Home Left

ଟ୍ରକକୁ ପିଟିଲା ଟ୍ରକ: ଦୁଇ ଡ୍ରାଇଭର ଗୁରୁତର

 ବାଲେଶ୍ୱର,୪।୩( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଛିଡା ହୋଇଥିବା ସିମେଣ୍ଟ ବୋଝେଇ ଟ୍ରକକୁ ପଛପଟୁ ଧକ୍କା ଦେଲା ଡଷ୍ଟ ବୋଝେଇ ଟ୍ରକ୍‌। ଦୁର୍ଘଟଣାରେ ଦୁଇ ଟ୍ରକର ଡ୍ରାଇଭର ଗୁରୁତର ହୋଇଛନ୍ତି । ବାଲେଶ୍ବର ଜିଲା ବସ୍ତା…

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଟର୍ନାମେଣ୍ଟରେ ଏହି ଦୁଇ ଦଳ ପରସ୍ପର ସହିତ ଦ୍ୱିତୀୟ ଥର ମୁହାଁମୁହିଁ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର ବଜାର ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ଏହା ତରଳୀକୃତ ପ୍ରାକୃତିକ ଗ୍ୟାସ (LNG)…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ ପୀଠରେ ଏକତ୍ରିତ ହୋଇ ମା’ ମାହେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପୀଠ କମିଟି…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି ପର୍ଯ୍ୟନ୍ତ ସବୁକିଛି ଉପରେ କଡ଼ା ନଜର ରଖାଯାଇଛି। ଏହି ସମୟରେ ମଙ୍ଗଳବାର ଦଳର…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ ମାତ୍ର ଦୁଇ ପାଦ ଦୂରରେ ଅଛି। ପ୍ରଥମେ, ଟିମ ଇଣ୍ଡିଆକୁ ସେମିଫାଇନାଲର ଚ୍ୟାଲେଞ୍ଜକୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ ପୁଣି ଥରେ ସାହାଯ୍ୟର ହାତ ବଢାଇଛି। ରୁଷିଆ ସ୍ପଷ୍ଟ କରିଛି ଯେ ଉପସାଗରୀୟ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ସାଲେକଦମ ଗ୍ରାମର ମନୋଜ ପାଣ୍ଡେ (୨୫…

ସୁରେଶ ପୂଜାରୀ ଅସୁସ୍ଥ: ଛାତିରେ ଯନ୍ତ୍ରଣା ପରେ ଆଇସିୟୁରେ ଭର୍ତ୍ତି…

ଭୁବନେଶ୍ୱର,୩।୩: ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ (AIIMS) ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ଆଜି ହଠାତ୍ ତାଙ୍କ…

ଦିଲୀପ ରାୟଙ୍କୁ ସମର୍ଥନ କରିବ କି ସିପିଆଇଏମ୍‌, ପ୍ରେସମିଟ୍‌ କରି କହିଲେ…

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଓଡ଼ିଶା ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ୱାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନ ପାଇଁ ଭୋଟ ହେବାର ସମ୍ଭାବନା ନାହିଁ। ହେଲେ…

ଯୌତୁକ ପାଇଁ ୫ ମାସର ଗର୍ଭବତୀଙ୍କୁ ହତ୍ୟା ଅଭିଯୋଗ: ବାପା ସକାଳେ ହୋଇଥିଲେ କଥା, ଅପରାହ୍ନରେ ପହଞ୍ଚିଲା ମୃତ୍ୟୁ ଖବର…

ଧର୍ମଶାଳା,୩।୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଗଲଗଲିଶଙ୍ଖ ଗାଁରେ ବଧୁହତ୍ୟା ଅଭିଯୋଗ। ସେ ୫ମାସର ଗର୍ଭବତୀ ଥିଲେ। ତେବେ ତାଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ନେଇ ବଧୂର ବାପା ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ସୂଚନାନୁଯାୟୀ,…

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ ରୁ ୧୦ ଜଣ ଛାତ୍ର ହଷ୍ଟେଲ ଛାଡି କେଉଁଆଡେ ପଳାଇଥିବା ଅଭିଯୋଗ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri