ସ୍ବାଭିମାନ ଅଞ୍ଚଳରେ ପୁଷ୍ପା-୨ର ଶୁଟିଂ
ମାଲକାନଗିରି,୨୦ା୪(ଡି.ଏନ୍.ଏ.): ବହୁଚର୍ଚ୍ଚିତ ଦକ୍ଷିଣ ଭାରତର ଲୋକପ୍ରିୟ ଚଳଚ୍ଚିତ୍ର ‘ପୁଷ୍ପା ଦି ରାଇଜ୍’ ସମଗ୍ର ଦେଶରେ ସୁନାମ ଅର୍ଜନ କରିଛି। ଏବେ ଏହି ଚଳଚ୍ଚିତ୍ରର ଦ୍ୱିତୀୟ ଭାଗ ପୁଷ୍ପା-୨ର ଶୁଟିଂ ଓଡ଼ିଶାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ କରିବାକୁ ନିଷ୍ପତ୍ତି…
ବଢୁଛି ତାପମାତ୍ରା: ପ୍ରବଳ ଗରମରେ ଲୋକେ ଛଟପଟ
ବାଲିଗୁଡ଼ା,୧୯ା୪(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଆଜକୁ କିଛିଦିନ ହେଲା ପ୍ରବଳ ଖରା ସାଙ୍ଗକୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବା ବେଳେ ଜଳସ୍ତର କମିବାରେ ଲାଗିଛି। ପ୍ରତିଦିନର ତାପମାତ୍ରା ୪୦ରୁ ୪୧ଡିଗ୍ରୀ ରହୁଛି। ତାପମାତ୍ରା ବୃଦ୍ଧି…
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆପଲ ସିଇଓ ଟିମ କୁକ୍
ନୂଆଦିଲ୍ଲୀ,୧୯।୪: ଭାରତ ଗସ୍ତରେ ଆସିଥିବା ଆପଲ ସିଇଓ ଟିମ କୁକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବୁଧବାର ଭେଟିଛନ୍ତି। ଭାରତ ଗସ୍ତ ସମୟରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ପାଇଁ ଟିମ କୁକ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଟିମ କୁକ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି ଯେ…
କର୍ନାଟକ ନିର୍ବାଚନ: ପଞ୍ଚମ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ, ବୋମ୍ମାଇଙ୍କ ବିପକ୍ଷରେ ଲଢିବେ ୟାସିର ଅହମ୍ମଦ
ବେଙ୍ଗାଲୁରୁ,୧୯।୪: ମେ’ ୧୦ ତାରିଖରେ କର୍ନାଟକ ବିଧାନସଭା ନିର୍ବାଚନ। ଏଥିପାଇଁ ରାଜ୍ୟରେ ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ବୁଧବାର କଂଗ୍ରେସ ପଞ୍ଚମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ ଜଣ ପ୍ରାର୍ଥୀଙ୍କ ନାଁ ରହିଛି। ଯେଉଁଥିରେ ୟାସିର…
ଭାଲୁ ଆକ୍ରମଣରେ ବାପା-ପୁଅ ଗୁରୁତର
କେନ୍ଦୁଝର,୧୯।୪(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତ ସତେଇଭଞ୍ଜ ପାହାଡ ପାଶର୍ବ ନିକଟବର୍ତ୍ତୀ ଶ୍ରୀ ଜଗନ୍ନାଥ କାରଖାନା ରାସ୍ତା ସମ୍ମୁଖରେ ବୁଧବାର ଭାଲୁ ଆକ୍ରମଣରେ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ କାଉଁରୀକଳା ପଞ୍ଚାୟତ ଖୁଣ୍ଟାପଡା ଗ୍ରାମର ଦୁଲ୍ଲଭ ମୁଣ୍ତା(୪୫) ସାନପୁଅ…
ଫୋନ୍ରେ ଷ୍ଟାଲିନଙ୍କ ସହ କଥା ହେଲେ ମମତା
କୋଲକାତା,୧୯।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ନୀତୀଶ କୁମାରଙ୍କ ସମେତ ଅନେକ ନେତା ଲୋକ ସଭା ନିର୍ବାଚନକୁ ନେଇ ବିରୋଧୀ ଏକତା ପାଇଁ ନିରନ୍ତର ଚେଷ୍ଟା କରୁଛନ୍ତି। ଏହି ସମୟରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡିଏମ୍କେ ମୁଖ୍ୟ ତଥା…
ବଲିଉଡ୍ ଛାଡ଼ିବାର କାରଣ କହିଲେ ଦେଶୀଗର୍ଲ
ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା କିଛିଦିନ ହେବ ବେଶ୍ ଚର୍ଚ୍ଚାରେ ରହି ଆସୁଛନ୍ତି। ବଲିଉଡ୍ରେ ରାଜନୀତି ଯୋଗୁ ତାଙ୍କୁ ବଲିଉଡ୍ ଛାଡିବାକୁ ପଡ଼ିଲା ବୋଲି ନିକଟରେ ପ୍ରକାଶ କରିଛନ୍ତି। ଏହି କାରଣରୁ ସେ ହଲିଉଡ୍ ଆଡକୁ ମୁହାଁଇଲେ। ଏହା ସହିତ…
ଅକାଳୀ ଦଳରୁ ଇସ୍ତଫା ଦେଲେ ଏହି ବରିଷ୍ଠ ନେତା
ଚଣ୍ଡିଗଡ,୧୯।୪: ଶିରୋମଣି ଅକାଳୀ ଦଳର ବରିଷ୍ଠ ନେତା ତଥା ପଞ୍ଜାବ ବିଧାନସଭାର ପୂର୍ବତନ ଅଧ୍ୟକ୍ଷ ଚରଣଜିତ୍ ସଂ ଅଟଓ୍ବାଲା ବୁଧବାର ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ତାଙ୍କ ପୁଅ ଇନ୍ଦର ଇକବାଲ ଅଟୱାଲ ଭାଜପାରେ ଯୋଗ…
ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ଲୋକାର୍ପିତ
ଭୁବନେଶ୍ୱର,୧୯ା୪(ବ୍ୟୁରୋ): ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଲୋକାର୍ପିତ କରିଛନ୍ତି। ଭୁବନେଶ୍ୱର କସମୋପଲୀ ଅଞ୍ଚଳରେ ବିଏମସି ପକ୍ଷରୁ ଏହା ନିର୍ମାଣ କରାଯାଇଛି। ଏହି ଭେଣ୍ଡିଂ ଜୋନ୍ରେ ୪୨ଟି ଦୋକାନ ରହିଛି । ଏଥିପାଇଁ ମୋଟ୍…
୩ ମାସ ପାଇଁ କାମରୁ ବ୍ରେକ୍ ନେବେ ସୁପରଷ୍ଟାର ରାମଚରଣ
ମୁମ୍ବାଇ: ସାଉଥ ସିନେମାର ସୁପରଷ୍ଟାର ରାମଚରଣଙ୍କ ଘରକୁ ଖୁବ୍ଶୀଘ୍ର କୁନି ଅତିଥି ଆସିବାକୁ ଯାଉଛି। ବର୍ତ୍ତମାନ ଅଭିନେତାଙ୍କ ସ୍ତ୍ରୀ ଗର୍ଭବତୀ ଅଛନ୍ତି। ଏବେ ଖବର ଆସୁଛି ଯେ ରାମଚରଣ କିଛି ମାସ ପାଇଁ ତାଙ୍କ କାମରୁ ବିରତି ନେବାକୁ ଯୋଜନା କରୁଛନ୍ତି…
ଜୁଆଆଡ୍ଡାରେ ବଡ଼ଧରଣର ଚଢ଼ାଉ: ୯ ଗିରଫ, ୧୨ କାର୍ ଜବତ
ବରଗଡ଼ ଅଫିସ/ସୋହେଲା୧୯ା୪(ଡି.ଏନ୍.ଏ.): ବରଗଡ଼ ଜିଲା ପୋଲିସ ସ୍ପେଶାଲ ସ୍କ୍ବାଡ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଜୁଆଆଡ୍ଡାରେ ଚଢ଼ାଉ କରିଥିଲା। ଜିଲାର ସୋହେଲା ଥାନା ଲୁହୁରାଚଟି ନିକଟ ରାଜସ୍ଥାନୀ ଢାବା ପଛପଟେ ଚାଲିଥିବା ଏହି ଜୁଆଆଡ୍ଡାରୁ ପୋଲିସ ନଗଦ ୨ଲକ୍ଷ ୫୪ହଜାର…
ତାତିରୁ ମିଳିବ ଆଶ୍ୱସ୍ତି: ୨୧ରେ ଏହି ସବୁ ଜିଲାରେ ଘଡଘଡି ସହ ବର୍ଷା
ଭୁବନେଶ୍ୱର,୧୯।୪(ବ୍ୟୁରୋ): ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ ତାପମାତ୍ରା କମିବ। ଆସନ୍ତା ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇଛନ୍ତି।…
Archives


