ଟ୍ରେଣ୍ଡ୍ସର ‘ରଜ ରାଜକୁମାରୀ’
ଭୁବନେଶ୍ୱର,୧।୬: ରିଲାଏନ୍ସ ରିଟେଲ୍ର ପୋଷାକ ଓ ଆସେସୋରିଜ୍ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ ପକ୍ଷରୁ ଚଳିତ ବର୍ଷର ରଜ ରାଜକୁମାରୀ କ୍ୟାମ୍ପେନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ପାର୍ବଣଋତୁରେ ଗ୍ରାହକଙ୍କ ମନରେ ଖୁସି ଓ ଆନନ୍ଦ ଆଣିବା ଲକ୍ଷ୍ୟରେ ଏହି…
ସୁସ୍ଥତାକୁ ସର୍ବୋଚ୍ଚ ପ୍ରାଥମିକତା
ଭୁବନେଶ୍ୱର,୧।୬: ଭାରତର ସର୍ବବୃହତ୍ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ଋତୁସ୍ରାବ ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ୍ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି କମ୍ପାନୀ ୨୩୦୦ରୁ ଅଧିକ ମହିଳାଙ୍କ…
ଘନ ଘନ ବଦଳୁଛି ନିଷ୍ପତ୍ତି
ରସୁଲପୁର,୧।୬: (ଡି.ଏନ.ଏ.): ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ନିଷ୍ପତ୍ତି ଘନ ଘନ ପରିବର୍ତ୍ତନ ହେଉଛି। ଫଳରେ ତୃଣମୂଳସ୍ତରରେ କାର୍ଯ୍ୟକରୁଥିବା ଅଧିକାରୀଙ୍କ ଉପରେ ଚାପ ବଢୁଛି। ଏଭଳିସ୍ଥିତିରେ ଭତ୍ତା ହିତାଧିକାରୀଙ୍କୁ ଠିକଣା ସମୟରେ ପାଉଣା ମିଳିବାରେ ବିଳମ୍ବ ହେଉଛି। ରସୁଲପୁର…
ଅମିତ୍ ଟିପିଏସ୍ଓଡିଏଲ୍ର ନୂଆ ସିଇଓ
ଭୁବନେଶ୍ୱର,୧।୬: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍’(ଟିପିଏସ୍ଓଡିଏଲ୍)ର ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ଅମିତ୍ ଗର୍ଗଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ମାର୍ଚ୍ଚ ୨୫ ରେ ଅନୁଷ୍ଠିତ ଟିପିଏସ୍ଡିଏଲ୍ର ନିର୍ଦ୍ଦେଶକଙ୍କ…
ବାଲ୍କୋ ପକ୍ଷରୁ ମାଗଣା କର୍କଟ ସ୍କ୍ରିନିଂ କ୍ୟାମ୍ପ
ନୂଆଦିଲ୍ଲୀ,୧।୬: ଦେଶର ପ୍ରମୁଖ ଘରୋଇ କ୍ୟାନ୍ସର ହସ୍ପିଟାଲ ଭାବେ ପରିଚିତ ବାଲ୍କୋ ମେଡିକାଲ ସେଣ୍ଟର (ବିଏମ୍ସି) ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଏମ୍ସି ପରିସରରେ ଏକ ମାଗଣା କର୍କଟ ସ୍କ୍ରିନିଂ କ୍ୟାମ୍ପର ଆୟୋଜନ କରାଯାଇଛି।…
ଫୋକସ୍ଡ ଇକ୍ୱିଟି ଫଣ୍ଡର ଶୁଭାରମ୍ଭ
ନୂଆଦିଲ୍ଲୀ,୧।୬: ଆଇଟିଆଇ ମ୍ୟୁଚୁଆଲ ଫଣ୍ଡର ନୂତନ ଉତ୍ପାଦ ଫୋକସ୍ଡ ଇକ୍ୱିଟି ଫଣ୍ଡ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏପରିକି ଉକ୍ତ ଫଣ୍ଡ ସବ୍ସ୍କ୍ରିପ୍ସନ ନିମନ୍ତେ ଉନ୍ମୁକ୍ତ ହୋଇସାରିଛି। ଉଲ୍ଲେଖଯୋଗ୍ୟ, ଉକ୍ତ ଫଣ୍ଡ ୨୦୨୩ ଜୁନ୍ ୧୨ରେ ଆନୁଷ୍ଠାନିକ ଭାବେ ବନ୍ଦ ହେବ। ବିଶେଷକରି…
ବାପାଙ୍କୁ ଘାରିଛି ପୁଅକୁ ଡାକ୍ତର କରିବା ଚିନ୍ତା
ରାଜକନିକା,୧।୬(ଡି.ଏନ.ଏ.): ସବୁ ଛାତ୍ରୀଛାତ୍ର ନିଜ ଲକ୍ଷ୍ୟ ପୂରଣ କରିବା ପାଇଁ ଦିନରାତି ଏକାଠି କରି ଦିଅନ୍ତି। ସେମାନେ କଠିନ ପରିଶ୍ରମ କରି ଭବିଷ୍ୟତ ପାଇଁ ବହୁ ସ୍ବପ୍ନ ଦେଖନ୍ତି। ହେଲେ ଅଧିକାଂଶ ସମୟରେ ସେମାନଙ୍କ ଚଲାପଥରେ ବାଧକ ସାଜେ ଦାରିଦ୍ର୍ୟତା। ଫଳରେ…
ତଟକ୍ଷୟ ଛଡ଼ାଇନେଲା ସାତଭାୟାର ଚାଷ,ବାସ
କେନ୍ଦ୍ରାପଡ଼ା ଅଫିସ,୧।୬: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳ ବିଶ୍ୱତାପନ ଓ ଏହାର କୁପ୍ରଭାବ ସମ୍ପର୍କରେ ଉଦାହରଣ ସାଜିଛି। ସମୁଦ୍ର ତଟକ୍ଷୟ ସାତଭାୟା ଚାଷ ଓ ବାସକୁ ନଷ୍ଟ କରିଛି। ଜୀବନ ଜୀବିକା ପାଇଁ କର୍ମ ଅନ୍ବେଷଣରେ ଅଧିକାଂଶ ସାତଭାୟାର…
ବେଆଇନ ପଥର ଖାଦାନରେ ଅତଡ଼ା ଖସି ଶିଶୁ ଶ୍ରମିକ ସମେତ ୨ ମୃତ
ଯାଜପୁର ଅଫିସ,୧।୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବେଆଇନ କଳାପଥର ଖାଦାନ ମରଣଯନ୍ତା ପାଲଟିଛି। ରାଜସ୍ବ ବିଭାଗ, କେତେଜଣ ପୋଲିସ ଅଧିକାରୀ ବେଆଇନ ଖାଦାନ ମାଲିକଙ୍କ ବିରୋଧ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଓଲଟା ସହଯୋଗ କରୁଥିବାରୁ ନୀରିହ ଶ୍ରମିକମାନଙ୍କ ଜୀବନ…
ଅଧଘଣ୍ଟାରେ ହଜାରେ ଓଏଲ୍ଆର କେସ୍ ଫଇସଲା
ସୋନପୁର,୧।୬(ନି.ପ୍ର.): ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି। ଏ ସମ୍ପର୍କିତ ଖବର…
ବିଶ୍ୱ ଦୁଗ୍ଧ ଦିବସ
ପ୍ରତ୍ୟେକ ସ୍ତନ୍ୟପାୟୀ ପ୍ରାଣୀ ଶୈଶବ ଅବସ୍ଥାରେ କେବଳ ଦୁଗ୍ଧପାନ କରୁଥିବାବେଳେ ମନୁଷ୍ୟ କ୍ଷେତ୍ରରେ ଆବାଳବୃଦ୍ଧବନିତା ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଦୁଗ୍ଧପାନ କରିଥାନ୍ତି । ଦୁଗ୍ଧ କେବଳ ପାନୀୟ ଭାବରେ ବ୍ୟବହାର କରାଯାଏ ତାହା ନୁହେଁ, ଏହା ବିଭିନ୍ନ ଦୁଗ୍ଧଜାତ ଦ୍ରବ୍ୟ ଯଥା…
ପିତୃଦେବ ଭବ, ମାତୃଦେବ ଭବ
ମାତାପିତା ମାନବ ଇତିହାସ ଆରମ୍ଭରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଛନ୍ତି! ପିଲାମାନଙ୍କୁ ଦୁନିଆକୁ ଆଣିବା ଏବଂ ସେମାନଙ୍କୁ ସମାଜରେ ସୁସ୍ଥ ଏବଂ ସୁରକ୍ଷିତ ଭାବେ ଜୀବିତ ରଖିବା କିଛି ଛୋଟ କାମ ନୁହେଁ। ସେମାନଙ୍କ ପିଲାମାନଙ୍କର ସମଗ୍ର ଜୀବନ ପାଇଁ ଯୋଗ୍ୟ…
Archives


