Home Left

ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଟ୍ରାଏଲ ରନ୍‌

ପୁରୀ, ୧୨ା୯(ଅଜିତ ମହାନ୍ତି):କିଛି ମାସ ତଳେ ପୁରୀରୁ କୋଲକାତାକୁ ବନ୍ଦେ ଭାରତ ଏକ୍ସେପ୍ରେସ ଗଡ଼ିଥିଲା। ଖୁବଶୀଘ୍ର ପୁରୀରୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ପଶ୍ଚିମ ଓଡ଼ିିଶାକୁ ଗଡ଼ିବାକୁ ଯାଉଛି। ନୂଆବର୍ଷ ପୂର୍ବରୁ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲାକୁ ଗଡ଼ିବ…

ଭାରତ ବୈଶ୍ୱିକ ମଡେଲ୍‌ ହେବାକୁ ଯାଉଛି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୨ା୯(ସୁନିତ୍‌ ମିଶ୍ର): ଭାରତ ବୈଶ୍ୱିକ ମଡେଲ୍‌ ହେବାକୁ ଯାଉଛି। ଏସବୁ କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଯୋଗୁ ହୋଇପାରୁଛି। ଯେତେବେଳେ ଭାରତ ଚନ୍ଦ୍ରାୟନର ଉପଲବ୍ଧି କରୁଛି, ସୂର୍ଯ୍ୟ ଅଭିଯାନ କରୁଛି ଭାରତ ସେତେବେଳେ ବୈଶ୍ୱିକ ରାଜନୀତିରେ ନିଜର ସ୍ଥିତିକୁ…

କୋଟିଆ ବିବାଦ: ଆନ୍ଧ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨ା୯:କୋଟିଆର କେତେକ ଗ୍ରାମକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ବିବାଦ ଲାଗିରହିଛି। ଓଡ଼ିଶା ସରକାରଙ୍କ ମୂଳ ପିଟିଶନ ଉପରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ଆନ୍ଧ୍ରପ୍ରଦେଶ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟରେ ଶୁଣାଣି ବେଳେ ଉପସ୍ଥିତ ହୋଇ ନ ଥିବାରୁ…

ବିନା ଟେଣ୍ଡରରେ ଚାଲିଛି ୨.୬୮ କୋଟିର କାର୍ଯ୍ୟ

ଚାନ୍ଦବାଲି, ୧୨।୯ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆମ ଡାକ୍ତରଖାନା ଯୋଜନାରେ ଆରମ୍ଭ ହୋଇଛି ବିକାଶମୂଳକ କାର୍ଯ୍ୟ। ୨ କୋଟି ୭୪ ଲକ୍ଷ ଟଙ୍କା ବ୍ୟୟ ଅଟ୍ଟକଳରେ ଡାକ୍ତରଖାନା ପରିସରରେ ସୌନ୍ଦର୍ଯ୍ୟକରଣ ଓ ରୋଗୀମାନଙ୍କ ବିଭିନ୍ନ ସୁବିଧା…

ଆସନ୍ତାବର୍ଷ ସମୁଦ୍ରାୟନ ‘ମତ୍ସ୍ୟ’

ନୂଆଦିଲ୍ଲୀ,୧୨ା୯:ଚନ୍ଦ୍ର ମିଶନର ସଫଳତା ପରେ ଭାରତୀୟ ବୈଜ୍ଞାନିକମାନେ ଏବେ ସମୁଦ୍ରାୟନ ପ୍ରୋଜେକ୍ଟ ଲାଗି ପ୍ରସ୍ତୁତ ହେଉଛନ୍ତି। ଏହି ପ୍ରୋଜେକ୍ଟ ଅଧୀନରେ ୩ଜଣ ଲୋକଙ୍କୁ ସମୁଦ୍ରର ୬ହଜାର ମିଟର ଗଭୀରକୁ ଏକ ବୁଡ଼ା ଜାହାଜ ସାହଯ୍ୟରେ ଛଡ଼ାଯିବ। ଏହି ଯନ୍ତ୍ରର ନାମ ‘ମତ୍ସ୍ୟ…

ଆଗେଇପାରୁନି ‘ମୋ ଘର’ ଯୋଜନା

ଭୁବନେଶ୍ୱର, ୧୨ା୯(ସୁନିତ୍‌ ମିଶ୍ର):ରାଜ୍ୟରେ ଯେଉଁ ଗରିବ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିମ୍ବା ବିଜୁ ପକ୍କାଘର ପାଇବାରୁ ବଞ୍ଚିତ ଅଛନ୍ତି କିମ୍ବା ଅନ୍ୟ କୌଣସି କାରଣରୁ ପକ୍କାଘର ଖଣ୍ଡେ କରିପାରୁନାହାନ୍ତି ସେମାନଙ୍କ ଲାଗି ରାଜ୍ୟ ସରକାର ‘ମୋ ଘର’ ଯୋଜନା ଆରମ୍ଭ…

କମୁନି ପିଲାଙ୍କ ବସ୍ତାନି ବୋଝ

ଭୁବନେଶ୍ୱର,୧୨ା୯(ଅସମାପିକା ସାହୁ):ଛୋଟ ଛୋଟ ପିଲାମାନେ ଓଜନିଆ ବ୍ୟାଗ୍‌ ନେଇ ବିଦ୍ୟାଳୟକୁ ଯାଉଛନ୍ତି। ତାହା ପୁଣି ନିଜ ଓଜନର ପାଖାପାଖି ୩୦ପ୍ରତିଶତ। ସ୍କୁଲ ବ୍ୟାଗ୍‌ ଓଜନ ନେଇ କେନ୍ଦ୍ର ଓ ରାଜ୍ୟ ସରକାର ସ୍ବତନ୍ତ୍ର ନିୟମ କରିଥିଲେ ମଧ୍ୟ ତାହାକୁ ପାଳନ କରାଯାଉ…

ଆଜି ପହଞ୍ଚିବେ ନାକ୍‌ ଟିମ୍‌

ବାଲେଶ୍ୱର,୧୨।୯(ମାନସ ବିଶ୍ୱାଳ): ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟରେ ମଙ୍ଗଳବାର ନ୍ୟାସନାଲ ଆସେସମେଣ୍ଟ ଆଣ୍ଡ ଆକ୍ରିଡିଟେଶନ କାଉନସିଲ (ନାକ୍‌) ପିୟର ଟିମ୍‌ ପହଞ୍ଚିବେ। ବିଶ୍ୱବିଦ୍ୟାଳୟରେ ଶୈକ୍ଷିକ ବାତାବରଣ ତଥା ଶୈକ୍ଷିକ ଗୁଣବତ୍ତାକୁ ନାକ୍‌ ତରଫରୁ ଏକ ୬ ଜଣିଆ ପ୍ରତିନିଧି ଦଳ ମୂଲ୍ୟାୟନ କରିବାର…

ଶିକ୍ଷାନୁଷ୍ଠାନରୁ ଉଦ୍ୟୋଗୀ ସୃଷ୍ଟି ଲକ୍ଷ୍ୟ

ଭୁବନେଶ୍ୱର,୧୨ା୯(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭୁବନେଶ୍ୱରରେ ଓଡ଼ିଶା ଷ୍ଟାର୍ଟଅପ୍‌ ଯାତ୍ରା ଓ ଷ୍ଟାର୍ଟଅପ୍‌ ଏକ୍ସପ୍ରେସ-୨୦୨୩ର ଶୁଭାରମ୍ଭ କରିଛନ୍ତି। ତୃଣମୂଳ ସ୍ତରରୁ ପୁଞ୍ଜିନିବେଶକ ଏବଂ ଉଦ୍ୟୋଗୀ ସୃଷ୍ଟି ସହ ୨୦୨୫ ସୁଦ୍ଧା ରାଜ୍ୟରେ ୫ ହଜାର ଷ୍ଟାର୍ଟଅପ୍‌ ପ୍ରତିଷ୍ଠା କରିବା ରାଜ୍ୟ…

ବିନା ଅନୁମତିରେ ବାବୁଙ୍କ ବିରୋଧରେ ହେବ ମାମଲା

ନୂଆଦିଲ୍ଲୀ,୧୨ା୯(ପି.ଟି.):କେନ୍ଦ୍ର ସରକାରଙ୍କ ଅଧୀନରେ ନିଯୁକ୍ତ ଯୁଗ୍ମ ସଚିବ ଓ ତଦୂର୍ଦ୍ଧ୍ୱ ପାହ୍ୟାର ଅଫିସରମାନେ ଦୁର୍ନୀତିରେ ସମ୍ପୃକ୍ତ ଥିଲେ, କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ସେମାନଙ୍କ ବିରୋଧରେ ତଦନ୍ତ କରାଯିବା ସହ ମାମଲା ରୁଜୁ କରାଯାଇପାରିବ। ୨୦୧୪ରେ ସୁପ୍ରିମକୋର୍ଟ ଦେଇଥିବା ଏହି ରାୟକୁ ୨୦୦୩…

ନୟନତାରାଙ୍କ ପ୍ରଶଂସାରେ ଶତମୁଖ ଅର୍ଜୁନ

ଶାହାରୁଖ ଖାନ୍‌ଙ୍କ ଫିଲ୍ମ ‘ଯବାନ’ ବ୍ଲକ୍‌ବଷ୍ଟର ସାବ୍ୟସ୍ତ ହୋଇଛି। ପ୍ରଖ୍ୟାତ ତାମିଲ ଚଳଚ୍ଚିତ୍ର ନିର୍ମାତା ଆଟଲେଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଏପର୍ଯ୍ୟନ୍ତ ୩୦୦ କୋଟି ଆୟ କଲାଣି। ଅଭିନେତା ଅର୍ଜୁନ କପୁର ଫିଲ୍ମ ‘ଯବାନ’ରେ ଶାହାରୁଖ ଖାନଙ୍କ ସହ ନୟନତାରାଙ୍କୁ କେମେଷ୍ଟ୍ରି…

ସ୍ବତନ୍ତ୍ର ରେକର୍ଡ ହାସଲ କଲେ ବିରାଟ କୋହଲି

କଲମ୍ବୋ,୧୨।୯: ଏସିଆ କପର ସୁପର-୪ରେ ଭାରତ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ତାଙ୍କର ଦିନିକିଆ କ୍ୟାରିୟରର ୪୭ତମ ଶତକ। ଏହି ଫର୍ମାଟରେ ସର୍ବାଧିକ ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?