Home Left

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର, ୩ା୬(ବ୍ୟୁରୋ): ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ଲାଗି ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କ ଲାଗି ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ଲାଗି ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ଆମେରିକା ସଂସଦର ମିଳିତ ବୈଠକରେ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ସମୟରେ ଜୁନ ୨୨ରେ ଆମେରିକା ସଂସଦର ମିଳିତ ବୈଠକରେ ସମ୍ବୋଧିତ କରିବେ। ମିଳିତ ବୈଠକରେ ସମ୍ବୋଧିତ କରିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରିବା ଆମ ପାଇଁ ଗୌରବର ବିଷୟ ବୋଲି ଆମେରିକା କହିଛି।…

ଘଟଣାସ୍ଥଳରେ ରାଜସ୍ବ ମନ୍ତ୍ରୀ, ଏମ୍‌ପି, ବିଧାୟକ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣା ବାବଦରେ ସେ ରେଳମନ୍ତ୍ରୀଙ୍କ ସହ ଆଲୋଚନା…

ସୁରକ୍ଷିତଯାତ୍ରୀଙ୍କୁ ସ୍ବତନ୍ତ୍ର ଟ୍ରେନ୍‌ରେ ପଠାଗଲା ଚେନ୍ନାଇ

ଭୁବନେଶ୍ୱର,୩।୬(ବ୍ୟୁରୋ): ବାଲେଶ୍ବରର ବାହାନଗାରେ ଘଟିଥିବା ଟ୍ରେନ୍‌ ଦୁର୍ଘଟଣା ପରେ କରମଣ୍ଡଳ ଟ୍ରେନରୁ ଉଦ୍ଧାର କରାଯାଇଥିବା ସୁରକ୍ଷିତ ଯାତ୍ରୀଙ୍କୁ ବାହାନଗାରୁ ସତନ୍ତ୍ର ଟ୍ରେନ ଯୋଗେ ଚେନ୍ନାଇ ପାଠଯାଇଛି। ୧୯୦ଜଣ ସୁରକ୍ଷିତ ଥିବା ଯାତ୍ରୀଙ୍କୁ ଏହି ସତନ୍ତ୍ର ଟ୍ରେନ୍‌ ନେଇ ଭୁବନେଶ୍ୱରରୁ ଚେନ୍ନାଇ ଯାଇଛି।…

କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ…

ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ମେଡିକାଲରେ ୩୫୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ଗୁରୁତରଙ୍କ ମଧ୍ୟରୁ କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ। ପୁଣି ପ୍ରଚୁର…

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ ୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓ ୨ଟି ଜେନେରାଲ ବଗିକୁ ମିଶାଇ…

ଅସମ୍ଭାଳ ତାତିରୁ ଆହୁରି ୮ ଦିନତାତି ନିସ୍ତାର ନାହିଁ

ଭୁବନେଶ୍ୱର,୨ା୬(ବ୍ୟୁରୋ): ସକାଳ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଗ୍ରୀଷ୍ମ । ଦିନ ବଢ଼ିବା ସାଙ୍ଗକୁ ତାତି ଅସହ୍ୟ ହେଉଛି। ସକାଳ ୮ଟାରୁ ପାରଦ ୩୩ ଡିଗ୍ରୀ ଟପିଯାଉଛି। ମଧ୍ୟାହ୍ନକୁ ୪୦ ଡିଗ୍ରୀ ପାରହୋଇ ଯାଉଛି। ଗରମ ସାଙ୍ଗକୁ ଗୁଳୁଗୁଳି ଅଣନିଃଶ୍ୱାସୀ କରିଦେଉଛି।…

ବିମଳେନ୍ଦୁ ସୋନପୁର ଜିଲାପାଳ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜ୍ୟ ସରକାର ବିମଳେନ୍ଦୁ ରାୟଙ୍କୁ ସୋନପୁର ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିମଳେନ୍ଦୁ ଏବେ ପୂର୍ତ୍ତ ବିଭାଗର ସ୍ବତନ୍ତ୍ର ସଚିବ ଅଛନ୍ତି। ସୋନପୁର ଜିଲାପାଳ ଆବୋଲି…

ରାଜଭବନରେ ତେଲଙ୍ଗାନା ଦିବସ ପାଳିତ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜଭବନରେ ଶୁକ୍ରବାର ତେଲଙ୍ଗାନା ଦିବସ ପାଳିତ ହୋଇଛି। ତେଲଙ୍ଗାନା ଦିବସ ଉତ୍ସବ ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି, ଭାରତ ସମଗ୍ର ବିଶ୍ୱକୁ ଆଲୋକିତ କରୁଛି। ଭାରତୀୟତାରେ ଅଛି ବିଶ୍ୱଜନୀନତା। ଏହା ଅସୀମ ଓ ଅନନ୍ତ ଆନନ୍ଦର ଉତ୍ସ ।…

କାର୍‌ ଓ ବାଇକ୍‌ ଧକ୍କାରେ ଦମ୍ପତିଙ୍କ ମତ୍ୟୁ

ପାପଡାହାଣ୍ଡି,୨।୬(ଡି.ଏନ.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ନିକଟରେ ଶୁକ୍ରବାର ଏକ କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଉଭୟଙ୍କ ମୃତ ଦେହ ପାପଡାହାଣ୍ଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ…

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା: ଜରୁରୀକାଳୀନ ନଂ ଜାରି କଲେ ସିଆର୍‌ସି

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଦୁର୍ଘଟଣାଟି ବଡ଼ଧରଣର ହୋଇଥିବା ବେଳେ ସିଆର୍‌ସି ପକ୍ଷରୁ ଜରୁରୀକାଳୀନ ନଂ ଜାରି କରାଯାଇଛି। ଏହି ନଂ ଟି…

୪୫ଟି ବ୍ୟାଗ୍‌ରେ ମିଳିଛି କଟା ମଣିଷଙ୍କ ଅଙ୍ଗ

ମେକ୍ସିକୋ,୨।୬: ମଣିଷକୁ ଖଣ୍ଡ ଖଣ୍ଡ କରି ୪୫ଟି ବ୍ୟାଗ୍‌ରେ କରାଯାଇଛି ଭର୍ତ୍ତି। ଏପରି କଟା ମଣିଷ ଭର୍ତ୍ତି ବ୍ୟାଗ୍‌ ଡ୍ରେନ୍‌ରେ ଫିଙ୍ଗା ଯାଇଥିବା ଦେଖିବାକୁ ମିଳିଛି। ଯାହା ସମସ୍ତଙ୍କୁ ତାଜୁବ୍‌ କରିଛି। ଏପରି ଘଟଣା ଘଟିଛି ପଶ୍ଚିମ ମେକ୍ସିକୋର ଜାଲିସ୍କୋରେ। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri