ଖସିଲା କମର୍ସିଆଲ ଗ୍ୟାସ୍ ଦର
ନୂଆଦିଲ୍ଲୀ,୨।୬: ଗତ କିଛି ମାସ ହେବ କ୍ରମାଗତ ଭାବେ କମର୍ସିଆଲ ଗ୍ୟାସ୍ ଦର ହ୍ରାସ ପାଉଥିବାବେଳେ ଘରୋଇ ଗ୍ୟାସ୍ ମୂଲ୍ୟ ସ୍ଥିର ରହିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ମାସରେ କମର୍ସିିଆଲ ଗ୍ୟାସ ୍(୧୯କେଜି) ଦର ୮୩.୫୦ ଟଙ୍କା ହ୍ରାସ…
ରେକର୍ଡ ପରିମାଣରେ ଜିଏସ୍ଟି ସଂଗ୍ରହ
ନୂଆଦିଲ୍ଲୀ,୨।୬: ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଓ ସେବା ଟିକସ (ଜିଏସ୍ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷର ମେ’ ମାସରେ ଦେଶର ଜିଏସ୍ଟି ସଂଗ୍ରହ…
ରାସ୍ତା ନିର୍ମାଣ ପାଇଁ ୨ ବିଭାଗ ଟଣାଓଟରା
ଖଇରା,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଓ ସିମୁଳିଆ ୨ ବ୍ଲକକୁ ସଂଯୋଗ କରୁଥିବା ଓଝାପୋଖରୀ-ଅଡା ଭାୟା ସାରଡାଙ୍ଗ ରାସ୍ତା ନିର୍ମାଣକୁ ନେଇ ସରକାରଙ୍କ ୨ବିଭାଗ ମଧ୍ୟରେ ଟଣାଓଟରା ଲାଗି ରହିଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ବଦଳରେ ପୂର୍ତ୍ତ ବିଭାଗ ଦ୍ୱାରା ରାସ୍ତା…
ଶିଶୁଙ୍କ ଖାଦ୍ୟ ବର୍ଦ୍ଧିତ ଛତୁଆରେ ପ୍ରସ୍ତୁତି ତାରିଖ ନାହିଁ
ମହାକାଳପଡ଼ା,୨ା୬ (ଡି.ଏନ୍.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳଗୁଡ଼ିକରେ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଶିଶୁଟିଏ ଗ୍ରାମାଞ୍ଚଳରେ ଭିଟାମିନ ଅଭାବରୁ କୁପୋଷଣର ଶିକାର ନ ହୁଏ, ସେଥିପାଇଁ ସରକାର ପ୍ରତି…
ମହିଳା ବେଶରେ ଏସ୍ସିବିରୁ କଏଦୀ ଚମ୍ପଟ
କଟକ ଅଫିସ,୨ା୬: କଟକ ଏସ୍ସିବି ମେଡିକାଲରୁ ଗୁରୁବାର ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛନ୍ତି। ସେ ହେଲେ ଜଗତ୍ସିଂହପୁର ଜିଲା ନାଉଗାଁ ଅଞ୍ଚଳର ସାଜନ ଦାସ। ଏ ନେଇ ଚୌଦ୍ୱାର ଜେଲ୍ କର୍ତ୍ତୃପକ୍ଷ ମଙ୍ଗଳାବାଗ ଥାନାରେ ଏତଲା ଦେବା ପରେ ପୋଲିସ…
ପିଏମ୍ଓ ଅଫିସର ପରିଚୟ ଦେଇ ଠକୁଥିଲେ: କ୍ରାଇମ୍ ବ୍ରାଞ୍ଚ ହାତରେ ପଡ଼ିଲେ ଧରା
ପୁଣେ, ୨ା୬: ନିଜକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ)ର ଅଫିସର ଭାବେ ପରିଚୟ ଦେଇ ଅନ୍ୟମାନଙ୍କୁ ଠକୁଥିବା ଜଣେ ବ୍ୟକ୍ତିଙ୍କୁ ପୁଣେର କ୍ରାଇମ୍ ବ୍ରାଞ୍ଚ୍ ପୋଲିସ ଗିରଫ କରିଛି। ବାସୁଦେବ ନିଭ୍ରୁତି ତାୟାଡ଼େ(୫୪) ଗତ ୨୯ ତାରିଖରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଥିବାବେଳେ…
ପୁଣି ଚାଲିଲା ବେଆଇନ ମାଙ୍କଡ଼ା ଖାଦାନ
ଚଣ୍ଡିଖୋଲ,୨ା୬(ଡି.ଏନ୍.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନ ପଶ୍ଚିମ ବଡ଼ଚଣା ଅଞ୍ଚଳରେ ବେଆଇନ ମାଙ୍କଡ଼ା ଓ ମୋରମ ପଥର ଖାଦାନ ଚାଲୁଛି। ପ୍ରଶାସନ ପକ୍ଷରୁ ଚଢ଼ାଉ ହେଲେ ୨/୩ ଦିନ ବନ୍ଦ କରିଦେଇ ପୁନର୍ବାର ସେହି ବେଆଇନ ଖାଦାନଗୁଡ଼ିକ ଚାଲୁଥିବା ଅଭିଯୋଗ…
ନିଯୁକ୍ତି ପ୍ରତିଶ୍ରୁତି ମୂଲ୍ୟହୀନ
ଯାଜପୁର ଅଫିସ,୨ା୬: ଯାଜପୁର ଜିଲା କର୍ମ ନିୟୋଜନ ସଂସ୍ଥା ଥାଇ ବି ମୂଲ୍ୟହୀନ। ବିଗତ ବର୍ଷଗୁଡ଼ିକରେ ପଞ୍ଜିକୃତ ଶିକ୍ଷିତ ଯୁବତୀଯୁବକଙ୍କୁ ଏହି ସଂସ୍ଥା ମାଧ୍ୟମରେ ନିଯୁକ୍ତି ନ ମିଳିବା ଏହି ଅଭିଯୋଗକୁ ସ୍ପଷ୍ଟ କରିଛି। ଜିଲା କର୍ମ ନିୟୋଜନ ସଂସ୍ଥା ପକ୍ଷରୁ…
ଏନ୍ସିଇଆର୍ଟି ପାଠ୍ୟପୁସ୍ତକରୁ ପର୍ଯ୍ୟାୟ ସାରଣୀ ବାଦ୍
ନୂଆଦିଲ୍ଲୀ,୨ା୬: ଏନ୍ସିଇଆର୍ଟି ଦଶମ ଶ୍ରେଣୀ ପାଠ୍ୟପୁସ୍ତକରୁ ଗୋଟିଏ ପରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ବିଷୟ ବାଦ୍ ଦେଇ ଚାଲିଛି। ସରକାରୀ ପାଠ୍ୟପୁସ୍ତକରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ପର୍ଯ୍ୟାୟ ସାରଣୀ, ଗଣତନ୍ତ୍ର ଓ ଶକ୍ତିର ଉତ୍ସ ବିଷୟ ଆଉ ପଢ଼ିବାକୁ ପାଇବେ ନାହିଁ। ପିଲାଙ୍କ…
ଦୁର୍ବଳ ଅବସ୍ଥାରେ ପଟ୍ଟାମୁଣ୍ଡାଇ କେନାଲ ପୋଲ
ବାଲିଚନ୍ଦ୍ରପୁର,୨ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ, ଛତା ସବଡିଭିଜନ ଓ ଚନ୍ଦନନଗର ସେକ୍ସନ ଅଧୀନରେ ରହିଛି ବାଲିଚନ୍ଦ୍ରପୁରଠାରୁ ବେଣିପୁର ପର୍ଯ୍ୟନ୍ତ ପଟ୍ଟାମୁଣ୍ଡାଇ କେନାଲବନ୍ଧ ରାସ୍ତା। ଅଞ୍ଚଳର ପ୍ରମୁଖ ରାସ୍ତାଭାବେ ପରିଗଣିତ ଏହି କେନାଲବନ୍ଧ ରାସ୍ତାରେ ବିଭିନ୍ନ ଗ୍ରାମର ଛକରେ କେନାଲ ଉପରେ ନିର୍ମାଣ…
ହୋଇପାରୁନି ଜମି ଅଧିଗ୍ରହଣ
କଳିଙ୍ଗନଗର,୨ା୬(ଡି.ଏନ.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଚୋରଦା-ଡୁବୁରିରେ ଟ୍ରାଫିକ ସମସ୍ୟା ବଢ଼ିଚାଲିଛି। ଏହି ରାସ୍ତା ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ ଅଧୀନରେ ଥିବାବେଳେ ରାସ୍ତାର ମାନପୁରଠାରେ ପୂର୍ବତଟ ରେଳପଥ ଅତିକ୍ରମ କରୁଛି। ପୂର୍ବରୁ ଏହି ରେଳପଥ ଉପରେ…
ସଂରକ୍ଷିତ ଜଙ୍ଗଲ ଧ୍ୱଂସ ପାଇବ
ପାରାଦୀପ,୨ା୬(ସ୍ବ.ପ୍ର.): ଆଉ ମାତ୍ର ୩ ଦିନ ପରେ ବିଶ୍ୱ ପରିବେଶ ଦିବସ ପାଳନ ହେବାକୁ ଯାଉଛି। ଏହି ଦିନ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଭିନ୍ନ ପରିବେଶୀୟ ସୁରକ୍ଷା କାର୍ଯ୍ୟକ୍ରମ ହେବ। ଏହାପରେ ପୁଣି ଜୁଲାଇରେ ବନ ସଂରକ୍ଷଣ ମାସ…
Archives


