Home Left

ଜିପ୍‌ -ଲୋରୀ ମଧ୍ୟରେ ମୁହାଁମୁହିଁ ଧକ୍କା: ୫ ମୃତ, ୧୧ ଆହତ

ଅମରାବତୀ,୧୫।୯: ଆନ୍ଧ୍ରପ୍ରଦେଶର ଅନ୍ନାମାୟା ଜିଲାରେ ଶୁକ୍ରବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଜିପ୍‌ -ଲୋରୀ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ଜଣ ଆହତ ହୋଇଛନ୍ତି। ପୋଲିସ କହିଛି ଯେ ଆହତଙ୍କ ମଧ୍ୟରୁ ୭ ଜଣଙ୍କ…

ଗ୍ରେଟର ନୋଏଡାରେ ବଡ ଦୁର୍ଘଟଣା: ନିର୍ମାଣାଧିନ ବିଲଡିଂର ଲିପ୍ଟ ଖସି ୪ ଶ୍ରମିକ ମୃତ

ଗେଟର ନୋଏଡା,୧୫।୯: ଗ୍ରେଟର ନୋଏଡାରେ ଏକ ବଡ ଦୁର୍ଘଟଣା ହୋଇଥିବା ଖବର ଆସିଛି। ଗ୍ରେଟର ନୋଏଡା ୱେଷ୍ଟର ଡ୍ରିମ ଭ୍ୟାଲି ପ୍ରୋଜେକ୍ଟର ନିର୍ମାଣ ସ୍ଥଳରେ ଲିଫ୍ଟ ଖସିଯିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣ ଶ୍ରମିକଙ୍କ…

ରାଜସ୍ଥାନରେ ଜଙ୍ଗଲ ରାଜ ଶେଷ କରି ରାମ ରାଜ୍ୟ ଆଣିବୁ: ଅନୁରାଗ ଠାକୁର

ଜୟପୁର,୧୫।୯: ରାଜସ୍ଥାନରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ସମ୍ପୂର୍ଣ୍ଣ ଶକ୍ତି ସହିତ ମଇଦାନକୁ ପ୍ରବେଶ କରିଛି। ଗୁରୁବାର ପ୍ରଚାର କରିବାକୁ ସେଠାକୁ ଆସିଥିବା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଜ୍ୟର କଂଗ୍ରେସ ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। ସେ…

ନିମ୍ନମାନର ଛତୁଆକୁ ନେଇ ଅସନ୍ତୋଷ

ରାଉରକେଲା,୧୫।୯(ଦିନେଶ ମିଶ୍ର): କୋମଳମତି ଶିଶୁମାନଙ୍କ ମାନସିକ, ଶାରିରୀକ ଓ ବୌଦ୍ଧିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏହି କ୍ରମରେ ରାଉରକେଲା ସହରରେ ଥିବା ୪୦ଟି ୱାର୍ଡର ବିଭିନ୍ନ ସ୍ଥାନରେ ଅଙ୍ଗନଓ୍ବାଡି କେନ୍ଦ୍ରମାନ…

ପୁଣି ଜଣେ ନିପା ଭାଇରସରେ ଆକ୍ରାନ୍ତ

ଥିରୁଭାନନ୍ତପୁରମ୍‌,୧୫।୯: କେରଳର କୋଝିକୋଡରେ ଶୁକ୍ରବାର ନିପା ଭାଇରସର ଆଉ ଏକ ନୂଆ ମାମଲା ସାମ୍ନାକୁ ଆସିଛି। ୩୯ ବର୍ଷ ବୟସ୍କା ବ୍ୟକ୍ତି ଏହି ବିପଜ୍ଜନକ ଜୀବାଣୁ ସଂକ୍ରମିତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ସଂକ୍ରମିତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ନଜର ରଖାଯାଇଛି। ଏହା ହେଉଛି…

ଧୀରେ ଧୀରେ କମିଲାଣି ସୁସ୍ବାଦୁ ଜମିମାଛ

ନନ୍ଦାହାଣ୍ଡି,୧୫।୯ (ପ୍ରତୀପ କୁମାର ଦାଶ): ନବରଙ୍ଗପୁର ଜିଲାରେ ପ୍ରତିବର୍ଷ ସାଧାରଣତଃ ଜୁଲାଇ, ଅଗଷ୍ଟ ଓ ସେପ୍ଟେମ୍ବରରେ ପ୍ରବଳ ବର୍ଷା ହୁଏ। ଏହି ବର୍ଷାଜଳରେ ଚାଷ କାମ କରାଯାଏ। ଧାନ ରୁଆ ସରିବା ପରେ ବର୍ଷା ଯୋଗୁ ଉପରମୁଣ୍ଡର ପାଣି ତଳକୁ ବୋହିବା…

ଦାଦନ ଯାଇ ବଳିପଡିଲା ଦୁଃଖ

ନନ୍ଦପୁର,୧୫ା୯ (ଶଙ୍କର ପୂଜାରୀ): ୧୩ବର୍ଷ ତଳେ ପରିବାରର ଆର୍ଥିକ ଦୁର୍ଗତି ଯୋଗୁ ରୋଜଗାର ଖୋଜିବାକୁ ଆନ୍ଧ୍ର ଅଞ୍ଚଳକୁ ଗ୍ରାମର କିଛି ମହିଳାଙ୍କ ସହ ଦାଦନ ଖଟିବାକୁ ଯାଇଥିଲେ ମେଡିପୁଟ ଗ୍ରାମର ରାଧା ଜାନି। ସେଠାରେ ଆନ୍ଧ୍ର ଅଞ୍ଚଳର କ୍ରିଷ୍ଣା ନାମୀ ସହକର୍ମୀଙ୍କୁ…

ଡଙ୍ଗା ବୁଡି ଘଟଣା: ୪ ବର୍ଷ ଶିଶୁର ମୃତଦେହ ଉଦ୍ଧାର

ମୁଜାଫରପୁର,୧୫।୯: ବିହାରର ମୁଜାଫରପୁର ଜିଲାରେ ଗୁରୁବାର ଘଟିଥିବା ଡଙ୍ଗା ଦୁର୍ଘଟଣାରେ ଶୁକ୍ରବାର ଏକ ୪ ବର୍ଷର ଶିଶୁର ମୃତଦେହ ମିଳିଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ ଦ୍ୱାରା ମୃତଦେହକୁ ଉଦ୍ଧାର କରାଯାଇଥିବା ବେଳେ ଏ ସମ୍ପର୍କରେ ପୋଲିସକୁ ସୂଚନା ଦିଆଯାଇଛି। ଏହି…

ଲଗାଣ ବର୍ଷାରେ ଧୋଇଗଲା ପୋଲ, ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କୋଟଗଡ଼,୧୫ା୯(ସରୋଜ ବଳିୟାରସିଂ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ କୁର୍ତ୍ତମଗଡ଼ଠାରୁ କରକୁଡୁପା ଭାୟା ଡାଙ୍ଗେସିଗୁଡ଼ାକୁ ସଂଯୋଗ କରୁଥିବା ରାସ୍ତାରେ ଥିବା ଅସ୍ଥାୟୀ ପୋଲ ଧୋଇ ହୋଇଯାଇଛି। ଫଳରେ ୧୦ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପୂର୍ବରୁ ମଧ୍ୟ ଲଗାଣ ବର୍ଷାରେ ଏହି ଅସ୍ଥାୟୀ…

ପାକିସ୍ତାନକୁ ପଛରେ ପକାଇଲା ଭାରତ

କଲମ୍ବୋ,୧୫।୯: ‘କର ବା ମର’ ମ୍ୟାଚ୍‌ରେ ଶ୍ରୀଲଙ୍କାଠାରୁ ୨ ଉଇକେଟରେ ପରାସ୍ତ ହୋଇ ଏସିଆ କପ ୨୦୨୩ରୁ ବାଦ୍‌ ପଡିଛି ପାକିସ୍ତାନ। ବିଜୟ ସହିତ ଶ୍ରୀଲଙ୍କା ଫାଇନାଲରେ ସ୍ଥାନ ପାଇଛି। ପରାଜୟ ସହିତ ପାକିସ୍ତାନ ଆଉ ଏକ କ୍ଷତି ସହିଛି। ଦଳ…

୩୭ ସଂସ୍ଥା ଉପରେ ପ୍ରତିବନ୍ଧକ ଲଗାଇବ ଆମେରିକା, ରୁଷିଆକୁ ସହାୟତା କରୁଥିବା କମ୍ପାନୀ ମଧ୍ୟ ଏଥିରେ ସାମିଲ

ଓ୍ବାଶିଂଟନ୍‌,୧୫।୯: ଆମେରିକା ଏବଂ ରୁଷିଆ ମଧ୍ୟରେ ବିଦ୍ରୋହ ଜାରି ରହିଛି। ବର୍ତ୍ତମାନ ଆମେରିକା ୩୭ଟି ସଂସ୍ଥା ଉପରେ ପ୍ରତିବନ୍ଧକ ଲଗାଇବାକୁ ଯାଉଛି। ବିଦେଶୀ ଗଣମାଧ୍ୟମ ଅନୁଯାୟୀ, ରୁଷିଆର ଶକ୍ତି ଉତ୍ପାଦନ ବୃଦ୍ଧି ଏବଂ ଭବିଷ୍ୟତରେ ରପ୍ତାନି କ୍ଷମତା ବୃଦ୍ଧି କରୁଥିବା ୩୭ଟି…

ନାଗା ଚୈତନ୍ୟଙ୍କ ଦ୍ୱିତୀୟ ବିବାହ ଚର୍ଚ୍ଚା

ମୁମ୍ବାଇ: ନାଗା ଚୈତନ୍ୟ ସାଉଥ୍‌ ଇଣ୍ଡଷ୍ଟ୍ରିରେ ଜଣେ ଜଣାଶୁଣା ଅଭିନେତା। ସେ ଫିଲ୍ମ ବ୍ୟତୀତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ ସମୟରେ ଚର୍ଚ୍ଚାରେ ରୁହନ୍ତି। ତେବେ ନାଗା ୨୦୧୭ରେ ସାମନ୍ଥା ରୁଥ୍‌ ପ୍ରଭୁଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ଦୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?