Home Left

ଭିନ୍ନକ୍ଷମ ଚାଷୀ ଶୋଷିତ, ନିର୍ଯାତିତ

ଯାଜପୁର ଅଫିସ,୩ା୬: ଯାଜପୁର ଜିଲାର ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ଗୁଡ଼ିକରେ ଧାନ ସଂଗ୍ରହ ତଥା ଚାଷୀଙ୍କ ପ୍ରାପ୍ୟ ପ୍ରଦାନରେ ବ୍ୟାପକ ଅନିୟମିତତା ପରିଲକ୍ଷିତ ହେଉଛି। ପାକ୍ସ ସମ୍ପାଦକମାନେ ଚାଷୀଙ୍କୁ ହଇରାଣ ହରକତ କରୁଥିବା ଭଳି ଅଭିଯୋଗ ହେଉଥିଲେ ହେଁ ବିଭାଗୀୟ…

ନିର୍ମାଣର ମାସକ ପରେ ୧୫ ସ୍ଥାନରେ ତାଳି ପଡ଼ିଲା

ଚଣ୍ଡିଖୋଲ,୩ା୬(ଡି.ଏନ୍‌.ଏ.): କଟକ ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ରହିଛି ବାଲିଚନ୍ଦ୍ରପୁର-ବେଣିପୁର ରାସ୍ତା। ଏହି ରାସ୍ତା ୧୦ କି.ମି. ୨ ମିଟର ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ୨୨ କୋଟି ଟଙ୍କା। କେବଳ ରାସ୍ତାର ଉନ୍ନତୀକରଣ ନିମନ୍ତେ ପିଚୁକାର୍ଯ୍ୟ…

ଚାଇନାର ଶେଷ ସମ୍ରାଟଙ୍କ ଘଣ୍ଟା ୬ ନିୟୁତ ଡଲାର

ହଂକଂ: ଚାଇନାର ଶେଷ ସମ୍ରାଟ ଆସିନ୍‌-ଗିଓରୋ ପୁୟିଙ୍କ ହାତଘଣ୍ଟା ହଂକଂରେ ୬ ନିୟୁତ ଡଲାରରେ ନିଲାମ ହୋଇଛି। ଐତିହାସିକ ଦୃଷ୍ଟିକୋଣରୁ ମହତ୍ତ୍ୱପୂର୍ଣ୍ଣ ରେଫ୍‌ ୯୬ କ୍ୱାଣ୍ଟିମେ ଲ୍ୟୁନ୍‌ ଟାଇମ୍‌ପିସ୍‌ ଘଣ୍ଟାରେ ମୁକୁଟ ସଦୃଶ ଏକ ଚନ୍ଦ୍ର ରହିଛି। ପୁୟିଙ୍କୁ ମାତ୍ର ୨…

ଆଜି ମୁମ୍ବାଇ-ଗୋଆ ବନ୍ଦେ ଭାରତ ଟ୍ରେନର ହେବନାହିଁ ଉଦ୍‌ଘାଟନ, ଟ୍ରେନ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ବାତିଲ

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଦୁର୍ଘଟଣାକୁ ନେଇ ସାରା ଦେଶରେ ଶୋକର ଲହରୀ ଖେଳିଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ଦେଶର ଅନେକ ନେତା ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ମଧ୍ୟ…

ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିଲା, ଚାଳ ଛପର ଉଡ଼ିଲା

ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ବଜ୍ରପାତ ସହ ପବନରେ ବହୁ ସ୍ଥାନରେ ଛାଳ ଘର ଛପର ଉଡ଼ି ଯାଇଥିବା ବେଳେ ଗଛ ଉପୁଡ଼ି ପଡିଛି। ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି…

୬ ଦିନ ପାଣି ନ ମିଳିବାରୁ ମହିଳାଙ୍କ ରାସ୍ତାରୋକୋ

କୁଜଙ୍ଗ,୩ା୬ (ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକ କୁଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ନବାଡ଼ିଆ ଗ୍ରାମରେ ବିଭାଗୀୟ ଅବହେଳା ଓ ଖାମଖିଆଲ ନୀତି ଯୋଗୁ ୬ ଦିନ ୫ ଶହ ଅଧିବାସୀ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ପ୍ରତିବାଦରେ ଶୁକ୍ରବାର ମହିଳାମାନେ ଗରା…

ବଙ୍ଗୀୟ ମହିଳା ଗ୍ୟାଙ୍ଗ୍‌ର ୯ ଗିରଫ

ଭୁବନେଶ୍ୱର,୩।୬(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରର ବିଭିନ୍ନ ମଲ୍‌ରେ ସ୍ମାର୍ଟ ଉପାୟରେ ଚୋରି କରୁଥିଲା ବଙ୍ଗୀୟ ମହିଳା ଗ୍ୟାଙ୍ଗ୍‌। ଲଜ୍‌ ଓ ହୋଟେଲରେ ରହିବା ସହ ମଲ୍‌ରୁ ମଲ୍‌ ବୁଲି ଚତୁରତାର ସହ ଲକ୍ଷ ଲକ୍ଷ ଟଙ୍କାର ଜିନିଷ ଚୋରାଇ ନେଉଥିବା ଏହି ଆନ୍ତଃରାଜ୍ୟ…

ପୁଣି ଜମି ଦଖଲକାରୀ ଗ୍ୟାଙ୍ଗ୍‌ର ଆତଙ୍କ

ଭୁବନେଶ୍ୱର,୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜମି ଦଖଲକାରୀ ଗ୍ୟାଙ୍ଗ ଆତଙ୍କ ଖେଳାଇଛନ୍ତି। ଏକ ବିବାଦୀୟ ଜମିରେ ହସ୍ତକ୍ଷେପ କରି ଫାଇଦା ନେବାକୁ ଉଦ୍ୟମ କରିବାକୁ ଯାଇ ସିକ୍ୟୁରିଟି ଗାର୍ଡଙ୍କୁ ମରଣାନ୍ତକ ଆକ୍ରମଣ କରିବା ସହ କ୍ରେନରେ ପାଚେରି ଭାଙ୍ଗି ମୂଲ୍ୟବାନ ସମ୍ପତ୍ତି ନଷ୍ଟ…

୬ ଟ୍ରେନ୍‌ ବାତିଲ, ୯ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୩ା୬ (ବ୍ୟୁରୋ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣା ପରେ ଦକ୍ଷିଣ ପୂର୍ବ ରେଳପଥ ଓ ପୂର୍ବତଟ ରେଳପଥ ପକ୍ଷରୁ ୬ଟି ଟ୍ରେନ ବାତିଲ କରାଯାଇଥିବାବେଳେ ୯ଟିର ଗତିପଥ ବଦଳାଯାଇଛି। ସେହିପରି ୬ଟି ଟ୍ରେନକୁ ଆଂଶିକ…

୩୦ ସୁଦ୍ଧା ସ୍କୁଲପିଲାଙ୍କୁ ମିଳିବ ୟୁନିଫର୍ମ

ଭୁବନେଶ୍ୱର,୩ା୬(ବ୍ୟୁରୋ): ଚଳିତବର୍ଷ ଜୁନ୍‌ ୩୦ ସୁଦ୍ଧା ସରକାରୀ ଓ ସରକରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡିକର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ମାଗଣା ୟୁନିଫର୍ମ ପୋଷାକ ବଣ୍ଟନ କରିବ ଗଣଶିକ୍ଷା ବିଭାଗ। ଏଥିଲାଗି ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ମାସ ଶେଷ ସୁଦ୍ଧା…

ଆଜିଠାରୁ ଭୁବନେଶ୍ୱରରୁ ସିଙ୍ଗାପୁର, ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ଉଡ଼ିବ

ଭୁବନେଶ୍ୱର, ୩ା୬ (ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଉଡ଼ିବା ପରେ ୩ ତାରିଖ ଶନିବାରଠାରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ସିଧାସଳଖ ଅନ୍ତର୍ଜାତୀୟ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ସକାଳ ୬ଟା ୨୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ…

ଆଜି ଘଟଣାସ୍ଥଳ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩ା୬(ବ୍ୟୁରୋ): ବାହାନଗା ଷ୍ଟେଶନ ନିକଟରେ ଟ୍ରେନ୍‌ ଦୁର୍ଘଟଣା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଭୁବନେଶ୍ୱରସ୍ଥିତ ଏସ୍‌ଆରସିଙ୍କ କଣ୍ଟ୍ରୋଲ୍‌ ରୁମ୍‌ରେ ପହଞ୍ଚି ଘଟଣାର ତଦାରଖ କରିଛନ୍ତି। ଏଥିସହ ସେ ନିଜେ ଶନିବାର ଘଟଣାସ୍ଥଳକୁ ଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri