ମାନହାନି ମାମଲା ଚେତାବନୀ ଦେଲେ ସଞ୍ଜୟ ନାୟକ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଓଲିଉଡ୍ରେ କାଷ୍ଟିଂ କାଉଚ୍ ଘଟଣାକୁ ନେଇ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ୍ ଟୁଟୁ ଶୁକ୍ରବାର ମୁହଁ ଖୋଲିଛନ୍ତି। କାଷ୍ଟିଂ କାଉଚ୍ ଅଭିଯୋଗ ଆଣିଥିବା ପ୍ରକୃତି ମିଶ୍ରଙ୍କ ଉପରେ ସଞ୍ଜୟ ବର୍ଷିଛନ୍ତି। ଏଥିସହ କୋର୍ଟରେ ମାନହାନୀ ମାମଲା କରିବେ…
ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୮ ବଖରା
ଆଠମଲ୍ଲିକ,୧୦ା୬(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଏଡା ପଞ୍ଚାୟତ ଓଳଥ ଗ୍ରାମରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ବିଦ୍ୟୁତ୍ ଶର୍ଟସର୍କିଟ ଯୋଗୁ ୧୩ ପରିବାରର ୧୮ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଖବରପାଇ ଆଠମଲ୍ଲିକ ଅଗ୍ନିଶମ କେନ୍ଦ୍ରର ୨ଟି ଗାଡ଼ି ସହ…
କଲବଲ କରୁଛି ଗୁଳୁଗୁଳି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ତାତି ନାହିଁ। ଗୁଳୁଗୁଳି କରୁଛି ଅଣନିଃଶ୍ୱାସୀ। ଘରେ କିମ୍ବା ବାହାରେ ତ୍ରାହି ନାହିଁ। ପଙ୍ଖା କାମ ଦେଉନି। ଦେହରୁ ଗମଗମ ଝାଳ ବୋହିବା ସହ ଅସ୍ବସ୍ତିକର ପରିବେଶ ସୃଷ୍ଟି ହୋଇଛି। ଗାଁରୁ ସହର ସବୁଠି ଗରମ ଓ ଗୁଳୁଗୁଳିରେ ଲୋକେ…
ପ୍ରଥମ ଦିନ ଭାରତ, ଲେବାନନ୍ ବିଜୟୀ
ଭୁବନେଶ୍ୱର, ୧୦ା୬(ସ୍ପୋଟର୍ସ ବ୍ୟୁରୋ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଯାଇଛି ଇଣ୍ଟର କଣ୍ଟିନେଣ୍ଟାଲ କପ୍ ଫୁଟବଲ ଟୁର୍ନାମେଣ୍ଟ। ପ୍ରଥମ ଦିନର ଖେଳରେ ଭାରତ ଓ ଲେବାନନ୍ ବିଜୟୀ ହୋଇଛନ୍ତି। ଭାରତ ୨-୦ରେ ମଙ୍ଗୋଲିଆକୁ ଏବଂ ଲେବାନନ ୩-୧ରେ ଭାନୁଆଟୁକୁ ପରାସ୍ତ କରିଥିଲା।…
ଆଦର୍ଶ ସ୍କୁଲ ଭାବେ ବିକଶିତ ହେବ ବାହାନଗା ବିଦ୍ୟାଳୟ
ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ଏଲିମେଣ୍ଟାରୀ ସ୍କୁଲ ସମ୍ପୂର୍ଣ୍ଣ ଭଙ୍ଗାଯାଇ ୫-ଟି ଉପକ୍ରମରେ ଏହାର ପୁନଃନିର୍ମାଣ କରାଯିବ। ଏହାକୁ ଏକ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ ନବୀନ…
ମୁମ୍ବାଇ ବୀଭତ୍ସ ହତ୍ୟା ଘଟଣା: ସରସ୍ବତୀଙ୍କୁ ବିବାହ କରିଥିଲେ ଅଭିଯୁକ୍ତ ମନୋଜ
ମୁମ୍ବାଇ, ୯ା୬: ମହାରାଷ୍ଟ୍ର ପୁଣେର ମୀରା ରୋଡ୍ସ୍ଥିତ ଗୀତାନଗରରେ ଗୁରୁବାର ଏକ ବୀଭତ୍ସ ହତ୍ୟାକାଣ୍ଡ ସାମନାକୁ ଆସିଥିଲା। ୫୬ ବର୍ଷୀୟ ମନୋଜ ସାନେ ତାଙ୍କ ଲିଭ୍-ଇନ୍ ପାର୍ଟନର ସରସ୍ବତୀ ବୈଦ୍ୟଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଖଣ୍ଡ ଖଣ୍ଡ କରି ପ୍ରେସର…
ଆୟେଶା ଶ୍ରଫ୍ଙ୍କଠାରୁ ୫୮ ଲକ୍ଷ ଠକେଇ
ମୁମ୍ବାଇ, ୯ା୬: ବଲିଉଡ୍ର ବରିଷ୍ଠ ଅଭିନେତା ଜାକି ଶ୍ରଫ୍ଙ୍କ ସ୍ତ୍ରୀ ଆୟେଶା ଶ୍ରଫ୍ ୫୮ ଲକ୍ଷ ଟଙ୍କା ଠକାମୀର ଶିକାର ହୋଇଛନ୍ତି। ଅଭିଯକ୍ତ ଆଲାନ ଫର୍ଣ୍ଣାଣ୍ଡିଜ୍ଙ୍କ ବିରୋଧରେ ମୁମ୍ବାଇ ସାନ୍ତାକ୍ରୁଜ୍ ଥାନା ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛନ୍ତି। ଖବର…
ଆଇଏଏସ୍ ଅଫିସର ସ୍ତରରେ ଅଦଳବଦଳ: ଅରବିନ୍ଦ ଅଗ୍ରଓ୍ବାଲ ଉଚ୍ଚଶିକ୍ଷା ସଚିବ
ଭୁବନେଶ୍ୱର,୯ା୬(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଶୁକ୍ରବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ତଥା ଉଚ୍ଚଶିକ୍ଷା ସଚିବ ବିଷ୍ଣୁପଦ…
ଲାଇଭ୍ ମ୍ୟାଚ୍ରେ ଶୁବମାନଙ୍କୁ ବିବାହ ପାଇଁ ପ୍ରପୋଜ କଲେ, ଭିଡିଓ ଭାଇରାଲ
ଇଂଲଣ୍ଡ,୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଓ୍ବାଲର୍ଡ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଓଭାଲ ଗ୍ରାଉଣ୍ଡରେ ଖେଳାଯାଉଛି। ତେବେ ଏ ମଧ୍ୟରେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହୋଇଛି। ଭାଇରାଲ ଫଟୋରେ ଜଣେ ପ୍ରଶଂସକ ଟିମ ଇଣ୍ଡିଆ ଓପନର୍ ଶୁବମାନ…
ମହାପ୍ରଭୁଙ୍କୁ ଲାଗିହେଲା ଫୁଲୁରି ତେଲ
ପୁରୀ ଅଫିସ, ୯ା୬: ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଦଇତାପତି ଓ ପତିମହାପାତ୍ର ସେବକମାନେ ନିଷ୍ଠାର ସହ ଶ୍ରୀବିଗ୍ରହଙ୍କ ଗୁପ୍ତସେବା ଜାରି ରଖିଛନ୍ତି। ଦାରୁଦିଅଁଙ୍କ ନିକଟରେ…
ଲଳିତଙ୍କୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ
କର୍ଲାମୁଣ୍ଡା,୯।୬(ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ରାଜପୁର ଗାଁର ମେଧାବୀ ଛାତ୍ର ଲଳିତ ମାଝୀଙ୍କ ପାଠ ପଢିବା ପାଇଁ ଅର୍ଥ ବାଧକ ସାଜିଥିଲା। ଏନେଇ ଖବର ବିଭିନ୍ନ ଖବର କାଗଜରେ ପ୍ରକାଶ ପାଇବା ପରେ ସହାୟତାର ହାତ ବଢେଇଛି ଜିଲା ପ୍ରଶାସନ।…
ବାହାନଗା ହାଇସ୍କୁଲ ନବୀକରଣ ହେବ: ୧୫ ଦିନରେ ଯୋଜନା ପ୍ରସ୍ତୁତ କରି ରିପୋର୍ଟ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୯ା୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗା ହାଇସ୍କୁଲ ତଥା ସ୍କୁଲ ପରିସରରେ ଥିବା ପ୍ରାଥମିକ ଓ ମାଧ୍ୟମିକ ସ୍କୁଲ ଗୃହ ୫-ଟି ରୂପାନ୍ତରଣ କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ନବୀକରଣ କରାଯିବ। ସ୍କୁଲ ପରିସର ପୁନଃନିର୍ମାଣ କରି ଏହାକୁ ଆଦର୍ଶ ସ୍କୁଲ ଭାବରେ ଗଢ଼ିବାକୁ ମୁଖ୍ୟମନ୍ତ୍ରୀ…
Archives


