Home Left

ଋଣ ଟଙ୍କା ଉଠାଇ ଫେରାର ଥିଲେ, ଏବେ ଜେଲ୍‌ ଗଲେ ମହିଳା ଲୁଟେରା

ଦେବଗଡ଼,୩ା୬(ଡି.ଏନ୍‌.ଏ.): ଗରିବ ଲୋକଙ୍କ ଆଧାର କାର୍ଡ ଓ ପାସବୁକ୍‌କୁ ବ୍ୟବହାର କରି ଋଣ ଉଠାଇ ଆତ୍ମସାତ କରି ଦୀର୍ଘଦିନ ଧରି ଫେରାର ଥିବା ମହିଳାଙ୍କୁ ଶନିବାର ଦେବଗଡ଼ ଥାନା ପୋଲିସ ଗିରଫ କରିଛି। ଗିରଫ ମହିଳା ଜଣକ ହେଲେ ବାରକୋଟ ଥାନା…

ଦୁର୍ଘଟଣା ଚେତାଇଲା ରେଳପଥର ଆବଶ୍ୟକତା

କେନ୍ଦୁଝର,୩ା୬(ସ୍ବ.ପ୍ର.): କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହେବା ପରେ ଉକ୍ତ ରେଳପଥରେ ଟ୍ରେନ୍‌ ଚଳାଚଳ ବନ୍ଦ ହୋଇ ବହୁ ଦୂରଗାମୀ ଟ୍ରେନ୍‌ କେନ୍ଦୁଝର ଜିଲା ଦେଇ ଚଳାଚଳ କରୁଛି। ପାଖାପାଖି ୧୦ଟି ଦୂରଗାମୀ ଟ୍ରେନ୍‌ ଏହି ରେଳପଥ ଦେଇ ଯାତାୟାତ କରିଛି। ଉକ୍ତ…

ଶେଷ ହେଲା ଉଦ୍ଧାର କାର୍ଯ୍ୟ: ମୃତକଙ୍କ ସଂଖ୍ୟା ୨୮୮କୁ ବୃଦ୍ଧି

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶରର ବାହାନଗାରେ ଶୁକ୍ରବାର ସାରେ ଘଟିଥିବା ଭୟାବହ ରେଳ ଦୁର୍ଘଟଣାରେ ମୃତକ ସଂଖ୍ୟା ୨୮୮କୁ ବୃଦ୍ଧି ଘଟିଛି। ମୋଟ ୮୦୩ ଆହତଙ୍କ ଚିକିତ୍ସା ଜାରି ରହିଛି। ସେଥିରୁ ୭୪୭ ସାମାନ୍ୟ ଆହତ ହୋଇଥିବା ବେଳେ ୫୬ ଜଣ ଗୁରୁତର ଅଛନ୍ତି।…

ଝରଣାରେ ଗାଧୋଉ ଥିବାବେଳେ ବୁଡିଯାଇ ଯୁବକ ମୃତ

ପାଇକମାଳ, ୩।୬(ଡିଏନଏ ): ବରଗଡ଼ ଜିଲା ପାଇକମାଳ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ପାଦ ଦେଶରେ ପ୍ରବାହିତ ହେଉଥିବା ଝରଣାରେ ଗାଧୋଇବା ପାଇଁ ଶନିବାର କେତେକ ଯୁବକ ଭୀମଧାରରେ ପହଞ୍ଚି ଗାଧୋଉ ଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ଟ୍ରେନ୍‌ ଦୁର୍ଘଟଣାରେ ଭଦ୍ରକରୁ ୭ ମୃତ

ଭଦ୍ରକ ଅଫିସ,୩ା୬: ବାଲେଶ୍ୱର ଜିଲା ବାହାନଗାଠାରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଦୁର୍ଘଟଣାରେ ଭଦ୍ରକ ଜିଲାର ୪ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକମାନେ ହେଲେ ଭଣ୍ଡାରିପୋଖରୀ ବ୍ଲକ ମଞ୍ଜୁରୀରୋଡ୍‌ ନିକଟସ୍ଥ ଶଙ୍ଖୁଳା ଗ୍ରାମର ରୂପକ ନାୟକ(୩୫), ବାସୁଦେବପୁର ବ୍ଲକର ସାବରଙ୍ଗ ପଞ୍ଚାୟତ…

ଡଙ୍ଗା ବୁଡ଼ି ୨ ନାବାଳିକା ନିଖୋଜ: ଜଣଙ୍କ ମୃତଦେହ ଉଦ୍ଧାର

ବରୀ, ୩।୬(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ଭଅଁରା ପଞ୍ଚାୟତ ସଙ୍ଗ ଗଦେଇପୁର ନିକଟରେ ତନ୍ତି ଘାଇ ନାଳରେ ଡଙ୍ଗା ବୁଡି ୨ ନାବାଳିକା ନିଖୋଜ ଥିଲେ। ନିଖୋଜ ନାବାଳିକାଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ…

ଚାଷୀଙ୍କ ଜୀବନ ନେଲା ବଜ୍ରପାତ

ପୁରୁଷୋତ୍ତମପୁର,୩ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ପଞ୍ଚାୟତ ଅଲାଡ଼ି ଗାଁରେ ଶନିବାର ଅପରାହ୍ନରେ ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅଭିରାମ ସେଠୀ(୫୪)। ଅଭିରାମ ଗ୍ରାମ ନିକଟସ୍ଥ ବାଲିଚିରା ଜମିକୁ ଧାନ ତଳି ଦେଖିବା ଲାଗି…

ଡଙ୍ଗା ବୁଡ଼ି ୨ ନାବାଳିକା ନିଖୋଜ, ଜଣେ ଗୁରୁତର

ବରୀ, ୩।୬(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ଭଅଁରା ପଞ୍ଚାୟତ ସଙ୍ଗ ଗଦେଇପୁର ନିକଟରେ ତନ୍ତି ଘାଇ ନାଳରେ ଡଙ୍ଗା ବୁଡି ୨ ନାବାଳିକା ନିଖୋଜ ଥିବା ବେଳେ ଜଣଙ୍କୁ ଉଦ୍ଧାର କରାଯାଇଛି। ପରେ ଉଦ୍ଧାର ନାବାଳିକାଙ୍କୁ ମାର୍କଣ୍ଡପୁର ପ୍ରାଥମିକ…

ଟ୍ରେନ୍‌ ଦୁର୍ଘଟଣା: ନିଜ ଲୋକଙ୍କୁ ଝୁରୁଛନ୍ତି ପରିବାର ଲୋକେ

ମୋରଡ଼ା,୩ା୬(ଡି.ଏନ୍‌.ଏ.): ଆଖିରୁ ଲୁହ ଶୁଖୁନି। ମା’, ବାପା, ସ୍ତ୍ରୀ ଓ ପରିବାର ଲୋକେ ନିଜ ଲୋକଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି। ପରିବାର ପୋଷଣ ପାଇଁ କାମ କରିବାକୁ ଚେନ୍ନାଇ ଯାଉଥିଲେ। କିନ୍ତୁ ସବୁ ଅଟକି ଯାଇଥିଲା ଶୁକ୍ରବାର ସନ୍ଧ୍ୟାରେ। ବାଲେଶ୍ୱର…

ଚାକିରି ଆଶାରେ ଯାଇଥିଲେ, ଶବ ହୋଇ ଫେରିଲେ

ମୋରଡ଼ା,୩ା୬(ଡି.ଏନ୍‌.ଏ.): ଇଣ୍ଟରଭ୍ୟୁ ପାଇଁ ଯାଇଥିଲେ ଦୁଇ ଭାଇ। ଆଶା ଥିଲା ଚାକିରି କରି ଭଲରେ ଭଲରେ ପରିବାର ପୋଷଣ କରି ମା-ବାପାଙ୍କ ନାଁ ରଖିବେ। କିନ୍ତୁ ଆଶା ଆଶାରେ ରହିଗଲା। ଦୁଇ ଭାଇଙ୍କ ମଧ୍ୟରୁ ଚାଲିଗଲା ଜଣେ ଭାଇଙ୍କ ଜୀବନ। ଶୁକ୍ରବାର…

ଓଡ଼ିଶା ଟ୍ରେନ୍‌ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ସଲମାନ, ଅକ୍ଷୟ କୁମାର

ମୁମ୍ବାଇ,୩ା୬: ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଶାଲିମାର-ଚେନ୍ନାଇ ସେଣ୍ଟ୍ରାଲ କରମଣ୍ଡଳ ଏକ୍ସପ୍ରେସ୍‌(୧୨୮୪୧) ଓ ବେଙ୍ଗାଲୁରୁ-ହାଓ୍ବଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍‌ (୧୨୮୬୪) ଦୁର୍ଘଟଣାଗ୍ରସ୍ତ ହେବାରୁ ଶନିବାର ଅପରାହ୍ନ ସୁଦ୍ଧା ମୃତ୍ୟୁସଂଖ୍ୟା ୨୬୮ରେ ପହଞ୍ଚିଲାଣି। ୧୦୦୦ରୁ…

ଟ୍ରେନ୍‌ ଦୁର୍ଘଟଣା ନେଇ ଶୋକ ବ୍ୟକ୍ତ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମବାଦ,୩।୬: ବାହାନଗ ଟ୍ରେନ୍‌ ଦୁର୍ଘଟଣାନେଇ ଟ୍ବିଟ୍‌ ଯୋଗେ ଶୋକ ବ୍ୟକ୍ତ କରିଛନ୍ତି ପାକିସ୍ତାନର ପ୍ରଧାନମନ୍ତ୍ର ଶେହବାଜ ଶରିଫ୍‌। ସେ କହିଛନ୍ତି, ଭାରତରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଁ ସମବେଦନା ଜ୍ଞାପନ କରୁଛି। ଆହତଙ୍କୁ ଆଶୁଆରୋଗ୍ୟ କାମନା କରୁଛି। ସେହିପରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri