Home Left

ଏଇସି ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କଲେ ଅଜିତ ମହାନ୍ତି

ନୂଆଦିଲ୍ଲୀ,୪ା୫: ବରିଷ୍ଠ ପଦାର୍ଥ ବିଜ୍ଞାନୀ ଅଜିତ କୁମାର ମହାନ୍ତି ବୁଧବାର ଆଟମିକ୍‌ ଏନର୍ଜି କମିଶନ (ଏଇସି) ଅଧ୍ୟକ୍ଷ ଏବଂ ଆଣବିକ ଶକ୍ତି ବିଭାଗ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଭାବା ଆଟମିକ୍‌ ରିସର୍ଚ୍ଚ ସେଣ୍ଟର (ବିଏଆର୍‌ସି) ନିର୍ଦ୍ଦେଶକ ଭାବେ ଅବସ୍ଥାପିତ…

୧୬୧ ର଼୍ୟାଙ୍କ୍‌କୁ ଖସିଲା ଭାରତ

ନୂଆଦିଲ୍ଲୀ, ୪ା୫: ୨୦୨୩ ବିଶ୍ୱ ପ୍ରେସ୍‌ ସ୍ବାଧୀନତା ସୂଚକାଙ୍କରେ ଭାରତ ୧୬୧ତମ ସ୍ଥାନକୁ ଖସିଛି। ମୋଟ ୧୮୦ଟି ଦେଶକୁ ନେଇ ଏହି ସୂଚକାଙ୍କ ପ୍ରସ୍ତୁତ କରାଯାଇଛି। ବିଶ୍ୱ ଗଣମାଧ୍ୟମ ଉପରେ ନଜର ରଖିଥିବା ରିପୋର୍ଟର୍ସ ଓ୍ବିଦାଉଟ୍‌ ବର୍ଡର (ଆର୍‌ଏସ୍‌ଏଫ୍‌)ର ସଦ୍ୟତମ ରିପୋର୍ଟରୁ…

ମାଳଦ୍ୱୀପରେ ଓଡ଼ିଆ ହୋଟେଲ ବ୍ୟବସାୟୀଙ୍କ ସଫଳତା

ଭୁବନେଶ୍ୱର,୪ା୫(ବ୍ୟୁରୋ): ବଡ଼ ସଫଳ କାହାଣୀଗୁଡ଼ିକ ପଛରେ ଅନେକ ସମୟରେ ବୃହତ୍‌ ସ୍ବପ୍ନ ଓ ଭାବାବେଗ ରହିଥାଏ। ଓଡ଼ିଶାରେ ଜନ୍ମିତ ସଲିଳ ପାଣିଗ୍ରାହୀ ମାଳଦ୍ୱୀପରେ ନିଜକୁ ସବୁଠୁ ସଫଳ ହୋଟେଲ ବ୍ୟବସାୟୀ ଭାବେ ପ୍ରତିଷ୍ଠିତ କରିପାରିଛନ୍ତି। ୩ ଦଶନ୍ଧି ପୂର୍ବରୁ ସେ ଓବେରୋଇ…

ସ୍ବାଭାବିକ ହୋଇନାହିଁ ବ୍ୟବସାୟ

ସମ୍ବଲପୁର,୪ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥର ମାଡ଼, ପୋଡ଼ାଜଳା, ଆକ୍ରମଣ, ହତ୍ୟା ଭଳି ଘଟଣା ଘଟିଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ ୧୩ରୁ ୨୪ ତାରିଖ ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଇଥିଲା। ନେଟ୍‌ ସେବା ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ…

୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

କୋରାପୁଟ,୩ା୫(ସ୍ବ.ପ୍ର.): କୋରାପୁଟସ୍ଥିତ ଡିଆରଡିଏ ସଦ୍‌ଭାବନା ସଭାଗୃହଠାରେ ଜିଲାସ୍ତରୀୟ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲାପାଳ ଅବଦୁଲ ଏମ୍‌ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଗୌରବ…

ଗଛରୁ ବାହାରିଲା କୋଟିଏ ଟଙ୍କା

ବେଙ୍ଗାଲୁରୁ,୩ା୫ : ଆୟକର ବିଭାଗ କର୍ନାଟକର ଜଣେ କଂଗ୍ରେସ ନେତାଙ୍କ ଭାଇ ଘରେ ବୁଧବାର ଚଢ଼ାଉ କରିଛି। ଚଢ଼ାଉ ବେଳେ ଗଛରେ ଲୁଚାଯାଇଥିବା ୧ କୋଟି ଟଙ୍କା ଜବତ ହୋଇଛି। କଂଗ୍ରେସ ନେତା ଅଶୋକ କୁମାର ରାୟ ପୁଟ୍ଟୁର ଆସନରୁ ବିଧାନସଭା…

୩୦୦ ସ୍ପିଡ୍‌ରେ ବାଇକ୍‌ ଚଳାଇ କରୁଥିଲେ ଭିଡିଓ, ଦୁର୍ଘଟଣାରେ ୟୁଟ୍ୟୁବରଙ୍କ ଜୀବନ ଗଲା

ଅଲୀଗଡ଼,୩ା୫: ୟୁଟ୍ୟୁବର ଅଗସ୍ତ୍ୟ ଚୌହାନଙ୍କ ବୁଧବାର ଏକ ଦୁର୍ଘଟଣାରେ ପ୍ରାଣହାନି ଘଟିଛି। ଅଗସ୍ତ୍ୟ ଭିଡିଓ କରିବା ପାଇଁ ତାଙ୍କ ରେସିଂ ବାଇକ୍‌ରେ ଆଗ୍ରା ଠାରୁ ଦିଲ୍ଲୀ ଯାଉଥିଲେ। ଏହି ସମୟରେ, ଯମୁନା ଏକ୍ସପ୍ରେସଓ୍ବେର ୪୭ ମାଇଲ ଦୂରରେ ତାଙ୍କ ବାଇକ ନିୟନ୍ତ୍ରଣ…

ନିୟମିତ ଦାବିରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲେ ଚୁକ୍ତିଭିତ୍ତିକ ଶିକ୍ଷକ

କେନ୍ଦୁଝର,୩ା୫(ସ୍ବ.ପ୍ର.): ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ପ୍ରଥାକୁ ୭ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଛେଦ ଘୋଷଣା କରିଥିଲେ ମଧ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ। ଫଳସ୍ବରୂପ ନିୟମିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଓ…

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ଶବ୍ଦ କହି ଅଡୁଆରେ ପ୍ରିୟଙ୍କ ଖାର୍ଗେ, ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଅପମାନଜନକ ଶବ୍ଦ ବ୍ୟବହାର କରି ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ପୁଅ ତଥା ବିଧାୟକ ପ୍ରିୟଙ୍କ ଖାର୍ଗେ। ବୁଧବାର ନିର୍ବାଚନ ଆୟୋଗ ପକ୍ଷରୁ ଏକ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ପ୍ରିୟଙ୍କ…

ସନ୍ଦେହ ଘେରରେ ନାବାଳିକାଙ୍କ ମୃତ୍ୟୁ, ୫ ଦିନ ପରେ ଥାନାର ଦ୍ୱାରସ୍ଥ ହେଲେ ଦୁଇ ଗୋଷ୍ଠୀ

କୋରୁକୋଣ୍ଡା,୩ା୫(ଡି.ଏନ୍‌.ଏ.): ଜଣେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ୫ ଦିନ ପରେ ଦୁଇ ଗୋଷ୍ଠୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଆଦର୍ଶ ଥାନା ପରିସରରେ। ସୂଚନାନୁଯାୟୀ, କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଏମ୍‌ଭି-୪୯ ଗ୍ରାମର ହର କର୍ମକାରଙ୍କ…

ଦିଲ୍ଲୀରେ ବିରାଟ-ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି ପ୍ରଶଂସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ନିଜର ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ପ୍ରାୟତଃ ଶେୟାର କରିଥାନ୍ତି। ଗତ ମାସରେ ଏହି କପଲ ବେଙ୍ଗାଲୁରୁରେ ଦକ୍ଷିଣ…

ଦିଲ୍ଲୀ ମଦ ଦୁର୍ନୀତି ମାମଲା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିସୋଡିଆ

ନୂଆଦିଲ୍ଲୀ,୩।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଜାମିନ ପାଇଁ ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସିସୋଡିଆଙ୍କ ଜାମିନ ଆବେଦନକୁ ୨୮ ଏପ୍ରିଲରେ ଟ୍ରାଏଲ କୋର୍ଟ ଖାରଜ କରିଦେଇଥିଲେ। ଦିଲ୍ଲୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri