ଝାମୁଯାତ୍ରା ମେଳା ଅର୍ଥର ହିସାବ ମିଳୁନି
ମହାକାଳପଡ଼ା,୨୮ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତି ପୀଠ ମା’ରାମଚଣ୍ଡୀଙ୍କ ପୀଠରେ ଅନୁଷ୍ଠିତ ଝାମୁ ଯାତ୍ରା ମେଳାରୁ ଆୟ ହୋଇଥିବା ଅର୍ଥର ହିସାବ ମିଳୁନାହିଁ ା ସେହି ଅର୍ଥକୁ ମନ୍ଦିର ଟ୍ରଷ୍ଟି ନିଜ ହେପାଜତରେ ରଖି ମନମୁଖୀ କାମ କରୁଥିବା…
ଦୀପାବଳିକୁ ସଂଘୀୟ ଛୁଟି ଘୋଷଣା ଲାଗି ଆମେରିକା କଂଗ୍ରେସରେ ବିଲ୍
ଓ୍ବାଶିଂଟନ, ୨୭ା୫(ପି.ଟି.): ଆଲୋକର ପର୍ବ ଦୀପାବଳିକୁ ଆମେରିକାରେ ସଂଘୀୟ ଛୁଟି ଭାବେ ଘୋଷଣା କରିବା ପାଇଁ ଜଣେ ଆଇନ ପ୍ରଣେତା ବିଲ୍ ଆଣିଛନ୍ତି। ଏହାକୁ ଦେଶର ବିଭିନ୍ନ ସମ୍ପ୍ରଦାୟ ପକ୍ଷରୁ ସ୍ବାଗତ କରାଯାଇଛି। ଦିଓ୍ବାଲି ଡେ’ ଆକ୍ଟ ଆମେରିକା କଂଗ୍ରେସରେ ଗୃହୀତ…
କେଜ୍ରିଓ୍ବାଲ, ଖାର୍ଗେଙ୍କ ବିରୋଧରେ ଏତଲା
ନୂଆଦିଲ୍ଲୀ, ୨୮।୫(ଆଇଏଏନ୍ଏସ୍): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜାତିକୁ ନେଇ ଉତ୍ତେଜକ ମନ୍ତବ୍ୟ ଦେଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିରୋଧରେ ସୁପ୍ରିମକୋର୍ଟ ଆଇନଜୀବୀ ବିନୀତ ଜିନ୍ଦଲ ଅଭିଯୋଗ ଦାଏର କରିଛନ୍ତି। ଦିଲ୍ଲୀ ପୋଲିସ କମିଶନର…
ଦିଲ୍ଲୀ ୟୁନିଭର୍ସିଟି ପାଠ୍ୟକ୍ରମରୁ ମହମ୍ମଦ ଇକ୍ବାଲ ବାଦ୍
ନୂଆଦିଲ୍ଲୀ, ୨୮।୫: ଲୋକପ୍ରିୟ ଗୀତ ‘ସାରେ ଜହାଁ ସେ ଅଚ୍ଛା ହିନ୍ଦୁସ୍ଥାନ ହମାରା’ର ରଚୟିତା ଖ୍ୟାତନାମା ଉର୍ଦ୍ଦୁ ଓ ପାର୍ସି କବି ମହମ୍ମଦ ଇକ୍ବାଲଙ୍କୁ ଦିଲ୍ଲୀ ୟୁନିସର୍ଭିିଟି (ଡିୟୁ) ଏହାର ବିଏ ରାଜନୀତି ବିଜ୍ଞାନ ପାଠ୍ୟକ୍ରମରୁ ବାଦ୍ ଦେଇଛି। ବିଶ୍ୱବିଦ୍ୟାଳୟର ଏକାଡେମିକ୍…
୧୨ ବର୍ଷୀୟ ଛାତ୍ରଙ୍କ ୫ କଲେଜ ଡିଗ୍ରୀ
ଓ୍ବାଶିଂଟନ୍,୨୮।୫: ଆମେରିକାର ଫୁଲେର୍ଟନ କଲେଜର ସର୍ବକନିଷ୍ଠ ଗ୍ରାଜୁଏଟ୍ କ୍ଲୋଭିସ୍ ହଙ୍ଗ୍ ଏକ ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି। ମାତ୍ର ୧୨ ବର୍ଷ ବୟରେ ସେ ୫ ଡିଗ୍ରୀ ହାସଲ କରିଛନ୍ତି। ୨୦୨୦ରେ ଜଣେ ୧୩ ବର୍ଷୀୟ ଛାତ୍ର ସର୍ବକନିଷ୍ଠ ସ୍ନାତକ ହେବା…
‘ମଙ୍ଗଳ’ରେ ବର୍ଷେ ବିତାଇବେ କାନାଡା ବୈଜ୍ଞାନିକ
ଓ୍ବାଶିଂଟନ, ୨୮।୩: ମଙ୍ଗଳ ଗ୍ରହ ଭଳି ପରିବେଶରେ ଗୋଟିଏ ବର୍ଷ ବିତାଇବାକୁ ଯାଉଛନ୍ତି କାନାଡ଼ାର ମହିଳା ଜୀବବିଜ୍ଞାନୀ କେଲି ହଷ୍ଟନ୍। ଏଥିପାଇଁ ସେ ପ୍ରସ୍ତୁତି ଚଳାଇଛନ୍ତି। ତେବେ ମଙ୍ଗଳରେ ରହିବା ତାଙ୍କର ପିଲାଦିନର ସ୍ବପ୍ନ ନ ଥିଲା ବୋଲି ୫୨ ବର୍ଷୀୟ…
ପ୍ରତିଶ୍ରୁତିରେ ଅଟକିଛି ଗ୍ରାମ୍ୟ ଅର୍ଥନୈତିକ କରିଡର
ଜଗତ୍ସିଂହପୁର ଅଫିସ,୨୮ା୫: ଜଗତ୍ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ ଶାରଳା। ମା’ଙ୍କ ମନ୍ଦିର ନିକଟରୁ ଲଙ୍କାପଡ଼ା ଭାୟା ଶଙ୍ଖେଶ୍ୱର ଗ୍ରାମ୍ୟରାସ୍ତାକୁ ଅର୍ଥନୈତିକ କରିଡର ଭାବେ କାର୍ଯ୍ୟକାରୀ କରିବାକୁ ଅତୀତରେ ପ୍ରସ୍ତୁତି ଆରମ୍ଭ ହୋଇଥିଲା। ତତ୍କାଳୀନ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର…
ପୁଣି ଚମକିଲେ ରାଜକନିକା ଝିଅ
ରାଜକନିକା,୧୮ା୫(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତୈଲୋକ୍ୟପୁର ଗ୍ରାମ ପଞ୍ଚାୟତର ଅଖ୍ୟାତ୍ପଲ୍ଲୀ ଗଁାରେ ଜନ୍ମଲାଭ କରି ସୁଦୁର କୋଲକାତାରେ ଦ୍ୱାଦଶ ପର୍ଯ୍ୟନ୍ତ ପାଠପଢି ପଶ୍ଚିମବଙ୍ଗରେ ଦ୍ୱାଦଶରେ ଟପ୍ପର ହୋଇଥିବା ଦେବସ୍ମିତା ଶୁକବ୍ରାର ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଏମଏସସି ରସାୟନ ଶାସ୍ତ୍ର…
ଟୁଇଟର ମାଷ୍ଟର ପ୍ରଦ୍ୟୁମ୍ନ
ସରକାରଙ୍କ ନାନାପ୍ରକାର ଯୋଜନା ସମ୍ପର୍କରେ ସାଧାରଣ ଲୋକ କିପରି ଅବଗତ ହେବା ସହ ଉପକୃତ ହେବେ,ତାକୁ ଟ୍ବିଟ୍ କରି ସରକାରଙ୍କୁ ଅବଗତ କରୁଥିବା ପ୍ରଦ୍ୟୁମ୍ନ ଏବେ ଟ୍ବିଟର ମାଷ୍ଟରଭାବେ ବେଶ୍ ପରିଚିତ। ଜନଶୁଣାଣି ଶିବିରରେ ସାଧାରଣ ଲୋକଙ୍କ ଅଭିଯୋଗକୁ ପ୍ରଶାସନିକ ଅଧିକାରୀମାନେ…
ଗର୍ଜିୟା ଦେବୀ ମନ୍ଦିର
ପବିତ୍ର ଗର୍ଜିୟା ଦେବୀ ମନ୍ଦିର ଉତ୍ତରାଖଣ୍ଡର ନୈନିତାଲ ଜିଲାରେ ଅବସ୍ଥିତ। ମାତା ପାର୍ବତୀଙ୍କର ଏକ ସ୍ବରୂପ କୁହାଯାଉଥିବା ମାତା ଗର୍ଜିୟାଙ୍କର ଏହି ମନ୍ଦିରକୁ ଏକ ଶକ୍ତିସ୍ଥଳ କହିଲେ ମଧ୍ୟ ଭୁଲ୍ ହେବନାହିଁ… ଉତ୍ତରାଖଣ୍ଡର ନୈନିତାଲ ଜିଲା ଅନ୍ତର୍ଗତ ରାମନଗରଠାରେ ରହିଛି ଗର୍ଜିୟା…
ଉଦୟପୁରରେ ହେବ ପରିଣୀତି-ରାଘବଙ୍କ ବିବାହ!
ମୁମ୍ବାଇ: ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ଏଏପି ନେତା ରାଘବ ଚଡ୍ଡାଙ୍କ ବିବାହ ରାଜସ୍ଥାନର ଉଦୟପୁରରେ ହୋଇପାରେ। ତେବେ ପରିଣୀତି ଆଜି ଉଦୟପୁରରେ ପହଞ୍ଚିଥିବାରୁ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଏଥିସହ ତାଙ୍କ ସମ୍ପର୍କୀୟ ଏବଂ ସାଙ୍ଗମାନେ ପୂର୍ବରୁ ହିଁ ଉଦୟପୁରରେ ପହଞ୍ଚିସାରିଛନ୍ତି।…
କେନ୍ଦୁଝର-ହାଓ୍ବଡାକୁ ଟ୍ରେନ ଚଳାଚଳ ଦାବି
କେନ୍ଦୁଝର,୨୭।୫(ଡି.ଏନ.ଏ): କେନ୍ଦୁଝର ଜିଲା ମୁଖ୍ୟାଳୟରୁ ହାଓ୍ବଡାକୁ ସିଧାସଳଖ ଟ୍ରେନ ଚଳାଚଳ କରିବାକୁ ଏସ୍ସିୟୁଆଇ ପକ୍ଷରୁ ଦାବି କରାଯାଇଛି। କେନ୍ଦୁଝରରୁ ଟାଟା ଦେଇ କିମ୍ବା ଯାଜପୁରରୋଡ ଦେଇ ଟ୍ରେନ ଚଳାଚଳ କଲେ ଜିଲାର ବହୁ ବ୍ୟବସାୟୀ, ସାଧାରଣ ଲୋକ ଉପକୃତ ହୋଇପାରିବେ ବୋଲି…
Archives


