Home Left

ସମ୍ପର୍କୀୟ ଘରକୁ ଆସିଥିଲେ, ବାଇକରେ ଯାଉଥିବା ବେଳେ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ, ତା’ପରେ…

ବଲାଙ୍ଗୀର, ୫।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ପାଟଣାଗଡ଼ ୫୭ନମ୍ବର ରାଜ୍ୟ ରାଜପଥ ରାସ୍ତା ାଙ୍କରପାଲି ଆର୍‌.ଆର୍‌.କଲୋନୀ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଲୋଇସିଂହା ଥାନା ସାନଟିକା…

ସ୍ମାର୍ଟଫୋନ କି ଇଣ୍ଟରନେଟ ଚଲାନ୍ତି ନାହିଁ ପୁଟିନ, କିନ୍ତୁ କାହିଁକି? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ବିଶ୍ୱ ରାଜନୀତିରେ ସେ ଜଣେ ଅତ୍ୟନ୍ତ ପ୍ରଭାବଶାଳୀ ନେତା ଭାବରେ ଖ୍ୟାତି ଅର୍ଜନ କରିଛନ୍ତି, କିନ୍ତୁ ତାଙ୍କର ଏକ ଅଭ୍ୟାସ ସର୍ବଦା ଲୋକଙ୍କୁ ଆଶ୍ଚର୍ଯ୍ୟ କରେ। ସେ ଇଣ୍ଟରନେଟ…

ବଲାଙ୍ଗୀରରୁ ରାମେଶ୍ୱରମ – ମଦୁରାଇ ଅଭିମୁଖେ ଯାତ୍ରା, ବାହାରିଲେ ଏତେ ତୀର୍ଥଯାତ୍ରୀ

ବଲାଙ୍ଗୀର, ୪।୧୨(ସୁନିଲ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ କାର୍ଯ୍ୟକ୍ରମରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବଲାଙ୍ଗୀର ଜିଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରୁ ୧୪୦ ଜଣ ତୀର୍ଥଯାତ୍ରୀ ରାମେଶ୍ୱରମ-ମଦୁରାଇ ଅଭିମୁଖେ ଯାତ୍ରା କରିଛନ୍ତି । ଜିଲା…

ସ୍ମୃତି-ପଲାଶଙ୍କ ବିବାହ ସ୍ଥଗିତ ରହିବା ପରେ ପ୍ରଥମ ଥର ଏମିତି କହିଲେ ଭଉଣୀ ପଲକ, କଲେ ବଡ଼ ଖୁଲାସା

ମୁମ୍ବାଇ,୫।୧୨: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ ବିଶ୍ୱକପ ବିଜୟୀ ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହକୁ ନେଇ ବହୁତ ଆଲୋଚନା ଚାଲିଛି। ନଭେମ୍ବର ୨୩ ତାରିଖରେ ହେବାକୁ ଥିବା ସେମାନଙ୍କ ବିବାହ ହଠାତ୍‌ ସ୍ଥଗିତ ହୋଇଯାଇଥିଲା,…

ପୁଣି ବଢିଲା ଶୀତ: ଘନ କୁହୁଡି ପାଇଁ ଗାଡି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୫।୧୨ (ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତର ପ୍ରଭାବ ଜାରି ରହିଛି। ଶୁକ୍ରବାର ତାପମାତ୍ରାରେ ଆହୁରି ହ୍ରାସ ପାଇଛି। ଉକ୍ତ ଅଞ୍ଚଳରେ ତାପମାତ୍ରା ସକାଳ ସୁଦ୍ଧା ୮.୫ ଡିଗ୍ରୀ ତାପମାତ୍ରା ରହିଥିବା ବିଡ଼ିଓ ପ୍ରୀତିରଞ୍ଜନ ରଥ କହିଛନ୍ତି।…

ଭଉଣୀ ଜ୍ୱାଇଁ ଘରକୁ ଯାଉଥିଲେ ପ୍ରଧାନଶିକ୍ଷକ, ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ଭବାନୀପାଟଣା,୫ା୧୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ମାଲଗାଁ ପଞ୍ଚାୟତର କୁସୁମଦର ଗ୍ରାମ କେନାଲ ରାସ୍ତାରେ ଗୁରୁବାର ଏକ ପିକ୍‌ଅପ ଭ୍ୟାନ ଧକ୍କାରେ ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଭବାନୀପାଟଣା ସହର…

ଟ୍ରମ୍ପଙ୍କୁ କଡ଼ା ମେସେଜ୍‌ ଦେଲେ ପୁଟିନ୍‌: କହିଲେ, ମୁଁ ଆଉ ମୋଦି କେବେ…

ନୂଆଦିଲ୍ଲୀ,୫।୧୨: ଭାରତ ଏବଂ ରୁଷିଆ ମଧ୍ୟରେ ବଢୁଥିବା ସହଯୋଗ ଆମେରିକା ସମେତ କୌଣସି ତୃତୀୟ ଦେଶ ବିରୋଧରେ ନୁହେଁ ବୋଲି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି। ଏକ ସାକ୍ଷାତକାରରେ ପୁଟିନ ଭାରତ-ରୁଷିଆ ସମ୍ପର୍କର ଭବିଷ୍ୟତ ଏବଂ ଆମେରିକାର ପ୍ରତିକ୍ରିୟା ବିଷୟରେ…

ପଞ୍ଚାୟତ ଅଫିସ୍‌କୁ ସ୍ଥାନାନ୍ତର ହେବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗତ ଜୁନ୍‌ ୬ ତାରିଖରେ ଚିଠି କରାଯାଇଥିଲା। ହେଲେ ଗତ ମାସ ୧୭…

ଦୁର୍ଘଟଣାଗ୍ରସ୍ତ ସ୍କୁଟିରୁ ବାହାରିଲା ଏମିତି ଜିନିଷ: ପୋଲିସ ଆଶ୍ଚର୍ଯ୍ୟ

ବରଗଡ଼,୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କଫ୍‌ ସିରପ କାରବାର ସାଧାରଣରେ ପରିଣତ ହୋଇଛି। ତେବେ ଗୁରୁବାର ସହର ଉପକଣ୍ଠ ବରାହଗୋଡା କେନାଲ ଛକ ନିକଟରେ ଏକ ଦୁର୍ଘଟଣାଗ୍ରସ୍ତ ସ୍କୁଟିରୁ ବିପୁଳ ପରିମାଣରେ କଫ ସିରପ ବାହାରିବା ଚର୍ଚ୍ଚାର ବିଷୟ ହୋଇଛି। ପାରିପାଶର୍‌ବିକ…

ଧାନକିଣା ବାଟବଣା: ଟୋକନ ଟେନ୍‌ସନରେ ଚାଷୀ

ପଦ୍ମପୁର, ୬।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ସପ୍ତାହେ ବିତିଯାଇଛି, ମାତ୍ର ଚାଷୀଙ୍କ ପାଖରେ ଟୋକନ ପହଞ୍ଚି ପାରି ନ ଥିବାରୁ ଉପଖଣ୍ଡର ୯୨ମଣ୍ଡିରୁ ୫୪ମଣ୍ଡିରେ ଏପର୍ଯ୍ୟନ୍ତ ଧାନ ବସ୍ତାଏ ବି ପଡିନାହିଁ। ଅପରପକ୍ଷରେ ପଦ୍ମପୁର ଅଞ୍ଚଳର ମିଲର୍ସମାନେ…

ଜାଲରେ ପଡ଼ିଲା ୭ ଟନର ସାର୍କ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୫ା୧୨(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ତାଳସାରୀ ସମୁଦ୍ର କୂଳ ମତ୍ସ୍ୟଜୀବୀଙ୍କ ଜାଲରେ ଧରାପଡ଼ିଲା ବିଶାଳକାୟ ସାର୍କ ମାଛ। ଏହି ମାଛକୁ ନିକଟସ୍ଥ ଗ୍ରାମର ମତ୍ସ୍ୟଜୀବୀମାନେ କୂଳକୁ ଟାଣିବାରେ ନାକେଦମ ହୋଇଥିଲେ। ବୁଧବାର ରାତି ୯ଟାରେ ଜାଲ ସହିତ ମାଛକୁ…

ପେପର ଲେସ୍‌ ହେଲା ଜିଲାପାଳଙ୍କ କାର୍ଯ୍ୟାଳୟ

ଛତ୍ରପୁର,୪ା୧୨(ଦିଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପେପର ଲେସ ହୋଇଛି। ଏବେ ଫାଇଲ ସିଷ୍ଟମରେ କାମ ହେଉଛି । ଆଗକୁ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ କାଗଜ ମୁକ୍ତ କରାଯିବାକୁ ନିଷ୍ପତ୍ତି ହୋଇଛି। ଜିଲାରେ ୨୦ ହଜାରରୁ ଊଦ୍ଧର୍‌ବ ଫାଇଲ କାମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri