ଖୋଲୁଛି ପୁରୁଣା ପେଡ଼ି
ଢେଙ୍କାନାଳ,୨୫।୪: ବର୍ଷ ବର୍ଷ ଧରି ଥାନାରେ ଗଡୁଛି ମାମଲା। ଅଧିକାରୀ ବଦଳିଲେ ଥଣ୍ଡା ପଡ଼ିଯାଉଛି ତଦନ୍ତ। ନା ଅଭିଯୁକ୍ତ ଧରାପଡୁଛନ୍ତି ନା ପ୍ରସ୍ତୁତ ହୋଇପାରୁଛି ଫାଇନାଲ ରିପୋର୍ଟ। ଅପରାଧୀମାନେ ଖୋଲାଖୋଲି ବୁଲୁଛନ୍ତି। କାର୍ଯ୍ୟାନୁଷ୍ଠାନରେ ବିଳମ୍ବ ଯୋଗୁ ସେମାନେ ନୂଆ ଅପରାଧ ଘଟାଉଛନ୍ତି।…
ଅବ୍ୟବସ୍ଥା ଘେରରେ ବ୍ୟାଙ୍କ ଶାଖା
କଣିହଁା,୨୫।୪: (ଡି.ଏନ.ଏ) ଅନୁଗୋଳ ଜିଲା କଣିହଁା ବ୍ଲକ ଷ୍ଟେଟ୍ ବ୍ୟାଙ୍କ ଅଫ ଇଣ୍ଡିଆର ରେଙ୍ଗାଳି ଶାଖାର ଗ୍ରାହକମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିବା ଅଭିଯୋଗ ହେଉଛି। ପୂର୍ବରୁ ଏହି ଶାଖା କାର୍ଯ୍ୟାଳୟ ରେଙ୍ଗାଳି ବନ୍ଧ ଯୋଜନାର ପ୍ରାଶାସନିକ ଭବନରେ ଦୀର୍ଘ ୪୫ ବର୍ଷ…
ପୂର୍ବାପେକ୍ଷା ଚାଷୀଙ୍କ ଆୟ କମିଛି: କଂଗ୍ରେସ
ଭୁବନେଶ୍ବର, ୨୫ା୪(ବ୍ୟୁରୋ) : ଓଡ଼ିଶା ସରକାର କୃଷକଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ ବହୁ ସମୟରେ ପ୍ରତିଶ୍ରୁତି ଦେଇଛନ୍ତି। ଏପରିକି ୨୦୧୨-୧୩ରେ ଖୋଦ୍ ମୁଖ୍ୟମନ୍ତ୍ରୀ ପ୍ରକାଶ କରି କହିଥିଲେ, ସାରା ଭାରତ ବର୍ଷରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି କୃଷକଙ୍କ ଆୟକୁ…
ବାଣୀପଦାରେ ପାଉଁଶ ନ ପକାଇବାକୁ ଦାବି
ମଙ୍ଗୁଳି-ଜଗତପୁର, ୨୫।୪(ଡି.ଏନ୍.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅଧୀନ ବାଣୀପଦା ପଞ୍ଚାୟତର ସୀମାନ୍ତରେ ଦୀର୍ଘ ମାସ ହେବ ଚୌଦ୍ୱାରସ୍ଥିତ ଏକ ଘରୋଇ କମ୍ପାନୀରୁ ବାହାରୁଥିବା କୋଇଲା ପାଉଁଶ ପକାକୁ ବିରୋଧ କରି ଏଠାରେ ନ ପକାଇବାକୁ ଦାବି ହୋଇଛି। ଏ ନେଇ ସ୍ଥାନୀୟ ସମିତି…
ଟଙ୍କା, ପ୍ରେମ ପ୍ରମୁଖ କାରଣ
ଅନୁଗୋଳ ଅଫିସ,୨୫।୪: ଚୋରା ମଦ ବ୍ୟବସାୟରୁ ମିଳିଥିବା ଲାଭ ଟଙ୍କା ନ ଦେବା ଓ ସହଯୋଗୀଙ୍କ ବାନ୍ଧବୀଙ୍କୁ ପ୍ରେମ ହିଁ ଅନୁଗୋଳ ଥାନା ହୁଲୁରୁସିଂହାର ପ୍ରକାଶ ବେହେରା (୩୮)ଙ୍କ ହତ୍ୟାର ପ୍ରମୁଖ କାରଣ। ଅନୁଗୋଳ ଥାନା ପୋଲିସ ସୋମବାର ଏକ ଖବରଦାତା…
ହରିଣଙ୍କ ସ୍ବାସ୍ଥ୍ୟ ପ୍ରଭାବିତ ହେବା ଆଶଙ୍କା
କଟକ ଅଫିସ,୨୫ା୪: କଟକ ମହାନଗର ନିଗମ (ସିଏମ୍ସି) ଅନ୍ତର୍ଗତ ତୁଳସୀପୁର ବିଜୁ ପଟ୍ଟନାୟକ ରୋଡ୍ର ମହାନଦୀ ବନ୍ଧ ସନ୍ନିକଟରେ ଡିଅର ପାର୍କ ଅବସ୍ଥିତ। ଏହି ପାର୍କରେ ସ୍ବଳ୍ପ ସ୍ଥାନରେ ୨୫୦ରୁ ଅଧିକ ହରିଣ ରହିଛନ୍ତି। ପ୍ରତ୍ୟେକ ଦିନ ଏଠାକୁ ହରିଣ ଦେଖିବା…
ଜାଲ ସାର୍ଟିଫିକେଟ୍ ତନାଘନା
ଢେଙ୍କାନାଳ ଅଫିସ,୨୫।୪: ଓଡ଼ିଶାର ଜାଲ୍ ସାର୍ଟିଫିକେଟ ଚେର ଢେଙ୍କାନାଳକୁ ଲମ୍ବିଛି। ଏହା ସ୍ପଷ୍ଟ ହେବାପରେ ଡାକ ବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି। ଏ ସଂକ୍ରାନ୍ତରେ ବିଧିବଦ୍ଧ ଯାଞ୍ଚ ପାଇଁ ଟାଉନ ଥାନାରେ ଅଭିଯୋଗ କରାଯାଇଥିବାବେଳେ ବୋର୍ଡ ଉତ୍ତରକୁ ଅପେକ୍ଷା କରାଯାଇଥିବା…
ଦାଗିରି ଗାଁ ନୂଆପଡ଼ାବାସୀଙ୍କୁ ବାଲିଚୁଆ ଭରସା
ତୁମୁଡିବନ୍ଧ,୨୫।୪: (ଡି.ଏନ.ଏ.) ଗ୍ରୀଷ୍ମପ୍ରବାହ ଜାରି ରହିଛି ନଦୀ ନାଳ ପୋଖରୀ ଗୁଡ଼ିକ ଶୁଖି ଯାଇଛି। ଭୂତଳ ଜଳସ୍ତର ହ୍ରାସ ପାଉଛି। ଫଳରେ ତୁମୁଡିବନ୍ଧ ଅଞ୍ଚଳରେ ପିଇବା ପାଣିର ସମସ୍ୟା ବଢ଼ିବାରେ ଲାଗିଛି। ଏହା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତର ଦାଗିରି ଗାଁ…
ନୂଆ ରୂପ ପାଇବ ଫିଶେରି, ସ୍ପ୍ରିଙ୍ଗ ଟ୍ୟାଙ୍କ୍
ଭୁବନେଶ୍ୱର, ୨୫।୪ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ଏକାମ୍ର ହଲରେ ‘ଆମ ପୋଖରୀ’ ସମ୍ପର୍କିତ ଏକ ଦକ୍ଷତା ବୃଦ୍ଧି ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମେୟର ସୁଲୋଚନା ଦାସ ଅଧ୍ୟକ୍ଷତା କରି ‘ଜଳାଶୟ ଆମ ଐତିହ୍ୟର ଅଙ୍ଗ, ଏହାର…
ଫୋନ୍ରେ କଥା ହୋଇ ୭ ମହଲାରୁ ଡେଇଁଥିଲେ ମାନସ
ଭୁବନେଶ୍ୱର,୨୫।୪ (ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନସ୍ଥିତ ଚନ୍ଦ୍ରମା ଆପାର୍ଟମେଣ୍ଟରୁ ଖସି ଆଇନ ଛାତ୍ର ଅନିରାଜ ମାନସ ଟୁଡୁଙ୍କ ମୃତ୍ୟୁ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ପୋଲିସ ଆପାର୍ଟମେଣ୍ଟର ସିସିଟିଭି ଫୁଟେଜ ପାଇବା ପରେ ତଦନ୍ତର ମୋଡ଼ ବଦଳିଛି। ବିବାର…
ସର୍ବସାଧାରଣଙ୍କୁ ବତିଘର ପ୍ରବେଶ ମନା, ପର୍ଯ୍ୟଟକ ନିରାଶ
ଗୋପାଳପୁର,୨୫।୪: (ଡି.ଏନ.ଏ.) ଗୋପାଳପୁର ବେଳାଭୂମି ନିକଟରେ ଥିବା ବତୀଘରକୁ ସର୍ବସାଧାରଣ ପାଇଁ ପ୍ରବେଶ ଉପରେ ରୋକ ଲାଗିଛି। ବେଳାଭୂମି ଭ୍ରମଣରେ ଆସୁଥିବା ଦେଶ ତଥା ବିଦେଶୀ ପର୍ଯ୍ୟଟକମାନେ ବତିଘର ଦେଖିବାରୁ ବଞ୍ଚତ୍ତ ହେଉଛନ୍ତି। କେନ୍ଦ୍ର ବନ୍ଦର ଜାହାଜ ଓ ଜଳପଥ ମନ୍ତ୍ରଣାଳୟ…
ଫସଲ ଉଜାଡ଼ିଦେଲା କାଳବୈଶାଖୀ
ବରଗଡ଼ ଅଫିସ୍,୨୫।୪: କାଳବୈଶାଖୀ ପ୍ରଭାବରେ ବରଗଡ଼ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି। ଶନିବାର ସନ୍ଧ୍ୟାରେ କୁଆପଥର ସହ ବର୍ଷାହେବା ଯୋଗୁ ରବିଧାନ ଫସଲ ଉଜୁଡ଼ିଯାଇଛି। ଅମଳକ୍ଷମ ଅବସ୍ଥାରେ ଥିବା ଧାନ ନଷ୍ଟ ହୋଇଯାଇଛି। ପରିବା ଫସଲ ମଧ୍ୟ ଏଥିରୁ ବାଦ୍…
Archives


