ଗ୍ରହର ସୁସ୍ଥ ଭବିଷ୍ୟତ ପାଇଁ…
ପୃଥିବୀ ଆମର ଘର। ନିଜ କୋଳରେ ଆମକୁ ଧରି ରଖିଥିବାରୁ ତା’ର ନାମ ଧରା ବା ‘ଧରିତ୍ରୀ’। ଆମର ମୌଳିକ ଆବଶ୍ୟକତାକୁ ପୂରଣ କରିବା ପାଇଁ ଧରାପୃଷ୍ଠରେ ପ୍ରାକୃତିକ ସମ୍ପଦ ଭରି ରହିଛି। ଆମେ କିନ୍ତୁ ଆମ ଲୋଭକୁ ପୂରଣ କରିବା…
ତାତିରୁ ଆଶ୍ୱସ୍ତି, ଓଡ଼ିଶା ଥଣ୍ଡା
ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ହଠାତ୍ ପାଗ ବଦଳିଯାଇଛି। କାଳବୈଖାଖୀଜନିତ ବର୍ଷା ଓ ପବନ ପ୍ରଚଣ୍ଡ ରୌଦ୍ରତାପରେ ବ୍ରେକ୍ ଲଗାଇଛି। ଗତ କିଛିଦିନ ହେବ ଲାଗି ରହିଥିବା ଗରମ ଜ୍ୱାଳାରୁ ସାରା ରାଜ୍ୟ ମୁକ୍ତ ହୋଇଛି। ଅଧିକାଂଶ ସ୍ଥାନରେ ଝଡ଼ବର୍ଷା ହେବାରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି।…
ଇଦରେ ଶପଥ ନେଲେ ମମତା
କୋଲକାତା,୨୨।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଇଦ ଅବସରରେ ଏକ ଶପଥ ନେଇଛନ୍ତି। ମମତା କହିଛନ୍ତି, ଆମେ ଦେଶକୁ ଭାଗ ଭାଗ ହେବାକୁ ଦେବୁନାହିଁ। ସେ କହିଛନ୍ତି, ମୁଁ ଇଦରେ ଶପଥ ନେଉଛି ନିଜର ଜୀବନ ପଛେ ଦେଇଦେବି ହେଲେ ଦେଶକୁ…
ଭୋଜିଭାତ କରି ଆନନ୍ଦରେ ପାଳିଲେ ଇଦ
ସୋରଡା, ୨୨।୪: ସୋରଡାରେ ପବିତ୍ର ରମଯାନ ମାସର ଶେଷଦିବସ ଓ ଇଦ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଛି । ଶୁକ୍ରବାର ସାରେ ମସଜିଦ ପରିସରରେ ଆୟୋଜିତ ଇଫତାର ପାର୍ଟିରେ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ବାଇଁ ସମେତ କାଉନ୍ସିଲରମାନେ ଯୋଗ ଦେଇଥିଲେ ।…
ଆଇରନ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ୍ୟୁ: କ୍ଷତି ପୂରଣ ଦାବିରେ ରାସ୍ତାରୋକ
ଭଦ୍ରକ ଅଫିସ,୨୨।୪: ଭଦ୍ରକ-ଆନନ୍ଦପୁର ୫୩ ନଂ ରାଜ୍ୟ ରାଜପଥର ବନ୍ତ ବଜାର ଜଳସେଚନ ଅଫିସ ନିକଟରେ ଆଇରନ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ଲୋକେ ଶୁକ୍ରବାର ରାତିରୁ କ୍ଷତି ପୂରଣ ଦାବିରେ ରାସ୍ତା ରୋକ କରିଛନ୍ତି ।…
ଅନ୍ଧାର ଆଡ଼କୁ ଗତି କରୁଛି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଜୁନାଗଡ଼, ୨୨।୪: (ଡି.ଏନ୍.ଏ.) କଳାହାଣ୍ଡି ଜିଲାରେ ବର୍ତ୍ତମାନ ଜମି ମାଫିଆଙ୍କ ଅରାଜକତା ଅନେକ ମାତ୍ରାରେ ବଢ଼ିବାରେ ଲାଗିଛି। ଜମି ମାଫିଆ ଓ ଅଧିକାରୀଙ୍କ ସଲାସୂତରାରେ ଗୋଚର ଜମି ହେଉ, ଦେବୋତ୍ତର ଜମି ହେଉ କିମ୍ବା ସ୍କୁଲ ନିର୍ମାଣ ହୋଇଥିବା ଜମି ହେଉ…
ରାନ୍ଦିଆ କମ୍ପାନୀ ଗେଟ୍ ଆଗରେ ୧୪୪ ଧାରା ବଳବତ୍ତର
ଭଦ୍ରକ ଅଫିସ, ୨୨।୪: ଭଦ୍ରକ ରାନ୍ଦିଆରେ ଥିବା ଏକ କମ୍ପାନୀର ୨୦୦ ମିଟର ଅଞ୍ଚଳରେ ଶନିବାର ପୂର୍ବାହ୍ନ ୬ ଟାରୁ ୨୫ ଏପ୍ରିଲ ପୂର୍ବାହ୍ନ ୬ ଟା ପର୍ଯ୍ୟନ୍ତ ୧୪୪ ଧାରାକୁ ବଳବତ୍ତର କରାଯାଇଛି । କମ୍ପାନୀ ରେ ଫରନେସ ଚାର୍ଜିଙ୍ଗ…
ପ୍ରାଣୀ ଜନ୍ମ ନିୟନ୍ତ୍ରଣ ଯୋଜନା ବାଟବଣା
ରାଉରକେଲା ଅଫିସ୍, ୨୨।୪: ବୁଲା କୁକୁର ଜନ୍ମହାର ନିୟନ୍ତ୍ରଣ ପାଇଁ ରାଉରକେଲା ସରକାରୀ ପ୍ରାଣୀ ଚିକିତ୍ସା କେନ୍ଦ୍ର ପକ୍ଷରୁ ସହରରେ ଆନିମଲ ବାର୍ଥ କଣ୍ଟ୍ରୋଲ (ଏବିସି) ଯୋଜନା ଚାଲିଛି। ଏହି ଯୋଜନା ୨୦୧୨ରେ ଆରମ୍ଭ ହୋଇଥିଲେ ମଧ୍ୟ ରାଉରକେଲା ସହରରେ ଆଶାନୁରୂପ…
ପାଣି ନ ଦେଲେ ବିଦ୍ୟୁତ୍ ସଂଯୋଗ ବନ୍ଦ
ବରପାଲି, ୨୨।୪: (ଡି.ଏନ.ଏ.) ବରଗଡ଼ ଜିଲା ବିଜେପୁର ନିର୍ବାଚନ ମଣ୍ଡଳୀର ବରପାଲି ଓ ବିଜେପୁର ବ୍ଲକର କେତେକ ଗ୍ରାମର ଚାଷଚଜମି ଜଳସେଚିତ କରିବା ଉଦ୍ଦେଶ୍ୟରେ ଗଙ୍ଗାଧର ମେଗା ଜଳପ୍ରକଳ୍ପ ଯୋଜନା କରାଯାଇଛି। ମାତ୍ର ଏହି ପ୍ରକଳ୍ପରୁ ବରପାଲି ବ୍ଲକର ଗୋପାଇପାଲି, ବନ୍ଧପାଲି…
ଫର୍ଣ୍ଣେସରେ ପୋଡିଯାଇଥିବା ଗୁରୁତର ଶ୍ରମିକଙ୍କ ସିକିତ୍ସାଧୀନ ଅବସ୍ଥାରେ ମୃତ
ଭଦ୍ରକ ଅଫିସ,୨୨।୪: ଭଦ୍ରକ ରାନ୍ଦିଆସ୍ଥିତ କମ୍ପାନୀରେ ଗତ ୧୧ ତାରିଖରେ ଫର୍ଣ୍ଣେସରେ ପୋଡ଼ିଯାଇ ଗୁରୁତର ହୋଇଥିବା ଶ୍ରମିକ ବରପଦାର ବିଜୟ ମହାପାତ୍ରଙ୍କର ଶୁକ୍ରବାର ରାତିରେ ମୃତ୍ୟୁ ଘଟିଛି ।ସେ ଗୁରୁତର ଅବସ୍ଥାରେ ମୁମ୍ବାଇସ୍ଥିତ ନ୍ୟାସନାଲ ବର୍ଣ୍ଣ ସେଣ୍ଟରରେ ସିକିତ୍ସାଧୀନ ଥିଲେ ।…
ନେଟ୍ସେବା ବନ୍ଦ: ଗ୍ରାହକଙ୍କ ଡେଟା କ୍ଷତି
ସମ୍ବଲପୁର, ୨୨।୪: (ବ୍ୟୁରୋ) ସମ୍ବଲପୁର ଜିଲାରେ ଏପ୍ରିଲ ୧୨ରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ହିଂସାତ୍ମକ ଘଟଣା ଘଟିଥିଲା। ତେଣୁ ଜିଲା ପ୍ରଶାସନର ଅନୁରୋଧକ୍ରମେ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏପ୍ରିଲ ୧୩ ତାରିଖଠାରୁ ମୋବାଇଲ, ବ୍ରଡ୍ବ୍ୟାଣ୍ଡ ଓ ବିଭିନ୍ନ ନେଟ୍…
ସହଲା ଗ୍ରାମ ପଞ୍ଚାୟତ: କାର୍ଯ୍ୟରେ ଯୋଗଦେଲେ ନିଲମ୍ବିତ ସରପଞ୍ଚ
ଡୁଙ୍ଗୁରିପାଲି, ୨୨।୪: (ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସହଲା ଗ୍ରାମ ପଞ୍ଚାୟତରେ କାର୍ଯ୍ୟରେ ଯୋଗ ଦେଇଛନ୍ତି ନିଲମ୍ବିତ ସରପଞ୍ଚ ପଟୁଆରୀ ପଧାନ । ସୂଚନା ଅନୁସାରେ, ସହଳା ଗ୍ରାମ ପଞ୍ଚାୟତର ସରପଞ୍ଚ ପଧାନ ଅପରାଧିକ ମାମଲାରେ ଗିରଫ ହୋଇ…
Archives


