Home Left

ୟୁଏଆଇଏଲ୍‌ର ପ୍ରୋଜେକ୍ଟ ‘କୁଶଳୀ’

ଭୁବନେଶ୍ୱର,୧୬।୯: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ସହଯୋଗୀ ସଂସ୍ଥା ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ (ୟୁଏଆଇଏଲ୍‌)ର ପ୍ରୋଜେକ୍ଟ ‘କୁଶଳୀ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମେସର୍ସ ଗଣେଶ ଡ୍ରାଇଭିଂ ଟ୍ରେନିଂ ସ୍କୁଲ ସହଯୋଗରେ ଉକ୍ତ ପ୍ରକଳ୍ପ ଆରମ୍ଭ ହୋଇଛି। ବିଶେଷକରି ଗ୍ରାମାଞ୍ଚଳରେ…

୮୦ ବର୍ଷ ପରେ ମାଲ୍ଟାରେ ମିଳିଲା ଆମେରିକା ବାୟୁସେନା ଯବାନଙ୍କ ମୃତ ଶରୀର, ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଯୁଦ୍ଧ ବିମାନ

ମାଲ୍ଟା,୧୬।୯: ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଆମେରିକୀୟ ଯୁଦ୍ଧ ବିମାନ ଏବଂ ଆମେରିକା ବାୟୁସେନାର ଅବଶିଷ୍ଟାଂଶ ୟୁରୋପୀୟ ଦେଶ ମାଲ୍ଟାରେ ମିଳିଛି। ୮୦ ବର୍ଷ ପରେ ଭୂମଧ୍ୟସାଗରରେ ଏହି ଅବଶିଷ୍ଟାଂଶ ମିଳିଛି। ଏହି ଦୁର୍ଘଟଣାରେ ସମ୍ପୃକ୍ତ ପାଇଲଟ ୧୯୪୩ ପରଠାରୁ…

ଓଜୋନ ରହିଲେ ଜୀବନ ରହିବ

‘ଓଜନ’ ଓ ‘ଓଜୋନ’ – ଏହି ଶବ୍ଦ ଦୁଇଟା ପରସ୍ପରଠାରୁ ସମ୍ପୂର୍ଣ୍ଣ ଅଲଗା। ‘ଓଜନ’ କହିଲେ ମାପକୁ ବୁଝାଏ, କିନ୍ତୁ ‘ଓଜୋନ’ ହେଉଛି ବାଷ୍ପ, ଯେଉଁ ବାଷ୍ପ ବାୟୁମଣ୍ଡଳରେ ରହି ଆମ ଜୀବନକୁ ରକ୍ଷା କରୁଛି। ଆମେ ବଞ୍ଚତ୍ବା ପାଇଁ ଅମ୍ଳଜାନ…

ଓଡ଼ିଶାର ବୃହତ୍‌ ବିଜୟ

ଭୁବନେଶ୍ୱର, ୧୬ା୯(ବିଜୟ ରଣା): କର୍ନାଟକର ବେଲ୍‌ଗାଁଓଠାରେ ଅନୁଷ୍ଠିତ ଜାତୀୟ ସବ୍‌ ଜୁନିୟର ବାଳିକା ଫୁଟ୍‌ବଲ ୨୦୨୩-୨୪ (ଟିଅର୍‌-୨ ଗ୍ରୁପ୍‌ ପର୍ଯ୍ୟାୟ)ର ଏକ ମ୍ୟାଚରେ ଓଡ଼ିଶା ୮-୦ ଗୋଲ୍‌ରେ ଚଣ୍ଡିଗଡ଼କୁ ପରାସ୍ତ କରି ବିପୁଳ ବିଜୟ ହାସଲ କରିଛି। ଦଳ ପକ୍ଷରୁ ରୀତୁ…

୧୯୭୯: ଓ୍ବେଷ୍ଟଇଣ୍ଡିଜ ଟାଇଟଲ ବଜାୟ ରଖିଲା

ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ଦ୍ୱିତୀୟ ସଂସ୍କରଣ ସେହି ଇଂଲଣ୍ଡରେ ୧୯୭୯ରେ ଅନୁଷ୍ଠିତ ହୋଇଥିଲା। ୯ରୁ ୨୩ ଜୁନ୍‌ ପର୍ଯ୍ୟନ୍ତ ଅନୁଷ୍ଠିତ ପ୍ରୁଡେନ୍ସିଆଲ୍‌ କପ୍‌ରେ ଓ୍ବେଷ୍ଟଇଣ୍ଡିଜ ଆଧିପତ୍ୟ ବଜାୟ ରଖି ପୁଣି ଟାଇଟଲ ହାସଲ କରିଥିଲା। ପ୍ରତିଯୋଗିତାର ପ୍ରଥମ ଦୁଇ ସଂସ୍କରଣରେ…

କୋଝିକୋଡରେ ନିପା ଭାଇରସ ଆତଙ୍କ, ଏକ ସପ୍ତାହ ପାଇଁ ସ୍କୁଲ,କଲେଜ ବନ୍ଦ

ଥିରୁଭାନନ୍ତପୁରମ୍‌,୧୬।୯: କେରଳର କୋଝିକୋଡରେ ନିପା ଭାଇରସ ମାମଲା ବୃଦ୍ଧି ପାଇବା ଦିନଠାରୁ ଭୟର ବାତାବରଣ ରହିଛି। ନିପା ଭାଇରସକୁ ଦୃଷ୍ଟିରେ ରଖି କୋଝିକୋଡରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ଆସନ୍ତା ରବିବାର ଅର୍ଥାତ୍‌ ୨୪ ସେପ୍ଟେମ୍ବର ପର୍ଯ୍ୟନ୍ତ ବନ୍ଦ ରହିଛି। ଏଥିରେ ବିଦ୍ୟାଳୟ,…

ରାହୁଲ ନବୀନଙ୍କୁ ଇଡି ମୁଖ୍ୟ ଦାୟିତ୍ୱ

ନୂଆଦିଲ୍ଲୀ,୧୬ା୯: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁଖ୍ୟ ସଞ୍ଜୟ ମିଶ୍ରାଙ୍କ କାର୍ଯ୍ୟକାଳ ଶୁକ୍ରବାର ଶେଷ ହୋଇଛି। ଏଥିସହ ୧୯୯୩ ବ୍ୟାଚ୍‌ ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌) ଅଧିକାରୀ ରାହୁଲ ନବୀନଙ୍କୁ ଇଡି ମୁଖ୍ୟ ଦାୟିତ୍ୱ ଦିଆଯାଇଛି। ଏକ ସରକାରୀ ନିର୍ଦ୍ଦେଶନାମା ଅନୁସାରେ ଇଡିର…

୨ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଲେ ଏନ୍‌ଆଇଏ କୋର୍ଟ

ନୂଆଦିଲ୍ଲୀ,୧୬ା୯: ଉତ୍ତର ପ୍ରଦେଶର ଜଣେ ଅବସରପ୍ରାପ୍ତ ସ୍କୁଲ ପ୍ରିନ୍ସିପାଲଙ୍କୁ ହତ୍ୟା କରିବା ଅଭିଯୋଗରେ ଶୁକ୍ରବାର ଲକ୍ଷ୍ନୌସ୍ଥିତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏକ ସ୍ବତନ୍ତ୍ର ଅଦାଲତ ୨ ଜଣଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି। କାନପୁର ବାସିନ୍ଦା ତଥା ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌…

ହିମାଚଳକୁ ହରାଇଲା ହାଇଦ୍ରାବାଦ

କଟକ,୧୬ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମରେ ଶୁକ୍ରବାର ଆରମ୍ଭ ହୋଇଛି ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ। ସନ୍ଧ୍ୟାରେ ଷ୍ଟାଡିୟମ ପରିସରରେ ଉଦ୍‌ଘାଟନୀ ଉତ୍ସବ ଆୟୋଜନ କରାଯାଇଥିଲା। ସ୍ବର୍ଗତ ଭୈରବ ଚନ୍ଦ୍ର ମହାନ୍ତିଙ୍କ ପୁତ୍ର ଡ. ଖାରବେଳ ମହାନ୍ତି ଓ…

ଆନ୍ତଃ ସ୍କୁଲ ଫୁଟ୍‌ବଲ: କିସ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୬।୯(ତପନ ସ୍ବାଇଁ): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃ ସ୍କୁଲ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ କିସ୍‌ ସ୍କୁଲ ୧-୦ ଗୋଲରେ ୟୁନିଟ-୩ କ୍ୟାପିଟାଲ ହାଇସ୍କୁଲକୁ ହରାଇ ଚାମ୍ପିୟନ ହୋଇଛି।…

ଚନ୍ଦ୍ରରେ ଜଳ ସୃଷ୍ଟି ସମ୍ଭବ

ବେଙ୍ଗାଲୁରୁ,୧୬ା୯: ପୃଥିବୀର ଉଚ୍ଚ ଶକ୍ତିଯୁକ୍ତ ଇଲେକ୍ଟ୍ରୋନ୍‌ଗୁଡ଼ିକରୁ ଚନ୍ଦ୍ର ପୃଷ୍ଠରେ ଜଳ ପ୍ରସ୍ତୁତ କରାଯାଇପାରିବ। ବୈଜ୍ଞାନିକମାନଙ୍କର ଏକ ଟିମ୍‌ ଭାରତର ଚନ୍ଦ୍ରୟାନ-୧ ଲୁନାର ମିଶନ ପଠାଇଥିବା ରିମୋଟ୍‌ ସେନ୍‌ସିଂ ଡେଟା ଅନୁଧ୍ୟାନରୁ ଏହା ଜାଣିବାକୁ ପାଇଛନ୍ତି। ଉକ୍ତ ଆବିଷ୍କାର ନେଚର ଆଷ୍ଟ୍ରୋଲୋଜି ପତ୍ରିକାରେ…

ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଗୃହବନ୍ଦୀ ଥିବା ଚର୍ଚ୍ଚା

ଟୋକିଓ,୧୬ା୯: ଚାଇନାର ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ଗୃହବନ୍ଦୀ ରହିଥିବା ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ପ୍ରତିରକ୍ଷା ମନ୍ତ୍ରୀ କେଉଁଠି ଅଛନ୍ତି ବୋଲି ଜାପାନରେ ଥିବା ଆମେରିକା ରାଷ୍ଟ୍ରଦୂତ ସୋସିଆଲ ମିଡିଆରେ ପ୍ରଶ୍ନ ଉଠାଇଥିଲେ। ୨ ସପ୍ତାହ ହେଲା ଲି’ଙ୍କୁ ସର୍ବସାଧାରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?