ପିଇଓଙ୍କ କ୍ୱାର୍ଟର୍ସ ପାଲଟିଛି କ୍ୱାକ୍ଙ୍କ ଅସ୍ଥାୟୀ କ୍ଲିନିକ୍
ଏମ୍ଭି ୭୯, ୧୭ା୯(ଭିକି ବାରିକ)ମାଲକାନଗିରି ଜିଲା ପଡ଼ିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ତାଣ୍ଡବାଈ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ବାସଗୃହରେ ଜଣେ କ୍ବାକ୍ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଉଥିବା ଦେଖିବାକୁ ମିଳିଛି। ଏହି କୋଠା ବାହାରେ ଲଗାଯାଇଥିବା…
ବିବାହ ସରକାରୀ ସହାୟତାରୁ ବଞ୍ଚିତ ହିତାଧିକାରୀ
ଖଜୁରୀପଡ଼ା,୧୭ା୯(ବିଦୁର ବେହେରା)ଖଜୁରିପଡ଼ା ବ୍ଲକ ପ୍ରଶାସନର ଭୁଲ ପାଇଁ ଜଣେ ନବ ବିବାହିତ ପରିବାର ସରକାରଙ୍କ ଶ୍ରମିକ କଲ୍ୟାଣ ବୋର୍ଡରୁ ବିବାହ ସହାୟତା ପାଇବାରୁ ବଞ୍ଚିତ ହୋଇଥିବା ଅରପାଜୁ ଗ୍ରାମପଞ୍ଚାୟତ ସରାଚୂଡ଼ ଗ୍ରାମର ସୁଶାନ୍ତ ବେହେରା ଅଭିଯୋଗ କରିଛନ୍ତି। ଅଭିଯୋଗ ପ୍ରକାରେ, ସେ…
ଏଗ୍ରିମେଣ୍ଟ ବାତିଲ୍ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ
ନୟାଗଡ,୧୭।୯(ଲୋକନାଥ ମିଶ୍ର): ଧାଡିରେ ଧାନବୁଣା ପାଇଁ କୃଷି ଅନୁଦାନ ଲୁଟିବାର କସରତ ପଣ୍ଡ ହୋଇଛି । ଧାଡ଼ିରେ ଧାନବୁଣା ପାଇଁ ୩ ବର୍ଷ ପର୍ଯ୍ୟନ୍ତ ଏନ୍ଜିଓଙ୍କ ସହ ହୋଇଥିବା ଏଗ୍ରିମେଣ୍ଟକୁ ବାତିଲ୍ କରିବାକୁ ଶନିବାର ସୃଜନ ସଭାକକ୍ଷରେ ଅନୁଷ୍ଠିତ ଜିଲା ପରିଷଦ…
ସରକାରୀ ବିରି ବିହନରେ ଧରୁନି ଫୁଲ
ପାଟଣା,୧୭ା୯(ବୀରକିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରୁ ଚାଷୀ ଖରିଫ ଋତୁରେ ବିନା ମୂଲ୍ୟରେ ବିରି ବିହନ ଆଣି ଚାଷ କରିଥିଲେ। ଠିକ୍ ପ୍ରଣାଳୀରେ ଚାଷ କରିବା ସହ ସାର ପ୍ରୟୋଗ ଦ୍ୱାରା ଗଛ ହୃଷ୍ଟପୁଷ୍ଟ ହୋଇଛି। ମାତ୍ର…
ଓଡ଼ିଶାର ଅନ୍ତରୀଣ ଆବେଦନ ଖାରଜ
ନୂଆଦିଲ୍ଲୀ,୧୭ା୯(କୁଲ୍ଦୀପ ସିଂ) ଓଡ଼ିଶା-ଛତିଶଗଡ଼ ମଧ୍ୟରେ ଚାଲିଥିବା ମହାନଦୀ ଜଳ ବିବାଦ ମାମଲାରେ ଶନିବାର ଓଡ଼ିଶାକୁ ଝଟ୍କା ଲାଗିଛି। ମାମଲା ଶେଷ ହେବା ପର୍ଯ୍ୟନ୍ତ ମହାନଦୀ ଉପରମୁଣ୍ଡରେ ଛତିଶଗଡ଼ କରୁଥିବା ନିର୍ମାଣ ରୋକିବା ସହ ଅଣମୌସୁମୀ ସମୟରେ ୧.୭୪ମେଗାଓ୍ବାଟ ଜଳ ଛାଡ଼ିବା ପାଇଁ…
ବିଓଏମ୍ର ନୂତନ ଶାଖା ଉଦ୍ଘାଟିତ
ଭୁବନେଶ୍ୱର,୧୭।୯: ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର (ବିଓଏମ୍)ର ନୂତନ ଶାଖା (ବୌଦ୍ଧଗଡ଼ ଶାଖା) ବୌଦ୍ଧ ଜିଲାର ବୁଟୁପାଲି ରୋଡ୍ସ୍ଥିତ ଜାମୁ ଛକଠାରେ ଶନିବାର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ବୌଦ୍ଧ ଜିଲାପାଳ ନୃସିଂହ ଚରଣ ସ୍ବାଇଁ ମୁଖ୍ୟ ଅତିଥି ଭାବେ…
କର୍ମକ୍ଷେତ୍ରକୁ ପ୍ରତିପୋଷଣ କରିବାକୁ ପ୍ରତିଶ୍ରୁତିବଦ୍ଧ
ଭୁବନେଶ୍ୱର,୧୭।୯ (ଅଭୟ ଦାଶ): ଭାରତର ସର୍ବବୃହତ୍ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଜାତୀୟ ଇଞ୍ଜିନିୟର୍ସ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଓଡ଼ିଶା ୟୁନିଟ୍ ଝାରସୁଗୁଡ଼ା ଏବଂ ଲାଞ୍ଜିଗଡ଼ ସମେତ ଛତିଶଗଡ଼ର ବାଲ୍କୋ ୟୁନିଟ୍ରେ ମଧ୍ୟ ପାଳନ…
ଜିଲା ଶିକ୍ଷା ବିଭାଗରେ ମନମାନି, ଶିକ୍ଷାଦାନ ହୋଇପାରୁନି
ପଟ୍ଟାମୁଣ୍ଡାଇ,୧୭ା୯(କଳ୍ପତରୁ ନାୟକ)ପଟ୍ଟାମୁଣ୍ଡାଇ ବ୍ଲକରେ ଗୁଣାତ୍ମକ ଶିକ୍ଷାର ପ୍ରସାର ପାଇଁ ରାଜ୍ୟ ସରକାର ଚନ୍ଦନନଗର ପଞ୍ଚାୟତ ବନ୍ତୋପାଟଣାଠାରେ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ପ୍ରାୟ ୧୧ କୋଟି ୭୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିଲେ…
ପ୍ରଧାନମନ୍ତ୍ରୀ କିଷାନ ସହାୟତାରୁ ବଞ୍ଚିତ ହେବେ ଚାଷୀ
ରସୁଲପୁର,୧୭ା୯(ରଞ୍ଜିତ ରାଉତ) ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତରେ ୬ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କ ଇ-କେୱାଇସି(ଅନ୍ଲାଇନରେ-ନୋ ୟୋର କଷ୍ଟମର) ଯାଞ୍ଚ ହୋଇନାହିଁ। ଉକ୍ତ ଚାଷୀମାନେ ତୁରନ୍ତ ଜନସେବା କେନ୍ଦ୍ର ଓ ମୋ ସେବାକେନ୍ଦ୍ରକୁ ଯାଇ ଇ-କେୱାଇସିକୁ ଯାଞ୍ଚ କରାଇ ନେବାକୁ ବ୍ଲକ କୃଷି…
ପ୍ରତି ପଞ୍ଚାୟତରେ ବ୍ୟାଙ୍କ ଖୋଲିବାକୁ ନେଇ ଦ୍ୱନ୍ଦ୍ୱ
ରସୁଲପୁର,୧୭ା୯(ରଞ୍ଜିତ ରାଉତ) ପ୍ରତି ପଞ୍ଚାୟତରେ ବ୍ୟାଙ୍କିଙ୍ଗ ସେବା ଉପଲବ୍ଧ ହେବ। ଏହି କ୍ରମରେ ପ୍ରଥମ ପର୍ଯ୍ୟାୟରେ ଯାଜପୁର ଜିଲା ରସୁଲପୁର ବ୍ଲକର ୧୪ ପଞ୍ଚାୟତରେ ବ୍ୟାଙ୍କ ଖୋଲିବା ନେଇ ଭିତ୍ତିଭୂମି ସଜାଡିବା ଉପରେ ଗୁରୁତ୍ୱ ଦିଆଯାଉଛି। ପଞ୍ଚାୟତର ସରପଞ୍ଚମାନେ ବ୍ୟାଙ୍କ ଆଉଟଲେଟ୍…
ପେସା ଶିକ୍ଷକତା, ନିଶା ପରିବେଶ ସୁରକ୍ଷା
ବ୍ରହ୍ମବରଦା,୧୭ା୯(ଯଯାତି କେଶରୀ ବେହେରା): ପେଶା ଶିକ୍ଷକତା ହେଲେ ନିଶା ପରିବେଶ ସୁରକ୍ଷା ସହିତ କବିତା ଓ ପୁସ୍ତକ ଲେଖା । ଦୀର୍ଘ ୨୩ ବର୍ଷ ହେଲା ଶିକ୍ଷାଦାନ କରିବା ସହିତ ସମାଜ ସେବାରେ ଜୀବନକୁ ଉର୍ତ୍ସଗୀକୃତ କରିଥିବା ଏପରି ଜଣେ ବ୍ୟକ୍ତି…
ରେଳ ଷ୍ଟେଶନ ନାମ ପରିବର୍ତ୍ତନ ନେଇ ବିଜୟ ଉତ୍ସବ
ବାଲିଚନ୍ଦ୍ରପୁର,୧୭ା୯(ଗିରିଜା ପ୍ରସାଦ ସାହୁ) ପୂର୍ବତଟ ରେଳ ଡ଼ିଭିଜନର ହରିଦାସପୁର-ପାରାଦୀପ ଫାଟକ ବିହିନ ରେଳପଥରେ ଥିବା ୩ନଂ. ଷ୍ଟେଶନର ନାମ ରତ୍ନଗିରି ରୋଡ଼ ଦିଆଯାଇଥିଲା। ଏହାକୁ ଆପତ୍ତି ଉଠାଇ ଉଦୟଗିରି ବୁଦ୍ଧ ମହୋସତ୍ବ ସମିତି ପକ୍ଷରୁ ନାମ ସଂଶୋଧନ କରିବା ପାଇଁ ସମିତିର…

