ବିଓଏମ୍ର ନୂତନ ଅଞ୍ଚଳ ମୁଖ୍ୟ
ଭୁବନେଶ୍ୱର,୪।୫: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍), ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଅଞ୍ଚଳ ମୁଖ୍ୟ ଭାବେ ଆଲୋକ କୁମାର ମିଶ୍ର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇସ୍ଥିତ ଫୋର୍ଟ ଶାଖାରେ ଶାଖା ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ।…
ଆଇଓବିର ପୁରୀ ଶାଖା ଗୃହ ଉଦ୍ଘାଟିତ
ଭୁବନେଶ୍ୱର,୪।୫: ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କ (ଆଇଓବି) ର ପୁରୀ ଶାଖା ପରିସରରେ ଏକ ନୂତନ ଗୃହ ନିକଟରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଆଇଓବିର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଜୟ କୁମାର ଶ୍ରୀବାସ୍ତବ ସମ୍ମାନିତ ଅତିଥି ଭାବେ…
କନକ ଜୁଏଲେରିରୁ ସୁନା କିଣି ଇ-ବାଇକ୍ ପାଇଲେ ଗ୍ରାହକ
କେନ୍ଦୁଝର,୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କନକ ଜୁଏଲାରୀରୁ ସୁନା କିଣି ଇ-ବାଇକ୍ ପାଇଲେ ଗ୍ରାହକ। ଏପରିକି ୨୦୨୩ ଏପ୍ରିଲଠାରୁ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ସୁନା ଅଳଙ୍କାର କ୍ରୟ ଉପରେ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଥିଲା। ଏଥିସହ ୫ ହଜାର…
ଟାଟା ଷ୍ଟିଲ୍ର ଫଳାଫଳ
ଭୁବନେଶ୍ୱର,୪।୫: ଟାଟା ଷ୍ଟିଲ୍ ପକ୍ଷରୁ ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷ ଏବଂ ୪ର୍ଥ ତ୍ରୈମାସିକର ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଅସ୍ଥିର ପରିଚାଳନା ପରିବେଶ ସତ୍ତ୍ୱେ ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀର ରାଜସ୍ବ…
ତାପଜ ବିଦ୍ୟୁତ୍ ପ୍ରକଳ୍ପ ତାତି ଶିଥିଳ
କାମାକ୍ଷାନଗର, ୪।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକର ୭ଟି ଗ୍ରାମକୁ ନେଇ ଓଡ଼ିଶା ଥର୍ମାଲ ପାଓ୍ବାର କର୍ପୋରେଶନ ଲିମିଟେଡ୍ (ଓଟିପିସିଏଲ୍) ପକ୍ଷରୁ ପ୍ରସ୍ତାବିତ ତାପଜ ବିଦ୍ୟୁତ୍ ପ୍ରକଳ୍ପରେ ଶିଥିଳତା ଦେଖାଦେଇଛି। ୨୦୧୧ରୁ ଏହି ବହୁ ପ୍ରତୀକ୍ଷିତ ପ୍ରକଳ୍ପ ଲାଗି ପ୍ରକ୍ରିୟା ଆରମ୍ଭ…
ରାଉରକେଲା ଅରୁନ୍ଧତୀ ଜୁଏଲର୍ସର ପ୍ରଥମ ବାର୍ଷିକୀ
ଭୁବନେଶ୍ୱର,୪।୫: ଅରୁନ୍ଧତୀ ଜୁଏଲର୍ସର ରାଉରକେଲାସ୍ଥିତ ଏକ୍ସକ୍ଲୁସିଭ ଶୋ’ରୁମ୍ର ପ୍ରଥମ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲସର୍ର୍ର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ଏହି ସଫଳ ଯାତ୍ରାରେ ସାଥ୍ ଦେଇଥିବା ସମସ୍ତ ଗ୍ରାହକ ବନ୍ଧୁ…
କାଜାରିଆର ନୂତନ ଆଉଟ୍ଲେଟ୍
କେନ୍ଦୁଝର,୪ା୫(ସ୍ବ.ପ୍ର.): କେନ୍ଦୁଝର ସହର କରଞ୍ଜିଆ ବସ୍ଷ୍ଟାଣ୍ଡ ନିକଟରେ କାଜାରିଆର ନୂତନ ଆଉଟ୍ଲେଟ୍ ବୁଧବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ସ୍ବିକୃତୀପ୍ରାପ୍ତ ଡିଲର ଓମ୍କାର ଟ୍ରେଡର୍ସ ଆନୁକୂଲ୍ୟରେ ଏହାର ଶୁଭାରମ୍ଭ କରାଯାଇଛି। ଏଠାରେ କମ୍ପାନୀର ସମସ୍ତ ବର୍ଗର ଫ୍ଲୋର ଟାଇଲ୍ସ,…
ରେଳ ଧାରଣାକୁ ଖସିପଡ଼ିଲା ହାଇଓ୍ବା
ଭୁବନ, ୪।୫(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ଭୁବନ ଥାନା ଯମୁନାକୋଟ ଗ୍ରାମ ନିକଟ ରେଳଧାରଣାରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା (ନଂ. ଓଡ଼ି ୦୪ ଏନ୍ ୧୦୯୬) ଭାରସାମ୍ୟ ହରାଇ ଓଭରବ୍ରିଜ୍ ଉପରୁ ରେଳଧାରଣାକୁ…
ବୈଷୟିକ ନିରାପତ୍ତା ବ୍ୟବସ୍ଥାକୁ ଗୁରୁତ୍ୱାରୋପ
ଭୁବନେଶ୍ୱର,୪।୫: ବେଦାନ୍ତ ଆଲୁମିନିୟମ ପକ୍ଷରୁ କାର୍ଯ୍ୟସ୍ଥଳରେ ‘ଓ୍ବାଲର୍ଡ ଡେ ଫର ସେଫ୍ଟି ଆଣ୍ଡ ହେଲଥ ଆର୍ଟ ଓ୍ବାର୍କ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍ ଝାରସୁଗୁଡ଼ାଠାରେ ଏକ ଅଗ୍ନି ନିରାପତ୍ତା ତାଲିମ ପାର୍କର ମଧ୍ୟ ଉଦ୍ଘାଟନ କରାଯାଇଛି। ଉକ୍ତ…
ଆଜି ହନୁମାନ ଚାଳିଶା ଆବୃତ୍ତି କରିବ ବଜରଙ୍ଗ ଦଳ
ବେଙ୍ଗାଲୁରୁ/ଆଙ୍କୋଲା,୪ା୫ : କଂଗ୍ରେସ କ୍ଷମତାକୁ ଆସିଲେ ବଜରଙ୍ଗ ଦଳକୁ ବେଆଇନ ଘୋଷଣା କରିବ ବୋଲି ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଛି। ଏହାର ପ୍ରତିବାଦରେ ବଜରଙ୍ଗ ଦଳ ସାରା କର୍ନାଟକରେ ଗୁରୁବାର ହନୁମାନ ଚାଳିଶା ଆବୃତ୍ତି କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନେଇଛି। ମେ’…
ଜିଲାପାଳଙ୍କୁ ଦାବିପତ୍ର ଦେଲେ ହିତାଧିକାରୀ
ଫୁଲବାଣୀ ଅଫିସ, ୪ା୫: କନ୍ଧମାଳ ଜିଲା ଫୁଲବାଣୀ ସହରରେ କିଓସ୍କ ବ୍ୟାଙ୍କି ସଂସ୍ଥା ଠକେଇ ଘଟଣାରେ ହିତାଧିକାରୀ କିପରି ଟଙ୍କା ପାଇବେ ତାହାକୁ ନେଇ ସେମାନଙ୍କ ମଧ୍ୟରେ ଭାଳେଣି ପଡିଛିା ଗରିବ ଶ୍ରେଣୀର ଏହି ହିତାଧିକାରୀମାନେ ଟଙ୍କା ନ ପାଇ ବହୁ…
ରାଷ୍ଟ୍ରପତିଙ୍କ ଅପେକ୍ଷାରେ ଜନ୍ମମାଟି
ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତକୁ ନେଇ ରାଇସିନାରୁ ରାଇରଙ୍ଗପୁର ପର୍ଯ୍ୟନ୍ତ ଚଳଚଞ୍ଚଳ ହୋଇପଡ଼ିଛି। ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଥିବା ବେଳେ ଗସ୍ତ କାର୍ଯ୍ୟକ୍ରମ ସଫଳ କରିବା ପାଇଁ ପ୍ରଶାସନ ତତ୍ପର ହୋଇପଡ଼ିଛି। ସମଗ୍ର ମୟୂରଭଞ୍ଜବାସୀ…
Archives


