ପୂର୍ବତନ ବାଚସ୍ପତି ଚରଣଜିତ୍ ସିଂ ଅଟୱାଲ ଭାଜପାରେ ସାମିଲ
ଚଣ୍ଡିଗଡ,୫।୫: ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ତଥା ପଞ୍ଜାବ ବିଧାନସଭାର ପୂର୍ବତନ ବାଚସ୍ପତି ଚରଣଜିତ ସିଂ ଅଟୱାଲ ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ତାଙ୍କୁ ବିଧିବଦ୍ଧ ଭାବେ ଶୁକ୍ରବାର ଦଳରେ ସାମିଲ କରାଇଛନ୍ତି। ନିକଟରେ…
ମେ’ ୮ ଯାଏ କେଦାରନାଥ ଯାତ୍ରା ପାଇଁ ପଞ୍ଜୀକରଣ ସ୍ଥଗିତ
ଡେରାଡୁନ, ୫।୫: କେଦାରନାଥ ଧାମ ଯାତ୍ରା ପାଇଁ ପଞ୍ଜୀକରଣ ଆସନ୍ତା ମେ’ ୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ କେଦାରଘାଟିରେ ଖରାପ ପାଗ ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରାଖଣ୍ଡ ସରକାର…
୧୦ଦିନ ପାଇଁ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଡେପୁଡି ମେୟର ମଞ୍ଜୁଲତା କହଁର, କମିଶନର ବିଜୟ ଅମୃତା କୁଲାଙ୍ଗେ ଉପସ୍ଥିତ ରହି…
ରାସ୍ତାଫାଟି ଆଁ, ଗ୍ରାମବାସୀ ଅସନ୍ତୁଷ୍ଟ
ସାଲେପୁର,୫।୫(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-୨ରେ ମାଛୁଆତି-ପୁରୁଷୋତ୍ତମପୁର ନଈଗୁଆଁ ରାସ୍ତାର ବଲ୍ଲଭପୁର ରାଜସ୍ବ ଗ୍ରାମକୁ ସମ୍ପ୍ରସାରିତ ହୋଇଥିବା ରାସ୍ତା ଫାଟି ଆଁ କଲାଣି। ୧୧ମାସ ତଳେ ନିର୍ମାଣ ହୋଇଥିବା ଏହି ରାସ୍ତାରେ ନିମ୍ନମାନର କଞ୍ଚାମାଲ ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଫଳରେ…
ଭତ୍ତା ପାଇଁ ହଇରାଣ ଦିବ୍ୟାଙ୍ଗ
ବଳଙ୍ଗା,୫।୫(ଡି.ଏନ୍.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ପିପିଲି ବ୍ଲକ ଚନ୍ଦ୍ରାଦେଇପୁର ପଞ୍ଚାୟତ ୧ ନଂ. ୱାର୍ଡର ଭୋଗପାଟେଳି ଗ୍ରାମର ନାରାୟଣ ସ୍ବାଇଁ (୮୨)ଙ୍କ ଗୋଡ଼ ଛୋଟା। ସେହି ଛୋଟା ଗୋଡ଼ରେ ସେ ଭତ୍ତା ପାଇଁ ୨ କି.ମି. ରାସ୍ତା ଅତିକ୍ରମ କରି ପଞ୍ଚାୟତରେ…
ବାହାରିଲାନି କାଜୁ ଜଙ୍ଗଲ ବିବାଦ ସମାଧାନର ସୂତ୍ର
ନୟାଗଡ ଅଫିସ,୫।୫: କାଜୁ ଜଙ୍ଗଲରେ ନିିଜର ପାରମ୍ପରିକ ଅଧିକାର ସାବ୍ୟସ୍ତ ସହ ନିଲାମ ପ୍ରତ୍ୟାହାର ଦାବି ନେଇ ଓଡଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତ ଶାଳିଆଝରୀର ଆଦିବାସୀଙ୍କ ସମେତ ଆଖପାଖ ଅଞ୍ଚଳର ଆଦିବାସୀ କରିଥିବା ଦାବି ନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏକ…
ଜବରଦଖଲରେ ସରକାରୀ ଜାଗା, ପ୍ରଶାସନ ନୀରବ
ଖଣ୍ଡପଡା,୪ା୫(ସ୍ବ.ପ୍ର): ଦୀର୍ଘବର୍ଷ ଧରି ଖଣ୍ଡପଡ଼ା ତହସିଲ ଅଧୀନ କୁମ୍ଭାରପଡ଼ା ଗ୍ରାମରେ ଏକର ଏକର ସରକାରୀ ଜାଗା ପ୍ରଭାବଶାଳୀ ବ୍ୟକ୍ତି ବିଶେଷ ଜବରଦଖଲ କରି କବ୍ଜାରେ ରଖିଛନ୍ତି। ସରକାରୀ ଜାଗା, ପ୍ରଭୁ ଶ୍ରୀଜଗନ୍ନାଥ ଜୀଉଙ୍କ ମୂଲ୍ୟବାନ ଜାଗାକୁ କେବଳ ମାଡ଼ି ବସି ନାହାନ୍ତି,…
ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ବାଦ୍ ଦେଇ ଭିଡିଓ ଗ୍ରାଫି ହୋଇଥିଲା
ନୂଆଗାଁ, ୫।୫ (ଡି.ଏନ.ଏ.):ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଗୁମୀ ପଞ୍ଚାୟତରେ ଥିବା ଡିମିରିପଲ୍ଲୀ ସରକାରୀ ଉଚ୍ଚ ବିଦ୍ୟାଳୟ (ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ) ଓ ଖଣ୍ଡୁଗାଁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ୫-ଟି ଯୋଜନାରେ ରୂପାନ୍ତରଣ ହୋଇଛି।…
ରୋଗୀଙ୍କ ଲମ୍ବା ଧାଡ଼ି, ଡାକ୍ତରଙ୍କ ଚେୟାର ଖାଲି
ନୂଆଗାଁ ,୫।୫(ଡି.ଏନ.ଏ.):ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମହିପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗୁରୁବାର ରୋଗୀଙ୍କ ଲମ୍ବା ଧାଡ଼ି ଲାଗିଥିବା ବେଳେ ଡାକ୍ତରଙ୍କ ଚେୟାର ଖାଲି ପଡ଼ିଥିବା ଅଭିଯୋଗ ହୋଇଛି। ସରକାର ଡାକ୍ତରଖାନାରେ ମାଗଣାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବାର ବ୍ୟବସ୍ଥା କୁହାଯାଉବେଳେ…
ବିଲାୱାଲ ଭୁଟ୍ଟୋଙ୍କ ସହ ହାତ ମିଳାଇଲେ ନାହିଁ ଜୟଶଙ୍କର
ନୂଆଦିଲ୍ଲୀ,୫।୫: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ବିଲାୱାଲ ଭୁଟ୍ଟୋଙ୍କ ସହ ହାତ ମିଳାଇନାହାଁନ୍ତି। ବୈଠକରେ ଜୟଶଙ୍କର ଦେଶର ସମସ୍ତ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ଏହି ସମୟରେ ବୈଠକରେ…
କୁମ୍ଭୀ ପୋଲ ନିର୍ମାଣ ପାଇଁ ପଞ୍ଚାୟତବାସୀଙ୍କ ଦାବି
ଭାପୁର,୫ା୫(ଡି.ଏନ.ଏ.): ଭାପୁର ବ୍ଲକ ପଦ୍ମାବତୀ ପଞ୍ଚାୟତର ଜନସାଧାରଣ ଝଗଡ଼ପଡ଼ାଠାରେ ଥିବା କୁମ୍ଭୀ ନାଳ ଦେଇ ଭାପୁର ବ୍ଲକକୁ ଯାତାୟାତ କରିଥାନ୍ତି। ରାକମା ପଞ୍ଚାୟତ ଓ ଅନ୍ୟ ପାଖ ପଡୋଶୀ ପଞ୍ଚାୟତର ଛାତ୍ରୀଛାତ୍ର ମଧ୍ୟ ଏହି ବାଟ ଦେଇ ଯାତାୟାତ କରନ୍ତି। ହେଲେ…
ଦିନିକିଆ କ୍ରିକେଟ ବିଶ୍ୱକପ: ଅହମ୍ମଦାବାଦରେ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ!
ନୂଆଦିଲ୍ଲୀ,୫।୫: ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ ବିଶ୍ୱକପ ଭାରତରେ ଖେଳାଯିବ। ତେବେ ଏହା ଚଳିତ ବର୍ଷ ଅକ୍ଟୋବରରେ ଆରମ୍ଭ ହେବା ନେଇ କୁହାଯାଉଛି। ଏହି ସମୟରେ ବିଶ୍ୱକପ ବିଷୟରେ ବଡ ଖବର ସାମ୍ନାକୁ ଆସିଛି। ଭାରତ ଏବଂ ପାକିସ୍ତାନ ମଧ୍ୟରେ…
Archives


