ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…
କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖି ଲୋକମାନେ ଭାବୁଛନ୍ତି ଖେଳ ନାମରେ କିଏ ଏପରି ବିପଦପୂର୍ଣ୍ଣ…
ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…
ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ ନିଯୁକ୍ତ କରିଛି। ରାଷ୍ଟ୍ରପତି ଭବନରୁ ଜାରି ହୋଇଥିବା ଏହି ନିର୍ଦ୍ଦେଶ ସହିତ, ମୁନିର ଏବେ…
ଟ୍ରମ୍ପଙ୍କୁ ଜୋରଦାର ଝଟ୍କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ
ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ ଡଲାର ତୁଳନାରେ ଟଙ୍କାରେ ଏକ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି। ଗୁରୁବାର ଭାରତୀୟ ଟଙ୍କା…
ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!
ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦ କ୍ରିକେଟ ମଧ୍ୟ ଫେରିବାକୁ ଆଗ୍ରହୀ। ଏକ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରୋହିତ ଶର୍ମା ୨୦୨୫ରେ…
ପ୍ରଶ୍ନପତ୍ର ଲିକ୍: ବାତିଲ ହେଲା ଏଏନ୍ଏମ୍ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ
ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍ଏମ୍ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ ଏକା ପ୍ରଶ୍ନ କରିଥିଲେ। ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ…
ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!
ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି ମ୍ୟାଚ ସମୟରେ, ଖେଳାଳିଙ୍କ ସୁରକ୍ଷା ଦାୟିତ୍ୱ ଡଜନ ଡଜନ ମାମଲାରେ ଅଭିଯୁକ୍ତ ବ୍ୟକ୍ତିଙ୍କୁ ଦିଆଯାଇଥିଲା।…
ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ
ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ ପେସର ହେବାର ରେକର୍ଡ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରେ ୬…
ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ
ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା ଥାନା ଦାଶରଥିପୁର ଗ୍ରାମର ପତଳା ସାହି ଜଙ୍ଗଲ ଭିତରେ ବେଆଇନ ଦେଶୀ ମହୁଲି ମଦ…
ୟୁକ୍ରେନ ସହିତ ଶେଷ ହେବ ଯୁଦ୍ଧ: ମୋଦିଙ୍କ ସହ ବୈଠକରେ ବଡ଼ ସଙ୍କେତ ଦେଲେ ପୁଟିନ, କହିଲେ…
ନୂଆଦିଲ୍ଲୀ,୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦିଲ୍ଲୀର ହାଇଦ୍ରାବାଦ ହାଉସରେ ସାକ୍ଷାତ ହୋଇଛି। ବୈଠକ ସମୟରେ ଏକ ପ୍ରମୁଖ ଭୂରାଜନୈତିକ ସଙ୍କେତ ଦେଖାଦେଇଥିଲା। ପୁଟିନ ସ୍ପଷ୍ଟ ଭାବରେ କହିଥିଲେ ଯେ ରୁଷିଆ, ଆମେରିକା ସମେତ ଅନେକ…
ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ
ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଉପଜିଲାପାଳ ଡ. ମଧୁସ୍ମିତା ସାମନ୍ତରାଏ,…
ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…
ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଘଟଣା…
ଘରୁ ଅଲଗା ହେବା ପରେ ପିତା ଲାଲୁଙ୍କୁ ମନେପକାଇ ରୋହିଣୀ କହିଲେ…
ପାଟନା,୫।୧୨: ବିହାର ନିର୍ବାଚନ ଫଳାଫଳ ପରେ ଲାଲୁ ପରିବାର ମଧ୍ୟରେ ବିବାଦ କୌଣସି ଗୁପ୍ତ କଥା ନୁହେଁ। ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରୀୟ ଜନତା ଦଳ (RJD) ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ପରିବାର ସହିତ ସମ୍ପୂର୍ଣ୍ଣ…
Archives


