…

ବନ୍ଦ ହେଲା ବସ୍‌ ଚଳାଚଳ

ବୈଶିଙ୍ଗା,୬।୫ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅଧୀନ ୧୮ନଂ. ଜାତୀୟ ରାଜପଥର ବିଶ୍ରାମପୁରଠାରୁ ବୈଶିଙ୍ଗା-ବଡ଼ସାହି ରାସ୍ତାର ଦାରିହା ପର୍ଯ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପ୍ରଧାନମନ୍ତ୍ରୀ ସଡ଼କ ଶୋଚନୀୟ ହୋଇପଡ଼ିଛି। ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪ କୋଟି…

ନିର୍ମାଣର ମାସକ ପରେ ଦବିଲା ରାସ୍ତା

ଚଣ୍ଡିଖୋଲ,୬।୫(ଡି.ଏନ.ଏ.): ମାତ୍ର ୧୦ କି.ମି.୫୦୦ ମିଟର ରାସ୍ତା ନିର୍ମାଣ କାର୍ଯ୍ୟରେ ଖର୍ଚ୍ଚ ହୋଇଛି ୨୨ କୋଟି ଟଙ୍କା। ହେଲେ କାର୍ଯ୍ୟ ଶେଷ ହେବାର ମାସକ ପରେ ରାସ୍ତାରେ ଫାଟ ସୃଷ୍ଟି ହୋଇଛି ଓ ଗୋଟିଏ ପାର୍ଶ୍ୱ ଦବିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri