ଜୀବିତ ହିତାଧିକାରୀଙ୍କୁ ମୃତ ଘୋଷଣା
ମୋରଡ଼ା,୩୧।୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଟୁକପଳାଶିଆ ଗ୍ରାମର ଜଣେ ମହିଳା ଜୀବିତ ଥିବା ବେଳେ ପଲ୍ଲୀସଭାରେ ତାଙ୍କୁ ମୃତ ଦର୍ଶାଇ ବିଜୁ ପକ୍କାଘର ପାଇବାରୁ ବଞ୍ଚତ୍ତ କରାଯାଇଥିବା ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ସମ୍ପୃକ୍ତ ମହିଳା ବିଡିଓଙ୍କୁ ଲିଖିତ…
ରାଣୀତାଲ କେନାଲବନ୍ଧ କାମ ନିମ୍ନମାନର ଅଭିଯୋଗ
ଭଦ୍ରକ ଅଫିସ, ୩୧।୫: ଭଦ୍ରକ ସାଳନ୍ଦୀ ଜଳସେଚନ ବିଭାଗ ଅଧୀନ ରାଣୀତାଲ କେନାଲର ବାମପାଶର୍ବରେ ଆର୍ଡି ୦୧.୫୦ କିଲୋମିଟରରୁ ୧୦.୫୦ କିଲୋମିଟର ପର୍ଯ୍ୟନ୍ତ ୪ କୋଟି ୨୯ ଲକ୍ଷ ୩୭ହଜାର ୫୧୦ଟଙ୍କା, ସେହି କେନାଲର ଆର୍ଡି ୧୦.୫୦ କି.ମି.ଠାରୁ ୧୩ କି.ମି.…
୧୦ ବଦଳରେ ୨ ଡାକ୍ତର
ରାଇବଣିଆ, ୩୧।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଆଦିବାସୀ ଅଞ୍ଚଳରେ ଥିବା ୩୦ଶଯ୍ୟା ବିଶିଷ୍ଟ ହାତୀଗଡ଼ ସ୍ବାସ୍ଥ୍ୟକେନ୍ଦ୍ର ଏବେ ନାନା ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ଏଠାରେ ୧୦ ସ୍ଥାନରେ ଅଛନ୍ତି ମାତ୍ର ୨ ଡାକ୍ତର। ଏହାର ଅଧୀନରେ ୪ଟି ପ୍ରାଥମିକ…
ଆଜି ଭାରତ ଆସିବେ ନେପାଳ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୩୧।୫: ଆଜିଠାରୁ ଚାରି ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ପ୍ରଚଣ୍ଡ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ନେତାଙ୍କୁ ଭେଟି ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ମଜବୁତ କରିବେ।…
ମାୟାବତୀଙ୍କ ଏହି ନିଷ୍ପତ୍ତି ଏସ୍ପି, କଂଗ୍ରେସର ବଢାଇବ ସମସ୍ୟା, ଭାଜପା ପାଇଁ ମଧ୍ୟ ଚ୍ୟାଲେଞ୍ଜ
ନୂଆଦିଲ୍ଲୀ,୩୧।୫: ୨୦୨୪ ହେବାକୁ ଥିବା ଲୋକ ସଭା ନିର୍ବାଚନ ପୂର୍ବରୁ ମେଣ୍ଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ଅନେକ ଦଳ ଗୋଟିଏ ପ୍ଲାଟଫର୍ମରେ ଏକାଠି ହେବାକୁ ପ୍ରସ୍ତୁତ ଅଛନ୍ତି। ହେଲେ ଉତ୍ତରପ୍ରଦେଶର ଅବସ୍ଥା ସମ୍ପୂର୍ଣ୍ଣ ବିପରୀତ। ବହୁଜନ ସମାଜ ପାର୍ଟି (ବିଏସ୍ପି)…
ସୀମାନ୍ତରୁ ଫେରାର ଥିବା ୩ ମାଓବାଦୀ ଗିରଫ
ମାଲକାନଗିରି, ୩୧।୫(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକ୍ମା ଜିଲା କୋଣ୍ଟା ପୋଲିସ ଓ ଡିଆର୍ଜି ଯବାନ ଫେରାର ଥିବା ୩ ମାଓବାଦୀଙ୍କୁ ମଙ୍ଗଳବାର ଗିରଫ କରିଛି। ଏମାନେ ହେଲେ ମଡକମ ଦେବା, ମଡକମ ହିଡମା ଓ ସୋୟମ ଜଗା ା…
ଗରମ ତରକାରି ହାଣ୍ଡିରେ ପଡ଼ି ଶିଶୁ ମୃତ
ବୁଗୁଡ଼ା,୩୧।୫(ଡି.ଏନ୍.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁଦ୍ଧିକ୍ରିୟା ଭୋଜି ପାଇଁ ପ୍ରସ୍ତୁତ ହେଉଥିବା ଗରମ ତରକାରି ହାଣ୍ଡିରେ ପଡ଼ି ଜଣେ ତିନି ବର୍ଷର ଶିଶୁପୁତ୍ରର ମୃତ୍ୟୁ ଘଟିଛି। ମୃତକ ହେଲେ…
ତହସିଲ କାର୍ଯ୍ୟାଳୟରୁ ଆର୍ଆଇଙ୍କ ଝୁଲନ୍ତା ମୃତଦେହ ଜବତ
ନିଶ୍ଚିନ୍ତକୋଇଲି, ୩୧।୫(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ତହସିଲ କାର୍ଯ୍ୟାଳୟର ୨ୟ ମହଲାରେ ଲାଗିଥିବା ଏକ ପଙ୍ଖାରୁ ମଙ୍ଗଳବାର ଅପରାହ୍ନରେ ତରତ ରାଜସ୍ବ ନିରୀକ୍ଷକ (ଆର୍ଆଇ) ସଞ୍ଜୟ କୁମାର ଦାସ(୪୮)ଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଛି। ଖବରପାଇ ନିଶ୍ଚିନ୍ତକୋଇଲି ଥାନା ପୋଲିସ ଘଟଣାସ୍ଥଳରେ…
ବିଦେଶରେ ପ୍ରଧାନମନ୍ତ୍ରୀଙ୍କୁ ପୁଣି ଟାର୍ଗେଟ କଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୩୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଆମେରିକାରେ ପହଞ୍ଚବା ପରେ ରାହୁଲ ଗାନ୍ଧୀ ସାନ ଫ୍ରାନ୍ସିସ୍କୋରେ ଭାରତୀୟ ମୂଳ ଲୋକଙ୍କୁ ଭେଟି ସେମାନଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ତାଙ୍କର ଭାରତ ଯୋଡୋ ଯାତ୍ରା ବିଷୟରେ ଉଲ୍ଲେଖ କରି…
ସୁବର୍ଣ୍ଣପୁର ଭାରପ୍ରାପ୍ତ ଜିଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ
ସୋନପୁର,୩୧।୫(ନି.ପ୍ର.): ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି। ବଲାଙ୍ଗୀର ଜିଲାପାଳ ଚିଠି ନଂ. ୧୫୯୧/୨୩।୫।୨୦୨୩ ରେ କଟକ ରାଜସ୍ବ ପର୍ଷଦ…
ଗଙ୍ଗାରେ ମେଡାଲ ବିସର୍ଜନ କରିବା ଆହ୍ବାନ ଉପରେ ବ୍ରିଜ୍ଭୂଷଣ ଦେଲେ ଏଭଳି ପ୍ରତିକ୍ରିୟା
ନୂଆଦିଳ୍ଲୀ,୩୧।୫: ରେସଲିଂ ଫେଡେରେଶନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ସଭାପତି ବ୍ରିଜ୍ଭୂଷଣ ଶରଶ ସିଂଙ୍କ ଗିରଫ ଦାବିରେ ରେସଲରଙ୍କ ଆନ୍ଦୋଳନ ଜାରି ରହିଛି। ମଙ୍ଗଳବାର କୁସ୍ତିଯୋଦ୍ଧାମାନେ ଗଙ୍ଗା ନଦୀରେ ଅଲିମ୍ପିକ ଏବଂ ବିଶ୍ୱ ପଦକ ବିସର୍ଜନ କରିବା ପାଇଁ ବାହାରିଥିଲେ। ତେବେ କୃଷକ…
ଅନ୍ବେଷାରେ ସାମିଲ ହେବେ ଆଉ ୧୫୦୦ ଛାତ୍ରୀଛାତ୍ର
ଭୁବନେଶ୍ୱର,୩୧।୫(ବ୍ୟୁରୋ): ସିବିଏସ୍ଇ ଏବଂ ଆଇସିଏସ୍ଇ ପାଠ୍ୟକ୍ରମରେ ଏସ୍ସି ଏବଂ ଏସ୍ଟି ଛାତ୍ରୀଛାତ୍ରଙ୍କୁ ସହରାଞ୍ଚଳର ବିଭିନ୍ନ ଇଂଲିଶ ମାଧ୍ୟମ ପବ୍ଲିକ ସ୍କୁଲରେ ନାମ ଲେଖାଇ ଇଂଲିଶ ମାଧ୍ୟମ ଶିକ୍ଷା ପ୍ରଦାନ କରିବା ଉଦ୍ଦେଶ୍ୟରେ ୨୦୧୫-୧୬ରୁ ଅନ୍ବେଷା କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରାଯାଉଛି। ବର୍ତ୍ତମାନ ଏଭଳି…
Archives


