Home Left

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ ଆକାର (୨.୪୯ ଘନଫୁଟ) କାଠ ବୋଝେଇ ଏକ ବାଇକ୍‌ ଜବତ କରିଥିଲେ। ଜଣେ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଏଥିରେ ବସିଥିବା ଅନ୍ୟ ଦୁଇ ଆରୋହୀ ଆହତ ହୋଇଥିବାର...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍ (CJM) କୋର୍ଟ ଅଭିଯୋଗକୁ ଗ୍ରହଣ କରି ମାମଲା ରୁଜୁ କରିଛନ୍ତି। ଗତ ଅକ୍ଟୋବର...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି। ଆଉ କେତେବେଳେ ଆଉଟସୋର୍ସିଂ ସଂସ୍ଥା ମଧ୍ୟ ବିଭିନ୍ନ କାରଣ ଦର୍ଶାଇ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଏହି ସମୟରେ ଜୁନାଗଡ଼ ହାଇସ୍କୁଲ ପଡିଆ ସମ୍ମୁଖରେ ସରକାରୀ ଜାଗା ଉପରେ ଥିବା...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର ଇଣ୍ଡିଗୋର ନେଟ୍‌ଓ୍ବର୍କ ଏବଂ କ୍ରୁ କାର୍ଯ୍ୟ ଉପରେ ନଜର ରଖିବା ପାଇଁ ଏକ...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ ଅଞ୍ଚଳର ବିକାଶ ସାଙ୍ଗକୁ ଅନେକ ବେରୋଜଗାରୀଙ୍କୁ ମିଳୁଛି ରୋଜଗାର। ସ୍ବାବଲମ୍ବୀ ହେଇପାରୁଛନ୍ତି ସ୍ଥାନୀୟ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟି କବାଟ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ୫୨ ବର୍ଷ ବୟସରେ ମଧ୍ୟ ତାଙ୍କର ଚମକ ଏବଂ ସୌନ୍ଦର୍ଯ୍ୟ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ୍ ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ବୈଧ ଅନୁମତି ବିନା...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ ପଣ୍ଡ କରିଛନ୍ତି। ସୂଚନା ଯୋଗ୍ୟ ଯେ, କନ୍ଧମାଳ ଜିଲା ବାଲିଗୁଡା ଥାନା ସଲାଗୁଡା...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲା ଶ୍ରମିକ ମହାସଂଘର ଚାରି ଜଣିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri