କାଳବୈଶାଖୀ ପ୍ରଭାବରେ ଗଛ ଭାଙ୍ଗି ରାସ୍ତା ଅବରୋଧ
ଚନ୍ଦ୍ରପୁର,୩୧ା୫(ଡି.ଏନ୍.ଏ.): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକର ଡାଙ୍ଗସୋରଡ଼ା ନିକଟ ବନ୍ଦିଲି ଗ୍ରାମ ନିକଟରେ ବୁଧବାର ସାରେ କାଳବୈଶାଖୀ ପ୍ରଭାବରେ ଅତ୍ୟଧିକ ପବନ ବର୍ଷା ହେବାରୁ ଗଛ ପଡ଼ି ରାସ୍ତା ଅବରୋଧ ହୋଇଛି। ଫଳରେ ଚନ୍ଦ୍ରପୁରଠାରୁ ମୁନିଗୁଡ଼ା ଅଭିମୁଖେ ଯାଉଥିବା ଗାଡ଼ିମୋଟର ଦୀର୍ଘ…
କେନ୍ଦୁଝରରେ ୭୩.୯% ଛାତ୍ରୀଛାତ୍ର କୃତକାର୍ଯ୍ୟ
କେନ୍ଦୁଝର,୩୧।୫(ସ୍ବ.ପ୍ର.): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ କେନ୍ଦୁଝର ଜିଲାର ୭୩.୯% ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ମିଳିଥିବା ସୂଚନା…
କ୍ୱାର୍ଟରରେ ଆମେରିକା, ଇସ୍ରାଏଲ
ବୁଏନ୍ସ ଏରିସ୍, ୩୧ା୫: ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍ ଫୁଟବଲ ବିଶ୍ୱକପରେ କ୍ୱାର୍ଟର ଫାଇନାଲରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ପ୍ରବେଶ କରିଛି। ଯୁକ୍ତରାଷ୍ଟ୍ର ଆମେରିକା ୪-୦ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିବା ବେଳେ ଉଜବେକିସ୍ତାନକୁ ୧-୦ରେ ହରାଇଛି ଇସ୍ରାଏଲ।…
କାଳୀମନ୍ଦିର ଚୋରି ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ରାୟଗଡ଼ା,୩୧ା୫(ସ୍ବ.ପ୍ର.): ରାୟଗଡ଼ା ସହରସ୍ଥିତ ଏସ୍ପିଙ୍କ ବାସଭବନ ନିକଟରେ ଥିବା କାଳୀ ମନ୍ଦିରରୁ ହୋଇଥିବା ଚୋରିର ପର୍ଦ୍ଦାଫାଶ କରିଛି ପୋଲିସ। ଏନେଇ ବୁଧବାର ସନ୍ଧ୍ୟାରେ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ରାୟଗଡ଼ା ଏସ୍ଡିପିଓ ଦେବଜ୍ୟୋତି ଦାସ। ପୋଲିସ ଘଟଣାର ଏତଲା ପାଇବା…
ମେଧାବୀ ଛାତ୍ରୀ କର୍ମାଙ୍କୁ ମିଳିଲା ସରକାରୀ ସହାୟତା
ମାଲକାନଗିରି,୩୧ା୫(ଡି.ଏନ୍.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିର ମେଧାବୀ ଛାତ୍ରୀ କର୍ମା ମୁଦୁଲିଙ୍କୁ ସରକାରୀ ସହାୟତା ପ୍ରଦାନ କରାଯାଇଛି। କର୍ମା ଗତବର୍ଷ ଯୁକ୍ତଦୁଇ ବାଣିଜ୍ୟରେ ଜିଲା ଟପ୍ପର ଭାବେ ଉତ୍ତୀର୍ଣ୍ଣ ହୋଇଥିଲେ। ସେ ଦିନ ମଜୁରିଆ ଭାବେ କାର୍ଯ୍ୟ କରୁଥିବା…
ସିପିଆଇର ପଦଯାତ୍ରା
ବଡବିଲ,୩୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲରେ ବୁଧବାର ସିପିଆଇ କେନ୍ଦୁଝର ଜିଲା ପରିଷଦ ପକ୍ଷରୁ ପଦଯାତ୍ରା ବାହାରିଥିଲା। ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ବଡବିଲସ୍ଥିତ ସିପିଆଇର ଶ୍ରମିକ ଭବନରୁ ସିପିଆଇ କର୍ମୀ ଓ ନେତୃବୃନ୍ଦ ପଦଯାତ୍ରାରେ ବାହାରି ସହର ପରିକ୍ରମା…
ବିଜୟ ଉତ୍ସବରେ ଯୋଗ ଦେବାକୁ ଧୋନୀଙ୍କୁ ନିମନ୍ତ୍ରଣ କଲେ ଏନ୍.ଶ୍ରୀନିବାସନ୍
ଚେନ୍ନାଇ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୬ ସଂସ୍କରଣର ରୋମାଞ୍ଚକ ମେଗା ଫାଇନାଲରେ ବିଜୟ ମୁକୁଟ ପିନ୍ଧିଛି ଚେନ୍ନାଇ ସୁପର କିଙ୍ଗ୍ସ। ଏହି ବିଜୟ ସହ ଚେନ୍ନାଇ ପଞ୍ଚମ ଥର ପାଇଁ ଆଇପିଏଲ୍ ଟ୍ରଫି ଜିତିଛି। ଚେନ୍ନାଇର ଟାଇଟଲ ହାସଲ ପରେ…
ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
ଆନନ୍ଦପୁର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍ଙ୍କ କୋର୍ଟରେ ବୁଧବାର ଏକ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି। ନନ୍ଦିପଦା ଥାନା କେସ୍ ନଂ ୭୩/୨୦୧୯ ତଥା ଏସ୍ଟି କେସ୍ ନଂ ୫୮/୨୦୧୯ର ବିଚାର କରି ୩୧…
ହୁମାରେ ଟ୍ରେନ୍ ରହଣି ନେଇ ଦାବିପତ୍ର
ଗଞ୍ଜାମ,୩୧ା୫(ଡି.ଏନ୍.ଏ.): ହୁମା ରେଳ ଷ୍ଟେଶନଠାରେ ଭୁବନେଶ୍ୱର ବିଶାଖାପାଟନମ୍ ଇଣ୍ଟରସିଟି ଏକ୍ସପ୍ରେସ୍ ରହଣି ନିମନ୍ତେ ହୁମା ପଞ୍ଚାୟତ ସମିତିସଭ୍ୟ ଧ୍ରୁବ ଚରଣ ପଲାଇଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ଇଷ୍ଟକୋଷ୍ଟ ରେଳବାଇ ଜେନେରାଲ ମ୍ୟାନେଜର ମନୋଜ ଶର୍ମାଙ୍କୁ ଭେଟି ଦାବିପତ୍ର ପ୍ରଦାନ…
ନୂଆ ଫ୍ଲାଟ୍ କିଣିଲେ ସୋନାକ୍ଷୀ, ଫଟୋ ଶେୟାର କରି କହିଲେ…
ମୁମ୍ବାଇ: ଆଜିକାଲି ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଚର୍ଚ୍ଚାରେ ରହୁଛନ୍ତି। ସୋନାକ୍ଷୀ ବେଳେବେଳେ ତାଙ୍କ ଫିଲ୍ମକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଆଉ ବେଳେବେଳେ ରିଲେସନଶିପ୍କୁ ନେଇ ମଧ୍ୟ ଚର୍ଚ୍ଚାରେ ରହୁଛନ୍ତି। ଏଥର ସୋନାକ୍ଷୀ ତାଙ୍କ ପ୍ରଶଂସକଙ୍କ ପାଇଁ ଆଉ ଏକ…
କୁଖ୍ୟାତ ଅପରାଧୀ ଚକ୍ରଧରଙ୍କୁ ତଡ଼ିପାର କଲା ପୋଲିସ
ଭୁବନେଶ୍ୱର,୩୧ା୫(ବ୍ୟୁରୋ): ରାଜଧାନୀର କୁଖ୍ୟାତ ଅପରାଧୀ ଚକ୍ରଧର ସାହୁଙ୍କୁ କମିଶନରେଟ୍ ପୋଲିସ ତଡ଼ିପାର ନିର୍ଦ୍ଦେଶ ଦେଇଛି। କମିଶନରେଟ୍ ପୋଲିସ ପକ୍ଷରୁ ୬ ମାସ ପାଇଁ ଚକ୍ରଧରଙ୍କୁ ତଡ଼ିପାର ନୋଟିସ୍ କରାଯାଇଛି। ଏହି ଆଦେଶ ଇନ୍ଫୋସିଟି ଥାନା ଅଞ୍ଚଳ ଏବଂ ଭୁବନେଶ୍ୱର ସହରାଞ୍ଚଳ ପୋଲିସ…
ପୁଣିଥରେ ପଦାରେ ପଡ଼ିଲା ବିଜେଡିର ଗୋଷ୍ଠୀ କନ୍ଦଳ
ଛତ୍ରପୁର,୩୧ା୫(ଡି.ଏନ୍.ଏ.): ପୁଣିଥରେ ପଦାରେ ପଡ଼ିଛି ଗଞ୍ଜାମ ବିଜେଡିର ଗୋଷ୍ଠୀ କନ୍ଦଳ। ଗଞ୍ଜାମ ଗ୍ରାସୀମ ଇଣ୍ଡଷ୍ଟ୍ରି କେମିକାଲ ଡିଭିଜନ ଶ୍ରମିକ ୟୁନିୟନ ନିର୍ବାଚନରେ ବାଜି ମାରିନେଇଛନ୍ତି ଛତ୍ରପୁର ବିଧାୟକଙ୍କ ବିରୋଧୀ ଗୋଷ୍ଠୀ। ବିରୋଧୀ ଗୋଷ୍ଠୀ ୫୨ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଧାୟକଙ୍କ ଗୋଷ୍ଠୀ…
Archives


