Home Left

ମାର୍କେଟରେ ଜମୁଛି ଲିଚୁ ପସରା

କୁଚିଣ୍ଡା,୨୯ା୪(ଡି.ଏନ.ଏ.): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକର ବଡବାହାଲ ଅଞ୍ଚଳ ଲିଚୁ ପାଇଁ ପ୍ରସିଦ୍ଧି ଲାଭ କରିଛି। କୁଚିଣ୍ଡା ମାର୍କେଟରେ ଏବେ ଲିଚୁ ପସରା ଜମୁଛି। ସପ୍ତାହେ ହେବ ବଡବାହାଲ ଲିଚୁ ବିକ୍ରି ପାଇଁ ବଜାରକୁ ଆସୁଥିବା ଦେଖିବାକୁ ମିଳୁଛି। ଲିଚୁ ପାଇଁ…

ରହସ୍ୟରୁ ହଟୁନି ପରଦା

ଭେଡ଼େନ,୨୯।୪(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ଥାନା ଋଷୁଡ଼ା ଫାଣ୍ଡି ଅନ୍ତର୍ଗତ ଆଖିଫୁଟା ଗ୍ରାମରେ ଗତ ୧୭ ତାରିଖରେ ସଙ୍ଗଠିତ ଟ୍ରିପଲ ମର୍ଡର ଘଟଣାକୁ ୧୧ଦିନ ବିତିଥିଲେ ମଧ୍ୟ ପୋଲିସ ହାତ ଖାଲି ରହିଛି। ପୋଲିସର ତଦନ୍ତ ମୃତକମାନଙ୍କ ସମ୍ପର୍କୀୟଙ୍କୁ ଥାନାକୁ ଡକାଇ…

ଧାରଣାରେ ବସିଥିବା ରେସଲରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ବ୍ରିଜ ଭୂଷଣ

ନୂଆଦିଲ୍ଲୀ,୨୯।୪: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂ ତାଙ୍କ ଉପରେ ଲାଗିଥିବା ଯୌନ ଶୋଷଣ ଅଭିଯୋଗୁକୁ ଖୋଲାଖୋଲି ଖଣ୍ଡନ କରିଛନ୍ତି। ସେ କହିଛନ୍ତି ନାବାଳିକାଙ୍କୁ ଯାଞ୍ଚ କମିଟି ସାମନାରେ କାହିଁକି ହାଜର କରାଯାଉନାହିଁ। ସୂଚନାଯୋଗ୍ୟ,ବ୍ରିଜ ଭୂଷଣଙ୍କ ଉପରେ କେତେଜଣ…

‘ସମନ୍ବୟ ରଖ, ଫଳପ୍ରଦ କର’

ଢେଙ୍କାନାଳ ଅଫିସ, ୨୯ା୪: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶୁକ୍ରବାର ପୂର୍ବାହ୍ନରେ ‘ମୋ ବ୍ଲକ, ମୋ ଢେଙ୍କାନାଳ’ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ ଏଥିରେ ଯୋଗଦେଇ କହିଲେ, ଏଭଳି ଅଭିନବ କାର୍ଯ୍ୟକ୍ରମ ତୃଣମୂଳସ୍ତରରେ…

ସହରରେ ଲାଗିବ ୭୫୦ ସିସିଟିଭି

ଢେଙ୍କାନାଳ ଅଫିସ, ୨୯।୪: ଢେଙ୍କାନାଳରେ ଆପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ସାରା ସହରରେ ୭୫୦ଟି ସିସିଟିଭି କ୍ୟାମେରା ଲଗାଯିବ।  ନିର୍ବାଚନ ପୂର୍ବରୁ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ସମ୍ପର୍କରେ ପୂର୍ଣ୍ଣାଙ୍ଗ ତଥ୍ୟ ସଂଗ୍ରହ କରାଯିବ। ୬-୭ ବର୍ଷ ତଳର ପ୍ରାୟ ୭ଟି…

ସ୍ବାସ୍ଥ୍ୟକେନ୍ଦ୍ରରୁ କମ୍ପ୍ୟୁଟର ଚୋରି

ଆରଡ଼ି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଆରଡ଼ି ଫାଣ୍ଡି ଅନ୍ତର୍ଗତ ଆରଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରୁ କମ୍ପ୍ୟୁଟର ଚୋରି ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ କେତେକ ଦୁର୍ବୃତ୍ତ ସ୍ବାସ୍ଥ୍ୟକେନ୍ଦ୍ରରୁ ୨ଟି କମ୍ପ୍ୟୁଟର ସହ କିଛି ସ୍ବାସ୍ଥ୍ୟ ଉପକରଣ ଚୋରି କରି ନେଇଛନ୍ତି।…

ଡମ୍ବାଦାଇ ଗାଁ ରାସ୍ତା ପାଲଟିଛି ମରଣଯନ୍ତା

ଫିରିଙ୍ଗିଆ,୨୯।୪: ସରକାର ଆଦିବାସୀ ବହୁଳ ଜିଲା ଗୁଡ଼ିକରେ ଗମନା ଗମନ କ୍ଷେତ୍ରରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଏହା ଖାଲି କାଗଜପତ୍ରରେ ସୀମୀତ ଭଳି ଅନେକ ସମୟରେ ନଜିର ରହିଛି। ଆଜି ଯାଏ କନ୍ଧମାଳ ଜିଲାର ସବୁଠୁ ବଡ ସମସ୍ୟା…

ଆନନ୍ଦପୁର ବ୍ୟାରେଜରେ ଭାରିଯାନ ଚଳାଚଳରେ ରୋକ୍‌

ଆନନ୍ଦପୁର,୨୯।୪: (ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ୟାରେଜ ଉପରେ ଭାରିଯାନ ଚଳାଚଳ ଦିଗରେ ରୋକ ଲାଗିଛି। ଆନନ୍ଦପୁର ବ୍ୟାରେଜ ଡିଭିଜନ୍‌, ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଚିଠି ନଂ. ୧୩୫୮/୨୭ ଏପେ୍‌ଲ ୨୦୨୩କୁ ଆଧାର କରି ଆନନ୍ଦପୁର ଉପଖଣ୍ଡ ମାଜିଷ୍ଟ୍ରେଟ ଅନୀଲ କୁମାର…

କ୍ରଶର, କଳାପଥର ବ୍ୟବସାୟୀଙ୍କ କାର୍ଯ୍ୟାଳୟରେ ଜିଏସ୍‌ଟି ଚଢ଼ାଉ

ଧର୍ମଶାଳା,୨୯ା୪(ଡି.ଏନ.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଚଢ଼େଇଧରାସ୍ଥିତ ଏକ କ୍ରଶର ଓ କଳାପଥର ଖାଦାନ ମାଲିକଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଜିଏସ୍‌ଟି ଚଢ଼ାଉ କରାଯାଇଛି। ବିକ୍ରିକର ଫାଙ୍କିବା ଅଭିଯୋଗରେ କେନ୍ଦ୍ରୀୟ ବିକ୍ରିକର ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ହେଲେ ଚଢ଼ାଉର ପ୍ରକୃତ…

ଭାଜପା, କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ବିଜେଡି

ଭୁବନେଶ୍ବର, ୨୯।୪(ବ୍ୟୁରୋ): ମହାନଦୀ ହେଉଛି ଓଡ଼ିଶାର ଜୀବନରେଖା। କୋଟି କୋଟି ଚାଷୀ ଏବଂ ମତ୍ସ୍ୟଜୀବୀ ସେମାନଙ୍କ ଜୀବନ ଜୀବିକା ପାଇଁ ଏହା ଉପରେ ନିର୍ଭରଶୀଳ। ମହାନଦୀ ଓଡ଼ିଶାର ଅଧା ଜିଲା ଦେଇ ପ୍ରବାହିତ ହେଉଛି ଏବଂ ରାଜ୍ୟର ପ୍ରାୟ ୨.୫ କୋଟି…

ଗାଁରେ ପଶିଲା ଇମ୍ଫା କମ୍ପାନୀ ଆବର୍ଜନା ଜଳ

କାଳିଆପାଣି,୨୯ା୪(ଡି.ଏନ.ଏ.): ଯାଜପୁର ଜିଲା କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ଇମ୍ଫା କମ୍ପାନୀର ମହାଗିରି କଲୋନୀ ଆବର୍ଜନା ଜଳ କାଳିଆପାଣି ଗାଁରେ ପଶିଛି। ଫଳରେ ଏହାକୁ ନେଇ ଶୁକ୍ରବାର ସକାଳୁ କାଳିଆପାଣି ମହାନ୍ତ ସାହିର ମହିଳାମାନେ କମ୍ପାନୀ କାର୍ଯ୍ୟାଳୟ ଗେଟ୍‌ ସମ୍ମୁଖରେ ବିକ୍ଷୋଭ…

ଧର୍ମଶାଳା ବ୍ଲକ ଅଧ୍ୟକ୍ଷଙ୍କ ନାଁରେ ଲୋକାୟୁକ୍ତରେ ମାମଲା

ଯାଜପୁର ଅଫିସ,୨୯ା୪: ଯାଜପୁର ଜିଲା ଧର୍ମଶାଳା ବ୍ଲକରେ ଜଣେ ବ୍ୟକ୍ତିଙ୍କ ସ୍ବାର୍ଥ ପାଇଁ ରାସ୍ତା ନିର୍ମାଣ କରାଯାଇ ସରକାରୀ ଟଙ୍କା ବ୍ୟୟ ହୋଇଛି। ଏହାସହ ସରକାରୀ ଜମିରେ ବେଆଇନ ଭାବେ ଏକ ଇଟା ନିର୍ମାଣ କାରଖାନା ସ୍ଥାପନ କରାଯାଇଛି। ଏହିସବୁ କାରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri