Home Left

ଭାରତ ଯାତ୍ରା ପୂର୍ବରୁ ହୋମୱାର୍କ କରିବା ଆବଶ୍ୟକ: ନେପାଳ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୩।୪: ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ଆସନ୍ତା ମାସରେ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଗସ୍ତ ପୂର୍ବରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ଜଣାପଡିଛି। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଏହି ଯାତ୍ରା ଆରମ୍ଭ କରିବା ପୂର୍ବରୁ ତାଙ୍କୁ…

ଝିଅ ପାଇଁ ଇଟାଲୀରୁ ବିଶେଷ ଉପହାର ଆଣିଲେ ପ୍ରିୟଙ୍କା-ନିକ

ମୁମ୍ବାଇ: ବଲିଉଡ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଓ ତାଙ୍କ ସ୍ବାମୀ ନିକ ଜୋନାସ ଅନେକ ସମୟରେ କିଛି ନା କିଛି କାରଣକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ନିକଟରେ ଏହି କପଲ ଇଟାଲୀରୁ ଫେରିଛନ୍ତି। ସେଠାକୁ ସେମାନେ ପିସିଙ୍କ ଅଭିନୀତ ମୁଭି…

ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରି ଗୋଟିଏ ବାଇକ ଜବତ ହୋଇଛି। ଏହି…

ଆଇନ ଶୃଙ୍ଖଳାରେ ବାଧା ସୃଷ୍ଟି କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ: ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୩।୪: ‘ଓ୍ବାରିସ ପଞ୍ଜାବ ଦେ’ର ମୁଖ୍ୟ ଅମୃତପାଲ ସିଂ ଗିରଫ ହେବା ପରଠାରୁ ଏବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଇତିମଧ୍ୟରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ରବିବାର କହିଛନ୍ତି କି ଯେଉଁମାନେ ଦେଶର ଶାନ୍ତି ଓ ଆଇନ ଶୃଙ୍ଖଳା…

ଜାପାନରେ ପ୍ରଥମଥର ପାଇଁ ଗର୍ଭପାତ ଔଷଧକୁ ମିଳିଲା ମଞ୍ଜୁରୀ

ଟୋକିଓ,୨୩।୪: ଜାପାନରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଏକ ପ୍ୟାନେଲ ଦେଶରେ ପ୍ରଥମ ଥର ପାଇଁ ଗର୍ଭପାତ ଔଷଧକୁ ଅନୁମୋଦନ କରିଛି। ଜାପାନ ଟାଇମ୍ସ ରିପୋର୍ଟ ଅନୁଯାୟୀ, ଜାପାନର ପ୍ୟାନେଲ ବ୍ରିଟେନର ଲାଇନ୍‌ଫାର୍ମା ଇଣ୍ଟରନ୍ୟାଶନାଲ ଲିମିଟେଡ ଦ୍ୱାରା ନିର୍ମିତ ଗର୍ଭପାତ ଔଷଧ ‘ମେଫିଗୋ ପିଲ୍‌’…

ପୁରୁଷୋତ୍ତମପୁରରେ ଅଖିମୁଠି ଅନୁକୂଳ: ଚଷା ଗୀତରେ ପ୍ରକମ୍ପିତ ହେଲା ଅଞ୍ଚଳ

ପୁରୁଷୋତ୍ତମପୁର, ୨୩/୪(ଡିଏନଏ) ପବିତ୍ର ଅକ୍ଷୟ ତୃତୀୟାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଚାଷୀକୁଳ । ଚଷାପୁଅମାନଙ୍କ ସୁନ୍ଦର ସୁନ୍ଦର ଚଷା ଗୀତରେ ପ୍ରକମ୍ପିତ ହୋଇଛି ସମଗ୍ର ଅଞ୍ଚଳ। କୃଷକମାନେ ଅତି ଆନନ୍ଦ ଉଲ୍ଲାସରେ କ୍ଷେତକୁ ଯାଇ ବିଭିନ୍ନ…

ପୂର୍ବତନ ମୁଖ୍ୟମନ୍ତ୍ରୀ ହସ୍ପିଟାଲରେ ଭର୍ତ୍ତି

କର୍ନାଟକ,୨୩।୪: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ ଡି କୁମାରସ୍ବାମୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଜ୍ୱର ହୋଇଥିବାରୁ ତାଙ୍କୁ କିଛି ଦିନ ବିଶ୍ରାମ ନେବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି। ଏଥିସହ ବର୍ତ୍ତମାନ ସେ ସୁସ୍ଥ ଥିବା ନେଇ…

‘ସିଂହ ଭଳି ଆତ୍ମସମର୍ପଣ କରିଛି, ତାକୁ ନେଇ ଆମେ ଗର୍ବ କରୁ’, ଅମୃତପାଲ ସିଂଙ୍କ ମାଆ

ଚଣ୍ଡିଗଡ଼,୨୩।୪: ‘ଓ୍ବାରିସ ପଞ୍ଜାବ ଦେ’ର ମୁଖ୍ୟ ଅମୃତପାଲ ସିଂଙ୍କୁ ରବିବାର ପଞ୍ଜାବର ମୋଗା ଜିଲାରେ ରୋଡେ ଗାଁରୁ ଗିରଫ କରାଯାଇଛି। ଖଲିସ୍ତାନ ସମର୍ଥକ ଅମୃତପାଲ ପ୍ରାୟ ୩୫ ଦିନ ହେବ ଫେରାର ଥିଲେ। ପୋଲିସ ମହାନିରିକ୍ଷକ ସୁଖଚୈନ ସିଂ ଗିଲ କହିଛନ୍ତି,…

ଗୋଛା ପଞ୍ଚାୟତକୁ ମିଳିଲା ଜାତୀୟ ପଞ୍ଚାୟତ ପୁରସ୍କାର

ସୋରଡା,୨୩।୪ : ଗୋଛା ଗ୍ରାମପଞ୍ଚାୟତକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ। ସରପଞ୍ଚ ତ୍ରିଲୋଚନ…

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା

ରୁଦ୍ରପ୍ରୟାଗ,୨୩।୪: କେଦାରନାଥରେ ରବିବାର ଏକ ହେଲିକପ୍ଟର ଦୁର୍ଘଟଣା ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ଅମିତ ସୋନି ବୋଲି କୁହାଯାଉଥିବା ବେଳେ ସେ ୟୁକାଡାର ଫାଇନାନସିୟାଲ କଣ୍ଟ୍ରୋଲର ବୋଲି କୁହାଯାଉଛି। ମିଳିଥିବା ସୂଚନା ଅନୁଯାୟୀ, ଅମିତ ହେଲିକପ୍ଟରର…

୧୨ବର୍ଷରେ ଥରେ ହୁଏ ମା’ ଶୀତଳାଙ୍କ ଯାତ୍ରା

ଛତ୍ରପୁର,୨୩।୪(ଡିଏନଏ ): ମା ଶୀତଳା ଠାକୁରାଣୀଙ୍କ ଯାତ୍ରା ପାଇଁ ରବିବାର ଶୁଭଖୁଣ୍ଟି ସ୍ଥାପନ ହୋଇଛି। ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ପୋଟଲାମପୁର ପଞ୍ଚାୟତ ଅଧୀନ ମୁନିଷିପେଣ୍ଠ ଗାଁରେ ପ୍ରତି ୧୨ ବର୍ଷକୁ ଥରେ ମା ଶୀତଳା ଠାକୁରାଣୀଙ୍କ ଯାତ୍ରା ଅନୁଷ୍ଠିତ ହୋଇଆସୁଛି…

ବୃଦ୍ଧାଙ୍କ ଦାଢି

ଲମ୍ବା ଦାଢି ରଖିବା ଆଜିକାଲି ପୁରୁଷମାନଙ୍କର ଫ୍ୟାଶନ ପାଲଟିଛି। କିଏ ଲମ୍ବା ତ କିଏ ଛୋଟ ଦାଢି ବେଶ୍‌ ସାଇଜ୍‌୍‌ରେ ରଖୁଛନ୍ତି। ହେଲେ କେବେ ମହିଳା ଦାଢି ରଖୁଥିବା କଥା ଜାଣିଛନ୍ତି? ଆମେରିକା, ଓକ୍ଲୋହାମାସ୍ଥ ଲ’ଟନ୍‌ରେ ରୁହୁଥିବା ଜଣେ ବୃଦ୍ଧା ଦାଢି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri