Home Left

ଖାରଜ କଲେ ହାଇକୋର୍ଟ

କଟକ ଅଫିସ,୧୮ା୪: ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ନିର୍ବାଚନୀ ଅନିୟମିତତା ନେଇ ଆଗତ ମାମଲାକୁ ହାଇକୋର୍ଟ ସୋମବାର ଖାରଜ କରିଛନ୍ତି। ୩ଟି ଧାର୍ଯ୍ୟ ତାରିଖରେ ମାମଲାର ଶୁଣାଣିବେଳେ ଆବେଦନକାରୀ ଅନୁପସ୍ଥିତ ଥିବାରୁ ବିଚାରପତି ଦେବବ୍ରତ ଦାଶଙ୍କ ଖଣ୍ଡପୀଠ ମାମଲାକୁ…

ଋଷିକୁଲ୍ୟା ମୁହାଣରେ ଛୁଆ ଅଲିଭ୍‌ ରିଡ୍‌ଲେଙ୍କ ଆଗମନ

ନୂଆ ଠିକଣା ପାଇଲେ ଲକ୍ଷାଧିକ କଇଁଛ ଗଞ୍ଜାମ,୧୮।୪(ଡି.ଏନ.ଏ.) ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ସମ୍ପ୍ରତି ଲକ୍ଷ ଲକ୍ଷ ସଂଖ୍ୟାରେ ବେବି ଅଲିଭ ରିଡଲେ ନୂଆଁ ଠିକଣା ପାଇବା ଲକ୍ଷ୍ୟ କରାଯାଇଛି। ଗତ ୧୫ ତାରିଖରୁ ଉକ୍ତ ପ୍ରକ୍ରିୟା ଜାରି ରହିଛି। ଗତ…

ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କଠାରୁ କିଙ୍ଗ୍‌ ଚାଲର୍‌ସ ଧନୀ

ଲଣ୍ଡନ,୧୮।୪: ବ୍ରିଟେନ୍‌ ରାଜା ଚାଲର୍‌ସ ତୃତୀୟ ୬୦୦ ମିଲିୟନ୍‌ ପାଉଣ୍ଡ (୭୪୫ ନିୟୁତ ଡଲାର) ସମ୍ପତ୍ତିର ମାଲିକ। ସଣ୍ଡେ ଟାଇମ୍ସ ପକ୍ଷରୁ ପ୍ରକାଶ ପାଇଥିବା ଧନୀ ତାଲିକା ଅନୁସାରେ ସ୍ବର୍ଗତ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟଙ୍କ ସମ୍ପତ୍ତି ତୁଳନାରେ ଚାଲର୍‌ସଙ୍କ ସମ୍ପତ୍ତି ୬୦…

ଫିରିଙ୍ଗିଆ ପୋଲିସ ନାଁରେ ଅତ୍ୟାଚାର ଅଭିଯୋଗ

ଫୁଲବାଣୀ ଅଫିସ,୧୮।୪: କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୋଲିସ ନାଁରେ ଅତ୍ୟାଚାର ଏବଂ ଚୋରି ଅଭିଯୋଗ ହୋଇଛି ା ପାଙ୍ଗାଉପରସାହି ପଞ୍ଚାୟତବାସୀ ସୋମବାର ଏସ୍‌ପିଙ୍କୁ ଏ ନେଇ ଦାବିପତ୍ର ପ୍ରଦାନ କରିଛନ୍ତି ା ପାଖାପାଖି ୧୦୦ରୁ ଊର୍ଦ୍ଧ୍ୱ ଲୋକେ ଏକତ୍ରିତ ହୋଇ…

ନେପାଳରେ ଭାରତୀୟ ପର୍ବତାରୋହୀ ନିଖୋଜ

କାଠମାଣ୍ଡୁ,୧୮।୪: ନେପାଳର ଅନ୍ନପୂର୍ଣ୍ଣା ଗିରିଶୃଙ୍ଗରୁ ସୋମବାର ଭାରତୀୟ ପର୍ବତାରୋହୀ ଅନୁରାଗ ମାଲୁ ନିଖୋଜ ଅଛନ୍ତି। ରାଜସ୍ଥାନର କିଶନଗଡ଼ରେ ଅନୁରାଗଙ୍କ ଘର। ସେ ମାଉଣ୍ଟ ଅନ୍ନପୂର୍ଣ୍ଣାର କ୍ୟାମ୍ପ ନଂ-୩ରୁ ଓହ୍ଲାଉଥିବାବେଳେ ନିଖୋଜ ହୋଇଯାଇଥିବା ସେଭେନ୍‌ ସମିଟ୍‌ ଟ୍ରେକ୍ସର ଅଧ୍ୟକ୍ଷ ମିଙ୍ଗମା ଶେର୍ପା କହିଛନ୍ତି।

ସ୍କୁଲରେ ତାଲା ପକାଇ ଧାରଣାରେ ଛାତ୍ରୀଛାତ୍ର

ତିହିଡି,୧୮।୪ (ଡି.ଏନ.ଏ.) ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ମଧୁପୁର ଜଳେଶ୍ୱର ନୋଡାଲ ଉ.ପ୍ରା. ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ହେଉ ନ ଥିବାରୁ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ତାଲା ପକାଇ ଧାରଣା ଦେଇଥିଲେ। ସେମାନେ ଅଭିଯୋଗ…

ମୁଣ୍ଡ କାଟି ଆତ୍ମହତ୍ୟା କଲେ ଦମ୍ପତି 

ରାଜକୋଟ୍‌,୧୮ା୪ : ଗୁଜରାଟର ରାଜକୋଟ୍‌ ଜିଲାରେ ଜଣେ ୩୮ ବର୍ଷୀୟ ଚାଷୀ ଓ ତାଙ୍କ ସ୍ତ୍ରୀ ରବିବାର ଗିଲୋଟିନ୍‌ ଭଳି ଅସ୍ତ୍ରରେ ସେମାନଙ୍କ ମୁଣ୍ଡ କାଟି ଆତ୍ମହତ୍ୟା କରିଛନ୍ତି। ଜିଲାର ଭିଞ୍ଚତ୍ୟା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଆତ୍ମହତ୍ୟା ସହ…

୨୯ ହଜାର ହେକ୍ଟର ଜମିକୁ ମାଡ଼ିବ ପାଣି

ଯୋଡା,୧୮।୪(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ଡ୍ୟାମ୍‌ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବନ୍ଧରେ ଜଳ ସଂରକ୍ଷଣ ପାଇଁ ବୈତରଣୀ ନଦୀର ଜଳ ପ୍ରବାହକୁ ବନ୍ଧ ବାନ୍ଧି ଦିଆଯାଇଛି। ପ୍ରକଳ୍ପ କାର୍ଯ୍ୟକାରୀ…

ଅଦାଲତ ଅବମାନନା ମାମଲା ବନ୍ଦ ହେବନି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୪ : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଦାବିରେ ଧର୍ମଘଟ ଓ ପିକେଟିଂରେ ସାମିଲ ହୋଇଥିବା ଓକିଲମାନଙ୍କ ବିରୋଧରେ ଅଦାଲତ ଅବମାନନା ବିଚାର ପ୍ରକ୍ରିୟା ବନ୍ଦ କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ସମସ୍ତଙ୍କୁ ସତ୍ୟପାଠ ଦାଖଲ ଲାଗି ସୁଯୋଗ…

ଜଳଲାଗି କଲେ ୫ଶହ ଗୋପାଳ

ବୈଶାଖର ପ୍ରଥମ ସୋମବାର ଆରଡି,୧୮।୪ (ଡି.ଏନ.ଏ.) ବୈଶାଖ ମାସର ପ୍ରଥମ ସୋମବାର ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ୫ଶହରୁ ଅଧିକ ଗୋପାଳ ଜଳଲାଗି କରିଛନ୍ତି। ଭୋର ୫ଟାରେ ମନ୍ଦିର ପହଡ଼ ଖୋଲାଯାଇ ମଙ୍ଗଳ ଆଳତି କରାଯାଇଥିଲା। ପରେ ବିଧି ଅନୁସାରେ…

ଜଙ୍ଗଲରେ ଜଳ ସଙ୍କଟ, ବିପଦରେ ବନ୍ୟପ୍ରାଣୀ

ସରୁନି ଜଳାଶୟ କାମ କେନ୍ଦୁଝର,୧୮।୪(ସ୍ବ.ପ୍ର.) ବନ୍ୟଜନ୍ତୁଙ୍କ ପାଇଁ ଜଙ୍ଗଲରେ ଜଳ ସୁବିଧା ପାଇଁ ବନ ବିଭାଗ ପକ୍ଷରୁ ଜଳାଶୟ ଖନନ କରାଯାଉଛି। ତେବେ ଉପଯୁକ୍ତ ତଦାରଖ ଅଭାବରୁ ଠିକ୍‌ ସମୟରେ ନିର୍ମାଣ କାର୍ଯ୍ୟ ସରୁ ନ ଥିବାରୁ ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ…

ପ୍ରଚଣ୍ଡ ତାତି: ଡହଳବିକଳ ଜଙ୍ଗଲୀ ଜନ୍ତୁ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): କଲବଲ କରୁଛି ପ୍ରଚଣ୍ଡ ଗ୍ରୀଷ୍ମ। ଘରେ କି ବାହାରେ ନିସ୍ତାର ନାହିଁ। ମଣିଷ, ଜୀବଜନ୍ତୁ ସମସ୍ତେ ତାତିର ଜ୍ୱାଳାରେ ଛଟପଟ ହେଉଛନ୍ତି। ଜଙ୍ଗଲରେ ପାଣି ଅଭାବରୁ ଜୀବଜନ୍ତୁ କଲବଲ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ବନ୍ୟପ୍ରାଣୀଙ୍କ ନିମନ୍ତେ ଜଙ୍ଗଲରେ ପାଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri