DRS କ୍ରେଡିଟ୍ ଚୋରି ଅଭିଯୋଗ ଆଣିଲେ ଇଶାନ୍, ବୈଭବଙ୍କ ଜବାବରେ ଚୁପ୍ ହୋଇଗଲେ କ୍ୟାପଟେନ୍!
ନୂଆଦିଲ୍ଲୀ,୧୧।୯: ଇଶାନ କିଶନଙ୍କ ନେତୃତ୍ୱରେ ଇଷ୍ଟ ଜୋନ୍ ଦଲୀପ ଟ୍ରଫି ୨୦୨୬ର ଚାମ୍ପିଅନ ହୋଇଛି । ଏହି ଦଳରେ ୧୫ ବର୍ଷୀୟ ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ମଧ୍ୟ ସାମିଲ ଥିଲେ। ବ୍ୟାଟିଂ ପାଇଁ ପୂର୍ବରୁ ଚର୍ଚ୍ଚିତ ହୋଇଥିବା ବୈଭବ ଏଥର…
କର୍କଟ ସମେତ ଏହି ରାଶିଙ୍କୁ ଟେନ୍ସନ ଦେବେ ମଙ୍ଗଳ: ସମ୍ପର୍କରେ ପଡ଼ିବ ଭଟ୍ଟା! ଚାକିରି-ବ୍ୟବସାୟରେ…
ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳଙ୍କୁ ଗ୍ରହମାନଙ୍କ ସେନାପତି ବୋଲି କୁହାଯାଏ। ସାହସ, ଶକ୍ତି, ଉତ୍ସାହ, କ୍ରୋଧ ଓ ଆକ୍ରମଣାତ୍ମକତାର କାରକ ଭାବେ ମଙ୍ଗଳଙ୍କୁ ବିବେଚନା କରାଯାଏ। ମଙ୍ଗଳ ପ୍ରାୟ ୪୫ ଦିନ ପରେ ରାଶି ପରିବର୍ତ୍ତନ କରନ୍ତି। ତେଣୁ ତାଙ୍କର ପ୍ରତ୍ୟେକ…
ଉଦ୍ଧାର ଓରାଙ୍ଗଉଟାନଙ୍କୁ ନେଇ PCCFଙ୍କ ବଡ଼ ସୂଚନା, ସ୍ବାସ୍ଥ୍ୟାବସ୍ଥା…
ଭୁବନେଶ୍ୱର,୧୧।୯: ବାଲେଶ୍ୱର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗଉଟାନ ଶାବକଙ୍କୁ ନେଇ PCCF ପ୍ରେମ କୁମାର ଝା ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ୫ ଓରାଙ୍ଗଉଟାନ ସୁସ୍ଥ ଥିବା ସେ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଉଦ୍ଧାର ଓରାଙ୍ଗଉଟାନଙ୍କୁ…
ପେନଶନର୍ଙ୍କ ପାଇଁ ଖୁସି ଖବର! ଖାତାକୁ ଆସିଲା ୧୨୩୩ କୋଟି ଟଙ୍କା, ଏମିତି ଚେକ୍ କରନ୍ତୁ ବାଲାନ୍ସ…
ନୂଆଦିଲ୍ଲୀ,୧୧।୯: ପେନଶନଧାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ବିହାର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ପ୍ରାୟ ୧୦୫.୬୮ ଲକ୍ଷ (୧.୦୫ କୋଟିରୁ ଅଧିକ) ପେନଶନଭୋଗୀଙ୍କ ବ୍ୟାଙ୍କ ଖାତାକୁ ଅଗଷ୍ଟ ମାସର ପେନଶନ ରାଶି ସିଧାସଳଖ ଟ୍ରାନ୍ସଫର (DBT) କରିଛନ୍ତି।…
ସାବଧାନ! ୩ ରାଶିରେ ଆଜି ଲାଗିବ ଗ୍ରହଣ; ହାତରୁ ପଳାଇବ ଟଙ୍କା, ପାଖଲୋକ ଦେବେ ଧୋକା
ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ କିମ୍ୱା ଚନ୍ଦ୍ରଙ୍କ ସହିତ ରାହୁ କିମ୍ୱା କେତୁଙ୍କ ଯୁତି (ସଂଯୋଗ) ହେଲେ ଗ୍ରହଣ ଯୋଗ ସୃଷ୍ଟି ହୁଏ। ବର୍ତ୍ତମାନ ସୂର୍ଯ୍ୟ, ଚନ୍ଦ୍ର ଏବଂ କେତୁ ଏହି ତିନୋଟି ଗ୍ରହ ସିଂହ ରାଶିରେ ବିରାଜମାନ ଅଛନ୍ତି।…
ବାଇକ୍କୁ ଧକ୍କାଦେଲା ଟ୍ରକ୍, ଚାପି ହୋଇଗଲେ ଚାଳକ
ଧାମନଗର,୧୧ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା ଅଞ୍ଚଳର ଅଶୋକ କୁମାର ସେଠୀ ( ୪୫) କୌଣସି କାମ ନେଇ ନିଜ…
ବୈଭବଙ୍କ ପାଖରେ ସୁବର୍ଣ୍ଣ ସୁଯୋଗ: ରାସ୍ତାରେ କଣ୍ଟା ହେବେନି ତ ଶ୍ରେୟସ ଆୟର? ଜାଣନ୍ତୁ ପୂରା ଖବର
ନୂଆଦିଲ୍ଲୀ୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ହେବାକୁ ଥିବା ଟି-୨୦ ସିରିଜରେ ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି ବଡ଼ ସୁଯୋଗ। ବୈଭବ ଇତିମଧ୍ୟରେ ଭାରତ ପାଇଁ ନିଜର ଅନ୍ତର୍ଜାତୀୟ ଡେବ୍ୟୁ କରିସାରିଛନ୍ତି। କିନ୍ତୁ ଆଫଗାନିସ୍ତାନ ବିପକ୍ଷ ସିରିଜରେ ତାଙ୍କ…
ICC Player of the Month ପାଇଁ ଏହି ୩ ଖେଳାଳି ମନୋନୀତ: ଜଣେ ଟିମ୍ଇଣ୍ଡିଆକୁ କନ୍ଦାଇଥିଲେ…
ନୂଆଦିଲ୍ଲୀ,୧୧।୯: ଅଗଷ୍ଟ ମାସ ପାଇଁ ‘ଆଇସିସି ପ୍ଲେୟାର ଅଫ ଦି ମନ୍ଥ’ (ICC Player of the Month) ପୁରସ୍କାର ନିମନ୍ତେ ତିନିଜଣ ଖେଳାଳିଙ୍କୁ ମନୋନୀତ କରାଯାଇଛି। ଏହି ଚୟନ ପ୍ରକ୍ରିୟା ଭୋଟିଂ ମାଧ୍ୟମରେ କରାଯାଉଛି। କାରଣ ଆଇସିସି ପ୍ରଶଂସକମାନଙ୍କ ପାଇଁ…
UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର: ଆସିଗଲା UPI ‘Tap and Pay’; ଫୋନ ଛୁଆଁଇଲେ ହିଁ ହୋଇଯିବ ପେମେଣ୍ଟ
ନୂଆଦିଲ୍ଲୀ,୧୧।୯: UPI ମାଧ୍ୟମରେ ପେମେଣ୍ଟ କରିବାର ତରିକା ଏବେ ଆହୁରି ସହଜ ହେବାକୁ ଯାଉଛି। ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ସେପ୍ଟେମ୍ୱର ୨୦୨୬ରେ UPIର ଏକ ନୂଆ ‘ଟ୍ୟାପ ଆଣ୍ଡ ପେ’ (Tap and Pay) ଫିଚର ଉପସ୍ଥାପନ…
ଗ୍ରାହକ ତଥ୍ୟକୁ ବ୍ୟବସାୟିକ ସମ୍ପତ୍ତି ବିବେଚନା ନ କରିବା ଉଚିତ: ଆରବିଆଇ ଗଭର୍ନର
ମୁମ୍ବାଇ,୧୧ା୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍ବିଆଇ) ଗଭର୍ନର ସଞ୍ଜୟ ମାଲହୋତ୍ରା ଗୁରୁବାର ଫିନ୍ଟେକ୍ କମ୍ପାନୀଗୁଡିକୁ ଗ୍ରାହକମାନଙ୍କ ଡାଟା ବା ତଥ୍ୟ ଉପଯୋଗକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ଫିନ୍ଟେକ୍ କମ୍ପାନୀଗୁଡ଼ିକ ଗ୍ରାହକଙ୍କ ତଥ୍ୟକୁ ସେମାନଙ୍କ ବ୍ୟବସାୟିକ ସମ୍ପତ୍ତି ଭାବେ ବିବେଚନା ନ କରି…
ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…
ଛତ୍ରପୁର,୧୧ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ ହୋଇ ନ ଥିବା ପ୍ରତିବାଦରେ ୟୁନାଇଟେଡ୍ ଫୋରମ ଅଫ୍ ବ୍ୟାଙ୍କ ୟୁନିୟନ୍ସ ପକ୍ଷରୁ…
ଘର ତିଆରି କରିବା ପାଇଁ ସରକାର ଦେବେ ଦେଢ ଲକ୍ଷ ଟଙ୍କା, ଜାଣନ୍ତୁ ଏହି ଯୋଜନାରେ କେମିତି ଉଠାଇବେ ଫାଇଦା
ନୂଆଦିଲ୍ଲୀ,୧୧।୯: ଯେଉଁମାନେ ସହରରେ ରହୁଛନ୍ତି, ବର୍ଷ ବର୍ଷ ଧରି ଭଡ଼ା ଘରେ ରହି ନିଜର ଏକ ଘର ତିଆରି କରିବାର ସ୍ୱପ୍ନ ଦେଖୁଛନ୍ତି, ସେମାନଙ୍କ ପାଇଁ ଏକ ଖୁସି ଖବର ରହିଛି। କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

