ଝଲସୁଛି ୪ ପୋଖରୀ
ବାରିପଦା,୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ନୂଆ ରୂପରେ ଝଲସୁଛି ବାରିପଦା ସହରର ୪ ପୋଖରୀ। ବହୁ ପୁରାତନ ଚାପଲ ପୋଖରୀ, ବଡ଼ ପୋଖରୀ, ଜୁବୁଲୀ ପୋଖରୀ ଓ ହେମସାଗର ପୋଖରୀ ଗୁଡ଼ିକର ପୁନରୁଦ୍ଧାର ପାରିପାଶର୍ବିକ ଉନ୍ନତି ଓ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ ସମ୍ପନ୍ନ…
ଅପହରଣ ଉଦ୍ୟମ ବେଳେ ନାବାଳକ ଉଦ୍ଧାର
ଦେବଗଡ଼, ୫।୯ (ଶଶାଙ୍କ ଶେଖର ଝାଙ୍କର ): ଜଣେ ନାବାଳକଙ୍କୁ ଅପହରଣ ଉଦ୍ୟମ ବେଳେ କୁଣ୍ଢେଇଗୋଳା ଥାନା ଖଇରପାଲି ଫାଣ୍ଡି ଅନ୍ତର୍ଗତ କଣ୍ଟାବାହାଳ ଗ୍ରାମରୁ ଉଦ୍ଧାର କରାଯାଇଛି। ଉଦ୍ଧାର ହୋଇଥିବା ନାବାଳକ ଜଣକ ଦେବଗଡ଼ ଥାନା ବିଜୟନଗର ଉଚ୍ଚ ବିଦ୍ୟାଳୟର ନବମ…
ବ୍ରାଜିଲରେ ସାଇକ୍ଲୋନିକ ଝଡ: ୪ ମୃତ
ବ୍ରାସିଲିଆ,୫।୯: ଦକ୍ଷିଣ ବ୍ରାଜିଲର ରିଓ ଗ୍ରାଣ୍ଡେ ଡୋ ସୁଲରେ ସାଇକ୍ଲୋନିକ ଯୋଗୁ ବନ୍ୟା ଓ ଭୂସ୍ଖଳନରେ ଅତି କମରେୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ସ୍ଥାନୀୟ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ସୋମବାର ଘୂର୍ଣ୍ଣିବଳୟ ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବା…
ସଚିନ୍ଙ୍କ ମାର୍ଗଦର୍ଶନରେ ସ୍କୁଲମୁହାଁ ମୁଣ୍ଡାସାହି ପିଲା
ହାଣ୍ଡିଆ ପିଇ ଜଙ୍ଗଲରେ ବୁଲୁଥିଲେ ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ମୁଣ୍ଡାସାହି ପିଲା। ମୂଲ ଲାଗିବାକୁ ବାପା ମା’ ଯାଉଥିବାବେଳେ କୁନିକୁନି ପିଲାମାନେ ତାଙ୍କ ସହ ବି ଯାଉଥିଲେ। ପାଠପଢ଼ାରେ ଡୋରି ଲାଗିବା ସହ ସେମାନଙ୍କ ମାନସିକ ଓ ଶାରୀରିକ ବିକାଶର ସୁଯୋଗ…
ଧରାପଡ଼ିଲା ‘ବ୍ଲାକ୍ ଜ୍ୟାକେଟ’ ଗ୍ୟାଙ୍ଗ
ଭୁବନେଶ୍ୱର,୫।୯ (ସୂର୍ଯ୍ୟକାନ୍ତ ବେହେରା):ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଜିଲାରେ ସ୍ପିଡ୍ ବାଇକରେ ସୁନା ଚେନ୍ ଛିନତାଇ କରି ଫେରାର ହୋଇଯାଉଥିବା ‘ବ୍ଲାକ୍ ଜ୍ୟାକେଟ’ ଗ୍ୟାଙ୍ଗର ୪ଜଣଙ୍କୁ କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍ ଗିରଫ କରିଛି। ସେମାନେ ହେଲେ ବଡଗଡ ମଙ୍ଗଳାସାହିର…
ଈଶାଣପୁର ଗାଁକୁ ରାସ୍ତା ବନ୍ଦ
ବୈଶିଙ୍ଗା,୫ା୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଉପକଣ୍ଠ ଯୁଗପୁରା ରେଳ ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ଈଶାଣପୁର ଗାଁକୁ ସଂଯୋଗ କରୁଥିବା ରାସ୍ତାକୁ ରେଲଓ୍ବେ ପକ୍ଷରୁ ବନ୍ଦ କରି ଦିଆଯାଇଛି। ଫଳରେ ବିକଳ୍ପ ବ୍ୟବସ୍ଥା ନ ଥିବାରୁ ଲୋକେ…
ଘରେ ଘରେ ଶଙ୍ଖ ପହଞ୍ଚାଇବାକୁ ନବୀନଙ୍କ ଆହ୍ବାନ
ଭୁବନେଶ୍ୱର,୫ା୯(ଅନିଲ ଦାସ):ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କଲେଣି। ତୃଣମୂଳ ସଙ୍ଗଠନକୁ ସୁଦୃଢ଼ କରିବା ସହ ସ୍ଥାନୀୟ ଟାଣୁଆ ନେତାଙ୍କୁ ନିଜ ସପକ୍ଷରେ ନେବାକୁ କସରତ ମଧ୍ୟ ଆରମ୍ଭ…
ଆଉ ୩ ଚାଇନା ନାଗରିକଙ୍କ ବିରୋଧରେ ଏଲ୍ଓସି
ଭୁବନେଶ୍ୱର,୫ା୮(ସତ୍ୟଜିତ୍ ରାଉତ):ଦେଶର ବଡ଼ ଶିଳ୍ପପତି, କ୍ରୀଡ଼ାବିତ୍ ଓ ଅଭିନେତାଙ୍କ ଫଟୋ ବ୍ୟବହାର କରି ଅନ୍ଲାଇନ୍ ପୋଞ୍ଜି ସ୍କାମ୍ ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଚଳାଇଛି। ଏହି ମାମଲାରେ ଚାଇନା ମାଷ୍ଟରମାଇଣ୍ଡ ଗୁଆଁହୁଆ ୱାଙ୍ଗ୍ଙ୍କ ବିରୋଧରେ…
ଶରତ ପାଢ଼ୀ ଆର୍ପିଏଫ୍ର ଅତିରିକ୍ତ ମହାନିର୍ଦ୍ଦେଶକ
ତିହିଡ଼ି,୪।୯ (ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୁଆମାଳ ଗ୍ରାମର ଶରତ ଚନ୍ଦ୍ର ପାଢ଼ୀ ଆରପିଏଫ୍ର ଅତିରିକ୍ତ ମହାନିର୍ଦ୍ଦେଶକ ପଦରେ ପ୍ରଥମ ଓଡ଼ିଆ ଭାବେ ଅବସ୍ଥାପିତ ହୋଇଛନ୍ତି। ଏହା ପୂର୍ବରୁ ସେ କେନ୍ଦ୍ରୀୟ ରେଳବାଇର ପ୍ରଧାନ ମୁଖ୍ୟ ସୁରକ୍ଷା…
ମେଟା ସହ ‘ଶିକ୍ଷାରୁ ଉଦ୍ୟମିତା’ ଇନିସିଏଟିଭର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର
ଭୁବନେଶ୍ୱର, ୫ା୯(ସୁନିତ୍ ମିଶ୍ର):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ନୂଆଦିଲ୍ଲୀଠାରେ ଶିକ୍ଷା ମନ୍ତ୍ରଣାଳୟ, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟ ଓ ଅଗ୍ରଣୀ ଟେକ୍ନୋଲୋଜି କମ୍ପାନୀ ମେଟା ମଧ୍ୟରେ ୩ ବର୍ଷିଆ ସହଭାଗିତା ‘ଶିକ୍ଷାରୁ ଉଦ୍ୟମିତା: ଏକ ପିଢ଼ିର ଛାତ୍ରୀଛାତ୍ର, ଶିକ୍ଷକ ଏବଂ…
କିମ୍ ଜଙ୍ଗ୍ଙ୍କୁ ଭେଟିବେ ପୁଟିନ୍
ମସ୍କୋ,୫।୯: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜଙ୍ଗ ଉନ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ମଧ୍ୟରେ ଏହି ମାସରେ ସାକ୍ଷାତ ହୋଇପାରେ। ରିପୋର୍ଟ ଅନୁଯାୟୀ, ଏହି ସାକ୍ଷାତ ରୁଷିଆରେ ହେବ ଏବଂ ଏହି ସାକ୍ଷାତରେ ଅସ୍ତ୍ରଶସ୍ତ୍ର ଚୁକ୍ତି ଉପରେ…
ଯୁକ୍ତ୩: ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ
ଭୁବନେଶ୍ୱର, ୫ା୯(ଅସମାପିକା ସାହୁ):୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାରଠାରୁ ଆବେଦନ ଆରମ୍ଭ ହୋଇଛି। ଏହା ୧୩ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ୨୨ତାରିଖ ଅପରାହ୍ନ ୧୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ର…

