Home Left

୨ ମାସ ମଧ୍ୟରେ କାମ ଶେଷ କରିବାକୁ ନିର୍ଦ୍ଦେଶ

କେସିଙ୍ଗା,୨।୬(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ୧୯୭୦ରେ ପ୍ରାଣୀ ଚିକିତ୍ସାଳୟ ସ୍ଥାପିତ ହୋଇଛି। ଦୀର୍ଘ ୫୩ ବର୍ଷ ହେଲା ରକ୍ଷଣାବେକ୍ଷଣ ଅଭବାରୁ ପ୍ରାଣୀ ଚିକିତ୍ସାଳୟ ପରିସରରେ ଥିବା ସରକାରୀ ଗୃହଗୁଡ଼ିକ ଉଈ ଲାଗି କବାଟ, ଝରକା, ଘର ଛାତ ଭୁଶୁଡି ପଡୁଛି।…

ଖଣ୍ଡାରେ ହାଣି ବେପାରୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ନିରାକାରପୁର,୨ା୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ ନିରାକାରପୁର ଭୂଷଣ୍ଡପୁର ମୁଖ୍ୟ ରାସ୍ତା କୋଲସାହି ଗାଁ ନିକଟରେ ଶୁକ୍ରବାର ସକାଳେ ଜଣେ ବୁଲା ବେପାରୀଙ୍କୁ ଖଣ୍ଡାରେ ହାଣି ଲକ୍ଷାଧିକ ଟଙ୍କାର ସୁନା, ରୁପା ଅଳଙ୍କାର ଦୁର୍ବୃତ୍ତମାନେ ଲୁଟି ନେଇ…

କୁସ୍ତିଯୋଦ୍ଧାଙ୍କୁ ସମର୍ଥନ ଜଣାଇଲେ ଅଭିନେତା ଆୟୁଷ୍ମାନଙ୍କ ପତ୍ନୀ ତାହିରା, ବହୁ ଅଭିନେତା କଲେ ନିନ୍ଦା…

ନୂଆଦିଲ୍ଲୀ,୨।୬: ଦୀର୍ଘଦିନ ଧରି କୁସ୍ତିଯୋଦ୍ଧାମାନେ ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ଯନ୍ତରମନ୍ତରରେ ଧାରଣା ଦେଉଛନ୍ତି। ତେବେ ଏହାକୁ ବହୁ ବିରୋଧୀ ସମେତ ବହୁ ରାଜନେତା ଏବଂ ଅଭିନେତା ସମର୍ଥନ କରିଛନ୍ତି। ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ସରକାର କାର୍ଯ୍ୟାନୁଷ୍ଠାନ ନେବାରେ ବିଳମ୍ବ କରିଛନ୍ତି ବୋଲି…

ଧରାପଡ଼ିଲେ ମହିଳା ଲୁଟେରା ଗ୍ୟାଙ୍ଗ: ଶାଢ଼ି ଭିତରେ ଦାମୀ ସାମଗ୍ରୀ ପୂରାଇ କରୁଥିଲେ ଲୁଟ୍‌

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ୮ ଜଣିଆ ମହିଳା ଲୁଟେରା ଗ୍ୟାଙ୍ଗକୁ ଧରିଛି ନୟାପଲ୍ଲୀ ଥାନା ପୋଲିସ। ଏହି ଲୁଟେରା ଗ୍ୟାଙ୍ଗ ରାଜଧାନୀର ବଡ଼ବଡ଼ ଶପିଂ ମଲ୍‌କୁ ଟାର୍ଗେଟ କରି ବିଭିନ୍ନ ଦାମୀ ସାମଗ୍ରୀ ଲୁଟୁଥିଲେ। ବେଶ ଚତୁରତାର ସହ ଶାଢ଼ି ଭିତରେ…

କୁସ୍ତିଯୋଦ୍ଧାଙ୍କ ମାମଲାରେ ଆକ୍ସନ ମୋଡରେ ଭାଜପା ହାଇକମାଣ୍ଡ, ବ୍ରିଜ୍‌ଭୂଷଣଙ୍କୁ ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୬: ଭାଜପା ଏମ୍‌ପି ତଥା ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ମାମଲାରେ ଭାଜପା ହାଇକମାଣ୍ଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା ଜଣାପଡିଛି। ସୂଚନାନୁସାରେ, କୁସ୍ତିଯୋଦ୍ଧାଙ୍କ ପ୍ରସଙ୍ଗରେ ଅନାବଶ୍ୟକ ବୟାନ ନ ଦେବାକୁ କେନ୍ଦ୍ରୀୟ ନେତୃତ୍ୱ ବ୍ରିଜ୍‌ଭୂଷଣଙ୍କୁ ନିର୍ଦ୍ଦେଶ…

ଆଉ ଏକ ବିଳାସପୂର୍ଣ୍ଣ କାର କିଣିଲେ ସଚିନ

ନୂଆଦିଲ୍ଲୀ,୨।୬: କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ୪.୨୨ କୋଟି ଟଙ୍କାର ଏକ ବିଳାସପୂର୍ଣ୍ଣ ଲାମ୍ବୋର୍ଗିନି ଉରୁସ ଏସ୍‌ ସ୍ପୋର୍ଟସ ଏସ୍‌ୟୁଭି କାର୍‌ କିଣିଛନ୍ତି। ରୋହିତ ଶର୍ମାଙ୍କ ଉରୁସ କାର୍‌ ସହିତ ସଚିନ ସମାନ ରଙ୍ଗର କାର ବାଛିଛନ୍ତି, ଯାହା ଭାରତୀୟ କ୍ରିକେଟ…

ରାକ୍ଷୀ ବାନ୍ଧିଥିବା ବ୍ୟକ୍ତିଙ୍କୁ ବିବାହ କରିଥିଲେ ଶ୍ରୀଦେବୀ, ଲଭ୍‌ଷ୍ଟୋରି ଥିଲା କିଛି ଏମିତି…

ମୁମ୍ବାଇ:ବଲିଉଡର ଭେଟେରାନ ଲେଡି ସୁପରଷ୍ଟାର ଭାବେ ଜଣାଶୁଣା ଶ୍ରୀଦେବୀଙ୍କ ପ୍ରେମ କାହାଣୀ କୌଣସି ଏକ ଫିଲ୍ମ କାହାଣୀ ଠାରୁ କମ୍‌ ନୁହେଁ। ଜୁନ୍‌ ୨ ୧୯୯୬ରେ, ସେ ବୋନି କପୁରଙ୍କୁ ବିବାହ କରିଥିଲେ। ତେବେ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା: ଗରିବ, ଆଦିବାସୀଙ୍କ ଚିକିତ୍ସା କ୍ଷେତ୍ରରେ ସୁବିଧା ଜାରି ରହିବ

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଶାଖାପାଟଣାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲା ଯାଇଥିବା ‘ରୋଗୀ ସହାୟତା କେନ୍ଦ୍ର’ (Patients’ Facilitation Center)ର ଅବଧିକୁ ରାଜ୍ୟ ସରକାର ଆଉ ବର୍ଷେ (୨୦୨୩-୨୪) ପାଇଁ ବୃଦ୍ଧି କରିଛନ୍ତି ଏବଂ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା…

ଭିସି ଜରିଆରେ କୋର୍ଟରେ ହାଜର ହେଲେ ସିସୋଡିଆ, ସିବିଆଇକୁ କୋର୍ଟ ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୬: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁକ୍ରବାର ରୌଜ୍‌ ଏଭିନ୍ୟୁ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ଶୁଣାଣି ସମୟରେ ଅଭିଯୁକ୍ତଙ୍କ ଚାର୍ଜସିଟର ଏକ କପି ଏବଂ ସମ୍ପୃକ୍ତ ଦଲିଲଗୁଡ଼ିକର ଏକ…

ବିଷାକ୍ତ ଫଳ ଖାଇ ୪ ନାବାଳକ ଅସୁସ୍ଥ

ବାସୁଦେବପୁର,୨ା୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଚୂଡ଼ାମଣି ଗ୍ରାମରେ ବିଷାକ୍ତ ଫଳ ଖାଇ ଗୁରୁବାର ରାତିରେ ୪ ନାବାଳକ ଅସୁସ୍ଥ ହୋଇପଡ଼ିଥିଲେ। ସୂଚନାନୁଯାୟୀ, ଗୁରୁବାର ଅପରାହ୍ନରେ ୪ ଜଣ ନାବାଳକ ରାସ୍ତାକଡ଼ରେ ହୋଇଥିବା କଳା ସିଜୁ ଫଳ ଖାଇଥିଲେ l ରାତିରେ…

୧୯୦ କୋଟିର ବଙ୍ଗଳା କିଣିନାହାନ୍ତି ଉର୍ବଶୀ, ମିଥ୍ୟା ଖବରକୁ ଖଣ୍ଡନ କଲେ ଉର୍ବଶୀଙ୍କ ମା’

ମୁମ୍ବାଇ: ମଡେଲ-ଅଭିନେତ୍ରୀ ଉର୍ବଶୀ ରୌତେଲା ପ୍ରାୟତଃ କିଛି ନା କିଛି କଥାକୁ ନେଇ ଚର୍ଚ୍ଚାରେ ଥାନ୍ତ,ଏବଂ ତାଙ୍କ ସହ ଜଡିତ ଖବର ସବୁବେଳେ ହେଡଲାଇନରେ ରହିଥାଏ। ନିକଟରେ ଏକ ମିଡିଆ ଆର୍ଟିକିଲରେ ଦାବି କରାଯାଇଥିଲା ଯେ, ଉର୍ବଶୀ ୧୯୦ କୋଟି ଟଙ୍କା…

ହାତ ଛାଡ଼ିଲେ, ଏବେ ସୁଯୋଗକୁ ଅପେକ୍ଷା

ରାଉରକେଲା ଅଫିସ,୨।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡିକ ଏବେଠାରୁ କସରତ ଆରମ୍ଭ କରିଦେଲେଣି। ତେବେ ନିର୍ବାଚନ ପୂର୍ବରୁ ବିଭିନ୍ନ ରାଜନୈତିକ ଦଳରେ କୋଣଠେସା ହୋଇ ରହିଥିବା ଟାଣୁଆ ନେତାମାନେ ଦଳବଦଳ ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ସୁଯୋଗକୁ ଅପେକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri