ନିୟମିତ ଉଲ୍ଲଂଘନକାରୀ ଗଣିବେ ଅଧିକ ବୀମା ରାଶି
ଭୁବନେଶ୍ବର,୨୬।୪ (ବ୍ୟୁରୋ) ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ହ୍ରାସ ପାଉ ନାହିଁ। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯେତେ ପ୍ରକାର ଉଦ୍ୟମ କରୁଛନ୍ତି ସେସବୁ ବାରମ୍ବାର ଫେଲ୍ ମାରୁଛି। ରାଜ୍ୟ ସରକାରଙ୍କ ପରିବହନ ବିଭାଗ ପକ୍ଷରୁ ଗତ…
ସୃଜନଶୀଳତାକୁ ସମ୍ମାନ ପାଇଁ ଦିନଟିଏ
ବିଶ୍ୱ ବୌଦ୍ଧିକ ସମ୍ପତ୍ତି ଦିବସ ପ୍ରତିବର୍ଷ ଏପ୍ରିଲ ୨୬ରେ ପାଳିତ ହେଉଛି। ଏହା ୨୦୦୦ରେ ବିଶ୍ୱ ବୌଦ୍ଧିକ ସମ୍ପତ୍ତି ସଂଗଠନ (ଡବ୍ଲ୍ୟୁଆଇପିଓ) ଦ୍ୱାରା ପ୍ରତିଷ୍ଠିତ ହୋଇଥିଲା। ସୃଜନଶୀଳତା ଏବଂ ନୂଆ ଭାବର ପ୍ରବର୍ତ୍ତନ (ଅଭିନବତ୍ୱ) ଦ୍ୱାରା ବିଶ୍ୱର ଅର୍ଥନୀତି ଓ ସମାଜର…
୩ ବ୍ରାଞ୍ଚ ପୋଷ୍ଟମାଷ୍ଟର ଚାକିରିରୁ ବହିଷ୍କୃତ
କେନ୍ଦ୍ରାପଡ଼ା ଅଫିସ, ୨୬।୪: କେନ୍ଦ୍ରାପଡ଼ା ଡାକ ବିଭାଗରେ ଜାଲ ସାର୍ଟିଫିକେଟ ମାଧ୍ୟମରେ ଚାକିରି ଲିଙ୍କ୍ ଧରାପଡ଼ିଛି। ଡାକ ଅଧୀକ୍ଷକ ୨୦୧୮ରୁ ଅଦ୍ୟାବଧି ଚାକିରି କରିଥିବା କର୍ମଚାରୀଙ୍କ ସାର୍ଟିଫିକେଟ ଯାଞ୍ଚ କରି ୩ଜଣ ବ୍ରାଞ୍ଚ ପୋଷ୍ଟମାଷ୍ଟରଙ୍କୁ ମଙ୍ଗଳବାର ଚାକିରିରୁ ବହିଷ୍କୃତ କରିଛନ୍ତି। ଏଥିସହ…
ସରକାରଙ୍କ ନିଷ୍ପତ୍ତି ଅପେକ୍ଷାରେ ୭ ମୌଜାବାସୀ
ଛେଣ୍ଡିପଦା,୨୬।୪ (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମାରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ‘ଆମ ହସ୍ପିଟାଲ’ ଯୋଜନାରେ ସାମିଲ କରିବା ଦାବି ନେଇ ମଙ୍ଗଳବାର ୭ ମୌଜାବାସୀ ଜିଲାପାଳଙ୍କ ସହ ଆଲୋଚନା କରିଥିଲେ। ଏକ ଦାବିପତ୍ର ମଧ୍ୟ ପ୍ରଦାନ କରିଥିଲେ।…
ଛାତ୍ରୀଛାତ୍ରଙ୍କ ସଫଳତା ଓଡ଼ିଶାର ସଫଳତା: ନବୀନ
ଭୁବନେଶ୍ବର, ୨୬।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ପ୍ରଥମ ଦିନରେ ୪ ଜିଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଛନ୍ତି। ଏଥିରେ ଗଞ୍ଜାମ ଜିଲାର ୧୦୬ଟି ହାଇସ୍କୁଲ, ଅନୁଗୋଳର…
ଆତଙ୍କ ଖେଳାଇଲେଣି ହାତୀ
ଅନୁଗୋଳ ଅଫିସ,୨୬।୪: ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜରେ ଆତଙ୍କ ଖେଳାଇଲେଣି ହାତୀ। ସୋମବାର ବଡ଼କନ୍ତକୁଳ ଗ୍ରାମ ଆମ୍ବତୋଟାରେ ହାତୀ ୨ ମହିଳାଙ୍କ ଜୀବନ ନେଇଥିବା ବେଳେ ମଙ୍ଗଳବାର ତଳଗଡ଼ ପଞ୍ଚାୟତ ପୋଡାସାହିର ମହିଳା ନନ୍ଦିନୀ ଝାଙ୍କର(୩୮) ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି।…
ବ୍ରିଜ୍ଭୂଷଣଙ୍କ ନାଁରେ ଏଫ୍ଆଇଆର୍ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୫ା୪: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ଅଧ୍ୟକ୍ଷ ତଥା ଭାଜପା ଏମ୍ପି ବ୍ରିଜ୍ଭୂଷଣ ଶରଣ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଆଣିଥିବା ଯୌନ ଉତ୍ପୀଡ଼ନ ମାମଲାରେ ଦିଲ୍ଲୀ ପୋଲିସର ଭୂମିକା ସନ୍ଦେହ ଘେରରେ। ଏହି ପ୍ରସଙ୍ଗରେ କନ୍ନଟପ୍ଲେସ୍ ଥାନାରେ ଅଭିଯୋଗ ସତ୍ତ୍ୱେ…
ଶିଶୁଙ୍କ ବୋଧଶକ୍ତି କମାଇପାରେ ବାୟୁ ପ୍ରଦୂଷଣ
ନୂଆଦିଲ୍ଲୀ,୨୬।୪: ଭାରତରେ ଦୁଇ ବର୍ଷରୁ କମ୍ ବୟସର ଶିଶୁମାନଙ୍କଠାରେ ଦେଖାଦେଉଥିବା ବୋଧଶକ୍ତି ସମସ୍ୟା ସହ ନିମ୍ନମାନର ବାୟୁର ସମ୍ପର୍କ ରହିଥାଇପାରେ ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ୨ ବର୍ଷ ବୟସ ମଧ୍ୟରେ ଶିଶୁମାନଙ୍କର ମସ୍ତିଷ୍କର ସର୍ବାଧିକ ଅଭିବୃଦ୍ଧି ହୋଇଥାଏ। ଏହି ସମୟରେ…
ଗୋସାଇଁ ଗୁପ୍ତରେ କର୍ଣ୍ଣରେ ଦିଅନ୍ତି ମହାମନ୍ତ୍ର
ମହାକାଳପଡ଼ା,୨୬।୪ (ଡି.ଏନ୍.ଏ.) ପ୍ରାଚୀନ କାଳରେ ଗୁରୁକୁଳ ଆଶ୍ରମରେ ସାଧୁ ସନ୍ନ୍ୟାସୀମାନେ ନିଜର ଛାତ୍ରୀଛାତ୍ରଙ୍କୁ ଗୁପ୍ତରେ କର୍ଣ୍ଣରେ ଗୁରୁ ମହାମନ୍ତ୍ର ଦେଉଥିଲେ। ଆଜିକା ଦିନରେ ଗୁରୁକୁଳ ଆଶ୍ରମ ଲୋପପାଇବାକୁ ବସିଲାଣି। ତଥାପି ଏହି ପ୍ରାଚୀନ ପରମ୍ପରା ଆଧୁନିକ ସଭ୍ୟତାରେ ଆଜି ବି ବଞ୍ଚତ୍ରହିଛି।…
ଡେରାବିଶ: ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ପ୍ରହସନ
ଡେରାବିଶ,୨୬।୪ (ସ୍ବ.ପ୍ର.) ଜିଲା, ତହସିଲ, ବ୍ଲକ ଓ ସଦର ମହକୁମାରେ ସରକାରୀ ଯୋଜନାରୁ ବଞ୍ଚତ୍ତ ହେଉଥିବା ସାଧାରଣ ଲୋକ ନିଜର ଅଭିଯୋଗ ପାଇଁ ଖର୍ଚ୍ଚାନ୍ତ ହୋଇ ଏତେ ଦୂର ଯାଇ ପାରୁ ନାହାନ୍ତି। ଏହାକୁ ଲକ୍ଷ୍ୟ କରି କେନ୍ଦ୍ରାପଡ଼ା ଜିଲାରେ ୨୦୨୨…
ମରାମତି ହେଉନି ଏଲ୍ଟି ଲାଇନ୍
ବାଲିଚନ୍ଦ୍ରପୁର,୨୬।୪ (ସ୍ବ.ପ୍ର.) ବଡ଼ଚଣା ବ୍ଲକ ବାଲିଚନ୍ଦ୍ରପୁର ବିଦ୍ୟୁତ୍ ଉପଖଣ୍ଡ ଅଧୀନରେ ଗ୍ରାମାଞ୍ଚଳରେ ଥିବା ଏଲ୍ଟି ଲାଇନ୍ ମରାମତି ହେଉନାହିଁ। ଫଳରେ କେତେକ ଜାଗାରେ ବିଦ୍ୟୁତ୍ ତାର ଝୁଲି ରହୁଥିବା ବେଳେ କେତେକ ସ୍ଥାନରେ ଗଛଡ଼ାଳ ପଡ଼ି ତାର ଶୋଇ ରହିଛି। ଅନେକସ୍ଥାନରେ…
ଅନ୍ଧାରରେ ଜାରକା ଅସ୍ଥାୟୀ ବସ୍ଷ୍ଟାଣ୍ଡ
ଧର୍ମଶାଳା,୨୬।୪ (ଡି.ଏନ.ଏ.): ୧୬ନଂ. ଜାତୀୟ ରାଜପଥର ଜାରକା ନୂତନ ଅସ୍ଥାୟୀ ବସ୍ଷ୍ଟାଣ୍ଡ ପରିସର ଅନ୍ଧାରରେ ରହିଛି। ଜାରକାଠାରେ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଶେଷ ହେବା ପରେ ରାଜପଥର ଉଭୟ ପାର୍ଶ୍ୱରେ ହାଇ ମାଷ୍ଟ ଲାଇଟର ବ୍ୟବସ୍ଥା କରାଯାଇଥିଲା। ହେଲେ ଗତ…
Archives


