ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି
ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର ଚାଲିଛି। ତେବେ ପୁଷ୍କରିଣୀର ମଧ୍ୟ ଭାଗରେ ଥିବା ଏକ ଅନ୍ନ ଖମ୍ବ(ମଣିଖମ୍ବ) ଦୀର୍ଘବର୍ଷ…
ନୀଳମାଧବଙ୍କ ଚନ୍ଦନ ପୁଷ୍କରିଣୀରୁ ମିଳିଲା ପୁରାତନ ଚକ୍ର
ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): କଣ୍ଟିଲୋ ଶ୍ରୀ ନୀଳମାଧବଙ୍କ ଚନ୍ଦନ ପୁଷ୍କରିଣୀରୁ ରବିବାର ଶହେ ବର୍ଷର ପୁରାତନ ମଣିଖମ୍ବର ଚକ୍ର ଉଦ୍ଧାର କରାଯାଇଛି। ଚନ୍ଦନ ପୋଖରୀର ନବୀକରଣ କାମ ଚାଲିଛି। ରବିବାର ଅପରାହ୍ନରେ ପୁଷ୍କରିଣୀ ପାର୍ଶ୍ୱରେ ବାସ କରୁଥିବା ହାଟମୁଣ୍ଡ ପାଟଣା ଗ୍ରାମର ଜଣେ କଂସା…
ସମୁଦ୍ର ଚଟାଣରେ ‘ମୃତ୍ୟୁ ଗହ୍ବର’
ପ୍ରକୃତି ରହସ୍ୟମୟୀ-କେତେବେଳେ କାନ୍ତ ତ କେତେବେଳେ ଭୀମ। ତା’ର ଶାନ୍ତ କାନ୍ତ ରୂପ ଆମେ ଉପଲବ୍ଧି କରୁ ପ୍ରତି ମୁହୂର୍ତ୍ତରେ ଏବଂ ତାହା ଧାରଣ କରି ସେ ଆମକୁ ଲାଳନପାଳନ କରିଥାଏ ସନ୍ତାନସନ୍ତତି ରୂପେ। ତେବେ ତା’ର ଭୀମ ରୂପ ପ୍ରକଟିତ…
ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ସୀମାନ୍ତ ଗାଁ ପରିଦର୍ଶନ ପୂର୍ବରୁ ରାସ୍ତା ଅବରୋଧ କଲା ପ୍ରଶାସନ
ପଟ୍ଟାଙ୍ଗି,୧।୫(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଓଡ଼ିଶା ସୀମାନ୍ତ ଗ୍ରାମ ଗସ୍ତ ପୂର୍ବରୁ କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ମାଟି ପକାଇ ରାସ୍ତା ଅବରୋଧ କରାଯାଇଛି। ଫଳରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୀମାନ୍ତ ଅଞ୍ଚଳ ଯିବାରେ ସମସ୍ୟା ଉପୁଜିଛି। ମିଳିଥିବା ସୂଚନା ମୁତାବକ, କୋରାପୁଟ ଜିଲା…
ଜିଲାରେ ୧ଲକ୍ଷ ୨୯ହଜାର ୧୪୮ ନିର୍ମାଣ ଶ୍ରମିକ ପଞ୍ଜୀକୃତ
ବାରିପଦା ଅଫିସ,୧ା୫: ମୟୂରଭଞ୍ଜ ଜିଲା ପ୍ରଶାସନ ଓ ଜିଲା ଶ୍ରମ କାର୍ଯ୍ୟାଳୟ ଓଟଦ ଆନୁକୂଲ୍ୟରେ ବାରିପଦା ମୁର୍ଗାବାଡିସ୍ଥିତ ପ୍ରୟାସ ସମ୍ମିଳନୀ କକ୍ଷରେ ଜିଲା ସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇଛି । ମୁଖ୍ୟ ଅତିଥି ଭାବେ ମହିଳା ଓ ଶିଶୁ…
ମାସେ ଗଲାନି, ରାସ୍ତାରୁ ଉଠିଗଲା ପିଚୁ
ପୋଟେରୁ,୧ା୫(ଡି.ଏନ୍.ଏ.): ମାସେ ତଳେ ଲକ୍ଷାଧିକ ଟଙ୍କା ବ୍ୟୟରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ରାସ୍ତା କାର୍ଯ୍ୟ ହୋଇଥିଲା। ମାତ୍ର ଅତି ନିମ୍ନମାନର କାର୍ଯ୍ୟ ଯୋଗୁ ମାସେ ଗଲାନି, ରାସ୍ତାରୁ ପିଚୁ ଉଠି ଏହା ନଷ୍ଟ ହୋଇଗଲାଣି। ରାସ୍ତାର ଅଧିକାଂଶ ସ୍ଥାନରୁ ପିଚୁ…
କାର୍ଯ୍ୟକାରୀ ହେଉନି କୋର୍ଟଙ୍କ ନିର୍ଦ୍ଦେଶ
ନବରଙ୍ଗପୁର,୧ା୫(ବି.ପ୍ର.): ନବରଙ୍ଗପୁର ସହରରେ ଗୋରାମୁଣ୍ଡା, ନୂଆବନ୍ଧ ଓ ପ୍ରତାପ ସାଗର ଏପରି ୩ଟି ଜଳାଶୟ ରହିଛି। ଏହାକୁ ବାଦ ଦେଲେ ସହରର ସୌନ୍ଦର୍ଯକରଣ ଅସମ୍ପୂର୍ଣ୍ଣ ହେବ। ଜଳାଶୟଗୁଡିକୁ ସୌନ୍ଦର୍ଯ୍ୟକରଣ ସହ ଓ ବିପଦମୁକ୍ତ କରିବାକୁ ସ୍ଥାନୀୟ ଜନ କଲ୍ୟାଣ ଅନୁଷ୍ଠାନ ଗୋବିନ୍ଦାଳୟ…
ଜାହାଜରୁ ଖସିପଡ଼ିଲେ ଋଷୀୟ ନାବିକ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ପାରାଦୀପ,୧ା୫(ସ୍ବ.ପ୍ର.): ପାରାଦୀପ ବନ୍ଦର ଏସ୍କ୍ୟୁ ବର୍ଥରେ ସୋମବାର ପୂର୍ବାହ୍ନରେ ଲାଗିଥିବା ଏକ ପଣ୍ୟବାହୀ ଜାହାଜରେ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଋଷୀୟ ନାବିକ ଗୁରୁତର ହୋଇଛନ୍ତି। ତାଙ୍କୁ ବନ୍ଦର ବିଭାଗୀୟ କର୍ମଚାରୀମାନେ ଉଦ୍ଧାର କରି ବନ୍ଦର ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ପ୍ରାଥମିକ…
ଜାଲ୍ ଚେକ୍ ମାଧ୍ୟମରେ ୪୨ଲକ୍ଷ ଟଙ୍କା ଉଠାଇନେବାକୁ ଉଦ୍ୟମ: ଥାନାରେ ଏତଲା ଦେଲେ ଇଓ
ଭବାନୀପାଟଣା,୧।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ଏନ୍ଏସିର ଏକ ଜାଲ୍ ଚେକ୍ ମାଧ୍ୟମରେ ଜଣେ ବ୍ୟକ୍ତି ସ୍ଥାନୀୟ ଆକ୍ସିସ ବ୍ୟାଙ୍କରୁ ୪୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଉଠାଇ ନେବାକୁ ଚେଷ୍ଟା କରିଥିଲେ। ଏପରିକି ବ୍ୟକ୍ତି ଜଣକ ନିଜକୁ ଏନ୍ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ବୋଲି ପରିଚୟ…
ଶିମିଳିପାଳରେ ଦନ୍ତାହାତୀ ଶିକାର
ବାରିପଦା ଅଫିସ,୧ା୫: ଶିମିଳିପାଳ ଅଭୟାରଣ୍ୟରେ ଦନ୍ତାହାତୀ ଶିକାର ଘଟଣାର ଯୁଗ୍ମସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଭୁବନେଶ୍ୱର ପିସିସିଏଫ୍ଙ୍କ କାର୍ଯ୍ୟାଳୟରୁ ଡିସିଏଫ୍ ଯୁଗ୍ମ ଟାସ୍କଫୋର୍ସ ସହିତ ଘଟଣାସ୍ଥଳକୁ ଯାଇଛନ୍ତି । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ…
ବିଶ୍ୱକୁ ପ୍ରଭାବିତ କରିଥିଲା ଶିକାଗୋ ଶ୍ରମିକ ଆନ୍ଦୋଳନ
ମେ’ ପହିଲା ହେଉଛି ବିଶ୍ୱ ଶ୍ରମିକ ଦିବସ ବା ମେ’ ଡେ। କେତେକ ଦେଶରେ ଏହା ଅନ୍ତର୍ଜାତୀୟ ଶ୍ରମିକ ଦିବସ ନାମରେ ମଧ୍ୟ ପାଳିତ ହୁଏ। ଆମେରିକାନ ଫେଡେରେଶନ ଅଫ୍ ଅର୍ଗାନାଇଜ୍ଡ ଟ୍ରେଡ୍ସ ଆଣ୍ଡ୍ ଲେବର ୟୁନିୟନ୍ସର ନିଷ୍ପତ୍ତି କ୍ରମେ ‘୮…
ଶ୍ୱେତପତ୍ର ପ୍ରକାଶ କରନ୍ତୁ ରାଜ୍ୟ ସରକାର : ମନମୋହନ
ସମ୍ବଲପୁର,୧ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ପାଇଁ ସରକାର ଦାୟୀ । ଗୃହ ବିଭାଗ ମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଛନ୍ତି। ସେ ଏହି ଘଟଣାରେ ସମ୍ପୂର୍ଣ୍ଣ ଦାୟୀ। ତେଣୁ ନିଜ ଭୁଲ୍କୁ ମୁଖ୍ୟମନ୍ତ୍ରୀ ସ୍ବୀକାର…
Archives


