Home Left

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ସରକାରୀ କ୍ଷମତାର ଦୁରୁପଯୋଗ କରି ସରକାରୀ କର୍ମଚାରୀ ବେଆଇନ ଭାବେ ଠୁଳ କରୁଛନ୍ତି ପୁଳା ପୁଳା ସମ୍ପତ୍ତି। ଏପରି ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି କଟକ ଜିଲା ସଦର ବ୍ଲକର ସହକାରୀ ଯନ୍ତ୍ରୀ…

ବଲିଉଡ୍‌ କଣ୍ଠଶିଳ୍ପୀ ସୌରିନ୍‌ ଭଟ୍ଟଙ୍କ ନାଁରେ ମାମଲା

କଟକ ଅଫିସ,୧୩ା୬: କେତୋଟି ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ଗୀତରେ କଣ୍ଠଦାନ କରିଥିବା ବଲିଉଡ୍‌ ଗାୟକ ସୌରିନ୍‌ ଭଟ୍ଟଙ୍କ ନାଁରେ କଟକ ମହିଳା ଥାନାରେ ସୋମବାର ଅଭିଯୋଗ ହୋଇଛି। ସେ ବିବାହ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ, ପ୍ରତାରଣା କରିବା, ନିର୍ଯାତନା ଦେଇଥିବା…

ଇମ୍ରାନଙ୍କୁ ଫାଶୀ ଦେବାକୁ ପ୍ରସ୍ତୁତ ହେଉଛନ୍ତି ଶହବାଜ ସରକାର!

ଇସଲାମାବାଦ,୧୩।୬: ପାକିସ୍ତାନର ନାଶନାଲ ଆସେମ୍ଲି ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଓ ତାଙ୍କ ପାର୍ଟିକୁ ଝଟକା ଦେଇ ଏକ ପ୍ରସ୍ତାବ ପାସ କରାଇଛନ୍ତି। ଏହି ପ୍ରସ୍ତାବରେ ମେ୯ରେ ହୋଇଥିବା ହିଂସାରେ ସାମିଲ ରାଜନୈତିକ ଦଳ ଓ ସେହି ଦଳର ନେତାଙ୍କ…

୨୭୧.୭ କୋଟିର ବଜେଟ୍‌କୁ ଅନୁମୋଦନ

ପୁରୀ ଅଫିସ,୧୩ା୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ଏକ ସପ୍ତାହ ବାକି ଥିବାବେଳେ ସୋମବାର ନୀଳାଦ୍ରି ଭକ୍ତ ନିବାସରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିି ନିଆଯାଇଛି। ୨୦୨୩-୨୪…

ସର୍ବଧର୍ମ ପ୍ରାର୍ଥନା, ଶ୍ରଦ୍ଧାଞ୍ଜଳି ସଭା

ବାହାନଗା,୧୩ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଗତ ୨ ତାରିଖରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିମାନଙ୍କ ଉଦ୍ଦେଶ୍ୟରେ ସ୍ମୃତିଚାରଣ ଓ ଏକାଦଶାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାହାନଗା, ସୋର ଓ ବାଲେଶ୍ୱର ଅଞ୍ଚଳର ବିଭିନ୍ନ ସାମାଜିକ ଅନୁଷ୍ଠାନ…

ବିମାନ ଯାତ୍ରାରେ ଜଳବାୟୁ ପରିବର୍ତ୍ତନ ବାଧକ

ଲଣ୍ଡନ, ୧୩ା୬: ଜଳବାୟୁ ପରିବର୍ତ୍ତନ ଯୋଗୁ ପ୍ରାଣୀ ଜଗତ ପ୍ରଭାବିତ ହେବା ସହ ପ୍ରାକୃତିକ ସମ୍ପଦ ନଷ୍ଟ ହେଉଛି। କେବଳ ଏତିକି ନୁହେଁ, କ୍ଳାଇମେଟ୍‌ ଚେଞ୍ଜ ବିମାନଯାତ୍ରାରେ ମଧ୍ୟ ବାଧକ ସାଜିଲାଣି। ବ୍ରିଟେନ୍‌ସ୍ଥିତ ୟୁନିଭର୍ସିଟି ଅଫ୍‌ ରିଡିଂର ଗବେଷକଙ୍କ ଦ୍ୱାରା କରାଯାଇଥିବା…

ବେସିକ୍‌, ଆଡ୍‌ଭାନ୍ସ ବର୍ଗରେ ହେବ ପ୍ରତିଯୋଗିତା

ଭୁବନେଶ୍ୱର, ୧୩।୬ (କ୍ରୀଡ଼ା ପ୍ରତିନିଧି): ଜେ. ଏମ. ସ୍ପୋଟର୍‌ସ ଏକାଡେମୀ ଆନୁକୂଲ୍ୟରେ ୨ୟ କଳିଙ୍ଗ ଓପନ ସର୍ବଭାରତୀୟ ଆମନ୍ତ୍ରଣୀୟ ଜିମ୍ନାଷ୍ଟିକ୍ସ ପ୍ରତିଯୋଗିତା ଜୁନ ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏହା ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତା ମୁଖ୍ୟତଃ ୨ଟି ବର୍ଗ…

ପିଇଓଙ୍କୁ ତାଲା ପକାଇଲେ ସରପଞ୍ଚ

ବୈପାରିଗୁଡା,୧୩ା୬ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ସୋମବାର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଗୋକୁଳ ବିହାରୀ କାଡ୍ରାକାଙ୍କୁ ସରପଞ୍ଚ ତାଲା ପକାଇ ଦେଇଥିଲେ। ସେ ଅଫିସ୍‌ରେ ବସିଥିବା ବେଳେ…

ଲାୟନ୍ସ, ଚିତାସ୍‌ ଜିତିଲେ ପ୍ରଥମ ମ୍ୟାଚ୍‌

ଭୁବନେଶ୍ୱର, ୧୩ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ୨୦୨୩ କଟକ ସ୍ଥିତ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଉଦ୍‌ଘାଟିତ ହୋଇଛି। ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଭେଙ୍କଟପତି ରାଜୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଡ୍ରିମ୍ସ ଚେୟାରମ୍ୟାନ ପ୍ରମୋଦ…

ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଶାର ଶୁଭମ୍‌

ଭୁବନେଶ୍ୱର, ୧୩ା୬(ସ୍ପୋଟର୍‌ସ ବ୍ୟୁରୋ): ଜୁଲାଇ ମାସରେ ମାଳଦ୍ୱୀପରେ ଅନୁଷ୍ଠିତ ହେବାକୁ ଥିବା ଦକ୍ଷିଣ ଏସୀୟ ସୁନ୍ଦର ସ୍ବାସ୍ଥ୍ୟ ଚାମ୍ପିୟନଶିପରେ ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଆ ପୁଅ ଶୁଭମ୍‌ ମିଶ୍ର। ଜୁନ୍‌ ୩ ଓ ୪ ତାରିଖରେ ଗୋଆରେ ଅନୁଷ୍ଠିତ ଜାତୀୟ ଆଥଲେଟିକ୍‌…

ପଏଣ୍ଟ ଭାଗକଲେ ଲେବାନନ-ମଙ୍ଗୋଲିଆ

ଭୁବନେଶ୍ୱର, ୧୩ା୬, (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ଲେବାନନ-ମଙ୍ଗୋଲିଆ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ମ୍ୟାଚଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ କୌଣସି ଦଳ ଗୋଲ ସ୍କୋର କରିପାରି ନ ଥିଲେ।…

ଫାଇନାଲରେ ଭାରତ

ଭୁବନେଶ୍ୱର, ୧୩।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ଲିଗ୍‌ ମ୍ୟାଚରେ ଭାରତ ୧-୦ ଗୋଲରେ ଭାନୁଆଟୁକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଘରୋଇ ଦଳ ପକ୍ଷରୁ ଅଧିନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri