Home Left

‘ମୋତେ ଫାଶୀ ଦେଇଦିଅନ୍ତୁ’

ନୂଆଦିଲ୍ଲୀ,୧।୫: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫ୍‌ଆଇ)ର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ନିର୍ଯ୍ୟାତନା ଅଭିଯୋଗ ଆଣିଛନ୍ତି। ଏହି ସମୟରେ ବ୍ରିଜ ଭୂଷଣ ସୋମବାର କହିଛନ୍ତି, ଦେଶର ସର୍ବୋଚ୍ଚ କୁସ୍ତିଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ଯୋଗୁ ଗତ…

ଶ୍ରମିକଙ୍କ ଦୁଃଖ ନେଇ ସରକାରଙ୍କ ଉପରେ ବର୍ଷିଲେ ବିଧାୟକ ମକରନ୍ଦ

ରାୟଗଡ଼ା,୧।୫(ସ୍ବ.ପ୍ର.): ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ସୋମବାର ସରକାରଙ୍କ ଉପରେ ଖୋଲାଖୋଲି ବର୍ଷିଛନ୍ତି। ମଞ୍ଚ ଉପରେ ନିଜର ଅଭିଭାଷଣ ରଖି ରାଜ୍ୟ ଓ କେନ୍ଦ୍ର ସରକାର ସମେତ ଜିଲା ପ୍ରଶାସନ ଉପରେ ନିଜର ଅସନ୍ତୋଷ ପ୍ରକାଶ କରିଛନ୍ତି। ଅନ୍ତର୍ଜାତୀୟ ଶ୍ରମିକ ଦିବସ…

ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ପାଳିଲେ ସାମ୍ବାଦିକ

କୋରାପୁଟ,୧।୫(ସ୍ବ.ପ୍ର.): ଓଡ଼ିଶା ସାମ୍ବାଦିକ ୟୁନିୟନ ଆହ୍ବାନ କ୍ରମେ ସୋମବାର ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ରୂପେ କୋରାପୁଟ ଜିଲା ସାମ୍ବାଦିକ ସଂଘ ପାଳନ କରିଛି । ଏଥିସହ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସଭାପତି ଦିଲୀପ…

ଗଞ୍ଜାମ ଜ଼ିଲାରେ ଆରମ୍ଭ ହେଲା ପଛୁଆ ବର୍ଗଙ୍କ ସାମାଜିକ, ଶିକ୍ଷାଗତ ସ୍ଥିତି ସର୍ଭେ

ଛତ୍ରପୁର,୧।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସୋମବାରଠାରୁ ପଛୁଆ ବର୍ଗ ଲୋକମାନଙ୍କର ସାମାଜିକ ଓ ଶିକ୍ଷାଗତସ୍ଥିତି ସମ୍ପର୍କରେ ସର୍ଭେ ଆରମ୍ଭ ହୋଇଛି। ସର୍ଭେ କାର୍ଯ୍ୟ ଯେପରି ଠିକ୍‌ ହେବ ସେଥିନିମନ୍ତେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଜିଲାର ପଛୁଆ ବର୍ଗ…

ଶିମିଳିପାଳରୁ କଳାବାଘର ମୃତଦେହ ଜବତ: ସନ୍ଦେହରେ ଶିକାରୀ ଓ କର୍ମଚାରୀ

ବାରିପଦା ଅଫିସ,୧।୫: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଏକ  କଳା ବାଘର ଶିକାର ଘଟଣାର ଯୁଗ୍ମସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ଏହାକୁ ନେଇ ଭୁବନେଶ୍ୱର ପିସିସିଏଫ୍‌ ସୁଶୀଲ କୁମାର ପୋପଲି ପ୍ରକାଶ କରିବା ସହ ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ…

ଗାଁ ପରିଦର୍ଶନ ପୂର୍ବରୁ ହୋଇଥିଲା ରାସ୍ତା ଅବରୋଧ: କାର୍ଯ୍ୟକ୍ରମ ଜାରି ରଖିଲେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୧।୫(ଡି.ଏନ୍‌.ଏ.): ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ଅନୁପ୍ରବେଶ କରି ତାଙ୍କ ରାଜ୍ୟ ସରକାରୀ ଯୋଜନାକୁ ନେଇ ଘରେ ଘରେ ବୁଲି ସଚେତନତା କରୁଥିବା ବେଳେ ଓଡ଼ିଶା ଜିଲା ପ୍ରଶାସନ ରାସ୍ତା ଉପରେ ମାଟି ପକାଇ ରାସ୍ତା ଅବରୋଧ କରି ଜଗିଥିଲା।…

କର୍ନାଟକ ନିର୍ବାଚନ: ମେ’୬ ରେ ନିର୍ବାଚନୀ ପ୍ରଚାର କରିବେ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୧।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦକ୍ଷିଣ କନ୍ନଡ ଏବଂ ଉଦୁପି ଜିଲାରେ ପ୍ରଚାର କରିବେ। ମାଙ୍ଗାଲୁରୁ ଡିଭିଜନର ଦାୟିତ୍ୱରେ ଥିବା ଭାରତୀୟ ଜନତା ପାର୍ଟି ଉଦୟ କୁମାର ଶେଟ୍ଟୀ…

ମନି ଲଣ୍ଡରିଂ ମାମଲା: ଜାମିନ ଆବେଦନର ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧।୫: ମନି ଲଣ୍ଡରିଂ ମାମଲାରେ ଏନସିପି ନେତା ନଓ୍ବାବ ମଲିକଙ୍କ ଜାମିନ ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ମଙ୍ଗଳବାର ବମ୍ବେ ହାଇକୋର୍ଟ ଏହି ମାମଲାର ଶୁଣାଣି କରିବେ ବୋଲି କୋର୍ଟ କହିଛନ୍ତି। ଯଦି ହାଇକୋର୍ଟ ଶୁଣାଣି ନ କରିବେ,…

ଅବକାଶ କାଳୀନ ହୋମଓ୍ବର୍କ ସହାୟତା କେନ୍ଦ୍ର ଉଦ୍‌ଘାଟିତ

ସୁନ୍ଦରଗଡ୧।୫(ଡିଏନଏ):  ରାଜ୍ୟ ସରକାରଙ୍କ ତରଫରୁ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କ ପାଇଁ ଗ୍ରୀଷ୍ମ ଅବକାଶ କାଳୀନ ହୋମଓ୍ବର୍କ କାର୍ଯ୍ୟକ୍ରମ ସୋମବାର ଠାରୁ ଆରମ୍ଭ ହୋଇଛି। ଯାହାକି ମେ ୧ରୁ ଆରମ୍ଭ ହୋଇ ଗ୍ରୀଷ୍ମ ଅବକାଶ ସମାପ୍ତ ହେବା…

ଏହି କାରଣରୁ ଏ.ଆର ରେହମାନଙ୍କ ଲାଇଭ ପରଫର୍ମକୁ ମଝିରୁ ବନ୍ଦ କଲା ପୋଲିସ

ମୁମ୍ବାଇ: ଓସ୍କାର ବିଜେତା ଗାୟକ ତଥା ସଂଗୀତ ରଚନା ଏ.ଆର ରେହମାନଙ୍କର କୌଣସି ପୃଥକ ପରିଚୟର ଆବଶ୍ୟକତା ନାହିଁ । ତାଙ୍କର ଚମତ୍କାର ଗୀତ ପାଇଁ ଏ.ଆର ରେହମାନଙ୍କ ନାମ ବେଶ ଜଣାଶୁଣା। ଏହି ସମୟରେ ଗାୟକଙ୍କ ବିଷୟରେ ଏକ ବଡ…

ବିବାହ ପୂର୍ବରୁ ଭାଇରାଲ ହେଲା ଭିଡିଓ: କପଲ୍‌ ଡ୍ୟାନ୍ସ କରୁଛନ୍ତି ବହୁଚର୍ଚ୍ଚିତ ଯୋଡ଼ି

ସମ୍ବଲପୁର,୧।୫(ବ୍ୟୁରୋ): ଆଉ କିଛି ସମୟର ଅପେକ୍ଷା ପରେ ବିବାହ ବନ୍ଧରେ ବାନ୍ଧି ହେବେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା । ଆସାମ ଗୁଆହାଟୀରେ ଏକ ବିଳାସମୟ ହୋଟେଲରେ ଉଭୟଙ୍କର ବାହାଘର ହେବ। ହେଲେ ତା’…

କେଜ୍‌ରିଓ୍ବାଲ ଇସ୍ତଫା ଦିଅନ୍ତୁ: ଭାଜପା

ନୂଆଦିଲ୍ଲୀ,୧।୫: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାରୀ ବାସଭବନର ନବୀକରଣ ପାଇଁ ୪୫ କୋଟି ଖର୍ଚ୍ଚ ହୋଇଛି। ଯାହାକୁ ନେଇ ଏବେ ଭାଜପା କେଜ୍‌ରିଓ୍ବାଲଙ୍କୁ ଟାର୍ଗଟ କରିଛି। ବରିଷ୍ଠ ଭାଜପା ନେତା ବିଜୟ ଗୋଏଲ କହିଛନ୍ତି, ଯେଉଁ ବ୍ୟକ୍ତି କହୁଥିଲେ ଯେ, ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri