Home Left

ଜନ୍ମମାଟିରେ ୩ ଦିନ ରହିବେ ରାଷ୍ଟ୍ରପତି

ବାରିପଦା ଅଫିସ,୨୮ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ସେ ଯୋଗଦେବେ। ରାଷ୍ଟ୍ରପତି ଭାବେ…

ଖରାଛୁଟିରେ ପିଲାଙ୍କୁ ମିଳିବ ଆଇଏଫ୍‌ଏ ବଟିକା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଖରାଛୁଟିରେ ଛାତ୍ରୀଛାତ୍ରଙ୍କୁ ଆଇରନ ଓ ଫଲିକ୍‌ ଏସିଡ୍‌(ଆଇଏଫ୍‌ଏ) ଟାବ୍‌ଲେଟ ବା ବଟିକା ମିଳିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟ ନୋଡାଲ ଅଫିସର ରଘୁରାମ ଆର. ଆୟର ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛନ୍ତି। ଚଳିତବର୍ଷ ଆଗୁଆ…

ଡ୍ରେନ୍‌ ସଫେଇରେ ଦୁର୍ନୀତି ଅଭିଯୋଗ

ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ ଅଧୀନ ସୟଦପୁର ପଞ୍ଚାୟତର ବିଭିନ୍ନ ଗାଁରେ ଡ୍ରେନ୍‌ ସଫେଇରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ବ୍ଲକ୍‌ କାର୍ଯ୍ୟାଳୟରୁ ମିଳିଥିବା ତଥ୍ୟ ଅନୁଯାୟୀ, ସୟଦପୁର ପଞ୍ଚାୟତ ସରପଞ୍ଚଙ୍କ ପ୍ରତିବଦ୍ଧତା ଅନୁଯାୟୀ ପଞ୍ଚାୟତର ବିଭିନ୍ନ ଡ୍ରେନ୍‌ ସଫେଇ ପାଇଁ…

ଚାରିଧାମ ତୀର୍ଥଯାତ୍ରୀଙ୍କ ପାଇଁ ୭ଟି ଭାଷାରେ ନିର୍ଦ୍ଦେଶାବଳୀ ଜାରି କଲେ ସରକାର

ଡେରାଡୁନ,୨୮।୪: ଉତ୍ତରାଖଣ୍ଡ ସରକାର ଚାରିଧାମ ଯାତ୍ରା କରୁଥିବା ତୀର୍ଥଯାତ୍ରୀଙ୍କ ପାଇଁ ହିନ୍ଦୀ ଏବଂ ଇଂରାଜୀ ବ୍ୟତୀତ ଅନ୍ୟ ସାତୋଟି ଭାରତୀୟ ଭାଷାରେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ସ୍ବାସ୍ଥ୍ୟ ସଚିବ ଆର।ରାଜେଶ କୁମାର କହିଛନ୍ତି, ଆମେ ହିନ୍ଦୀ ଏବଂ ଇଂରାଜୀରେ…

ମାନହାନି ମାମଲା: ୨୯ରେ ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଶୁଣାଣି କରିବେ ହାଇକୋର୍ଟ

ନୂଆଦିଲ୍ଲୀ,୨୮।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଗୁଜରାଟ ହାଇକୋର୍ଟ ଏପ୍ରିଲ ୨୯ରେ ଶୁଣାଣି କରିବେ। ‘ମୋଦି ସରନେମ’ଉପରେ ବିବାଦୀୟ ମନ୍ତବ୍ୟକୁ ନେଇ ସୁରଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ତେବେ ନିମ୍ନ ଅଦାଲତର ଆଦେଶକୁ ଚ୍ୟାଲେଞ୍ଚ…

ଜାଲ୍‌ ସାର୍ଟିଫିକେଟରେ ଚାକିରି: ଶିକ୍ଷୟିତ୍ରୀଙ୍କ ବିରୋଧରେ ଏତଲା ଦେଲେ ବିଇଓ

ଚଣ୍ଡିଖୋଲ,୨୮ା୪(ଡି.ଏନ.ଏ.): ବଡ଼ଚଣା ଶିକ୍ଷା ମଣ୍ଡଳ ଅଧୀନ ରଇପୁର ପଞ୍ଚାୟତ ପାଥପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ଜାଲ୍‌ ସାର୍ଟିଫିକେଟ ଦେଇ ଚାକିରି କରିଥିବା ଜଣାପଡ଼ିବା ପରେ ତାଙ୍କ ନାମରେ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ସବିତା ସାହୁ ବଡ଼ଚଣା ଥାନାରେ ଏତଲା ଦେଇଛନ୍ତି। ସୂଚନା…

ଅସଲି ଟ୍ରାନ୍‌ଜିଟ୍‌ ପାସ୍‌ ଖୋଜୁଛି ନିର୍ମାଣ ବିଭାଗ

ଯାଜପୁର ଅଫିସ,୨୮ା୪: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରୁ ଯୋଗାଣ ହୋଇଥିବା ପଥର ସାମଗ୍ରୀର ୱାଇ ଫର୍ମ ବା ଟ୍ରାନ୍‌ଜିଟ୍‌ ପାସ୍‌(ଟିିପି)ର ଅସଲି ତଥା ଯର୍ଥାଥତା ଖୋଜୁଛି କେନ୍ଦୁଝର ଗ୍ରାମ୍ୟ ନିର୍ମାଣ ଡିଭିଜନ। ପ୍ରାୟ ୪ ବର୍ଷ ହେବ କେନ୍ଦୁଝର ଗ୍ରାମ୍ୟ…

ଦାବି ଶୁଣିଲନି, ନୂଆ ଜିଲା ଦିଅ

ଯାଜପୁର ଅଫିସ,୨୮ା୪: ବ୍ୟାସନଗର ନାଗରିକ କମିଟି ଏବଂ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୫ ଦଫା ଦାବି ନେଇ ବିଭିନ୍ନ ସମୟରେ ଆନ୍ଦୋଳନ, ବନ୍ଦ ଆଦି ପାଳନ କରାଯାଉଛି। ଏହି ଆନ୍ଦୋଳନକୁ ଜିଲାର ବହୁ ସଙ୍ଗଠନ ଏବଂ ରାଜନୈତିକ ଦଳଗୁଡିକ ପ୍ରତ୍ୟକ୍ଷ…

ମହ୍ଲାରଙ୍କ ଭାଗ୍ୟ ବଦଳୁନାହିଁ

କାଳିଆପାଣି,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ବ୍ଲକ୍‌ ଅଧୀନ କାଳିଆପାଣି ଖଣି ଅଞ୍ଚଳ କଅଁସ ପଞ୍ଚାୟତ ବିଟସାହି ଉପରମୁଣ୍ଡ ବୁଦୁବୁଦିଆ ଜଙ୍ଗଲ କଡ଼ରେ ଚାଳଛପର, ଛିଣ୍ଡା ଜରିପାଲରେ ଝୁମ୍ପୁଡ଼ି କରି ବସବାସ କରୁଛନ୍ତି ମହ୍ଲାର ସମ୍ପ୍ରଦାୟ। ହେଲେ ସେମାନଙ୍କ ଭାଗ୍ୟ ବଦଳୁନାହିଁ। ସେମାନଙ୍କ…

ଭିନ୍ନ ରୂପ ନେଲା ଆବାସ ଚୋରି ଘଟଣା: ୪ ହିତାଧିକାରୀଙ୍କ ନାଁରେ ଥାନାରେ ଅଭିଯୋଗ

ବିଞ୍ଝାରପୁର,୨୮ା୪(ଡି.ଏନ.ଏ.): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଧୀନ କଏଣା-ରଘୁନାଥପୁର ପଞ୍ଚାୟତରେ ଆବାସ ଚୋରି ଘଟଣା ଭିନ୍ନରୂପ ନେଇଛି। ଆବାସ ପାଇଥିବା ୪ ହିତାଧିକାରୀଙ୍କ ନାଁରେ ବିଡିଓ ବିଞ୍ଝାରପୁର ଥାନାରେ ଅଭିଯୋଗ କରିଥିବାବେଳେ ହିତାଧିକାରୀମାନେ ବିଜେଡିର ପଞ୍ଚାୟତ ସଭାପତିଙ୍କ ନାଁରେ ପୃଥକ୍‌ଭାବେ ୩ଟି…

ମନ୍ତ୍ରୀ, ଅଫିସର ଚଢ଼ିବେ ହାଇବ୍ରିଡ୍‌ ଗାଡ଼ି

ଭୁବନେଶ୍ବର,୨୮ା୪(ବ୍ୟୁରୋ): ଉଭୟ ତେଲ ଓ ବ୍ୟାଟେରିରେ ଚାଲୁଥିବା ହାଇବ୍ରିଡ୍‌ ଗାଡ଼ି ନେତା, ମନ୍ତ୍ରୀ ଏବଂ ଅଫିସରମାନେ ଚଢ଼ିବେ। ଅର୍ଥ ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ପରିବହନ ବିଭାଗ ପକ୍ଷରୁ ଏ ନେଇ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି। କିଏ କେତେ…

ଶ୍ରୀମନ୍ଦିର ରତ୍ନଭଣ୍ଡାର: ତେଜିଲା ରାଜନୀତି

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ ପୁଣି ରାଜନୀତି ଆରମ୍ଭ ହୋଇଛି। ଚାବି ହଜିବା ଘଟଣାର ସାଢ଼େ ୪ ବର୍ଷ ପରେ ଜଷ୍ଟିସ୍‌ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ନ ହେବା ଓ ଏହାକୁ ନେଇ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri