Home Left

୧୩,୫୬୮ ଯୁକ୍ତ୨ ସିଟ୍‌ ବୃଦ୍ଧି

ଭୁବନେଶ୍ୱର,୩୧।୫(ବ୍ୟୁରୋ): ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ଯୁକ୍ତ୨ ସିଟ୍‌ ସଂଖ୍ୟା ବଢ଼ିବ। ମାଟ୍ରିକ ପରୀକ୍ଷାରେ ପାସ୍‌ ହାରକୁ ଦୃଷ୍ଟିରେ ରଖି ଯୁକ୍ତ୨ରେ ସିଟ୍‌ ଅଭାବ ଦୂର କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଜାତୀୟ ଉଦ୍ୟାନ ପରିବେଶ ନଷ୍ଟ ହେବ

କେନ୍ଦ୍ରାପଡ଼ା ଅଫିସ, ୩୧ା୫: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଶିଳ୍ପ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟ ସରକାର ଆର୍ସେଲର ମିତ୍ତଲଙ୍କ ପେଲେଟ ପ୍ଲାଣ୍ଟ ସହିତ ଜାପାନର ନିପ୍ପନ ଷ୍ଟିଲକୁ ଯୋଡ଼ି ବୃହତ୍‌ ଶିଳ୍ପର ଯୋଜନା କରୁଛନ୍ତି। ଏହାବ୍ୟତୀତ…

ପ୍ରେମିକାଙ୍କୁ ବାହାହେବାକୁ ମନା କରିବାରୁ ଜୀବନ ଗଲା

ଦଶରଥପୁର,୩୧ା୫(ଡି.ଏନ୍‌.ଏ.): ପ୍ରେମିକାଙ୍କୁ ବାହାହେବାକୁ ମନା କରିବାରୁ ପ୍ରେମିକଙ୍କ ଜୀବନ ଯାଇଛି। ପୋଲିସ ତାଙ୍କ ମା’ବାପାଙ୍କୁ ଥାନାକୁ ନେଇ ନିର୍ଯାତନା ଦେଇଥିବାରୁ ଏହା ଯୁବକଙ୍କୁ ଗଭୀର ଆଘାତ ଦେଇଛି। ତେଣୁ ସେ କୌଣସି ଉପାୟ ନ ପାଇ ସୋମବାର ରାତିରେ ରଶି ଲଗାଇ…

ଖଣି ପରେ ଖଣିଜ ପାଣ୍ଠିରେ ବି ଅନିୟମିତତା

ଯାଜପୁର ଅଫିସ,୩୧ା୫: ଖଣିରୁ ଆସିଥିବା ଖଣିଜ ପାଣ୍ଠିରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହେଉଛି। ଶାହା କମିଶନଙ୍କ ରିପୋର୍ଟ ଆଧାରରେ ସୁପ୍ରିମକୋର୍ଟ ଖଣିଜ ପଦାର୍ଥ ଲୁଟିଥିବା ଲିଜ୍‌ଧାରୀଙ୍କଠାରୁ କ୍ଷତିପୂରଣ ବାବଦକୁ ୧୮ ହଜାର କୋଟି ଟଙ୍କା ଆଦାୟ କରିବାକୁ ରାଜ୍ୟ ସରକାରଙ୍କୁ…

ଦିବ୍ୟାଙ୍ଗଙ୍କୁୁ ଡାକି ହତାଶ କଲେ

ଯାଜପୁର ଟାଉନ,୩୧ା୫(ଡି.ଏନ.ଏ.): ଯାଜପୁର ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ ପକ୍ଷରୁ ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଶିଶୁଙ୍କୁ ପୃଷ୍ଟପୋଷକତା ଯୋଜନାରେ ସାମିଲ କରିବା ନିମନ୍ତେ ଅନୁସୂଚିତ ଜନଜାତି ପିଲାଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଡକାଯାଇ ହତାଶ କରାଯାଇଛି। ସେମାନଙ୍କ ମଧ୍ୟରୁ ଗରିବ…

ମେସ୍କୋ ଷ୍ଟିଲ୍‌ ଦେବାଳିଆ ଘୋଷଣା

କଳିଙ୍ଗନଗର,୩୧ା୫(ଡି.ଏନ.ଏ.): ବିଜୁ ପଟ୍ଟନାୟକଙ୍କ କରକମଳରେ ଆରମ୍ଭ ହୋଇଥିବା କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରଥମ କାରଖାନା ମେସ୍କୋ ଷ୍ଟିଲ ୩ ବର୍ଷ ତଳୁ ବନ୍ଦ ରହିଥିବାବେଳେ ସୋମବାର କମ୍ପାନୀକୁ ଦେବାଳିଆ ଘୋଷଣା କରାଯାଇଛି। ଦେବାଳିଆ ପ୍ରସଙ୍ଗରେ କମ୍ପାନୀ ପରିଚାଳନା କର୍ତ୍ତୃପକ୍ଷ ସର୍ବାଧାରଣ ବିଜ୍ଞପ୍ତି ଜାରି…

କୋମାରେ ଜିଲାର ଶତାଧିକ ପରିଷଦ, ସଂଘ

ଜଗତ୍‌ସିଂହପୁର ଅଫିସ, ୩୧ା୫: ଆବଶ୍ୟକ ବେଳେ ଅନେକ ସଙ୍ଗଠନ, ମଞ୍ଚ, ସମିତି, ପରିଷଦ, ସଂଘ, ଟ୍ରଷ୍ଟ, ମହାସଭା, ସଭା, ୟୁନିୟନ ଆଦି ସୃଷ୍ଟି କରାଯାଏ। ଏହା ଜରିଆରେ ଆନ୍ଦୋଳନଠାରୁ ଆରମ୍ଭ କରି ଅନେକ ଦାବି ଓ ସାମାଜିକ କାମ ପାଇଁ ପ୍ରତିଶ୍ରୁତି…

୪ଟି ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ ଫେରାର

ଡେରାବିଶ,୩୧ା୫ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ରଘୁଦେଇପୁର ପଞ୍ଚାୟତ ବେଲାରପୁର ଗ୍ରାମର ୫ ଜଣ ଅଭିଯୋଗକାରୀଙ୍କ ନାମରେ ୪ଟି ମାମଲା କରି ନ୍ୟାୟ ଅପେକ୍ଷାରେ ରହିଛନ୍ତି। ହେଲେ ଅଭିଯୁକ୍ତ ଜଣକ ଫେରାର ହୋଇ ଯାଇଛନ୍ତି। ଫଳରେ ପୋଲିସ କାର୍ଯ୍ୟାନୁଷ୍ଠାନ…

ମୋଦି ମାର୍କା ବିକାଶ କ’ଣ ଲୋକେ ବୁଝିଗଲେଣି: ଶରତ

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ୯ ବର୍ଷ ପୂର୍ତ୍ତି ଉତ୍ସବକୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଟାର୍ଗେଟ କରିଛନ୍ତି। କଂଗ୍ରେସ ଭବନ ଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଶରତ କହିଛନ୍ତି, ୯ ବର୍ଷର ମୋଦି…

ଚାର୍ଜଶିଟ୍‌ ଦାଖଲକୁ ନେଇ ରାଜନୀତି

ଭୁବନେଶ୍ବର, ୩୧ା୫(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବକିଶୋର ଦାସଙ୍କ ହତ୍ୟାର ଚାର୍ଜଶିଟ୍‌ କ୍ରାଇମବ୍ରାଞ୍ଚ ଦାଖଲ କରିବା ପରେ ଏବେ ଏହି ଘଟଣାକୁ ନେଇ ଶାସକ ଦଳକୁ ସିଧାସଳଖ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କିନ୍ତୁ ଏହି ଘଟଣାରେ ବିଜେଡି ପାଲଟା ଜବାବ…

୨୨ ବିଧାୟକ, ୯ ଏମ୍‌ପି ଶିନ୍ଦେ କ୍ୟାମ୍ପ୍‌ ଛାଡ଼ିପାରନ୍ତି

ମୁମ୍ବାଇ, ୩୧ା୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱାଧୀନ ଶିବସେନା ଗୋଷ୍ଠୀର ୯ ଜଣ ଏମ୍‌ପି ଏବଂ ୨୨ ବିଧାୟକ ଦଳ ଛାଡ଼ିପାରନ୍ତି ବୋଲି ଉଦ୍ଧବ ଠାକ୍‌ରେ ନେତୃତ୍ୱାଧୀନ ଶିବସେନା (ୟୁବିଟି) ପକ୍ଷରୁ ଅଭିଯୋଗ କରାଯାଇଛି। ସେମାନେ ଦଳ ଭିତରେ ଅଣନିଃଶ୍ୱାସୀ…

ହାୟର କିନୋଚି ‘ବେଷ୍ଟ ଇନୋଭେଟିଭି ପ୍ରଡକ୍ଟ ଅଫ୍‌ ଦି ଇୟର’

ଭୁବନେଶ୍ୱର,୩୧।୫: ଦେଶର ପ୍ରମୁଖ ହୋମ୍‌ ଆପ୍ଲିଆନ୍‌ସ ନିର୍ମାଣକାରୀ ସଂସ୍ଥା ତଥା ହାୟର ଆପ୍ଲିଆନ୍‌ସ ଇଣ୍ଡିଆର ବହୁ ପ୍ରତୀକ୍ଷିତ ଏବଂ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ହାୟର କିନୋଚି ୫ଷ୍ଟାର ହେଭି ଡ୍ୟୁଟି ପ୍ରୋ ଏୟାର କଣ୍ଡିସନରକୁ ନିକଟରେ‘ବେଷ୍ଟ ଇନୋଭେଟିଭି ପ୍ରଡକ୍ଟ ଅଫ୍‌ ଦି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri