Home Left

ହରିଣଙ୍କ ସ୍ବାସ୍ଥ୍ୟ ପ୍ରଭାବିତ ହେବା ଆଶଙ୍କା

କଟକ ଅଫିସ,୨୫ା୪: କଟକ ମହାନଗର ନିଗମ (ସିଏମ୍‌ସି) ଅନ୍ତର୍ଗତ ତୁଳସୀପୁର ବିଜୁ ପଟ୍ଟନାୟକ ରୋଡ୍‌ର ମହାନଦୀ ବନ୍ଧ ସନ୍ନିକଟରେ ଡିଅର ପାର୍କ ଅବସ୍ଥିତ। ଏହି ପାର୍କରେ ସ୍ବଳ୍ପ ସ୍ଥାନରେ ୨୫୦ରୁ ଅଧିକ ହରିଣ ରହିଛନ୍ତି। ପ୍ରତ୍ୟେକ ଦିନ ଏଠାକୁ ହରିଣ ଦେଖିବା…

ଜାଲ ସାର୍ଟିଫିକେଟ୍‌ ତନାଘନା

ଢେଙ୍କାନାଳ ଅଫିସ,୨୫।୪: ଓଡ଼ିଶାର ଜାଲ୍‌ ସାର୍ଟିଫିକେଟ ଚେର ଢେଙ୍କାନାଳକୁ ଲମ୍ବିଛି। ଏହା ସ୍ପଷ୍ଟ ହେବାପରେ ଡାକ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ବିଧିବଦ୍ଧ ଯାଞ୍ଚ ପାଇଁ ଟାଉନ ଥାନାରେ ଅଭିଯୋଗ କରାଯାଇଥିବାବେଳେ ବୋର୍ଡ ଉତ୍ତରକୁ ଅପେକ୍ଷା କରାଯାଇଥିବା…

ଦାଗିରି ଗାଁ ନୂଆପଡ଼ାବାସୀଙ୍କୁ ବାଲିଚୁଆ ଭରସା

ତୁମୁଡିବନ୍ଧ,୨୫।୪: (ଡି.ଏନ.ଏ.) ଗ୍ରୀଷ୍ମପ୍ରବାହ ଜାରି ରହିଛି ନଦୀ ନାଳ ପୋଖରୀ ଗୁଡ଼ିକ ଶୁଖି ଯାଇଛି। ଭୂତଳ ଜଳସ୍ତର ହ୍ରାସ ପାଉଛି। ଫଳରେ ତୁମୁଡିବନ୍ଧ ଅଞ୍ଚଳରେ ପିଇବା ପାଣିର ସମସ୍ୟା ବଢ଼ିବାରେ ଲାଗିଛି। ଏହା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତର ଦାଗିରି ଗାଁ…

ନୂଆ ରୂପ ପାଇବ ଫିଶେରି, ସ୍ପ୍ରିଙ୍ଗ ଟ୍ୟାଙ୍କ୍‌

ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଏକାମ୍ର ହଲରେ ‘ଆମ ପୋଖରୀ’ ସମ୍ପର୍କିତ ଏକ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସୁଲୋଚନା ଦାସ ଅଧ୍ୟକ୍ଷତା କରି ‘ଜଳାଶୟ ଆମ ଐତିହ୍ୟର ଅଙ୍ଗ, ଏହାର…

ଫୋନ୍‌ରେ କଥା ହୋଇ ୭ ମହଲାରୁ ଡେଇଁଥିଲେ ମାନସ

ଭୁବନେଶ୍ୱର,୨୫।୪ (ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟରୁ ଖସି ଆଇନ ଛାତ୍ର ଅନିରାଜ ମାନସ ଟୁଡୁଙ୍କ ମୃତ୍ୟୁ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ ଆପାର୍ଟମେଣ୍ଟର ସିସିଟିଭି ଫୁଟେଜ ପାଇବା ପରେ ତଦନ୍ତର ମୋଡ଼ ବଦଳିଛି। ବିବାର…

ସର୍ବସାଧାରଣଙ୍କୁ ବତିଘର ପ୍ରବେଶ ମନା, ପର୍ଯ୍ୟଟକ ନିରାଶ

ଗୋପାଳପୁର,୨୫।୪: (ଡି.ଏନ.ଏ.) ଗୋପାଳପୁର ବେଳାଭୂମି ନିକଟରେ ଥିବା ବତୀଘରକୁ ସର୍ବସାଧାରଣ ପାଇଁ ପ୍ରବେଶ ଉପରେ ରୋକ ଲାଗିଛି। ବେଳାଭୂମି ଭ୍ରମଣରେ ଆସୁଥିବା ଦେଶ ତଥା ବିଦେଶୀ ପର୍ଯ୍ୟଟକମାନେ ବତିଘର ଦେଖିବାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ର ବନ୍ଦର ଜାହାଜ ଓ ଜଳପଥ ମନ୍ତ୍ରଣାଳୟ…

ଫସଲ ଉଜାଡ଼ିଦେଲା କାଳବୈଶାଖୀ

ବରଗଡ଼ ଅଫିସ୍‌,୨୫।୪: କାଳବୈଶାଖୀ ପ୍ରଭାବରେ ବରଗଡ଼ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି। ଶନିବାର ସନ୍ଧ୍ୟାରେ କୁଆପଥର ସହ ବର୍ଷାହେବା ଯୋଗୁ ରବିଧାନ ଫସଲ ଉଜୁଡ଼ିଯାଇଛି। ଅମଳକ୍ଷମ ଅବସ୍ଥାରେ ଥିବା ଧାନ ନଷ୍ଟ ହୋଇଯାଇଛି। ପରିବା ଫସଲ ମଧ୍ୟ ଏଥିରୁ ବାଦ୍‌…

ପୁଣି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପୁଣି ହତ୍ୟା ଧମକ। ପାଇଛନ୍ତି। ଏକ ଅଜଣା ବ୍ୟକ୍ତି ୧୧୨ ନମ୍ବରରେ ମେସେଜ କରି ଏହି ଧମକ ଦେଇଛନ୍ତି, ଯାହା ପରେ ଉତ୍ତେଜନା ଦେଖାଦେଇଛି। ମୁଖ୍ୟମନ୍ତ୍ରୀଙ୍କୁ ଧମକ ମିଳିବା ପରେ ସୁରକ୍ଷା ଏଜେନ୍ସିମାନଙ୍କୁ ସତର୍କ…

ସିକ୍ୟୁରିଟି କରୁଛନ୍ତି ରୋଗୀସେବା

ଉଦଳା,୨୫।୪: (ଡି.ଏନ.ଏ.) ମୟୂରଭଞ୍ଜ ଜିଲା କପ୍ତିପଦା ଉପଖଣ୍ଡର ମୁଖ୍ୟ ଡାକ୍ତରଖାନା ଉଦଳା ଡାକ୍ତରଖାନାରେ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇଛି। ଡାକ୍ତର ନିଶାଶକ୍ତ ଅବସ୍ଥାରେ ରହୁଥିବା ବେଳେ ସିକ୍ୟୁରିଟି ଗାର୍ଡ ରୋଗୀ ସେବା କରୁଛନ୍ତି। ଏ ଭଳି ଏକ ଭିଡିଓ ସୋସିଆଲ ମିଡିିଆରେ…

ରାଜାବନ୍ଧ ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର

ବାରିପଦା ଅଫିସ,୨୫।୪:ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ ପୋଖରିଆ ପଞ୍ଚାୟତ ରାଜାବନ୍ଧର ପୁନରୁଦ୍ଧାର ଏବଂ ଉନ୍ନତୀକରଣ କାର୍ଯ୍ୟ ନିମ୍ନମାନର କରାଯାଉଥିବା ନେଇ ଅଭିଯୋଗ ହୋଇଛି। ଏ ନେଇ ଗ୍ରାମର ନାରଣ ମୁର୍ମୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ଅତିରିକ୍ତ…

ଜିଲାପାଳ, ଏସ୍‌ପିଙ୍କୁ ଜବାବ ମାଗିଲେ ଓଏଚ୍‌ଆର୍‌ସି

କଟକ ଅଫିସ,୨୫ା୪: ସମ୍ବଲପୁରରେ ହନୁମାନ ଜୟନ୍ତୀବେଳେ ସଂଘଟିତ ଗୋଷ୍ଠୀ ସଂଘର୍ଷ ମାମଲାରେ ଜିଲାପାଳ ଏବଂ ଏସ୍‌ପି ଜବାବ ଦାଖଲ କରିବାକୁ ସୋମବାର ଓଡ଼ିଶା ମାନବ ଅଧିକାର କମିଶନ୍‌ (ଓଏଚ୍‌ଆର୍‌ସି) ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଆବେଦନ ଆଧାରରେ ସମ୍ବଲପୁର ସହରରେ ଇଣ୍ଟରନେଟ୍‌ ସଂଯୋଗ…

ପୁଣି ହାଜର ହେଲେନି ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ହନିଟ୍ରାପ, ଠକେଇ ଓ ବେଆଇନ ଅର୍ଥ କାରବାର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏବଂ ସହଯୋଗୀ ଖଗେଶ୍ୱର ଏବେ ଜେଲରେ ଥିବାବେଳେ ଅନ୍ୟତମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri