ଶୀତରେ ଥରୁଛି ଉତ୍ତର ଭାରତ
ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ କଶ୍ମୀର ଆକାଶରେ ବାଦଲ ଥିବାରୁ ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଦିଲ୍ଲୀରେ ଶୀତ ବଢ଼ିବା…
ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା
ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ ନାମିତ କରିଛି। RBI ଏହି ବ୍ୟାଙ୍କଗୁଡ଼ିକୁ ଦେଶର ସବୁଠାରୁ ବ୍ୟବସ୍ଥାଗତ ଭାବରେ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ…
ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ
ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍ ଆଉଟ୍ରେ ଫ୍ରାନ୍ସକୁ ୩-୧ ଗୋଲ୍ରେ ପରାସ୍ତ କରି ଚଳିତ ଏଫ୍ଆଇଏଚ୍ ଜୁନିୟର ପୁରୁଷ ବିଶ୍ୱକପ୍ ହକି ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛି। ଶୁକ୍ରବାର ଅନୁଷ୍ଠିତ ଏହି ମ୍ୟାଚର ନିର୍ଦ୍ଧାରିତ ସମୟ ଖେଳ ୨-୨ରେ…
ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ
ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ କରନ୍ତି। ଶନିଙ୍କ ପ୍ରଭାବ ବିଷୟରେ ଆଲୋଚନା କରିବା ସମୟରେ, ପ୍ରଥମେ ଦୁଇଟି ପରିସ୍ଥିତି ମନକୁ…
ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍ କାଟ, ସକାଳୁ…
ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ରବିବାର ୯ଘଣ୍ଟା ବିଦ୍ୟୁତ୍ କାଟ ହେବ। ବରଗଡ଼ ଜିଲା ଅନ୍ତର୍ଗତ ପ୍ରଧାନପାଲି, ଅମ୍ବାପାଲି, ତୋରା,…
ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ
କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାରେ ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ବର୍ତ୍ତମାନ ତାପମାତ୍ରା ୮…
ପୁଟିନ୍ଙ୍କୁ ଗୀତା ଉପହାର ଦେଲେ ମୋଦି
ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍ଭଗବତ ଗୀତା ଉପହାର ଦେଇଛନ୍ତି। ଗୀତାର ନୀତିଶିକ୍ଷା ସାରା ବିଶ୍ୱରେ ଅନେକ ନିୟୁତ ଲୋକଙ୍କୁ ଅନୁପ୍ରାଣିତ…
ପୂର୍ବତନ ଡିଏସ୍ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ
ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟଙ୍କ ବିବାହ ସମୟର ଫଟୋ ସାମ୍ନାକୁ ଆସିଛି। ଜୟପୁରର ଏକ ପ୍ରମୁଖ ହୋଟେଲରେ…
ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…
ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା ଆଲୋଚନା ଓ ବିଚାରବିମର୍ଶ ଚାଲିଛି, ଠିକ ସମୟରେ ଘୋଷଣା ହେବ। ଡେଡ୍ଲାଇନ ଦେବିନି କିନ୍ତୁ…
ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…
ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ପ୍ରାକ୍ତନ କ୍ରୀଡ଼ା ପ୍ରଶିକ୍ଷକ ପି.ଆନନ୍ଦ…
ଲଣ୍ଡନଠାରୁ ବି ମହଙ୍ଗା ହେଲା ପାଟନା-କୋଲକାତା ବିମାନ ଟିକେଟ, ଇଣ୍ଡିଗୋ ସଙ୍କଟ ପରେ ଭାଙ୍ଗିଲା ଭଡ଼ା ରେକର୍ଡ
ନୂଆଦିଲ୍ଲୀ,୫।୧୨: ଭାରତରେ ଗତ ଚାରି ଦିନ ମଧ୍ୟରେ ବିମାନ ଯାତ୍ରା ସମସ୍ୟା ବୃଦ୍ଧି ପାଇଛି। ଇଣ୍ଡିଗୋ ଏୟାରଲାଇନ୍ସର ୧,୦୦୦ ରୁ ଅଧିକ ବିମାନ ବାତିଲ ହେବା ଦ୍ୱାରା ବହୁ ବିମାନ ଯାତ୍ରୀ ପ୍ରଭାବିତ ହୋଇଛନ୍ତି। ଘଣ୍ଟା ଘଣ୍ଟା ଅପେକ୍ଷା କରିବା ପରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ
ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି ପାଣିଗ୍ରାହୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି। କ୍ୱାରୀ ନିଲାମ…
Archives


