Home Left

ନକଲି ଔଷଧ କାରବାର: ଉତ୍ତରପ୍ରଦେଶରୁ ୫ ଅଭିଯୁକ୍ତଙ୍କୁ ବରଗଡ଼ ଆଣିଲା ପୋଲିସ

ବରଗଡ଼ ଅଫିସ,୨୭ା୪:ବରଗଡ଼ ଜିଲାରେ ଧରାପଡ଼ିଥିବା ନକଲି ଔଷଧ କାରବାରର ଚେର ଉତ୍ତରପ୍ରଦେଶକୁ ଲମ୍ବିଛି। ଏହା ଜଣାପଡ଼ିବା ପରେ ପୋଲିସ ଟିମ୍‌ ସେଠାକୁ ପହଞ୍ଚି ୫ ଅଭିଯୁକ୍ତଙ୍କୁ ବରଗଡ଼କୁ ଆଣିଛି। ସେମାନେ ହେଲେ ଉତ୍ତରପ୍ରଦେଶର ବାରଣାସୀ ଜିଲା ଭେଲୁପୁର ଥାନା ବାଦିଗାଇବିର ଶୁଭମ୍‌…

୨୮ରୁ ମେ’ ୨ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଗତ କିଛିଦିନ ଧରି କାଳବୈଶାଖୀ ବର୍ଷା ଜାରି ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି। ଆସନ୍ତା ମେ’ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଏପରି ପାଗ ଲାଗି…

ଫିଟ୍‌ ହେବାକୁ ଲାଗିବ ୭ରୁ ୮ ମାସ

ନୂଆଦିଲ୍ଲୀ,୨୫ା୪: ଦିନିକିଆ ବିଶ୍ୱକପ୍‌ ପୂର୍ବରୁ ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଦୁର୍ଘଟଣା ପରେ ସୁସ୍ଥ ହେଉଥିବା ଭାରତୀୟ ଉଇକେଟ କିପର ବ୍ୟାଟର ରିଷଭ ପନ୍ତଙ୍କ ଫିଟ୍‌ ହେବାକୁ ନେଇ ଆସିଛି ଏକ ବଡ ଅପଡେଟ୍‌। ଭାରତରେ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ…

ଫିଲ୍ମ ଫେୟାର ଆଓ୍ବାର୍ଡ ନେବାକୁ ମନାକଲେ ବିବେକ

ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀ ତାଙ୍କ ବେକାବୁ ବୟାନକୁ ନେଇ ଅନେକ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବେଳେ ବେଳେ ସେ ଏମିତି କିଛି କାମ କରି ଦିଅନ୍ତି ଯାହାକୁ ନେଇ ସେ ଚର୍ଚ୍ଚାକୁ ଚାଲି ଆସନ୍ତି। ଏବେ ପୁଣିଥରେ…

ଅପରେଶନ ପାଇଁ ଲାଞ୍ଚ ମାଗିବାରୁ ଉତ୍ତେଜନା, ସିଡିଏମ୍‌ଓଙ୍କୁ ଘେରାଉ କଲା ଜିଲା ଓକିଲ ସଂଘ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥିଶଲ୍ୟ ବିଭାଗର ଡାକ୍ତର ଅନିଲ କୁମାର ପଣ୍ଡା ଜଣେ ରୋଗୀଙ୍କୁ ଚିକିତ୍ସା ପାଇଁ ଅର୍ଥ ମାଗିବା ଘଟଣାକୁ ନେଇ ମେଡିକାଲ ପରସରରେ ଉତ୍ତେଜନା ଦେଖାଦେଇଛି। ଡାକ୍ତରଖାନାରେ ଅପରେଶନ ସୁବିଧା ନ ଥିବା କହି ଏକ…

ବିବାହର ୧୩ ବର୍ଷ ପରେ ଅଲଗା ହେବାକୁ ଯାଉଛନ୍ତି ଏହି କପଲ

ମୁମ୍ବାଇ: ଟେଲିଭିଜନ ଦୁନିଆର ନାମୀ ଅଭିନେତ୍ରୀଙ୍କ ମଧ୍ୟରେ ସାମିଲ ଥିବା ବରଖା ବିଷ୍ଟ ଓ ଅଭିନେତା ଇନ୍ଦ୍ରନୀଲ ସେନଗୁପ୍ତା ଏବେ ଅଲଗା ହେବାକୁ ଯାଉଛନ୍ତି। ଏମିତି ଏକ ଖବର ଏବେ ତାଙ୍କ ପ୍ରଶଂସକଙ୍କୁ ନିରାଶ କରିଛି। ରିପୋଟର୍ସଙ୍କ ଅନୁଯାୟୀ, ଗତ ୨…

ଧରଣୀଧର ବିଶ୍ୱବିଦ୍ୟାଳୟରେ ୪ ନୂଆ ପଦବୀ

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝରରେ ଘୋଷିତ ହୋଇଥିବା ଧରଣୀଧର ବିଶ୍ୱବିଦ୍ୟାଳୟ ପାଇଁ ୪ଟି ନୂଆ ପଦବୀ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୃଷ୍ଟି ହୋଇଛି। ନୂତନ ଭାବେ କୁଳପତି,କୁଳସଚିବ,କଣ୍ଟ୍ରୋଲର ଅଫ୍‌ ଫାଇନାନ୍ସ ଏବଂ ପରୀକ୍ଷା ନିୟନ୍ତ୍ରକ ପଦବୀ ସୃଷ୍ଟି ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବଙ୍କ…

ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ୱେରେ ସିରିଜ୍‌ ଦୁର୍ଘଟଣା

ମୁମ୍ବାଇ,୨୭।୪: ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ୱେରେ ଗୁରୁବାର ଏକ ସିରିଜ୍‌ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ମୁମ୍ବାଇ-ପୁଣେ ଏକ୍ସପ୍ରେସ୍‌ ୱେରେ ଏକ ଟ୍ରକ୍‌ ଯାଉଥିବା ବେଳେ ବ୍ରେକ୍‌ ଫେଲ୍‌ ହୋଇଥିଲା। ଫଳରେ ଟ୍ରକ୍‌ଟି ଭାରସାମ୍ୟ…

କରାଚିରୁ ଲାହୋର ଯାଉଥିବା ଯାତ୍ରୀବାହୀ ଟ୍ରେନରେ ଲାଗିଲା ନିଆଁ, ୩ ଶିଶୁ ଜଣେ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ

କରାଚି,୨୭।୪: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଏକ ଏକ୍ସପ୍ରେସ ଟ୍ରେନର ଏକ ବଗିରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପ୍ରାଥମିକ ସୂଚନା ଅନୁଯାୟୀ, ଏହି ନିଅଁାରେ ପୋଡି ଯାଇ ୩ ଶିଶୁ ଜଣେ ମହିଳାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ହୋଇଛି। ଜଣେ…

ଏହି ୩ କଥାକୁ ସବୁବେଳେ ଗୁପ୍ତ ରଖନ୍ତୁ, ଜୀବନରେ ନିଶ୍ଚିତ ସଫଳତା ମିଳିବ

ମହାନ ଆଚାର୍ଯ୍ୟ ଚାଣକ୍ୟ ଦୁନିଆର ପ୍ରସିଦ୍ଧ ପଣ୍ଡିତମାନଙ୍କ ମଧ୍ୟରୁ ଅନ୍ୟତମ। ତାଙ୍କ ଦ୍ୱାରା କୁହାଯାଇଥିବା ନୀତି ସମଗ୍ର ବିଶ୍ୱରେ ପ୍ରସିଦ୍ଧ। ସେ ତାଙ୍କର ସମସ୍ତ ନୀତି ତାଙ୍କ ପୁସ୍ତକ ‘ଚାଣକ୍ୟ ନୀତି’ରେ ଲେଖିଛନ୍ତି। ଚାଣକ୍ୟ ନିଜେ ତାଙ୍କ ପୁସ୍ତକରେ ତାଙ୍କ ଜୀବନ…

ପ୍ରକାଶ ସିଂ ବାଦଲଙ୍କ ଶେଷ କୃତ୍ୟ ସମ୍ପନ୍ନ

ଚଣ୍ଡିଗଡ଼,୨୭।୪: ପଞ୍ଜାବରେ ୫ ଥର ମୁଖ୍ୟମନ୍ତ୍ରୀ ଆସନରେ ବସିଥିବା ପ୍ରକାଶ ସିଂ ବାଦଲଙ୍କର ଶେଷ କୃତ୍ୟ ଗୁରୁବାର ସମ୍ପନ୍ନ ହୋଇଛି। ତାଙ୍କ ପୁଅ ସୁଖବୀର ସିଂ ବାଦଳ ତାଙ୍କୁ ମୁଖାଗ୍ନି ଦେଇଛନ୍ତି। ତାଙ୍କ ପାର୍ଥିବ ଶରୀର ଉପରେ ତ୍ରିରଙ୍ଗା ଘୋଡାଇ ଦେବା…

ଅବକାରୀ ଚଢାଉ: ଦେଶୀମଦ ସମେତ ସ୍କୁଟି ଜବତ, ଅଭିଯୁକ୍ତ ଗିରଫ

ବାଣପୁର,୨୭।୪(ଡି.ଏନ.ଏ.): ଦିନକୁ ଦିନ ଖୋର୍ଦ୍ଧା ଜିଲା ବାଲୁଗାଁ,ବାଣପୁର, ଚିଲିକା ଅଞ୍ଚଳରେ ଚୋରା ଦେଶୀ ମଦ କାରବାର ବଢିବାରେ ଲାଗିଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଚଢାଉ କରି ଗିରଫ କରିଲେ ମଧ୍ୟ ସୁଧୁରିବାର ନାଁ ଧରୁ ନାହାନ୍ତି ଚୋରା ଦେଶୀମଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri