Home Left

ପୁରୀରୁ ହାଓଡା ମଧ୍ୟରେ ଚାଲିବ ୩ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୫।୬(ବ୍ୟୁରୋ): ବାହାନଗା ଟ୍ରେନ୍‌ ଦୁର୍ଘଟଣା ପରେ ଉଭୟ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ୨୮ ଟ୍ରେନ୍‌ ବାତିଲ କରାଯାଇଥିବାବେଳେ ବହୁ ଟ୍ରେନ୍‌ର ଗତପଥ ପରିବର୍ତ୍ତନ କରାଯାଇଛି। ତେଣୁ ଉଭୟ ରେଳପଥର ସମନ୍ବୟରେ ସ୍ବତନ୍ତ୍ର ଟ୍ରେନ ଚଳାଚଳ ଆରମ୍ଭ…

କଠିନ ପରିଶ୍ରମ ଭିତରେ ପ୍ରେମର ଧାରା ହଜିଯାଇ ନ ଥିଲା

ପୂର୍ବ ସଂଖ୍ୟାରେ ଆମେ ସୂଚନା ଦେଇଥିଲୁ ମନ୍ଦିର ନିର୍ମାଣ ସମୟରେ ବିଶୃଙ୍ଖଳାକୁ ବରଦାସ୍ତ କରାଯାଉ ନ ଥିଲା। ଭଲ କାମରେ ପୁରସ୍କାର ଓ ସମ୍ମାନ, ଶୃଙ୍ଖଳା ଭଙ୍ଗରେ ଦଣ୍ଡ ବି ଦିଆଯାଉଥିଲା। ଗଜପତିଙ୍କ ସେନାପତିମାନେ ନିର୍ମାଣ ଦାୟିତ୍ୱରେ ରହିଥିବାର ଇତିହାସ ମିଳୁଛି।…

ରାଜ୍ୟ ସ୍କୁଲ ଓପନ ଚେସ୍‌: ନମସ୍ୟା ଚାମ୍ପିୟନ

ଭୁବନେଶ୍ୱର, ୫ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ରାଜ୍ୟ ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ସ୍ଥାନୀୟ ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନ ମନ୍ଦିର ପରିସରରେ ରବିବାର ରାଜ୍ୟ ସ୍କୁଲ ଓପନ ଚେସ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡବିଶିଷ୍ଟ ଏହି ପ୍ରତିଯୋଗିତାରେ ସେଣ୍ଟ…

ଓଡ଼ିଶାରେ ପହଞ୍ଚିଲେ ଭେଙ୍କଟପତି ରାଜୁ

ଭୁବନେଶ୍ୱର, ୫ା୬(ସ୍ପୋଟର୍‌ସ ବ୍ୟୁରୋ): ପୂର୍ବତନ ଅନ୍ତର୍ଜାତୀୟ ଖେଳାଳି ଭେଙ୍କଟପତି ରାଜୁ ଓଡ଼ିଶାରେ ପହଞ୍ଚିଛନ୍ତି। ସୋମବାର ଠାରୁ ଯୁବ ସ୍ପିନର ମାନଙ୍କ ପାଇଁ ଏକ ୧୫ ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବାକୁ ଥିବା ବେଳେ ରବିବାର ରାଜୁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଓସିଏ…

ଦେବାଶିଷ ରନରଅପ୍‌

ଭୁବନେଶ୍ୱର, ୫।୬ (କ୍ରୀଡ଼ା ପ୍ରତିନିଧି): ହରିୟାଣାର ଝଜାରଠାରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ବାଳକ ନ୍ୟାଶନାଲ ସିରିଜ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦେବାଶିଷ ସାହୁ ରନରଅପ୍‌ ହୋଇଛନ୍ତି। ପ୍ରଥମ ରାଉଣ୍ଡ ଓ ପ୍ରି-କ୍ୱାର୍ଟର ଫାଇନାଲକୁ ସହଜରେ ଜିତିଥିବା ଦେବାଶିଷ କ୍ୱାର୍ଟର ଫାଇନାଲଠାରୁ…

ଭଗବାନଙ୍କ ଦୟାରୁ ଦ୍ୱିତୀୟ ଜନ୍ମ ମିଳିଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): କଥାରେ ଅଛି ରଖେ ହରି ତ ମାରେ କିଏ। କାଳର କରାଳ ରୂପ ଯେତେ ହେଉ ନା କାହିଁକି ନିଜେ ବଞ୍ଚତ୍ବା ସହ ନିଜ ପରିବାରବର୍ଗ ଓ ଦୁର୍ଘଟଣାଗ୍ରସ୍ତ ଯାତ୍ରୀଙ୍କୁ ବଞ୍ଚାଇଛନ୍ତି ବିହାର ପାଟଣା ଅଞ୍ଚଳର ଯୁବକ ଅଟଳ। ଶୁକ୍ରବାର…

ପ୍ରକୃତିଭିତ୍ତିକ ସମାଧାନକୁ ଗୁରୁତ୍ୱ

ଭୁବନେଶ୍ୱର ,୫।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିର ଅନ୍ୟତମ ସାମାଜିକ ଅନୁଷ୍ଠାନ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ବିଶ୍ୱ ପରିବେଶ ଦିବସ-୨୦୨୩ ଅବ୍ୟବହିତ ପୂର୍ବରୁ ଓଡ଼ିଶାର ୪ଟି ବିପର୍ଯ୍ୟୟ ପ୍ରବଣ ଜିଲାରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବିଶେଷକରି ବିପର୍ଯ୍ୟୟ ଜନିତ ବିପଦ ହ୍ରାସ…

ଆମେରିକାନ୍‌ ଟୁରିଷ୍ଟର ନୂଆ କ୍ୟାମ୍ପେନ୍‌ ‘ବର୍ଣ୍ଣ ଟୁ କ୍ରସ୍‌ ବାଉଣ୍ଡାରିଜ’

ଭୁବନେଶ୍ୱର ,୫।୬: ଅନ୍ତଃରାଷ୍ଟ୍ରୀୟ ଲଗେଜ୍‌ ବ୍ରାଣ୍ଡ୍‌ ଆମେରିକାନ୍‌ ଟୁରିଷ୍ଟର ନୂଆ କ୍ୟାମ୍ପେନ୍‌ ‘ବର୍ଣ୍ଣ ଟୁ କ୍ରସ୍‌ ବାଉଣ୍ଡାରିଜ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି କ୍ୟାମ୍ପେନ୍‌ ଲୋକଙ୍କୁ ନିଜର ଅଣଆବିଷ୍କୃତ ପାର୍ଶ୍ୱକୁ ଆବିଷ୍କାର କରିବା ପାଇଁ ଆହ୍ବାନ ଦେଉଛି। ବିଶେଷକରି ଆମେରିକାନ…

ସାନପୁଅ ମିିଳିଲା, ବଡ଼ପୁଅ ନିଖୋଜ

ଭଦ୍ରକ ଅଫିସ,୫।୬: ସାନପୁଅ ସୋର ଡାକ୍ତରଖାନାରୁ ମିଳିଲା। ବଡ଼ପୁଅକୁ ସୋର, ବାଲେଶ୍ୱର, କଟକ, ଭଦ୍ରକର ବିଭିନ୍ନ ମେଡିକାଲରେ ଖୋଜିବା ପରେ ମଧ୍ୟ ତା’ର କୌଣସି ଠିକଣା ମିଳୁନି ବୋଲି କୋହଭରା କଣ୍ଠରେ କହିଛନ୍ତି ବିହାର ମୋତିହାରିର ଅଲ୍ଲୀ ହୁସେନ। ତାଙ୍କ ପୁଅକୁ…

ବେଦାନ୍ତ ପକ୍ଷରୁ ବ୍ୟାପକ ସହାୟତା

ଭୁବନେଶ୍ୱର ,୫।୬: ବେଦାନ୍ତ ଆଲୁମିନିୟମର ସହଯୋଗୀ କମ୍ପାନୀ ବେଦାନ୍ତ ଫେକର ପକ୍ଷରୁ ବାହାନଗା ରେଳ ଦୁର୍ଘଟଣା ସ୍ଥଳରେ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଉଲ୍ଲେଖଯୋଗ୍ୟ ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି।…

ଉତ୍ତମ ବ୍ୟାଙ୍କିଙ୍ଗ୍‌ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର ,୫।୬: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ବହୁମୁଖୀ ଋଣ ଶିବିର ଓ ଗ୍ରାହକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ବ୍ୟାଙ୍କର ମହାପ୍ରବନ୍ଧକ ମୁକୁଲ ଏନ୍‌ ଦାଣ୍ଡିଗେ ସମ୍ମାନିତ ଅତିଥି ଭାବେ…

ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଏଲ୍‌ଆଇସିର ରିହାତି

ଭୁବନେଶ୍ୱର,୫।୬: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ପକ୍ଷରୁ ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଗଭୀର ଦୁଃଖପ୍ରକାଶ କରାଯାଇଛି। ଏପରିକି ପୀଡ଼ିତମାନଙ୍କୁ ସହାୟତା କରିବା ଲାଗି ଏଲ୍‌ଆଇସି ପକ୍ଷରୁ ବିଶେଷ ରିହାତି ସୁବିଧା ସମ୍ପର୍କରେ ମଧ୍ୟ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri