Home Left

ତୁର୍କୀରେ ବିଜୟଙ୍କ ସହ ମଜା କରୁଛନ୍ତି ସାମନ୍ଥା

ମୁମ୍ବାଇ: ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଓ ଅଭିନେତା ବିଜୟ ଦେବରକୋଣ୍ଡାଙ୍କ ଆଗାମୀ ଫିଲ୍ମ ‘ଖୁସି’ ନିକଟରେ ରିଲିଜ୍‌ ହେବାକୁ ଯାଉଛି। ନିକଟରେ ଫିଲ୍ମର ଟିଜର ରିଲିଜ୍‌ ହେବା ପରେ ଦର୍ଶକଙ୍କ ମଧ୍ୟରେ ଏହି ଚଳଚ୍ଚିତ୍ରକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି।…

ଜିଏସ୍‌ଟି ଆଦାୟରେ ୩୦.୨୮ ପ୍ରତିଶତ ରେକର୍ଡ ଅଭିବୃଦ୍ଧି

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜ୍ୟ ଜିଏସ୍‌ଟି ଓ ସମନ୍ବିତ ଜିଏସ୍‌ଟି ଆଦାୟରେ ରେକର୍ଡ ଅଭିବୃଦ୍ଧି ହୋଇଛି। ୨୦୨୩ ମେ’ରେ ଜିଏସ୍‌ଟି ଆଦାୟରେ ୩୦.୨୮ ପ୍ରତିଶତ ଅଭିବୃଦ୍ଧି ହେବା ସହ ୧୬୭୫.୭୭ କୋଟି ଟଙ୍କା ସଂଗ୍ରହ କରାଯାଇଛି । ମୋଟ ଜିଏସ୍‌ଟି କ୍ଷେତ୍ରରେ ଓଡ଼ିଶା ଚଳିତ…

ମ୍ୟାନମାର ସୀମାରେ ହସୁଥିବା ଝିଟିପିଟି

ଆଇଜଲ୍‌: ସାଧାରଣତଃ ଲୋକେ ଝିଟିପିଟିକୁ ଦେଖିଲେ ଡରନ୍ତି। ଧାର୍ମିକ ଚିନ୍ତନ ଅନୁସାରେ, ଝିଟିପିଟି ଶରୀରର କୌଣସି ଅଙ୍ଗରେ ପଡ଼ିଲେ ତାକୁ ଅଶୁଭ ମାନିଥାନ୍ତି। ହେଲେ ନିକଟରେ ଏପରି ଏକ ଝିଟିପିଟି ଦେଖିବାକୁ ମିଳିଛି, ଯିଏ ସବୁ ସମୟରେ ହସୁଛି। କିଛିଦିନ ପୂର୍ବେ…

୩ ମାସ ମଧ୍ୟରେ ନିୟମିତ କର: ହାଇକୋର୍ଟ

କଟକ ଅଫିସ,୨ା୬: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଜୁନିୟର ଆସିଷ୍ଟାଣ୍ଟଙ୍କ ଚାକିରି ୩ ମାସ ମଧ୍ୟରେ ନିୟମିତ କରିବାକୁ ହାଇକୋର୍ଟ ଗୁରୁବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଏସ୍‌. କେ. ସାହୁ ଏ ସମ୍ପର୍କିତ ୫ଟି ମାମଲାର ଏକତ୍ର ଶୁଣାଣି କରି ଯେତେଶୀଘ୍ର…

ବଜାରରେ କୁହଲ୍‌ର ନୂତନ ଫ୍ୟାନ୍ସ

ନୂଆଦିଲ୍ଲୀ,୨।୬: ଦେଶର ପ୍ରମୁଖ ଫ୍ୟାନ୍‌ ନିର୍ମାଣକାରୀ ବ୍ରାଣ୍ଡ୍‌ କୁହଲ୍‌ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଦି କୁହଲ୍‌ ବ୍ରାଇସ୍‌ ଷ୍ଟାଇଲିଶ ଫ୍ୟାନ୍ସ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ବିଶେଷକରି ବ୍ରାଣ୍ଡ୍‌ର କୁହଲ୍‌ ପ୍ଲାଟିନ ଏବଂ ଲକ୍ସେସେ ସିରିଜର ବ୍ୟାପକ…

କୁସୁମୀ ସେତୁ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ

ଖଣ୍ଡପଡ଼ା,୨ା୬(ସ୍ବ.ପ୍ର.): ଖଣ୍ଡପଡ଼ାରୁ ଭୁବନେଶ୍ୱର ଭାୟା ଭାପୁରକୁ ସଂଯୋଗ କରୁଥିବା ମୁଖ୍ୟ ପୂର୍ତ୍ତ ବିଭାଗ ରାସ୍ତାରେ ୧୯୬୨ରୁ ନିର୍ମିତ କୁସୁମୀ ସେତୁଟି ସମୟାନୁକ୍ରମେ ରକ୍ଷଣାବେକ୍ଷଣ ଅଭାବରୁ ଦୁର୍ବଳ ହେବାରେ ଲାଗିଛି। ସେତୁର ଉପର ଅଂଶର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବାବେଳେ ୨…

ବାଓ୍ବରିଆ ଗ୍ୟାଙ୍ଗ୍‌ର ଗୁମର ଖୋଲୁଛି

ଭୁବନେଶ୍ୱର,୨।୬(ବ୍ୟୁରୋ): ସାରା ଦେଶରେ ବାଓ୍ବରିଆ ଗ୍ୟାଙ୍ଗ୍‌ର ନେଟ୍‌ଓ୍ବର୍କ ରହିଛି। ଓଡିଶା ସମେତ ବିଭିନ୍ନ ରାଜ୍ୟରେ ଆତଙ୍କ ଖେଳାଇ ଲୁଟ୍‌ପଟ୍‌ କରୁଥିବା ଏହି ଗ୍ୟାଙ୍ଗ୍‌ର ୪ଜଣଙ୍କୁ ଗିରଫ ପରେ କମିଶନରେଟ ପୋଲିସ୍‌ ଦିନକୁ ଦିନ ନୂଆ ତଥ୍ୟ ପାଉଛି। ଗ୍ୟାଙ୍ଗର ସହଯୋଗୀମାନେ ବିଭିନ୍ନ…

୪ରେ ଜୀ ସାର୍ଥକର ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଟୁଇନ୍ସ’

ଭୁବନେଶ୍ୱର,୧।୬: ଜୀ ସାର୍ଥକର ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଟୁଇନ୍ସ’ର ଓ୍ବାଲର୍‌ଡ ଟେଲିଭିଜନ ପ୍ରିମିୟର ଶୋ’ ୨୦୨୩ ଜୁନ୍‌ ୪ ରେ ପ୍ରସାରିତ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ଜୀ ସାର୍ଥକ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।…

ଅଭିଯୋଗ ପରେ ଲାଗିଲା ଫଳକ

ବାଙ୍କୀ,୨ା୬(ସ୍ବ.ପ୍ର.): ବାଙ୍କୀ ଡମପଡ଼ା ବ୍ଲକ ଅନ୍ତର୍ଗତ ରଗଡ଼ି ପଞ୍ଚାୟତର ସିଟି ସ୍କୁଲଠାରୁ ମହିଳା କଲେଜ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯାଇଛି। ଏଥିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହେବାପରେ ସୂଚନା ଫଳକ ଲଗାଯାଇଥିଲା। ମାତ୍ର ୨୪ ଘଣ୍ଟା ନ ପୂରୁଣୁ ସୂଚନା…

ପ୍ଲାଷ୍ଟୋର ନୂତନ ଉତ୍ପାଦ ଉନ୍ମୋଚିତ

ନୂଆଦିଲ୍ଲୀ,୨।୬: ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାନକାରୀ ବ୍ରାଣ୍ଡ୍‌ ପ୍ଲାଷ୍ଟୋର ନୂତନ ଉତ୍ପାଦ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଦେଶର ପ୍ରଥମ ଉତ୍ପାଦନକାରୀ ବ୍ରାଣ୍ଡ୍‌ ଭାବେ ପ୍ଲାଷ୍ଟୋ ୮ ଲେୟାର ବିଶିଷ୍ଟ ପାଣିଟାଙ୍କିକୁ ବଜାର ପ୍ରବେଶ କରାଇଛି। ବିଶେଷକରି ବର୍ତ୍ତମାନ ସମୟର…

ବାସୁଦେବପୁର ସହରରୁ ଜବରଦଖଲ ଉଚ୍ଛେଦ

ବାସୁଦେବପୁର,୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ମଧ୍ୟରେ ମୁଖ୍ୟରାସ୍ତାର ଦୁଇପାର୍ଶ୍ୱରେ ଜବରଦଖଲ ନେଇ ଅସନ୍ତୋଷ ବୃଦ୍ଧି ପାଉଥିବା ବେଳେ ଏହା ପ୍ରଶାସନର ମୁଣ୍ଡବ୍ୟଥାର କାରଣ ହୋଇଥିଲା। ଦିନକୁ ଦିନ ସହର ମଧ୍ୟରେ ଦୁର୍ଘଟଣା ବୃଦ୍ଧି ପାଉଥିବା ବେଳେ ଗତ ୨୬ ତାରିଖରେ…

ଆର୍‌ବିଆଇ ପକ୍ଷରୁ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା

ଭୁବନେଶ୍ୱର,୨।୬: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବାଲେଶ୍ୱର ଜିଲାରେ ବ୍ଲକ ସ୍ତରୀୟ ସର୍ବଭାରତୀୟ ଆର୍ଥିକ ସାକ୍ଷରତା କୁଇଜ ପ୍ରତିଯୋଗିତା ନିକଟରେ ଖଇରା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପ୍ରତିଯୋଗିତାରେ ବାଲେଶ୍ୱର ଜିଲାର ଖଇରା, ସୋରୋ ଓ ସିମୁଳିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri