Home Left

ନଷ୍ଟ ହେଉଛି ପ୍ରାକୃତିକ ସମ୍ପଦ

ଯାଜପୁର ଅଫିସ,୨୯ା୫: କଳା, ସଂସ୍କୃତି ଓ ଐତିହ୍ୟର ଉତ୍କର୍ଷକୁ ଆଧାର କରି ଯାଜପୁରର ଇତିହାସ ଯେତେ ସମୃଦ୍ଧ ସେତେ ପରିଚିତ ଏହାର ଖଣିଜ ସମ୍ପଦ, ଶିଳ୍ପ ଏବଂ ଆର୍ଦ୍ରଭୂମି। ଆର୍ଦ୍ରଭୂମିଗୁଡ଼ିକ ଜଳବିଜ୍ଞାନ ଚକ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏହା ଜୈବବିବିଧତାକୁ ସୁଦୃଢ଼…

ପାଠାଗାର ସଂସ୍କୃତି ବୁଡ଼ିବାକୁ ବସିଛି

ଯାଜପୁର ଅଫିସ,୨୯ା୫: ସଂରକ୍ଷଣ ଓ ପରିଚାଳନା ଅଭାବରୁ ସମଗ୍ର ଯାଜପୁର ଜିଲାର ପ୍ରାୟ ୨ ହଜାର ପାଠାଗାର ଲୋପ ପାଇବାକୁ ବସିଲାଣି। ପ୍ରାକ୍‌ ସ୍ବାଧୀନତା କାଳରେ ବିନୋବାଜୀଙ୍କ ଆହ୍ବାନରେ ଅଧିକାଂଶ ଗ୍ରାମରେ ପାଠାଗାର ଖୋଲାଯାଇଥିଲା। ସେତେବେଳେ ସେଗୁଡ଼ିକ ଚାଳି ଘରେ ଚାଲିଥିଲା।…

ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ

ରାଜନଗର, ୨୯ା୫(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ରୂପରେଖ ବଦଳିବ। ଭିତରକନିକାରେ ଭିତ୍ତିଭୂମିର ବିକାଶ ଆରମ୍ଭ ହୋଇଛି। ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାର ୨୦୨୧-୨୨ ଆର୍ଥତ୍କ ବର୍ଷରେ ୫୮ କୋଟି ୫୮ ଲକ୍ଷ ୫୩ ହଜାର ଟଙ୍କା ଯୋଗାଇ ଦେଇଛନ୍ତି। ଏହି…

ଭିଜିଲାନ୍ସ ଜାଲରେ ତହସିଲଦାର

ବାରିପଦା ଅଫିସ,୨୯ା୫: ମୟୂରଭଞ୍ଜ ଜିଲା କରଞ୍ଜିଆ ତହସିଲଦାର ଚାର୍ଲସ ନାଏକଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ତାଙ୍କ ସରକାରୀ ବାସଗୃହ,କାର୍ଯ୍ୟାଳୟ ସହିତ ଭଦ୍ରକ ଜିଲା ପୈତୃକ ଘରେ ଚଢ଼ାଉ ଜାରି ରହିଛି।…

ପାକିସ୍ତାନ ବି ହେବ ହିନ୍ଦୁରାଷ୍ଟ୍ର: ବାଗେଶ୍ୱର ବାବା…

ଅହମଦାବାଦ,୨୯।୫ : ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀ ତାଙ୍କ ବିବୃତ୍ତି ନେଇ ପ୍ରାୟତଃ ହେଡ ଲାଇନରେ ରହିଥାନ୍ତି। ଙ୍‌ନିକଟରେ, ବାଗେଶ୍ୱର ବାବାଙ୍କ ପାଗଳ’ଶବ୍ଦର ବ୍ୟବହାରକୁ ନେଇ ବିହାରରେ ଉାତ୍ତଜନା ସୃଷ୍ଟି ହୋଇଥିଲା। ଏଥିସହିତ ବର୍ତ୍ତମାନ ତାଙ୍କର ଆଉ ଏକ ବିବୃତ୍ତି ଭାଇରାଲ ହେଉଛି।…

ଉତ୍ତର ପ୍ରଦେଶ ଚାମ୍ପିୟନ

ରାଉରକେଲା ଅଫିସ,୨୯।୫: ସ୍ଥାନୀୟ ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଚାଲିଥିବା ତ୍ରୟୋଦଶ ଜାତୀୟ ସବ୍‌-ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍‌ରେ ଉତ୍ତରପ୍ରଦେଶ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ଓଡିଶାକୁ ୭-୧ ଗୋଲରେ ପରାସ୍ତ କରିଛି। ଉତ୍ତରପ୍ରଦେଶ ପକ୍ଷରୁ ଫରଓ୍ବାର୍ଡ ଖେଳାଳି…

ମହିଳା ଭଲିବଲ ଚ୍ୟାଲେଞ୍ଜ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୨୯।୫(କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ରବିବାର ଶେଷ ହୋଇଥିବା ଏନ୍‌ଏସ୍‌ସି କାଭା (ସେଣ୍ଟ୍ରାଲ ଏସିଆନ ଭଲିବଲ ଆସୋସିଏଶନ) ମହିଳା ଭଲିବଲ ଚ୍ୟାଲେଞ୍ଜ୍‌ କପ୍‌ରେ ଭାରତ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୩-୦ (୨୫-୧୫, ୨୫-୨୨, ୨୫-୧୮)ରେ କାଜାଖସ୍ତାନକୁ…

ପ୍ରତ୍ୟାଶାଙ୍କୁ ଆଉ ଏକ ରୌପ୍ୟ

ଭୁବନେଶ୍ୱର, ୨୯।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ଗ୍ରେଟର ନଏଡାଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ସୁଇମିଂ ଇଭେଣ୍ଟରେ ଓଡ଼ିଶାର ପ୍ରତ୍ୟାଶା ରାୟ ରବିବାର ଆଉ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା…

ଗଣେଶଙ୍କ ଏଭରେଷ୍ଟ ମାରାଥନକୁ ୧୦ ବର୍ଷ

ଭୁବନେଶ୍ବର, ୨୯ା୫ (କ୍ରୀଡ଼ା ପ୍ରତିନିଧି): ଆଜକୁ ୭୦ ବର୍ଷ ତଳେ ମେ’ ୨୯, ୧୯୫୩ରେ ସାର ଏଡମଣ୍ଡ୍‌ ହିଲାରି ଏବଂ ତେନଜିଂ ନର୍ଗେ ପ୍ରଥମ ଥର ପାଇଁ ମାଉଣ୍ଟ୍‌ ଏଭେରେଷ୍ଟ୍‌ ଆରୋହଣ କରି ଦୁଃସାହସିକ ପର୍ବତାରୋହଣର ଶୀର୍ଷ ସଫଳତା ପାଇଥିଲେ। ତେନଜିଂ…

ବିଏଫ୍‌ଆଇଏଲ୍‌ ପକ୍ଷରୁ ଗ୍ରାହକ ସଚେତନତା ଅଭିଯାନ

ଭୁବନେଶ୍ୱର,୨୯।୫: ଇଣ୍ଡସ୍‌ଇଣ୍ଡ୍‌ ବ୍ୟାଙ୍କର ୧୦୦% ସହାୟକ ସଂସ୍ଥା ଭାରତ ଫାଇନାନ୍ସିଆଲ ଇନ୍‌କ୍ଲୁଜନ୍‌ ଲିମିଟେଡ୍‌ (ବିଏଫ୍‌ଆଇଏଲ୍‌) ପକ୍ଷରୁ ନିକଟରେ ଏକ ଅଭିନବ ଗ୍ରାହକ ସଚେତନତା ଅଭିଯାନର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କ ଉପସ୍ଥିତିରେ…

ଭାରତୀ ଆକ୍ସାର ‘ପ୍ରୋଜେକ୍ଟ ସର୍ବ-ଓ-ତମ’

ଭୁବନେଶ୍ୱର,୨୯।୫: ଭାରତୀ ଆକ୍ସା ଲାଇଫ୍‌ ଇନ୍‌ସ୍ୟୁରାନ୍ସର ବହୁ ପ୍ରତୀକ୍ଷିତ ତଥା ଆଧୁନିକ ଜ୍ଞାନକୌଶଳରେ ଡିଜାଇନ କରାଯାଇଥିବା ‘ପ୍ରୋଜେକ୍ଟ ସର୍ବ-ଓ-ତମ’ ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ସେବା ଯୋଗାଉଛି। ବିଶେଷ କରି ଗ୍ରାହକମାନଙ୍କୁ ନିରବଚ୍ଛିନ୍ନ ସେବା ପ୍ରଦାନ କରିବା ଲାଗି କମ୍ପାନୀର ରହିଥିବା ପ୍ରତିବଦ୍ଧତା ଅନୁସାରେ…

ସମନ୍ବୟ ସହ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୯।୫: ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳ ଅନ୍ତର୍ଗତ ହାଓଡ଼ା-ଚେନ୍ନାଇ ମୁଖ୍ୟ ରେଳମାର୍ଗରେ ଭଦ୍ରକ ଏବଂ କଟକ ରେଲଓ୍ବେ ଷ୍ଟେଶନ ମଧ୍ୟରେ ୩ୟ ଲାଇନ ପ୍ରକଳ୍ପ ପାଇଁ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଛି। ଉକ୍ତ ପ୍ରକଳ୍ପର ନିର୍ମାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri